Tag Archives: Home Middle

ଆଜି ଆସିବ ରତ୍ନଭଣ୍ଡାର ଖୋଲିବା ନିଷ୍ପତ୍ତି

ପୁରୀ,୯ା୭(ଅଜିତ୍‌ କୁମାର ମହାନ୍ତି):ହାଇକୋର୍ଟର ପୂର୍ବତନ ବିଚାରପତି ବିଶ୍ୱନାଥ ରଥଙ୍କ ଅଧ୍ୟକ୍ଷତାରେ ଗଠନ କରାଯାଇଥିବା ରନତ୍ଭଣ୍ଡାର ଯାଞ୍ଚ କମିଟିର ଦ୍ୱିତୀୟ ବୈଠକ ମଙ୍ଗଳବାର ବସିବ। ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ ଠାରେ ସକାଳ ୧୦ ଟାରେ ବୈଠକ ଅନୁଷ୍ଠିତ ହେବ। ଏହି ବୈଠକରେ...

ମୁଖ୍ୟମନ୍ତ୍ରୀଙ୍କ ବଢ଼ିଲା ଚିନ୍ତା, ସୁପ୍ରିମ୍‌କୋର୍ଟ ଗଲା ଇଡି

ନୂଆଦିଲ୍ଲୀ, ୦୮।୦୭: ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍‌ଙ୍କ ଜାମିନ୍‌ ବିରୋଧରେ ସୁପ୍ରିମ୍‌କୋର୍ଟର ଦ଼୍ବାରସ୍ଥ ହୋଇଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ବା ଇଡି । ଇଡି ଏନେଇ କହିଛି ଯେ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍‌ଙ୍କୁ ଝାଡ଼ଖଣ୍ଡ ହାଇକୋର୍ଟ ଯେଉଁ ଜାମିନ୍‌ ପ୍ରଦାନ କରିଛନ୍ତି...

ନବୀନ ଦେଲେ ଇସାରା! ପାଣ୍ଡିଆନ୍‌ ହିଁ ବିଜେଡିର… ରାଜନୀତି ମହଲରେ ଚର୍ଚ୍ଚା ଆରମ୍ଭ

ଭୁବନେଶ୍ୱର,୮।୭: ବିଜେଡି ସଭାପତି ନବୀନ ପଟ୍ଟନାୟକ ରବିବାର ଦଳରେ ଏକ ବଡ଼ ପରିବର୍ତ୍ତନ କରିଛନ୍ତି। ତାଙ୍କ ସ୍ବାକ୍ଷରରେ ଏକ ନିର୍ଦ୍ଦେଶନାମା ଜାରି କରାଯାଇଛି। ଏଥିରେ ରାଜ୍ୟସ୍ତରୀୟ ସମସ୍ତ ଦଳୀୟ ପଦାଧିକାରୀଙ୍କୁ ହଟାଇ ଦିଆଯାଇଛି। ହେଲେ ଜିଲାସ୍ତରୀୟ କମିଟି ଓ କର୍ମକର୍ତ୍ତା...

ଆତଙ୍କବାଦୀଙ୍କ ଆକ୍ରମଣରେ ୫ ଯବାନ ଶହୀଦ, ୫ ଗୁରୁତର, ଜାରି ରହିଛି ଗୁଳି ବିନିମୟ

ନୂଆଦିଲ୍ଲୀ,୮।୭: ଜମ୍ମୁ-କଶ୍ମୀରର କଠୁଆ ଜିଲାରେ ଆତଙ୍କବାଦୀମାନେ ସେନା ଗାଡି ଉପରକୁ ଗୁଳି ଚଳାଇବା ସହ ଗ୍ରେନେଡ ଫିଙ୍ଗି ଆକ୍ରମଣ କରିଛନ୍ତି। ଯେଉଁଥିରେ ୫ ଜଣ ଯବାନ ଶହୀଦ ଏବଂ ୫  ଜଣ ଆହତ ହୋଇଛନ୍ତି। ବର୍ତ୍ତମାନ ଆତଙ୍କବାଦୀ ଏବଂ ଭାରତୀୟ...

NEET ୟୁଜି ପେପର ଲିକ୍‌ ଘଟଣା ସତ: ସୁପ୍ରିମ୍‌କୋର୍ଟ

ନୂଆଦିଲ୍ଲୀ, ୦୮।୦୭: NEET ୟୁଜି ପରୀକ୍ଷାରେ ହୋଇଥିବା ଅନିୟମିତତାକୁ ନେଇ ସୋମବାର ସୁପ୍ରିମ୍‌ କୋର୍ଟରେ ଶୁଣାଣି ହୋଇଛି । ଶୁଣାଣି ସମୟରେ କୋର୍ଟ କହିଛନ୍ତି, ଗୋଟିଏ କଥା ସ୍ପଷ୍ଟ ହୋଇଛି ଯେ ପ୍ରଶ୍ନପତ୍ର ଲିକ୍‌ ହୋଇଛି । ପ୍ରଶ୍ନ ଏହା...

ପରାଜୟ ପାଇଁ ପାଣ୍ଡିଆନ୍‌-ବବି ନୁହନ୍ତି, ଏହି ହେଉଛନ୍ତି ବଡ଼ ଦାୟୀ: ବିଜେଡି ସାଂସଦ ଦେବାଶିଷଙ୍କ ବଡ଼ ବୟାନ

ଭୁବନେଶ୍ୱର,୮।୭: ବିଜେଡି ପରାଜୟ ନେଇ କାର୍ତ୍ତିକ ପାଣ୍ଡିଆନ୍‌ ଏବଂ ପ୍ରଣବ ପ୍ରକାଶ ଦାସ (ବବି)ଙ୍କୁ କ୍ଲିନ ଚିଟ୍‌ ଦେଲେ ବିଜେଡି ରାଜ୍ୟ ସଭା ଏମ୍‌ପି ଦେବାଶିଷ ସାମନ୍ତରାୟ। ଦେବାଶିଷ କହିଛନ୍ତି, ବିଜେଡି ପରାଜୟ ପାଇଁ ଏ ଦୁହେଁ ଆଦୌ ଦାୟୀ...

ନବଦିନାତ୍ମକଯାତ୍ରା: ଶରଧାବାଲିରେ ତିନିରଥ

ପୁରୀ,୮।୯: ରବିବାର ଆରମ୍ଭ ହୋଇଛି ନବଦିନାତ୍ମକଯାତ୍ରା। ରତ୍ନବେଦି ଛାଡ଼ି ଜନ୍ମବେଦିକୁ ଆସିଛନ୍ତି ମହାବାହୁ। ଦୀର୍ଘ ୫୩ ବର୍ଷ ପରେ ବିରଳ ସଂଯୋଗ କ୍ରମେ ଗୋଟିଏ ଦିନରେ ନେତ୍ରୋତ୍ସବ, ନବଯୌବନ ଦର୍ଶନ ଓ ଶ୍ରୀଗୁଣ୍ଡିଚା ଯାତ୍ରା ପଡ଼ିଥିବାରୁ ଚଳିତ ବର୍ଷ ଦୁଇଦିନ...

ସରକାରୀ ଜମିରୁ ତୁରନ୍ତ ହଟିବ ବେଆଇନ ଜବରଦଖଲ: ଜିଲାପାଳଙ୍କୁ ମୁଖ୍ୟମନ୍ତ୍ରୀଙ୍କ କଡ଼ା ନିର୍ଦ୍ଦେଶ

ଭୁବନେଶ୍ୱର,୮ା୭: ସାରା ରାଜ୍ୟରେ ସରକାରୀ ବେଆଇନ ଜବରଦଖଲ ହଟାଇବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଜିଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଉଭୟ ସହରାଞ୍ଚଳ ଓ ଗ୍ରାମାଞ୍ଚଳରେ ଏହି ବେଆଇନ ଜବରଦଖଲ ହଟାଇବାକୁ ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ସରକାରୀ ଜମିଗୁଡ଼ିକ ମୁଖ୍ୟତଃ...

ପ୍ୟାରିସ୍‌ ଅଲିମ୍ପିିକ୍ସ ପାଇଁ କିଶୋର ଜେନା,ଅମିତ ରୋହିଦାସଙ୍କୁ ପ୍ରୋତ୍ସାହନ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୮ା୭: ଆଗାମୀ ଅଲିମ୍ପିକ୍ସରେ ଭାରତର ପ୍ରତିନିଧିତ୍ୱ କରିବାକୁ ଯୋଗ୍ୟତା ଅର୍ଜନ କରିଥିବା ଓଡ଼ିଶାର ଦୁଇ ଯୁବ ତାରକା କିଶୋର ଜେନା ଏବଂ ଅମିତ ରେହିଦାସଙ୍କୁ ଲକ୍ଷ୍ୟ ସାଧନ ଦିଗରେ ପ୍ରୋତ୍ସାହିତ କରିବା ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ...

ସୁପ୍ରିମକୋର୍ଟରେ ପହଞ୍ଚିଲେ ମନୀଷ ସିସୋଡିଆ

ନୂଆଦିଲ୍ଲୀ,୮ା୭: ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ଜେଲ୍‌ରେ ଥିବା ଏଏପି ନେତା ମନୀଷ ସିସୋଡିଆ ପୁଣିଥରେ ସୁପ୍ରିମକୋର୍ଟଙ୍କ ନିକଟରେ ହାଜର ହୋଇଛନ୍ତି। ମାମଲାର ଶୁଣାଣିରେ ବିଳମ୍ବ ହୋଇଥିବା ଦର୍ଶାଇ ସିସୋଡିଆ ସୁପ୍ରିମକୋର୍ଟରେ ପୁଣି ଜାମିନ ଆବେଦନ କରିଛନ୍ତି। ଏହା ଉପରେ...

ରୁଷିଆ ଗସ୍ତ ପୂର୍ବରୁ ବଡ଼ କଥା କହିଦେଲେ ମୋଦି

ନୂଆଦିଲ୍ଲୀ/ମସ୍କୋ,୮।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ରୁଷିଆ ଏବଂ ଅଷ୍ଟ୍ରିଆ ଗସ୍ତରେ ଯାଇଛନ୍ତି। ଏହି ଗସ୍ତ ପୂର୍ବରୁ ପ୍ରଧାନମନ୍ତ୍ରୀ ମୋଦି ଭାରତ-ରୁଷିଆ ସମ୍ପର୍କ ଉପରେ ଆଲୋକପାତ କରିଥିଲେ। ମସ୍କୋ ଗସ୍ତ ପୂର୍ବରୁ ସେ କହିଛନ୍ତି, ଗତ ଦଶ ବର୍ଷ ମଧ୍ୟରେ...

ପୁରୀ ବେଳାଭୂମିରେ ମର୍ଣ୍ଣିଂଓ୍ବାକ୍‌ କଲେ ରାଷ୍ଟ୍ରପତି

ପୁରୀ,୮ା୭: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୪ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ରାଷ୍ଟ୍ରପତି ରବିବାର ବିଶ୍ୱପ୍ରସିଦ୍ଧ ରଥଯାତ୍ରାରେ ସାମିଲ ହୋଇଥିବା ବେଳେ ସୋମବାର ପୁରୀ ବେଳାଭୂମିରେ ମର୍ଣ୍ଣିଂଓ୍ବାକ୍‌ କରିଛନ୍ତି। ରାଷ୍ଟ୍ରପତି ମର୍ଣ୍ଣିଂଓ୍ବାକ୍‌ କରିବା ସହ ବେଳାଭୂମିରେ କିଛି ସମୟ ବସି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri