Tag Archives: Home Middle

ରତ୍ନଭଣ୍ଡାର ଖୋଲିବା ନେଇ ଏସ୍‌ଓପି ପ୍ରଦାନ କଲେ ରାଜ୍ୟ ସରକାର, ଏଥିରେ ରହିଛି…

ପୁରୀ,୧୩ା୭: ରତ୍ନଭଣ୍ଡାର ଖୋଲାଯିବା ନେଇ ଶନିବାର ଏସ୍‌ଓପି ପ୍ରଦାନ କରାଯାଇଛି। ରାଜ୍ୟ ସରକାର ପ୍ରସ୍ତୁତ କରିଥିବା ଏସ୍‌ଓପି ଶ୍ରୀମନ୍ଦିର ପ୍ରଶାସନକୁ ପ୍ରଦାନ କରାଯାଇଛି ବୋଲି ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି। ସେ କହିଛନ୍ତି, ରତ୍ନଭଣ୍ଡାର ଗଣତି, ମଣତି ନେଇ ଆର୍‌ବିଆଇର...

ନର୍ସିଂହୋମ୍‌ରେ ନିଆଁ ଲାଗିବା ଘଟଣା: ତଦନ୍ତ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ, କହିଲେ…

ଭୁବନେଶ୍ୱର,୧୩ା୭: କଟକର ପୁରୀଘାଟ ଥାନା ନିକଟ ଏକ ଘରୋଇ ନର୍ସିଂହୋମ୍‌ରେ ଶନିବାର ଅପରାହ୍ନରେ ନିଆଁ ଲାଗିଯାଇଥିଲା। ଏହି ଅଗ୍ନିକାଣ୍ଡର ଉଚ୍ଚସ୍ତରୀୟ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ନିର୍ଦ୍ଦେଶ ଦେଇଛନ୍ତି। କେମିତି ନିଆଁ ଲାଗିଲା ତାହାର ତଦନ୍ତ ପାଇଁ...

ଭାରତୀୟ ସମ୍ବିଧାନରେ ଥିବା ୩ ପ୍ରକାର ‘ଏମରଜେନ୍ସି’ କ’ଣ? କେବେ ଏହା ହୋଇଥାଏ ଲାଗୁ… 

ନୂଆଦିଲ୍ଲୀ,୧୩।୭: କେନ୍ଦ୍ର ସରକାର ନୋଟିଫିକେଶନ ଜାରି କରି ଜୁନ ୨୫କୁ ‘ସମ୍ବିଧାନ ହତ୍ୟା ଦିବସ’ ଭାବେ ପାଳନ କରିବାକୁ ଘୋଷଣା କରିଛନ୍ତି। କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ସୋସିଆଲ ମିଡିଆରେ ପୋଷ୍ଟ କରି ଏଥିରେ ମୋହର ଲଗାଇଛନ୍ତି। ଏହି ଅବସରରେ...

ସ୍ତ୍ରୀ ନା ବାପାମାଆ…. ଶହୀଦ ପରେ କାହାକୁ ମିଳେ କ୍ଷତିପୂରଣ ଟଙ୍କା?

ନୂଆଦିଲ୍ଲୀ,୧୩।୭: ଜୁଲାଇ ୧୯ ୨୦୨୩, ସିଆଚେନର ଏକ ସେନା ବଙ୍କରରେ ନିଆଁ ଲାଗିଯାଇଥିଲା। କିଛି ଯବାନ ସେହି ନିଆଁରେ ଫସି ଯାଇଥିଲେ। ନିଜ ସାଥୀମାନଙ୍କୁ ବିପଦରେ ପଡ଼ିଥିବାର ଦେଖି କ୍ୟାପଟେନ ଅଂଶୁମାନ ଜଳୁଥିବା ବଙ୍କରକୁ ଡେଇଁ ପଡିଥିଲେ। ଆଉ ନିଜ...

ବର୍ଷିଲେ ସଞ୍ଜୟ: କହିଲେ…ଅଟଳ ବିହାରୀ ବି PM ହୋଇଥିଲେ ଏମରଜେନ୍ସିଂ ଲଗାଇଥାନ୍ତେ, RSS ଦେଇଥିଲା ସମର୍ଥନ

ନୂଆଦିଲ୍ଲୀ,୧୩।୭: କେନ୍ଦ୍ର ସରକାର ଜୁନ ୨୫କୁ ‘ସମ୍ବିଧାନ ହତ୍ୟା ଦିବସ’ ଭାବେ ପାଳନ କରିବାକୁ ଘୋଷଣା କରିଛନ୍ତି। ଏହି ମାମଲାକୁ ନେଇ ରାଜନୀତି ସରଗରମ ରହିଛି। ଶିବସେନା ନେତା ସଞ୍ଜୟ ରାଉତ ଭାଜପା ପାଖରେ ଆଉ କୌଣସି କାମ ନାହିଁ।...

ବଜେଟ ୨୦୨୪: ବିହାର-ଆନ୍ଧ୍ର ପାଇଁ ହେବ ବଡ ଘୋଷଣା? ନାଇଡୁ-ନୀତୀଶଙ୍କ ଆଗରେ ନଇଁବେ ମୋଦି ସରକାର!

ନୂଆଦିଲ୍ଲୀ,୧୩।୭: ଭାରତୀୟ ଜନତା ପାର୍ଟି(ଭାଜପା) ନେତୃତ୍ୱାଧୀନ ନ୍ୟାସନାଲ ଡେମୋକ୍ରାଟିକ ଆଲାଇନ୍ସ (ଏନଡିଏ) ତୃତୀୟ ଥର ପାଇଁ କ୍ଷମତାରେ ଅଛି। ଗତ ଦୁଇଟି କାର୍ଯ୍ୟକାଳ ତୁଳନାରେ ତାଙ୍କ ପାଇଁ ପରିସ୍ଥିତି ଭିନ୍ନ ରହିଛି, କାରଣ ଏଥର ଏହା ଭାଜପା ସରକାର ନୁହେଁ...

ରତ୍ନଭଣ୍ଡାର ଖୋଲିବା ନେଇ ସେବାୟତଙ୍କ ବଡ଼ ବୟାନ, ଘରେ ସାଆନ୍ତ ନାହାନ୍ତି ଖୋଲନି ନହେଲେ..

ଭୁବନେଶ୍ୱର,୧୩।୭: ଶ୍ରୀମନ୍ଦିର ରତ୍ନ ଭଣ୍ଡାର ଖୋଲିବା ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ବରିଷ୍ଠ ସେବାୟତ ଦାମୋଦର ମହାସୁଆର । ସେ କହିଛନ୍ତି, ୧୪ ନୁହେଁ ୨୪ରେ ରତ୍ନଭଣ୍ଡାର ଖୋଲିବା ଉଚିତ। ମହାପ୍ରଭୁଙ୍କ ଫେରିବା ବାଟକୁ ଅପେକ୍ଷା କର । କାରଣ ଘରେ...

ଉପ ରାଜ୍ୟପାଳ ହେଲେ ଆହୁରି ଶକ୍ତିଶାଳୀ

ଜମ୍ମୁ,୧୩।୭: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ଶନିବାର ଜମ୍ମୁ କଶ୍ମୀର ପୁନର୍ଗଠନ ଆଇନରେ ସଂଶୋଧନ କରିଛି। ଏହା ସହ ଜମ୍ମୁ କଶ୍ମୀରର ଲେଫ୍ଟନାଣ୍ଟ ଗଭର୍ଣ୍ଣର ବର୍ତ୍ତମାନ ଅଧିକ କ୍ଷମତା ପାଇଛନ୍ତି। ଏ ସମ୍ପର୍କରେ କେନ୍ଦ୍ର ସରକାର ମଧ୍ୟ ବିଜ୍ଞପ୍ତି ଜାରି କରିଛନ୍ତି।...

ବଳଭଦ୍ରଙ୍କ ମୁଖ୍ୟ ବାଡଗ୍ରାହୀଙ୍କ ବିସ୍ଫୋରକ ବୟାନ, ଗୁଣ୍ଡିଚା ଦିନ ଉପାସ ଥିଲେ ବଡ଼ ଠାକୁର…

ଭୁବନେଶ୍ୱର,୧୩।୭: ଗୁଣ୍ଡିଚା ବିଜେ ପହଣ୍ଡିବେଳେ ଚାରମାଳ ଉପରେ ବଡ଼ଠାକୁର ମୁହଁମାଡି ପଡିଯିବା ଘଟଣା ଏବେ ସମସ୍ତଙ୍କୁ ମର୍ମାହତ କରିଛି । ଏହାର ମୁଖ୍ୟ କାରଣ ସେବାୟତଙ୍କ ବେପୁରୁଆ ମନଭାବ ଓ ଅଣସେବାୟତଙ୍କ ପ୍ରବେଶକୁ ଅନେକ ସ୍ଥଳରେ ଦାୟୀ କରାଯାଇଥିବା ବେଳେ...

ରାଜ୍ୟପାଳଙ୍କ ପୁଅଙ୍କ ଦାଦାଗିରି: ଥାନାରେ ଅଭିଯୋଗ କଲେ ଏଏସଓ

ଭୁବନେଶ୍ୱର,୧୩।୭: ରାଜ୍ୟପାଳ ରଘୁବର ଦାସଙ୍କ ପୁଅଙ୍କ ଦାଦାଗିରି। ରଥଯାତ୍ରା ସମୟରେ ରାଜ୍ୟାପାଳ ପୁରୀ ରାଜଭବନରେ ଥିବା ସମୟରେ ତାଙ୍କ ପୁଅ ଲଳିତ କୁମାର ଆସିଷ୍ଟାଣ୍ଟ ସେକ୍ସନ ଅଫିସର (ଏଏସଓ) ବୈକୁଣ୍ଠ ପ୍ରଧାନଙ୍କୁ ମାଡ଼ ମାରିଥିବା ଅଭିଯୋଗ ହୋଇଛି। ଘଟଣା ବିଷୟରେ...

ଲୋକ ସଭା ନିର୍ବାଚନ ପରେ ଉପ ନିର୍ବାଚନରେ ବି ମମତାଙ୍କ ଦବଦବା, ୪ ବିଧାନସଭା ଆସନରେ ଟିଏମସି ଆଗରେ

କୋଲକାତା,୧୩।୭: ୨୦୨୪ ଲୋକ ସଭା ନିର୍ବାଚନରେ ଚମତ୍କାର ପ୍ରଦର୍ଶନ କରିଥିବା ତ୍ରୁଣମୂଳ କଂଗ୍ରେସ (ଟିଏମସି) ପଶ୍ଚିମବଙ୍ଗରେ ଚମତ୍କାର ପ୍ରଦର୍ଶନ ଜାରି ରଖିଛି। ଏଥର ଦଳ ବିଧାନସଭା ଉପ-ନିର୍ବାଚନରେ ଭାରତୀୟ ଜନତା ପାର୍ଟି (ଭାଜପା) କୁ ପରାସ୍ତ କରୁଥିବା ଦେଖାଯାଉଛି। ମାଣିକଟାଲା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri