Tag Archives: Home Middle

କୋଲକାତାକୁ ହରାଇ ସନ୍‌ରାଇଜର୍ସର ଦ୍ୱିତୀୟ ବିଜୟ

କୋଲକାତା, ୧୪।୪: ହ୍ୟାରି ବ୍ରୁକ୍‌ଙ୍କ ଅପରାଜିତ ଶତକ ବଳରେ ସନ୍‌ରାଇଜର୍ସ ହାଇଦ୍ରାବାଦ ଶୁକ୍ରବାର ଅନୁଷ୍ଠିତ ଇଣ୍ଡିଆନ ପ୍ରିମିୟର ଲିଗ୍‌ର ୧୯ ତମ ମ୍ୟାଚରେ କୋଲକାତା ନାଇଟ ରାଇଡର୍ସକୁ ୨୩ ରନ୍‌ରେ ପରାସ୍ତ କରିଛି। ସନ୍‌ରାଇଜର୍ସ ୨୦ ଓଭରରେ ୪ ଉଇକେଟ...

ହନୁମାନ ଜୟନ୍ତୀରେ ପୁଣି ହିଂସାକାଣ୍ଡ: ଯୁବକଙ୍କୁ ହତ୍ୟା, ପୋଡ଼ାଜଳା

ସମ୍ବଲପୁର,୧୪।୪(ବ୍ୟୁରୋ): ସମ୍ବଲପୁର ହନୁମାନ ଜୟନ୍ତୀ ଉପଲକ୍ଷେ ବାଇକ୍‌ ଶୋଭାଯାତ୍ରା ଉପରେ ପଥର ମାଡ ପରେ ପୋଡ଼ାଜଳା ଓ ମରଣାନ୍ତକ ଆକ୍ରମଣ ଘଟଣାକୁ ଇତିମଧ୍ୟରେ ୨ ଦିନ ବିତିଯାଇଛି। ହେଲେ ସହରରେ ଆତଙ୍କ ଓ ଭୟର ବାତାବରଣ ଲାଗି ରହିଛି ।...

କୋଲ୍‌କାତା ଆଗରେ ୨୨୯ ରନ୍‌ର ବିଶାଳ ଟାର୍ଗେଟ

କୋଲ୍‌କାତା,୧୪।୪: କୋଲ୍‌କାତାର ଇଡେନ୍‌ ଗାର୍ଡେନ୍‌ରେ ଶୁକ୍ରବାର ଖେଳାଯାଇଥିବା ଆଇପିଏଲ୍‌ର ୧୯ତମ ମ୍ୟାଚ୍‌ରେ କୋଲ୍‌କାତା ନାଇଟ୍‌ ରାଇଡର୍ସ ଅଧିନାୟକ ନୀତିଶ ରାଣା ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଇଥିଲେ। ଫଳରେ ଏଡେନ ମାରକ୍ରମଙ୍କ ନେତୃତ୍ୱାଧୀନ ସନ୍‌ରାଇଜର୍ସ ହାଇଦ୍ରାବାଦ ପ୍ରଥମେ ବ୍ୟାଟିଂ କରିବାକୁ...

ବୋମା ବିସ୍ଫୋରଣର ସେଣ୍ଟର ପାଲଟି ଯାଇଛି ପଶ୍ଚିମବଙ୍ଗ, ୨୦୨୫ରେ ପ୍ରଥମ ଭାଙ୍ଗିଯିବ ମମତା ସରକାର: ଶାହା

କୋଲକାତା,୧୪।୪: ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଶୁକ୍ରବାର ପଶ୍ଚିମବଙ୍ଗର ବୀରଭୁମି ଜିଲାର ସିଉଡିରେ ଏକ ଜନସଭାକୁ ସମ୍ବୋଧିତ କରିଛନ୍ତି। ଏହି ସମୟରେ ସେ ମମତା ବାନାର୍ଜୀଙ୍କ ସରକାର ଓ ତ୍ରୁଣମୂଳ କଂଗ୍ରେସ ଉପରେ ଖୁବ୍‌ ବର୍ଷିଛନ୍ତି। ସେ କହିଛନ୍ତି ୨୦୨୫ରେ...

ଦେଶକୁ ଆସିଗଲା ନୂଆ ରୋଗ! କଂଗ୍ରେସର ନାଁ ନ ନେଇ ବର୍ଷିଲେ ମୋଦି

ଗୁଆହାଟି,୧୪।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଆସାମ ଗସ୍ତରେ ଅଛନ୍ତି। ଗୁଆହାଟିରେ ସେ ଏକ ଜନସଭାକୁ ସମ୍ବୋଧନ କରିଛନ୍ତି। ଏହି ସମୟରେ ମୋଦି କହିଛନ୍ତି ଦେଶକୁ ଏକ ନୂଆ ରୋଗ ଆସିଯାଇଛି। ମୁଁ ଯେତେବେଳେ ଆପଣଙ୍କୁ ମୋ କାମର ଗଣତି...

ପୁଣି ଆସିପାରେ କରୋନା ଭଳି ମହାମାରୀ, ପ୍ରତିଦିନ ହୋଇପାରେ ୧୫ ହଜାର ଲୋକଙ୍କ ମୃତ୍ୟୁ!

ନୂଆଦିଲ୍ଲୀ,୧୪।୪: ପ୍ରାୟ ୩ ବର୍ଷ ହେବ ବିଶ୍ୱରୁ କରୋନା ମହାମାରୀର ପ୍ରଭାବ ଯାଇ ନ ଥିବା ବେଳେ ଏବେ ଏକ ନୂଆ ରିପୋର୍ଟ ଲୋକଙ୍କ ଚିନ୍ତା ବଢାଇ ଦେଇଛି। ଏକ ସ୍ବାସ୍ଥ୍ୟ ବିଶ୍ଳେଷକ ଫାର୍ମ ତା’ର ରିପୋର୍ଟରେ ଦାବି କରିଛି...

ଆସାମକୁ ୧୪ ହଜାର କୋଟିର ଉପହାର ଦେଲେ ପ୍ରଧାନମନ୍ତ୍ରୀ, ଗୁଆହାଟୀ ଏମ୍ସର କଲେ ଉଦ୍‌ଘାଟନ

ଦିଶପୁର,୧୪।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଆସାମ ଗସ୍ତରେ ଅଛନ୍ତି। ଏହି ଗସ୍ତ ସମୟରେ ରାଜ୍ୟକୁ ୧୪ ହଜାର ୩୦୦ କୋଟି ଟଙ୍କାର ଉପହାର ଦେଇଛନ୍ତି। ଏଥିସହ ଉତ୍ତର-ପୂର୍ବ ଭାରତର ପ୍ରଥମ ଏମ୍ସ ଏବଂ ୩ଟି ମେଡିକାଲ କଲେଜର ଉଦ୍‌ଘାଟନ...

ଦଲାଇ ଲାମାଙ୍କ ଛବି ଖରାପ କରିବାକୁ ଚେଷ୍ଟା କରୁଛି ଚାଇନା

ବେଜିଂ,୧୪।୪: ଦଲାଇ ଲାମାଙ୍କ ଦ୍ୱାରା ଶିଶୁଙ୍କୁ ଚୁମ୍ବନ ଦେବା ମାମଲା ଥଣ୍ଡା ହେବାର ନଜର ଆସୁନାହିଁ। ଏବେ ଭାରତରେ କେନ୍ଦ୍ରୀୟ ତିବ୍ବତ ପ୍ରଶାସନର ଜଣେ ଶୀର୍ଷ ରାଜନେତ ଚାଇନା ଉପରେ ଅଭିଯୋଗ କରି କରିଛନ୍ତି, ନିକଟରେ ଭାଇରାଲ ହୋଇଥିବା ଭିଡିଓକୁ...

୪୭ ବର୍ଷ ପରେ ଆସିଲା ବିମାନ ଦୁର୍ଘଟଣାର କାରଣ, ଯେଉଁଥିରେ ପ୍ରାଣ ହରାଇଥିଲେ ଅନେକ ନେତା

କୁଆଲା ଲମପୁର,୧୪।୪: ମାଲେସିଆର ଏକ ଟପ ସିକ୍ରେଟ ଫାଇଲକୁ ୪୭ ବର୍ଷ ପରେ ସାର୍ବଜନିନ କରାଯାଇଛି। ସୂଚନାଯୋଗ୍ୟ, ୧୯୭୬ରେ ମାଲେସିଆରେ ଏକ ବିମାନ ଦୁର୍ଘଟଣା ଗ୍ରସ୍ତ ହୋଇଥିଲା। ଏଥିରେ ଅନେକ ରାଜନେତା ଓ ମନ୍ତ୍ରୀଙ୍କର ମୃତ୍ୟୁ ହୋଇଥିଲା। ବିମାନ ଦୁର୍ଘଟଣା...

ଦେଶରେ ଥମୁନାହିଁ କରୋନା ସଂକ୍ରମଣ, ନୂଆ ସଂକ୍ରମିତଙ୍କ ସଂଖ୍ୟା ୧୧ ହଜାର ପାର

ନୂଆଦିଲ୍ଲୀ,୧୪।୪: ପୁଣି ଡରାଇ ଚାଲିଛି କରୋନା ସଂକ୍ରମଣ। ସରକାରଙ୍କଠାରୁ ଆରମ୍ଭ କରି ସାଧାରଣ ଜନତାଙ୍କ ପର୍ଯ୍ୟନ୍ତ କରୋନା ସଂକ୍ରମଣକୁ ନେଇ ଚିନ୍ତାରେ ପଡିଗଲେଣି। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଶୁକ୍ରବାର ଜାରି କରାଯାଇଥିବା ରିପୋର୍ଟ ଅନୁଯାୟୀ, ଦେଶରେ ଗତ ୨୪...

ଓଡ଼ିଆ ନବବର୍ଷର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ-ରାଷ୍ଟ୍ରପତି

  ନୂଆଦିଲ୍ଲୀ,୧୪।୪: ଆଜି ହେଉଛି ମହାବିଷୁବ ସଂକ୍ରାନ୍ତି ଏବଂ ଓଡ଼ିଆ ନବବର୍ଷ। ଏହି ଉପଲକ୍ଷେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟୁଇଟ୍‌ କରି ଶୁଭେଚ୍ଛା ଜଣାଇଛନ୍ତି। ସେ କହିଛନ୍ତି, ମହାବିଷୁବ ପଣା ସଂକ୍ରାନ୍ତି ଏବଂ ଓଡ଼ିଆ ନବବର୍ଷର ଶୁଭେଚ୍ଛା। ନୂଆ ବର୍ଷ...

ଦୁନିଆର ପ୍ରଭାବଶାଳୀ ବ୍ୟକ୍ତିଙ୍କ ମଧ୍ୟରେ ରହିଛି ଏସ୍‌.ରାଜାମୌଲୀ ଏବଂ ଶାହାରୁଖଙ୍କ ନାଁ

ନ୍ୟୁୟର୍କ,୧୪ା୪: ଫିଲ୍ମ ନିର୍ଦ୍ଦେଶକ ଏସ୍‌ ରାଜାମୌଲୀ ଏବଂ ଅଭିନେତା ଶାହାରୁଖ ଖାନ୍‌ ଦୁନିଆର ୧୦୦ ପ୍ରଭାବଶାଳୀ ବ୍ୟକ୍ତିଙ୍କ ମଧ୍ୟରେ ଅଛନ୍ତି। ଟାଇମ୍‌ ମାଗାଜିନ୨୦୨୩ ପାଇଁ ଉଭୟଙ୍କ ନାମକୁ ଅନ୍ତର୍ଭୁକ୍ତ କରିଛି। ଏହି ତାଲିକାରେ ଲେଖକ ସଲମାନ ରୁଶ୍‌ଦୀ ଏବଂ ଟିଭି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri