Tag Archives: Home Middle

ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବେ କେଜ୍‌ରିଓ୍ବାଲ! ଜାଣନ୍ତୁ କ’ଣ କହିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୩।୭: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆମ ଆଦମୀ ପାର୍ଟି (ଏଏପି) ଜାତୀୟ ସଂଯୋଜକ ଅରବିନ୍ଦ କେଜ୍‌ରିଓ୍ବାଲ ମଦ ଦୁର୍ନୀତି ସହ ଜଡିତ ମନି ଲଣ୍ଡରିଂ ମାମଲାରେ ସୁପ୍ରିମକୋର୍ଟଙ୍କଠାରୁ ବଡ଼ ଆଶ୍ୱସ୍ତି ପାଇଛନ୍ତି। ଶୁକ୍ରବାର ସର୍ବୋଚ୍ଚ ନ୍ୟାୟାଳୟ ତାଙ୍କୁ ଇଡି ମାମଲାରେ...

୪୩,୪୦୯ ଜାଲ୍‌ ଡିଗ୍ରୀ

ଜୟପୁର,୧୩ା୭: ରାଜସ୍ଥାନର ଏକ ଘରୋଇ ବିଶ୍ୱବିଦ୍ୟାଳୟ ୨୦୧୩ରୁ ଅଦ୍ୟାବଧି ୪୩,୪୦୯ ପିଲାଙ୍କୁ ଜାଲ୍‌ ଡିଗ୍ରୀ ପ୍ରମାଣପତ୍ର ଜାରି କରିଛି। ଉକ୍ତ ୟୁନିଭର୍ସିଟି ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (ୟୁଜିସି) ସ୍ବୀକୃତି ପାଇ ନ ଥିବାବେଳେ ଏତେ ପ୍ରମାଣପତ୍ର କିପରି ଜାରି କଲା ସେନେଇ...

ଜେଲେନ୍‌ସ୍କିଙ୍କୁ ‘ପୁଟିନ’ କହିଲେ ବାଇଡେନ୍‌

ଓ୍ବାଶିଂଟନ, ୧୩।୭: ଆମେରିକା ରାଷ୍ଟ୍ରପତି ନିର୍ବାଚନ ପୂର୍ବରୁ ଡେମୋକ୍ରାଟିକ୍‌ ପାର୍ଟି ପ୍ରାର୍ଥୀ ଜୋ ବାଇଡେନ୍‌(୮୧)ଙ୍କ ସମସ୍ୟା କମ୍‌ ହେବାର ନାଁ ନେଉନାହିଁ। ଶୁକ୍ରବାର ନାଟୋ ସମ୍ମିଳନୀରେ ସେ ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କିଙ୍କୁ ‘ପ୍ରେସିଡେଣ୍ଟ ପୁଟିନ’ ଭାବେ ସମ୍ବୋଧନ କରିଛନ୍ତି। ଅବଶ୍ୟ...

ବିଜେଡିରୁ ଇସ୍ତଫା ଦେଲେ ଦେବାଶିଷ

ଡେରାବିଶ,୧୩ା୭ (ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ ବିଜେଡି ସଭାପତି ଥିବା ଦେବାଶିଷ ଆଚାର୍ଯ୍ୟ ବୁଧବାର ତାଙ୍କ ପଦବୀରୁ ଇସ୍ତଫା ଦେଇଥିବା ଜଣାଯାଇଛି। ଏ ନେଇ ଦେବାଶିଷ ବିଜେଡି ରାଜ୍ୟ ସଭାପତି ନବୀନ ପଟ୍ଟନାୟକଙ୍କୁ ପଠାଇଥିବା ତାଙ୍କ...

ଆସନ୍ତା ସୋମବାର ପୁଣି ଅଭିଯୋଗ ଶୁଣାଣି କରିବେ ମୁଖ୍ୟମନ୍ତ୍ରୀ, ସକାଳ ୮ରୁ ପଞ୍ଜୀକରଣ

ଭୁବନେଶ୍ୱର,୧୨।୭(ଅସମାପିକା ସାହୁ) – ଭୁବନେଶ୍ୱରସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଆସନ୍ତା ୧୫ ତାରିଖ(ସୋମବାର)ରେ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି କରିବେ। ସେହିଦିନ ପୂର୍ବାହ୍ନ ୧୧ଟାରୁ ଶୁଣାଣି ହେବ। ଏଥିପାଇଁ ସକାଳ ୮ ଟାରୁ ମଧ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ ଉକ୍ତ...

ପୁରୀ ରାଜଭବନରେ ଅଭାବନୀୟ କାଣ୍ଡ, ଏଏସଓଙ୍କୁ ପିଟିଲେ ରାଜ୍ୟପାଳଙ୍କ ପୁଅ

(ଅସମାପିକା ସାହୁ)- ରାଜ୍ୟପାଳ ରଘୁବର ଦାସଙ୍କ ପୁଅ ଲଳିତ କୁମାରଙ୍କ ବିରୋଧରେ ଜଣେ ଏଏସ୍‌ଓ ଅଭିଯୋଗ ଆରିଛନ୍ତି। ନିଜର ୫ଜଣ ସହଯୋଗୀଙ୍କ ସହ ମିଶି ବିଳମ୍ବିତ ରାତ୍ରିରେ ଓଡ଼ିଶା ସଚିବାଳୟ ସେବାର ଜଣେ କର୍ତ୍ତବ୍ୟରତ ଅଫିସର ବୈକୁଣ୍ଠନାଥ ପ୍ରଧାନଙ୍କୁ ମରଣାନ୍ତକ...

ବିହାର ପଲଟିକ୍ସରେ ପାଓ୍ବାରଫୁଲ ଏହି ଓଡ଼ିଶା ଆଇଏଏସ, ହୋଇପାରନ୍ତି ନୀତିଶଙ୍କ ଉତ୍ତରାଧିକାରୀ

ନୂଆଦିଲ୍ଲୀ,୧୨।୭: ଓଡ଼ିଶା ପରି ବିହାର ରାଜନୀତିରେ ପାଓ୍ବାର ପ୍ଲେ। ଓଡ଼ିଶାରେ ନବୀନ ସରକାର ଥିବାବେଳେ ଯେମିତି ଆଇଏଏସଙ୍କ ଦବ୍‌ଦବା ଦେଖିବାକୁ ମିଳିଥିଲା ଏବେ ମଧ୍ୟ ସମାନ ଘଟଣା ବିହାରରେ ଦେଖିବାକୁ ମିଳିଛି। ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଖାସ୍‌ ଲୋକ...

‘ସମ୍ବିଧାନ ହତ୍ୟା ଦିବସକୁ ନେଇ କ’ଣ କହିଲା କଂଗ୍ରେସ?’, ଜାଣନ୍ତୁ ମୋଦି ସରକାରଙ୍କ ଘୋଷଣାକୁ ନେଇ ବିରୋଧୀଙ୍କ ପ୍ରତିକ୍ରିୟା

ନୂଆଦିଲ୍ଲୀ,୧୨।୭: ଏକ ବଡ ନିଷ୍ପତ୍ତି ନେଇ କେନ୍ଦ୍ର ସରକାର ଜୁନ ୨୫କୁ ସମ୍ବିଧାନ ହତ୍ୟା ଦିବସ ବୋଲି ଘୋଷଣା କରିଛନ୍ତି। ବର୍ତ୍ତମାନ ଏହାର ପ୍ରତିକ୍ରିୟାରେ କଂଗ୍ରେସ ସମେତ ବହୁ ବିରୋଧୀ ଦଳ ଭାଜପା ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟାର୍ଗେଟ...

ରତ୍ନଭଣ୍ଡାରକୁ ନେଇ ବିଜୟଙ୍କ ବୟାନ ପରେ ପାଲଟା ଆକ୍ରମଣ କଲା ଭାଜପା, କହିଲା ବାଟବଣା ହୋଇଛ…

ଭୁବନେଶ୍ୱର,୧୨।୭: ରତ୍ନଭଣ୍ଡାରକୁ ନେଇ ବିଜୟ ମହାପାତ୍ରଙ୍କ ବୟାନ ରଖିବା ପରେ ତାଙ୍କୁ ବଡ଼ା ଟାର୍ଗେଟ କରିଛି ଭାରତୀୟ ଜନତା ପାର୍ଟି। ଭାଜପା କହିଛି, ମାସକର ସରକାରଙ୍କୁ ବିଜୟ ସମାଲୋଚନା କରିବା ଦୁର୍ଭାଗ୍ୟ ଜନକ। ଭାଜପା ସରକାର ବାଟବଣା ହୋଇନି ନିଜେ...

କିଏ ହେବେ ନେପାଳ ପ୍ରଧାନମନ୍ତ୍ରୀ? ଆସ୍ଥା ଭୋଟରେ ହାରିଲେ ପ୍ରଚଣ୍ଡ

କାଠମାଣ୍ଡୁ,୧୨।୭: ଶୁକ୍ରବାର (ଜୁଲାଇ ୧୨) ନେପାଳର ପ୍ରଧାନମନ୍ତ୍ରୀ ପୁଷ୍ପ କମଲ ଦହଲ ପ୍ରଚଣ୍ଡଙ୍କ ପାଇଁ ଏକ ଖରାପ ଦିନ ବୋଲି ପ୍ରମାଣିତ ହୋଇଛି ସେ ସଂସଦରେ ଆସ୍ଥା ଭୋଟରେ ହାରି ଯାଇଛନ୍ତି। ଯାହା ପରେ ଏବେ ପ୍ରଶ୍ନ ଉଠିଛି ଯେ...

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା, ଏହିଦିନ ପାଳନ ହେବ ‘ସମ୍ବିଧାନ ହତ୍ୟା ଦିବସ’, ଜାରି କଲେ ଅଧିସୂଚନା…

ନୂଆଦିଲ୍ଲୀ,୧୨।୭: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଏକ ବଡ଼ ଘୋଷଣା କରିଛନ୍ତି। ଦେଶରେ ପ୍ରତିବର୍ଷ ଜୁନ ୨୫କୁ ‘ସମ୍ବିଧାନ ହତ୍ୟା ଦିବସ’ ଭାବେ ପାଳନ କରିବାକୁ ସେ ଘୋଷଣା କରିଛନ୍ତି। ୧୯୭୫ ଜୁନ ୨୫ରେ ଜରୁରୀକାଳୀନ ପରିସ୍ଥିତି ଲାଗୁ କରାଯାଇଥିବାରୁ...

ଅରବିନ୍ଦ ପାଢୀଙ୍କ ଉପରେ କାହିଁକି ଭରଷା କଲେ ସରକାର: କହୁକହୁ ଏମିତି କହିଲେ ଆଇନ ମନ୍ତ୍ରୀ

  ଭୁବନେଶ୍ୱର,୧୨।୭(ଅନିଲ ଦାସ): ଆଡ଼ପ ପହଣ୍ଡି ଅଘଟଣ ପରେ ରାଜ୍ୟ ସରକାର ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ପୁରୀ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ପଦବୀରୁ ବୀର ବିକ୍ରମ ଯାଦବଙ୍କୁ ହଟାଇ ଦେଇଛନ୍ତି। ତାଙ୍କ ସ୍ଥାନରେ କୃଷି ଓ କୃଷକ ସଶକ୍ତୀକରଣ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri