Tag Archives: Home Middle

ଇସ୍ତଫା ଦେଲେ ବିଜେଡି ଏମପି ଦେବାଶିଷ ସାମନ୍ତରାୟ

ଭୁବନେଶ୍ୱର,୭।୯: ଇସ୍ତଫା ଦେଲେ ବିଜୁ ଜନତା ଦଳ ଏମପି ଦେବାଶିଷ ସାମନ୍ତରାୟ। FAO ସଭାପତି ପଦରୁ ଇସ୍ତଫା ଦେଇଛନ୍ତି ଦେବାଶିଷ ସାମନ୍ତରାୟ। ଫୁଟବଲ ଆସୋସିଏଶନ ଅଫ ଓଡ଼ିଶା (FAO) ସଭାପତି ପଦରୁ ଇସ୍ତଫା ଦେଇଛନ୍ତି ଦେବାଶିଷ। ଏନେଇ ସୋସିଆଲ ମିଡିଆ...

ରକ୍ତକୁ ଆଲିଙ୍ଗନ କରୁଛନ୍ତି ସବୁଠୁ ବଡ ଗଣତନ୍ତ୍ରର ନେତା: ଜେଲନସ୍କି

କ୍ୱିଭ,୯।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଇ ଦିନିଆ ରୁଷିଆ ଗସ୍ତରେ ଅଛନ୍ତି। ରବିବାର ସାରେ ସେ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ଭେଟିଛନ୍ତି। ଏଥି ସହିତ, ୨୨ତମ ଭାରତ-ରୁଷିଆ ଶିଖର ସମ୍ମିଳନୀରେ ଦୁଇ ନେତାଙ୍କ ମଧ୍ୟରେ ଏକ ବୈଠକ ହୋଇଛି। ସୂଚନାଯୋଗ୍ୟ,...

ଏହି ଦିନ ଖୋଲିବ ରତ୍ନଭଣ୍ଡାର, ଜାଣନ୍ତୁ କଣ କହିଲେ ଜଷ୍ଟିସ ବିଶ୍ବନାଥ ରଥ

ପୁରୀ,୯।୭: ଆସନ୍ତା ୧୪ ତାରିଖରେ ରତ୍ନଭଣ୍ଡାର ଖୋଲିପାରେ। ରତ୍ନଭଣ୍ଡାର ତଦାରଖ କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ବନାଥ ରଥ ଏହି ସୂଚନା ଦେଇଛନ୍ତି। ଆଜି କମିଟିର ଦ୍ୱିତୀୟ ବୈଠକ ବସିଥିଲା । ବୈଠକ ପରେ ଜଷ୍ଟିସ ବିଶ୍ୱନାଥ ରଥ କହିଛନ୍ତି, ୧୪ରେ...

‘ମୁଁ ଏକା ଆସିନାହିଁ…’, ମସ୍କୋରେ ପ୍ରବାସୀ ଭାରତୀୟଙ୍କୁ ଭେଟିଲେ ମୋଦି

ମସ୍କୋ,୯।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଇ ଦିନିଆ ରୁଷିଆ ଗସ୍ତରେ ଅଛନ୍ତି। ପ୍ରଧାନମନ୍ତ୍ରୀ ମଙ୍ଗଳବାର ମସ୍କୋରେ ଉପସ୍ଥିତ ଭାରତୀୟ ସମ୍ପ୍ରଦାୟର ଲୋକଙ୍କୁ ସମ୍ବୋଧିତ କରିଛନ୍ତି। ପ୍ରଧାନମନ୍ତ୍ରୀଙ୍କ କଥା ଶୁଣିବା ପାଇଁ ସମାରୋହରେ ଭାରତୀୟ ସମ୍ପ୍ରଦାୟର ବହୁ ସଂଖ୍ୟକ ଲୋକ ଉପସ୍ଥିତ...

ରାକ୍ଷୀ ପୂର୍ଣ୍ଣିମା ପୂର୍ବରୁ କର୍ମଚାରୀଙ୍କୁ ବଡ଼ ଉପହାର ଦେବେ ସରକାର

ନୂଆଦିଲ୍ଲୀ,୯।୭: କେନ୍ଦ୍ରୀୟ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଖୁସିଖବର। କୁହାଯାଉଛି ଯେ, ସରକାରଙ୍କ ପକ୍ଷରୁ ମହଙ୍ଗା ଭତ୍ତା ଅର୍ଥାତ୍‌ ଡିଏରେ ବମ୍ପର ବୃଦ୍ଧି ହୋଇପାରେ। ସରକାର ବର୍ତ୍ତମାନ ଜୁଲାଇ ୨୩ରେ ଏହାର ସମ୍ପୂର୍ଣ୍ଣ ବଜେଟ ଉପସ୍ଥାପନ କରିବାକୁ ଯାଉଛନ୍ତି ଯେଉଁଥିରେ...

ସ୍କୁଲ, କଲେଜ ଛୁଟି ଘୋଷଣା କଲେ ସରକାର

ମୁମ଼୍ବାଇ,୦୯।୭: ମୟାନଗରୀ ମୁମ଼୍ବାଇରେ ପ୍ରବଳ ବର୍ଷା ଜାରି ରହିଛି । ଭାରତୀୟ ପାଣିପାଗ ବିଭାଗର ପୂର୍ବାନୁସାରେ ଆଜି ମୁମ଼୍ବାଇ ଏବଂ ଏହାର ଆଖପାଖ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏଥିପାଇଁ ଗତକାଲି ଅରେଞ୍ଜ...

ମୋଦି-ପୁଟିନଙ୍କ ସାକ୍ଷାତକାରକୁ ନେଇ କାହିଁକି ଟେନସନରେ ଆମେରିକା

ମସ୍କୋ,୯।୭: ବର୍ତ୍ତମାନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଇ ଦିନିଆ ରୁଷିଆ ଗସ୍ତରେ ଅଛନ୍ତି। ଏହି ସମୟରେ ସେ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ଭେଟିଥିଲେ। ପ୍ରଧାନମନ୍ତ୍ରୀ ମୋଦିଙ୍କ ରୁଷିଆ ଗସ୍ତ ଏବଂ ପୁଟିନଙ୍କୁ ଭେଟିବା ବର୍ତ୍ତମାନ ଆମେରିକା ପାଇଁ ଚିନ୍ତାର କାରଣ...

ନିଜେ ଗାଡି ଡ୍ରାଇଭ୍‌ କରି ମୋଦିଙ୍କୁ ବୁଲାଇଲେ ପୁଟିନ୍‌

ମସ୍କୋ,୯।୭:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨ ଦିନିଆ ରୁଷିଆ ଗସ୍ତରେ ଯାଇ ମସ୍କୋରେ ପହଞ୍ଚତ୍ଛନ୍ତି। ସେ ମଙ୍ଗଳବାର ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ଙ୍କ ସହ ଦ୍ୱିପାକ୍ଷିକ, ଅନ୍ତର୍ଜାତୀୟ ଏବଂ ଆଞ୍ଚଳିକ ପ୍ରସଙ୍ଗରେ ଆଲୋଚନା କରିଛନ୍ତି। ଏଥିସହିତ ବିଭିନ୍ନ ପ୍ରତିନିଧିମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କର...

ଅଭିଯୁକ୍ତ ଗୁଗଲ ମ୍ୟାପ୍‌ ପିନ୍‌ ଦେବା ଜାମିନ୍‌ ସର୍ତ୍ତକୁ ସୁପ୍ରିମକୋର୍ଟଙ୍କ ନା

ନୂଆଦିଲ୍ଲୀ,୯ା୭: ଅଭିଯୁକ୍ତଙ୍କ ଉପରେ ପୋଲିସ କ୍ରମାଗତ ନଜର ରଖିବା ଏବଂ ଭର୍ଚୁଆଲ୍‌ରେ ତାଙ୍କ ପ୍ରିଭେସିରେ ହସ୍ତକ୍ଷେପ କରିବାକୁ ଜାମିନ ସର୍ତ୍ତାବଳୀ ରଖାଯାଇପାରିବ ନାହିଁ ବୋଲି ସୁପ୍ରିମକୋର୍ଟ ସୋମବାର କହିଛନ୍ତି। ଅଭିଯୁକ୍ତଙ୍କ ଅବସ୍ଥିତି ସମ୍ପର୍କରେ ଜାଣିବା ନିମନ୍ତେ ସେ ତଦନ୍ତକାରୀ ଅଫିସରଙ୍କୁ ଗୁଗଲ୍‌...

ଫ୍ରାନ୍ସରେ ଅଚଳାବସ୍ଥା ଆଶଙ୍କା

ପ୍ୟାରିସ୍‌,୯ା୭: ଫ୍ରାନ୍ସ ନିର୍ବାଚନରେ କୌଣସି ପ୍ରାର୍ଥୀଙ୍କୁ ଫ୍ରାନ୍ସ ନିର୍ବାଚନରେ କୌଣସି ଦଳକୁ ପୂର୍ଣ୍ଣ ସଂଖ୍ୟାଗରିଷ୍ଠତା ମିଳିନାହିଁ। ଭୋଟଗୁଡ଼ିକ ଲେଫ୍ଟ, ସେଣ୍ଟର ଏବଂ ଫାର୍‌ ରାଇଟ୍‌ ଦଳ ମଧ୍ୟରେ ଭାଗ ଭାଗ ହୋଇଯାଇଛି। ସରକାର ଗଢ଼ିବା ପାଇଁ କେହି ମ୍ୟାଜିକ୍‌ ନମ୍ବର ୨୮୯...

ମୋଦିଙ୍କ କଥା ମାନି ପୁଟିନ ନେଲେ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ/ମସ୍କୋ,୯।୭: ପ୍ରଧାନମନ୍ତ୍ରୀ ମୋଦି ଆଜିକାଲି ରୁଷିଆରେ ଅଛନ୍ତି। ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ନିମନ୍ତ୍ରଣରେ ପ୍ରଧାନମନ୍ତ୍ରୀ ମୋଦି ମସ୍କୋ ଯାଇଛନ୍ତି। ଉଭୟ ନେତାଙ୍କ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ହୋଇଛି। ଏହି କ୍ରମରେ ରୁଷିଆ ଗସ୍ତରେ ଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି...

ଆଜି ଆଡ଼ପ ମଣ୍ଡପ ବିଜେ କରିବେ ଶ୍ରୀଜୀଉ

ପୁରୀ,୮ା୭(ଅଜିତ୍‌ କୁମାର ମହାନ୍ତି): ଘୋଷଯାତ୍ରାରେ ରବିବାର କିଛି ବାଟ ଗଡ଼ି ପୁରୀ ବଡ଼ଦାଣ୍ଡରେ ଅଟକି ରହିଥିବା ତିନି ରଥ ସୋମବାର ଶ୍ରୀଗୁଣ୍ଡିଚା ମନ୍ଦିର ସମ୍ମୁଖ ଶରଧାବାଲିରେ ପହଞ୍ଚିଛି। ତିନିରଥକୁ ଲକ୍ଷାଧିକ ଭକ୍ତ ଅତି ଆନନ୍ଦ ଓ ଉତ୍ସାହର ସହିତ ଟାଣିନେଇଥିଲେ।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri