Tag Archives: Home Middle

ଯୋଗୀ ଆଦିତ୍ୟନାଥଙ୍କୁ ଚିଠି ଲେଖିଲେ ରାହୁଲ, କହିଲେ ଆମର…

ନୂଆଦିଲ୍ଲୀ,୭ା୭: କଂଗ୍ରେସ ଏମ୍‌ପି ତଥା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ହାଥରସ୍‌ ଦୁର୍ଘଟଣା ସମ୍ପର୍କରେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ଚିଠି ଲେଖିଛନ୍ତି। ରାହୁଲ ପୀଡ଼ିତଙ୍କ ପରିବାରର ସମସ୍ୟାକୁ ଏକ ଚିଠି ମାଧ୍ୟମରେ କହିଛନ୍ତି। ଏହା...

ପହଣ୍ଡିରେ ଝୁଲିଝୁଲି ଆସୁଛନ୍ତି ମହାବାହୁ

ପୁରୀ,୭ା୭: ଆଜି ମହାବାହୁଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ଏଥିପାଇଁ ଭକ୍ତିମୟ ହୋଇଉଠିଛି ବଡ଼ଦାଣ୍ଡ। ପ୍ରଥମେ ଚକ୍ରରାଜ ଶ୍ରୀ ସୁଦର୍ଶନଙ୍କ ପହଣ୍ଡି ହୋଇଥିଲା। ପରେ ବଳଭଦ୍ରଙ୍କର ପହଣ୍ଡି ଏବଂ ଏହା ପରେ ମା’ ସୁଭଦ୍ରାଙ୍କ ପହଣ୍ଡି ହୋଇଥିଲା। ଏବେ ମହାବାହୁ ଜଗତର ନାଥ...

ବଳଭଦ୍ରଙ୍କ ପହଣ୍ଡି ଆରମ୍ଭ

ପୁରୀ,୭ା୭: ଆଜି  ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ଏନେଇ ପ୍ରଭୁ ବଳଭଦ୍ରଙ୍କ ପହଣ୍ଡି ଆରମ୍ଭ ହୋଇଛି। ମହାପ୍ରଭୁଙ୍କ ପହଣ୍ଡି ଅପରାହ୍ନ ୧ଟା ୧୦ମିନିଟରୁ ଆରମ୍ଭ କରାଯିବାକୁ ଧାର୍ଯ୍ୟ କରାଯାଇଥିଲା। ପହଣ୍ଡି ଅପରାହ୍ନ ଅଢ଼େଇଟା ସୁଦ୍ଧା ସାରିବାକୁ ନିଷ୍ପତ୍ତି ହୋଇଥିଲା। ତେବେ ନିର୍ଦ୍ଧାରିତ ସମୟର...

ଆଜି ପବିତ୍ର ଘୋଷଯାତ୍ରା: ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ ମୋହନ ମାଝି

ଭୁବନେଶ୍ୱର,୭।୭: ଆଜି ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ଆଉ କିଛି ସମୟର ଅପେକ୍ଷା। ରଥ ଉପରେ ବିରାଜିବେ ଚର୍ତୁଦ୍ଧାମୂରତି। ଏଥିପାଇଁ ବଡ଼ଦାଣ୍ଡରେ ରଥ ପଥ ସବୁ ପ୍ରସ୍ତୁତ। ଏହି ଅବସରରେ ଭାରତର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଓ ରାଜ୍ୟପାଳ...

ରଥ ପଥ ଜଗନ୍ନାଥ…

ପୁରୀ ୭ା୭(ଅଜିତ୍‌ କୁମାର ମହାନ୍ତି)ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ରବିବାର ପବିତ୍ର ଘୋଷଯାତ୍ରା। ଏଥିପାଇଁ ରଥ, ପଥ, ଭକ୍ତ ଏବଂ ସେବାଯତ ସମସ୍ତେ ପ୍ରସ୍ତୁତ। କେବଳ ମହାପ୍ରଭୁଙ୍କୁ ଅପେକ୍ଷା। ଶ୍ରୀମନ୍ଦିର ରନତ୍ସିଂହାସନ ଛାଡ଼ି ଭକ୍ତଙ୍କୁ ଦର୍ଶନ ଦେବା ନିମନ୍ତେ ପୁରୀ...

ପଥକୁ ଓହ୍ଲାଇବେ ଦାରୁଦିଅଁ

ପୁରୀ ୭ା୭(ଅଜିତ୍‌ କୁମାର ମହାନ୍ତି)ରବିବାର ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା। ଏହି ଦିବସରେ ଅର୍ଥାତ୍‌ ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥିରେ ଦାରୁଦିଅଁ ଶ୍ରୀମନ୍ଦିର ରତ୍ନବେଦି ଛାଡ଼ି ପଥ(ବଡ଼ଦାଣ୍ଡ)କୁ ଓହ୍ଲାଇବେ। ରଥରେ ଯିବେ ଶ୍ରୀଗୁଣ୍ଡିଚା ମନ୍ଦିର। ଏଥିପାଇଁ ୩ ରଥ ନନ୍ଦିଘୋଷ, ଦେବଦଳନ ଏବଂ...

ଜମ୍ମୁ-କଶ୍ମିରରେ ଏନକାଉଣ୍ଟର; ଦୁଇ ଯବାନ ଶହୀଦ, ୪ ଆତଙ୍କୀ ନିପାତ

ନୂଆଦିଲ୍ଲୀ,୬।୭: ଦକ୍ଷିଣ କଶ୍ମିର କୁଲଗାମ ଜିଲାରେ ସେନା ଏବଂ ଆତଙ୍କବାଦୀ ମଧ୍ୟରେ ଏନକାଉଣ୍ଟରରେ ଦୁଇ ଯବାନ ଶହୀଦ ହୋଇଛନ୍ତି। ସେନାର ପ୍ରତିଜବାବରେ ଚାରି ଆତଙ୍କୀ ମଧ୍ୟ ନିପାତ ହୋଇଛନ୍ତି। ଆଉ ଚାରି ଆତଙ୍କବାଦୀ ଲୁଚିଥିବା ମଧ୍ୟ କୁହାଯାଉଛି। କୁଲଗାମ ଜିଲାରେ...

ସମସ୍ତ ସରକାରୀ ଜମି ଜବରଦଖଲ ହଟାଇବାକୁ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର,୬।୭: ରାଜ୍ୟର ସମସ୍ତ ଜିଲାରେ ସରକାରୀ ଜମି ଜବରଦଖଲ ବଢି ଚାଲିଥିବା ବେଳେ ଚିନ୍ତା ପ୍ରକଟ କରିଛନ୍ତି ସରକାର। ଉଭୟ ଗ୍ରାମାଞ୍ଚଳ ଓ ସହରାଞ୍ଚଳରେ ଜବରଦଖଲକୁ ନେଇ ଉଦ୍‌ବେଗ ପ୍ରକାଶ କରାଯାଇଛି। ଏହି କ୍ରମରେ ରାଜ୍ୟ ରାଜସ୍ୱ ସଚିବ ସବୁ...

ବିଶ୍ୱ ଚାମ୍ପିୟନ ଭାରତକୁ ହରାଇଲା ଜିମ୍ବାୱେ, ଫେଲ୍ ମାରିଲା ଯୁବ ବାହିନୀ

ନୂଆଦିଲ୍ଲୀ,୬।୭: ଟି୨୦ ବିଶ୍ୱକପରେ ଚାମ୍ପିୟନ ହେବା ପରେ ପ୍ରଥମ ମୁକାବିଲାରେ ଜିମ୍ବାୱେ ନିକଟରୁ ପରାଜୟର ସାମ୍ନା କରିଛି ଭାରତ। ୫ ମ୍ୟାଚ୍‌ ବିଶିଷ୍ଟ ସିରିଜର ପ୍ରଥମ ମ୍ୟାଚ ହରାରେ ସ୍ପୋଟର୍‌ସ କ୍ଲବରେ ଖେଳା ଯାଇଥିବା ବେଳେ ଭାରତ ୧୩ ରନ୍‌ରେ...

ପ୍ରଥମ ଦେଖାରେ ପଡ଼ିଥିଲେ ପ୍ରେମରେ, ରାଷ୍ଟ୍ରପତିଙ୍କଠାରୁ ପୁରସ୍କାର ନେବା ବେଳେ ସ୍ମୃତିକୁ ମନେ ପକାଇ କାନ୍ଦିଲେ ଶହୀଦ ଅଂଶୁମାନଙ୍କ ସ୍ତ୍ରୀ

ନୂଆଦିଲ୍ଲୀ,୬ା୭: ସେନା ମେଡିକାଲ କୋର୍‌ର କ୍ୟାପଟେନ ଅଂଶୁମାନ ସିଂ ଶହୀଦ ହେବା ପରେ ତାଙ୍କୁ କୀର୍ତ୍ତିଚକ୍ର ପୁରସ୍କାର ପ୍ରଦାନ କରାଯାଇଛି। ଏକ ଧଳା ଶାଢ଼ି ପିନ୍ଧି ସ୍ମୃତି ସିଂ ଶୁକ୍ରବାର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କଠାରୁ ଭାରତର ଦ୍ୱିତୀୟ ସର୍ବୋଚ୍ଚ ଶାନ୍ତି...

ସୁରଟରେ ଭୁଶୁଡ଼ିଲା ୫ ମହଲା କୋଠା: ତଳେ ବହୁ ଲୋକ ଚାପି ହୋଇଥିବା ଆଶଙ୍କା, ଉଦ୍ଧାର କାର୍ଯ୍ୟ ଜାରି

ଗାନ୍ଧୀନଗର,୬ା୭: ଗୁଜରାଟର ସୁରଟରେ ଶନିବାର ଏକ ୫ ମହଲା କୋଠା ଭୁଶୁଡ଼ି ପଡ଼ିଛି। ଫଳରେ ଅନେକ ଲୋକ ଏହା ତଳେ ଫସି ରହିଥିବା ଅନୁମାନ କରାଯାଉଛି। ସୂଚନା ଦେଇ ସ୍ଥାନୀୟ ଅଧିକାରୀ କହିଛନ୍ତି , ଏହି ଘଟଣା ସୁରଟର ଜିଆଇଡିସି...

ବ୍ରିଟେନ ପ୍ରଧାନମନ୍ତ୍ରୀଙ୍କ ସହ କଥା ହେଲେ ମୋଦି, କହିଲେ ରଣନୀତିକ ଭାଗିଦାରୀକୁ…

ନୂଆଦିଲ୍ଲୀ,୬ା୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ବ୍ରିଟେନର ନୂଆ ପ୍ରଧାନମନ୍ତ୍ରୀ କିର୍‌ ଷ୍ଟାର୍ମରଙ୍କ ସହ ଫୋନ୍‌ ଯୋଗେ କଥା ହୋଇଛନ୍ତି। ଏଥିସହିତ ମୋଦି ଷ୍ଟାର୍ମରଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ବ୍ରିଟେନରେ ହୋଇଥିବା ନିର୍ବାଚନରେ ଭାରତୀୟ ବଂଶୋଦ୍ଭବ ଋଷି ସୁନକଙ୍କୁ ପରାସ୍ତ କରି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri