Tag Archives: Home Middle

ଆଜି ଏନ୍‌ଇଇଟି (ୟୁଜି) ଶୁଣାଣି

ନୂଆଦିଲ୍ଲୀ,୮ା୭(ପି.ଟି.):ପ୍ରଶ୍ନପତ୍ର ଲିକ୍‌, ଅସାଧୁ ଉପାୟ ଅବଲମ୍ବନ ସମେତ ବିଭିନ୍ନ ଅନିୟମିତତାକୁ ନେଇ ବିବାଦ ମଧ୍ୟରେ ଛନ୍ଦି ହୋଇପଡ଼ିଥିବା ଚଳିତ ବର୍ଷର ମେଡିକାଲ ପ୍ରବେଶିକା ପରୀକ୍ଷା ଏନ୍‌ଇଇଟି-ୟୁଜି ବାତିଲ ଓ ସାନି ପରୀକ୍ଷା କରାଇବା ଲାଗି ନିର୍ଦ୍ଦେଶ ଦେବାକୁ ନିବେଦନ କରି...

ପରାଜୟର ପ୍ରତିଶୋଧ ନେଲା ଭାରତ

ହରାରେ,୭।୭: ହରାରେ ସ୍ପୋର୍ଟସ କ୍ଲବଠାର ରବିବାର ଖେଳାଯାଉଥିବା ଭାରତ-ଜିମ୍ବାଓ୍ବେ ଦ୍ୱିତୀୟ ଟି-୨୦ରେ ଜିମ୍ବାଓ୍ବେକୁ ୧୦୦ ରନ୍‌ରେ ପରାସ୍ତ କରି ପ୍ରଥମ ପରାଜୟର ପ୍ରତିଶୋଧ ନେଇଛି ଟିମ୍‌ ଇଣ୍ଡିଆ। ଜିମ୍ବାଓ୍ବେ ଆଗରେ ୨୩୫ ରନ୍‌ର ବିଜୟ ଲକ୍ଷ୍ୟ ଥିବା ବେଳେ ଦଳ...

ବାଟରେ ଅଟକିଲେ ତିନି ଠାକୁର

ପୁରୀ,୭ା୭: ରବିବାର ଆରମ୍ଭ ହୋଇଛି ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ଚଳିତ ବର୍ଷ ଦୁଇ ଦିନ ହେବ ରଥ ଟଣା। ବଡ଼ ଦେଉଳରୁ ଭଉଣୀ ଭାଇଙ୍କୁ ସାଙ୍ଗରେ ଧରି ବଡ଼ଦାଣ୍ଡକୁ ଆସିଛନ୍ତି କାଳିଆ ସାଆନ୍ତ। ସମସ୍ତ ନୀତିକାନ୍ତି ପରେ ଧାଡ଼ି ପହଣ୍ଡିରେ ଆସି...

ଗଡ଼ିଲା ୩ ରଥ ତାଳଧ୍ବଜ, ଦର୍ପଦଳନ, ନନ୍ଦିଘୋଷ

ପୁରୀ,୭ା୭: ଆଜି ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ବଡ଼ ଦେଉଳରୁ ଭଉଣୀ ଭାଇଙ୍କୁ ସାଙ୍ଗରେ ଧରି ବଡ଼ଦାଣ୍ଡକୁ ଆସିଛନ୍ତି କାଳିଆ ସାଆନ୍ତ। ସମସ୍ତ ନୀତିକାନ୍ତି ପରେ ଧାଡ଼ି ପହଣ୍ଡିରେ ଆସି ରଥାରୂଢ଼ ହୋଇଥିଲେ ୩ ଠାକୁର। ପ୍ରଥମେ ଶ୍ରୀ ସୁଦର୍ଶନ ମହାପ୍ରଭୁଙ୍କ ପହଣ୍ଡି...

ପୁରୀ ରଥଟଣା ବେଳେ ଅଘଟଣ: ଜଣେ ପୁରୁଷ ଶ୍ରଦ୍ଧାଳୁ ମୃତ

ପୁରୀ,୭ା୭: ରବିବାର ପୁରୀରେ ରଥଟଣା ବେଳେ ଏକ ଅଘଟଣ ଘଟିଛି। ତାଳଧ୍ୱଜ ରଥଟଣା ସମୟରେ ଜଣେ ପୁରୁଷ ଭକ୍ତ ଅଣନିଃଶ୍ୱାସୀ ହୋଇ ତାଙ୍କର ମୃତ୍ୟୁ ଘଟିଥିବା ସୂଚନା ମଳିଛି। ହେଲେ ଶ୍ରଦ୍ଧାଳୁଙ୍କ ପରିଚୟ ଜଣାପଡି ନାହିଁ। ମିଳିଥିବା ସୂଚନା ମୁତାବକ,...

ବଡ଼ଦାଣ୍ଡରେ ଗଡ଼ିଲା ରଥ

ପୁରୀ,୭ା୭: ଆଜି ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ବଡ଼ ଦେଉଳରୁ ଭଉଣୀ ଭାଇଙ୍କୁ ସାଙ୍ଗରେ ଧରି ବଡ଼ଦାଣ୍ଡକୁ ଆସିଛନ୍ତି କାଳିଆ ସାଆନ୍ତ। ସମସ୍ତ ନୀତିକାନ୍ତି ପରେ ଧାଡ଼ି ପହଣ୍ଡିରେ ଆସି ରଥାରୂଢ଼ ହୋଇଥିଲେ ୩ ଠାକୁର। ପ୍ରଥମେ ଶ୍ରୀ ସୁଦର୍ଶନ ମହାପ୍ରଭୁଙ୍କ ପହଣ୍ଡି...

ବଡ଼ଦାଣ୍ଡରେ ଲୀଳାମୟଙ୍କୁ ଚାହିଁ ହାତ ଯୋଡ଼ିଲେ ନବୀନ

ପୁରୀ,୭ା୭: ଆଜି ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ଘଣ୍ଟଘଣ୍ଟା, ମୃଦଙ୍ଗ, ହରିବୋଲ, ହୁଳହୁଳିରେ ପ୍ରକମ୍ପିତ ଶ୍ରୀକ୍ଷେତ୍ର । ଶ୍ରୀଜିଉଙ୍କ ଦର୍ଶନ ପାଇଁ ବଡ଼ଦାଣ୍ଡରେ ପହଞ୍ଚିଛନ୍ତି ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ନବୀନ ଠାକୁରଙ୍କୁ ଦେଖିବା ପରେ ଭାବବିହ୍ବଳ ହୋଇପଡ଼ିଥିଲେ। ସେ ଦୁଇହାତ...

୩ ରଥରେ ଛେରାପହଁରା କଲେ ଗଜପତି ମହାରାଜା

ପୁରୀ,୭ା୭: ଆଜି ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ବଡ଼ ଦେଉଳରୁ ଭଉଣୀ ଭାଇଙ୍କୁ ସାଙ୍ଗରେ ଧରି ବଡ଼ଦାଣ୍ଡକୁ ଆସିଛନ୍ତି କାଳିଆ ସାଆନ୍ତ। ସମସ୍ତ ନୀତିକାନ୍ତି ପରେ ଧାଡ଼ି ପହଣ୍ଡିରେ ଆସି ରଥାରୂଢ଼ ହୋଇଛନ୍ତି ୩ ଠାକୁର। ପ୍ରଥମେ ଶ୍ରୀ ସୁଦର୍ଶନ ମହାପ୍ରଭୁଙ୍କ ପହଣ୍ଡି...

ନବୀନଙ୍କୁ ନେବା ପାଇଁ ମଞ୍ଚରୁ ଧାଇଁ ଆସିଲେ ଧର୍ମେନ୍ଦ୍ର, ଭିଡିଓ ଦେଖିଲେ…

ପୁରୀ,୭ା୭: ଆଜି ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଦେଖିବା ପାଇଁ ବଡ଼ଦାଣ୍ଡରେ ଏକାଠି ହୋଇଛନ୍ତି ସବୁ ଦଳର ନେତା। ଏହି ଉପଲକ୍ଷେ ବଡ଼ଦାଣ୍ଡରେ ହୋଇଥିବା ଏକ ମଞ୍ଚରେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ରାଜ୍ୟପାଳ ରଘୁବର ଦାସ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି,...

ହାଥରସ୍‌ ଦଳାଚକଟା ଘଟଣାରେ ବଡ଼ ବୟାନ ଦେଲେ ଭୋଲେ ବାବାଙ୍କ ଓକିଲ, କହିଲେ…

ହାଥରସ୍‌,୭ା୭: ହାଥରସ୍‌ ଦୁର୍ଘଟଣା ସମ୍ପର୍କରେ ନାରାୟଣ ହରି ଛଦ୍ମନାମ ବାବା ସୁରଜପାଲଙ୍କ ଓକିଲ ଏପି ସିଂ ଏକ ବଡ଼ ଦାବି କରିଛନ୍ତି। ହାଥରସ୍‌ ଦୁର୍ଘଟଣା ପଛରେ ଏକ ନୂଆ କାରଣ କହିଛନ୍ତି। ସେ କହିଛନ୍ତି, ନାରାୟଣ ହରିଙ୍କ ସମାବେଶକୁ ବଦନାମ...

ରଥାରୂଢ଼ ହେଲେ ତିନିଠାକୁର

ପୁରୀ,୭ା୭: ଆଜି ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ବଡ଼ ଦେଉଳରୁ ଭଉଣୀ ଭାଇଙ୍କୁ ସାଙ୍ଗରେ ଧରି ବଡ଼ଦାଣ୍ଡକୁ ଆସିଛନ୍ତି କାଳିଆ ସାଆନ୍ତ। ସମସ୍ତ ନୀତିକାନ୍ତି ପରେ ଧାଡ଼ି ପହଣ୍ଡିରେ ଆସି ରଥାରୂଢ଼ ହୋଇଛନ୍ତି ୩ ଠାକୁର। ପ୍ରଥମେ ଶ୍ରୀ ସୁଦର୍ଶନ ମହାପ୍ରଭୁଙ୍କ ପହଣ୍ଡି...

ବିସିସିଆଇ ସଚିବ କଲେ ବଡ଼ ଘୋଷଣା: ଏହି ୪ ଖେଳାଳିଙ୍କୁ ଦେଲେ ଟି-୨୦ ବିଶ୍ୱକପ୍‌ ଜିତିବାର ଶ୍ରେୟ

ନୂଆଦିଲ୍ଲୀ,୭ା୭: ନିକଟରେ ଭାରତୀୟ ଦଳ ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରି ଟି-୨୦ ବିଶ୍ୱକପ୍‌ ଜିତିଥିଲା। ଏଥିସହ ବର୍ତ୍ତମାନ ବିସିସିଆଇ ସଚିବ ଜୟ ଶାହା ଏକ ବଡ଼ ଘୋଷଣା କରିଛନ୍ତି। ବାସ୍ତବରେ ଜୟ ଶାହା ମୁଖ୍ୟ କୋଚ୍‌ ରାହୁଲ ଦ୍ରାବିଡ, ଅଧିନାୟକ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri