Tag Archives: Home Middle

ଟ୍ରେନ୍‌ ଅଗ୍ନିକାଣ୍ଡରେ ପୋଲିସ ଜାରି କଲା ଅଭିଯୁକ୍ତଙ୍କ ସ୍କେଚ୍‌: ଏସ୍‌ଆଇଟି ଗଠନ

କୋଝିକୋଡ୍‌, ୩ା୪: କେରଳର କୋଝିକୋଡ୍‌ ଜିଲାରେ ଏକ ଏକ୍ସପ୍ରେସ୍‌ ଟ୍ରେନ୍‌ର ଯାତ୍ରୀଙ୍କୁ ଜଣେ ବ୍ୟକ୍ତି ନିଆଁ ଲଗାଇଦେଇଥିଲେ। ରବିବାର ରାତି ୯ଟା ୪୫ରେ ଏହି ମର୍ମନ୍ତୁଦ ଘଟଣା ଘଟିଥିବା ବେଳେ ଏଥିରେ ୩ ଜଣଙ୍କ ମୃତ୍ୟୁ ହେବା ସହ ଅନ୍ୟ...

ରାହୁଲ ଗାନ୍ଧୀଙ୍କୁ ମିଳିଲା ଜାମିନ

ନୂଆଦିଲ୍ଲୀ,୩।୪: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ମାନହାନି ମାମଲାରେ ସୁରଟ କୋର୍ଟ ସୋମବାର ଜାମିନ ପ୍ରଦାନ କରିଛନ୍ତି। ଏପ୍ରିଲ ୧୩ରେ ଏହି ମାମଲାର ପରବର୍ତ୍ତୀ ଶୁଣାଣି ହେବ ବୋଲି ସୂଚନା ମିଳିଛି। ଅନ୍ୟପଟେ, ରାହୁଲ ଗାନ୍ଧୀ ଏବଂ ତାଙ୍କ ଭଉଣୀ...

କୋଭିଡ-୧୯: ପୁଣିଥରେ ବିଶ୍ୱର ଟପ ୫ ସଂକ୍ରମିତ ଦେଶ ତାଲିକାରେ ସାମିଲ ହେଲା ଭାରତ

ନୂଆଦିଲ୍ଲୀ,୩।୪: ପୁଣିଥରେ ୨୦୨୦ ମସିହା ପରି ଡରାଇଲାଣି କରୋନା। ଭାରତ ପୁଣିଥରେ ବିଶ୍ୱର ସେହି ଦେଶମାନଙ୍କ ସହ ସାମିଲ ହୋଇଯାଇଛି ଯେଉଁସବୁ ଦେଇ ସଂକ୍ରମିତ ମାମଲାରେ ଆଗରେ ରହିଛନ୍ତି। ସଂଖ୍ୟା ଦୃଷ୍ଟିରୁ ଦେଖିଲେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ...

ପୃଥିବୀର ଲୋକପ୍ରିୟ ନେତା ମୋଦି, ବାଇଡେନ-ସୁନକଙ୍କୁ ପଛରେ ପକାଇଲେ…

ନୂଆଦିଲ୍ଲୀ,୩।୪ : ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ଏବଂ ବ୍ରିଟେନର ମୂଳ ଭାରତୀୟ ପ୍ରଧାନମନ୍ତ୍ରୀ ଋଷି ସୁନକଙ୍କୁ ପଛରେ ପକାଇ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୁଣି ଥରେ ପୃଥିବୀର ସବୁଠାରୁ ଲୋକପ୍ରିୟ ନେତା ଭାବରେ ଉଭା ହୋଇଛନ୍ତି। ଏହି...

ଗଣତନ୍ତ୍ର-ନ୍ୟାୟ ମାର୍ଗରେ ବଡ ପ୍ରତିବନ୍ଧକ ଦୁର୍ନୀତି: ପ୍ରଧାନମନ୍ତ୍ରୀ…

ନୂଆଦିଲ୍ଲୀ,୩।୪ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଦିଲ୍ଲୀରେ କେନ୍ଦ୍ରୀୟ ଅନୁସନ୍ଧାନ ବ୍ୟୁରୋ (ସିବିଆଇ)ର ହୀରକ ଜୟନ୍ତୀ ଉତ୍ସବକୁ ଉଦଘାଟନ କରିଛନ୍ତି। ଏହି ଅବସରରେ ସେ କହିଛନ୍ତି, ସିବିଆଇ ନ୍ୟାୟର ବ୍ରାଣ୍ଡ ଭାବରେ ଲୋକଙ୍କ ସ୍ବରରେ ଅଛି। ସିବିଆଇ ୬୦...

ହାଓ୍ବଡ଼ା ହିଂସା ନେଇ ସରକାରଙ୍କୁ ରିପୋର୍ଟ ତଲବ କଲେ ହାଇକୋର୍ଟ…

କୋଲକାତା,୩।୪ : ସୋମବାର କଲିକତା ହାଇକୋର୍ଟ ହାୱଡା ହିଂସା ମାମଲାରେ ପଶ୍ଚିମବଙ୍ଗ ସରକାରଙ୍କଠାରୁ ରିପୋର୍ଟ ତଲବ କରିଛନ୍ତି। ହାଓ୍ବଡା ହିଂସା ମାମଲାର ତଦନ୍ତ କରିବାକୁ ଏନଆଇଏ ଦାବି କରି ଭାଜପା ନେତା ଶୁଭେନ୍ଦୁ ଅଧିକାରୀ କୋର୍ଟରେ ଏକ ଜନସ୍ବାର୍ଥ ମାମଲା...

ସୁରକ୍ଷାକର୍ମୀଙ୍କୁ ସଫଳତା: ପୁରସ୍କାର ଘୋଷିତ ୫ ମାଓବାଦୀଙ୍କୁ ଏନକାଉଣ୍ଟର…

ଚତରା,୩।୪ : ଝାଡଖଣ୍ଡର ଚତରା ଜିଲାରେ ସୋମବାର ଏକ ଏନକାଉଣ୍ଟରରେ ସୁରକ୍ଷା ବାହିନୀ ପାଞ୍ଚ ଜଣ ମାଓବାଦୀଙ୍କ ମୃତ୍ୟୁ ଘଟିଛି। ସେମାନଙ୍କ ମଧ୍ୟରୁ ଦୁଇ ଜଣଙ୍କ ଉପରେ ୨୫ ଲକ୍ଷ ଟଙ୍କା ପୁରସ୍କାର ଥିବାବେଳେ ତିନିଜଣଙ୍କ ଉପରେ ପ୍ରତ୍ୟେକ ପାଞ୍ଚ...

ବିଦେଶରେ ଥିବା ଗୁଣ୍ଡାଙ୍କ ପାଇଁ କଠୋର ହେଲେ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ: ୨୮ ଗ୍ୟାଙ୍ଗଷ୍ଟରଙ୍କ ତାଲିକା ପ୍ରସ୍ତୁତ…

ନୂଆଦିଲ୍ଲୀ,୩।୪ : କେନ୍ଦ୍ରୀୟ ଅନୁସନ୍ଧାନ ଏଜେନ୍ସି ଏନଆଇଏ ଦ୍ୱାରା ଅନେକ ଗ୍ୟାଙ୍ଗଷ୍ଟର ସମ୍ବନ୍ଧୀୟ ମାମଲାର ଅନୁସନ୍ଧାନ ପରେ ୨୮ଗ୍ୟାଙ୍ଗଷ୍ଟରଙ୍କ ନାମ ଏବଂ ସେମାନଙ୍କ ବିରୋଧରେ ଥିବା ମାମଲାର ତାଲିକା କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରଣାଳୟରେ ଦାଖଲ କରାଯାଇଛି। ଏହି ଗ୍ୟାଙ୍ଗଷ୍ଟରମାନଙ୍କର ପଞ୍ଜାବ,...

ହସ୍ପିଟାଲରୁ ନବଜାତକଙ୍କୁ ଟାଣି ନେଇ ଝୁଣି ଖାଇଲା କୁକୁର…

ବେଙ୍ଗାଲୁରୁ,୩।୪ : କର୍ନାଟକର ଶିବମୋଗା ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ଥିବା ଜିଲା ସରକାରୀ ହସ୍ପିଟାଲରୁ ଜଣେ ନବ ଜାତକଙ୍କୁ କୁକୁର ଟାଣିନେଇ ବାହାରକୁ ନେଇ ଝୁଣି ଖାଇଛି। ସୁରକ୍ଷା ଦାୟିତ୍ୱରେ ଥିବା ସୁରକ୍ଷାକର୍ମୀ କୁକୁରଠାରୁ ନବଜାତକଙ୍କୁ...

ଭୁବନେଶ୍ୱରରୁ ରଙ୍ଗେଇଲୁଣ୍ଡାକୁ ମାସରେ ୯ ଦିନ ଉଡ଼ିବ ବିମାନ

ଭୁବନେଶ୍ୱର,୩ା୪(ବ୍ୟୁରୋ):  ଭୁବନେଶ୍ୱରରୁ-ରଙ୍ଗେଇଲୁଣ୍ଡା, ରଙ୍ଗେଇଲୁଣ୍ଡାରୁ ଭୁବନେଶ୍ୱର ବିମାନ ଉଡ଼ାଣର ତାରିଖ ଓ ସମୟ ଧାର୍ଯ୍ୟ କରିଛନ୍ତି ବିଜୁ ପଟ୍ଟନାୟକ ବିମାନ ବନ୍ଦର ନିର୍ଦ୍ଦେଶକ। ସପ୍ତାହକୁ ୨ଦିନ ଏବଂ ମାସକୁ ୯ଦିନ ବିମାନ ଉଡ଼ିବା ନେଇ ଧାର୍ଯ୍ୟ ହୋଇଛି। ରବିବାର ଭୁବନେଶ୍ୱରରୁ ରଙ୍ଗେଇଲୁଣ୍ଡା ଏବଂ...

ଆଇପିଏଲର ଷଷ୍ଠ ମ୍ୟାଚ: ସିଏସକେ ବନାମ ଏଲଏସଜି…

ଚେନ୍ନାଇ,୩।୪ : ଇଣ୍ଡିଆନ ପ୍ରିମିୟର ଲିଗ ୨୦୨୩ର ଷଷ୍ଠ ମ୍ୟାଚ୍‌ ଚେନ୍ନାଇ ସୁପର କିଙ୍ଗସ(ସିଏସକେ) ଏବଂ ଲକ୍ଷ୍ନୌ ସୁପର ଜ୍ୟାଣ୍ଟସ(ଏଲଏସଜି) ମଧ୍ୟରେ ଚେନ୍ନାଇର ଏମଏ ଚିଦାମ୍ବରମ ଷ୍ଟାଡିୟମରେ ସୋମବାର ସନ୍ଧ୍ୟା ୭ଟା ୩୦ରେ ଖେଳାଯିବ। ସିଏସକେ ଅଧିନାୟକ ଏମଏସ ଧୋନି...

କରୋନା ଆତଙ୍କ: ସକ୍ରିୟ ମାମଲା ୨୦ ହଜାର ଟପିଲା…

ନୂଆଦିଲ୍ଲୀ, ୩।୪: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ଦୈନିକ କରୋନା ସଂକ୍ରମଣ ମାମଲା ସାମାନ୍ୟ କମିଛି। ସେହିପରି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri