Tag Archives: Home Middle

ଆସନ୍ତା ୨୨ରୁ ବିଧାନସଭା ଅଧିବେଶନ, ୨୫ରେ ବଜେଟ୍‌

ଭୁବନେଶ୍ୱର,୫।୭: ଆସନ୍ତା ୨୨ ତାରିଖରୁ ସପ୍ତଦଶ ବିଧାନସଭା ଅଧିବେଶନ ଆରମ୍ଭ ହେବ। ଦୁଇଟି ପର୍ଯ୍ୟାୟରେ ଏହି ଅଧିବେଶନ ସେପ୍ଟେମ୍ବର ୧୩ତାରିଖ ପର୍ଯ୍ୟନ୍ତ ଚାଲିବ । ଅଧିବେଶନରେ ମୋଟ ୨୭ଟି କାର୍ଯ୍ୟଦିବସ ଥିବା ବେଳେ ଜୁଲାଇ ୨୫ରେ ୨୦୨୪-୨୫ ଆର୍ଥିକ ବର୍ଷର...

ଇତିହାସ ରଚିଲେ ବ୍ରିଟେନ୍‌ର ନୂଆ ସରକାର,ପ୍ରଥମ ଥର ପାଇଁ ମହିଳା ହେଲେ ଅର୍ଥମନ୍ତ୍ରୀ

ଲଣ୍ଡନ,୫।୭: ଦୀର୍ଘ ୧୪ ବର୍ଷ ପରେ ବ୍ରିଟେନ୍‌ରେ ବଦଳିଛି ସରକାର। କନ୍ଜର୍ଭେଟିଭ୍‌ ପାର୍ଟିକୁ ହରାଇ ସରକାର ଗଢ଼ିଛି ଲେବର ପାର୍ଟି। କିର୍‌ ଷ୍ଟାର୍ମର ବ୍ରିଟେନ୍‌ର ନୂଆ ପ୍ରଧାନମନ୍ତ୍ରୀ ହୋଇଛନ୍ତି। ଏହି ଐତିହାସିକ ବିଜୟ ପରେ ସରକାରଙ୍କ ପକ୍ଷରୁ ବଡ଼ ପଦକ୍ଷେପ...

ରାଜ୍ୟ ସରକାରଙ୍କ ବଡ଼ ଘୋଷଣା, ଭାରତୀୟ କ୍ରିକେଟ୍‌ ଟିମ୍‌କୁ ୧୧ କୋଟି

ମୁମ଼୍ବାଇ, ୫।୭: ଟି-୨୦ ବିଶ଼୍ବକପ୍‌ ଜିତି ସ଼୍ବଦେଶ ଫେରିଥିବା ଭାରତୀୟ କ୍ରିକେଟ୍‌ ଟିମ୍‌ ଉପରେ ଟଙ୍କା ବର୍ଷା ହେଉଥିବା ଦେଖିବାକୁ ମିଳୁଛି । ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ ଶୁକ୍ରବାର ଏକ ବଡ଼ ଘୋଷଣା କରିଛନ୍ତି। ଭାରତୀୟ ଟିମ୍‌କୁ ସେ...

ବିଜେଡି ରାଜ୍ୟ ସଭା ଏମପି ମୁନା ଖାନ୍‌ଙ୍କ ଦମଦାର୍‌ ଭାଷଣ, ପ୍ରଶଂସା କଲେ ଧନକର, ଟାର୍ଗେଟରେ ଥିଲେ ମୋଦି

ଭୁବନେଶ୍ୱର,୫।୭: ରାଜ୍ୟ ସଭାରେ ବଦଳିଛି ବିଜୁ ଜନତା ଦଳର ଆଭିମୁଖ୍ୟ। ଆକ୍ରାମଣତ୍ମକ ଢଙ୍ଗରେ ଶାସକ ଭାରତୀୟ ଜନତା ପାର୍ଟିକୁ ଟାର୍ଗେଟ କରୁଛନ୍ତି ବିଜେଡି ଏମପି। ପୂର୍ବରୁ ସବୁ ପ୍ରସଙ୍ଗରେ ବିଜେଡିକୁ ସାଥ୍‌ ଦେଉଥିବା ଏହି ଦଳ ଏବେ କିନ୍ତୁ ବିରୋଧୀଙ୍କ...

ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ପୁଣି ଗିରଫ ହେଲେ କ’ଣ କେଜ୍‌ରିଓ୍ବାଲଙ୍କ ରାସ୍ତାରେ ଚାଲିବେ? ସାମ୍ନାରେ ରହିଛି ଏହି ୩ ବିକଳ୍ପ

ରାଞ୍ଚି,୫।୭: କଥିତ ଜମି ଦୁର୍ନୀତି ମାମଲାରେ ଝାଡ଼ଖଣ୍ଡ ହାଇକୋର୍ଟ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କୁ ଜାମିନ ପ୍ରଦାନ କରିଛନ୍ତି। ହେଲେ ତାଙ୍କ ରାସ୍ତାର କଣ୍ଟା ଏଯାଏ ସଫା ହୋଇନାହିଁ। ଜେଲ୍‌ରୁ ବାହାରକୁ ଆସିବା ପରେ ସେ ବଡ଼ ନିଷ୍ପତ୍ତି ନେଇ ପୁଣିଥରେ...

କୃଷକଙ୍କ ପାଇଁ ଖୁସିଖବର: ୬ ହଜାର ବଦଳରେ ଏବେ ମିଳିବ ୧୦ ହଜାର!

ନୂଆଦିଲ୍ଲୀ,୫।୭: କେନ୍ଦ୍ରରେ ନୂତନ ସରକାର ଗଠନ ପରେ ସମସ୍ତେ ଉତ୍ସାହର ସହିତ ବଜେଟକୁ ଅପେକ୍ଷା କରିଛନ୍ତି। ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ କ’ଣ ଘୋଷଣା କରିବେ ତାହା ଉପରେ ସମଗ୍ର ଦେଶବାସୀଙ୍କ ନଜର ରହିଛି। ଅନ୍ୟ...

ଘୋଷଣା ହେଲା ତାରିଖ: ଏହିଦିନ ଅନୁଷ୍ଠିତ ହେବ NEET PG ପରୀକ୍ଷା

ନୂଆଦିଲ୍ଲୀ,୫।୭: ସ୍ନାତକୋତ୍ତର ମେଡିକାଲ ପାଠ୍ୟକ୍ରମରେ ନାମଲେଖା ଲାଗି ଅନୁଷ୍ଠିତ NEET-PG ପରୀକ୍ଷା ପାଇଁ ମେଡିକାଲ ସାଇନ୍ସ ଜାତୀୟ ପରୀକ୍ଷା ବୋର୍ଡ ତାରିଖ ଘୋଷଣା କରିଛି। ଅଗଷ୍ଟ ୧୧ରେ ଏହି ପରୀକ୍ଷା ଅନୁଷ୍ଠିତ ହେବ। ଦୁଇଟି ସିଫ୍ଟରେ ଏହି ପରୀକ୍ଷା ହେବ...

ଦାରିଙ୍ଗବାଡ଼ିରେ ଲାଗିବ ଜାପାନ ଚେରି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୫ା୭: ରାଜ୍ୟରେ ୫ କୋଟି ଗଛ ଲାଗିବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି କହିଛନ୍ତି। ବୃକ୍ଷରୋପଣରେ ଓଡ଼ିଶା ଦେଶରେ ଏକ ନମ୍ବର ହେବ। ‘ଏକ୍‌ ପେଡ୍‌ ମାଆ କେ ନାମ୍‌’ କାର୍ଯ୍ୟକ୍ରମରେ ୧ ଲକ୍ଷ ୪୫ ହଜାର ଗଛ...

କେଉଁ କାରଣ ପାଇଁ ଚିନ୍ତାରେ ଅଛନ୍ତି ସିଜେଆଇ, କହିଲେ ଏହି ବଡ କଥା…

ନୂଆଦିଲ୍ଲୀ,୫।୭: ପ୍ରଧାନ ବିଚାରପତି (ସିଜେଆଇ) ଡି ଓ୍ବାଇ ଚନ୍ଦ୍ରଚୁଡ ଶୁକ୍ରବାର ସୁପ୍ରିମକୋର୍ଟରେ ବିଚାରାଧୀନ ବିବାଦର ସମାଧାନ ପାଇଁ ନାଗରିକମାନଙ୍କୁ ସ୍ବତନ୍ତ୍ର ଲୋକ ଅଦାଲତରେ ଭାଗ ନେବାକୁ ଅନୁରୋଧ କରିଛନ୍ତି। ଏହା ୨୯ ଜୁଲାଇରୁ ୩ଅଗଷ୍ଟ ପର୍ଯ୍ୟନ୍ତ ଆୟୋଜିତ ହେଉଛି। ସର୍ବୋଚ୍ଚ...

ହାଥରସ୍‌ ମାମଲା: ଯୋଗୀଙ୍କୁ ଏସ୍‌ଆଇଟି ରିପୋର୍ଟ, ଏଥିରେ ରହିଛି…

ଲକ୍ଷ୍ନୌ,୫ା୭: ଉତ୍ତରପ୍ରଦେଶର ଭୋଲେ ବାବାଙ୍କ ସତ୍‌ସଙ୍ଗରେ ଦଳଚକଟା ମାମଲା ସମ୍ପର୍କରେ ଏସ୍‌ଆଇଟି ରିପୋର୍ଟ ପହଞ୍ଚିଛି। ୟୁପି ଡିଜି ପ୍ରଶାନ୍ତ କୁମାର ଏବଂ ମୁଖ୍ୟ ସଚିବ ମନୋଜ କୁମାର ସିଂ ଶୁକ୍ରବାର ୫- କାଳୀଦାସ ମାର୍ଗରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସରକାରୀ...

ମୋଦିଙ୍କୁ କଥା ଦେଲେ ପିଭି ସିନ୍ଧୁ

ନୂଆଦିଲ୍ଲୀ,୫।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ବାର୍ତ୍ତାଳାପ ସମୟରେ ବ୍ୟାଡମିଣ୍ଟନ ଖେଳାଳି ତଥା ଦୁଇଥର ଅଲିମ୍ପିକ ପଦକ ବିଜେତା ପି.ଭି ସିନ୍ଧୁ କହିଛନ୍ତି ଯେ ମୁଁ ଆଶା କରୁଛି ଯେ ଜୁଲାଇ ୨୬ରେ ପ୍ୟାରିସ ଅଲିମ୍ପିକରେ ମୁଁ ସ୍ବର୍ଣ୍ଣ ପଦକ...

ମାୟାବତୀ-ଆକାଶ ଆନନ୍ଦଙ୍କୁ ଚ୍ୟାଲେଞ୍ଜ ଦେଲେ ଚନ୍ଦ୍ରଶେଖର, କହିଲେ ସେମାନେ ନୂଆ ନୂଆ…

ଲକ୍ଷ୍ନୌ,୫ା୭: ଉତ୍ତରପ୍ରଦେଶର ନାଗିନା ଲୋକ ସଭା ନିର୍ବାଚନମଣ୍ଡଳୀରୁ ଜିତିଥିବା ଏମ୍‌ପି ଚନ୍ଦ୍ରଶେଖର ଆଜାଦ ବହୁଜନ ସମାଜ ପାର୍ଟି ସୁପ୍ରିମୋ ମାୟାବତୀ ଏବଂ ଦଳର ସଂଯୋଜକ ଆକାଶ ଆନନ୍ଦଙ୍କୁ ଏକ ବଡ଼ ଚ୍ୟାଲେଞ୍ଜ ଦେଇଛନ୍ତି। ବିଏସ୍‌ପି ଦୁର୍ବଳ ହେବାର କାରଣ ମଧ୍ୟ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri