Tag Archives: Home Middle

ଜଣେ ଓଡ଼ିଆ ହେବେ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ, ଜାଣନ୍ତୁ ସେ କିଏ, ଯାହାଙ୍କ ନାଁରେ ହେଉଛି ଚର୍ଚ୍ଚା

ଭୁବନେଶ୍ୱର,୫।୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କ ବ୍ୟକ୍ତିଗତ ସଚିବ ଭାବେ ୨୦୦୬ ବ୍ୟାଚ ଆଇଏଏସ ମନୋଜ କୁମାର ସାହୁଙ୍କୁ ନିଯୁକ୍ତ କରାଯାଇପାରେ। ଏନେଇ ଓଡ଼ିଶା ସରକାରଙ୍କ ପକ୍ଷରୁ ଏହାକୁ ନେଇ ଏବେ ସ୍ପଷ୍ଟ ହୋଇନାହିଁ। ସୂଚନା ଅନୁସାରେ, ଏଜିଏମୟୁଟି କ୍ୟାଡର...

ହାରିଲେ ଋଷି ସୁନକ

ଲଣ୍ଡନ,୫ା୭: ପ୍ରଧାନମନ୍ତ୍ରୀ ପଦ ପାଇଁ ୪ ଜୁଲାଇରେ ବ୍ରିଟେନ୍‌ରେ  ଭୋଟ  ଅନୁଷ୍ଠିତ ହୋଇଥିଲା। ଏବେ ବି ଗଣନା ଜାରି ରହିଛି। ଏପର୍ଯ୍ୟନ୍ତ ଟ୍ରେଣ୍ଡକୁ ଦେଖିଲେ କଞ୍ଜରଭେଟିଭ ପାର୍ଟି ନେତା ତଥା ବିଦାୟୀ ପ୍ରଧାନମନ୍ତ୍ରୀ ଋଷି ସୁନକ ତାଙ୍କ ପରାଜୟକୁ ଗ୍ରହଣ...

ପୂର୍ବତନ ମନ୍ତ୍ରୀଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୫ା୭: ପୁରୀ ଜିଲା କାକଟପୁର ନିର୍ବାଚନ ମଣ୍ଡଳୀର ପୂର୍ଵତନ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ସୁରେନ୍ଦ୍ର ନାଥ ନାୟକଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଶୋକ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ ଶୋକ ପ୍ରକାଶ କରି କହିଛନ୍ତି, ସ୍ବର୍ଗତ ନାୟକ...

ବ୍ରିଟେନ୍‌ରେ ନୂଆ ସକାଳ: କ୍ଷମତାକୁ ଫେରୁଛି ଲେବର ପାର୍ଟି

ବ୍ରିଟେନ୍‌ରେ ଗୁରୁବାର ସାଧାରଣ ନିର୍ବାଚନ ଚାଲିଥିବାବେଳେ ଦେଶବାସୀ ଏକ ଗୁରୁତ୍ୱପୂର୍ଣ୍ଣ ରାଜନୈତିକ ଘଟଣାକ୍ରମର ସାକ୍ଷୀ ହେବାକୁ ଯାଉଛନ୍ତି। ଦୀର୍ଘ ୧୪ ବର୍ଷର ବ୍ୟବଧାନ ପରେ କ୍ଷମତା ପରିବର୍ତ୍ତନ ହେବାକୁ ଯାଉଛି। ଲେବର ପାର୍ଟି ଐତିହାସିକ ବିଜୟ ଦିଗରେ ଅଗ୍ରସର ହେବା...

ଟିମ୍‌ ଇଣ୍ଡିଆକୁ ମିଳିଲା ୧୨୫ କୋଟି ଟଙ୍କା ପୁରସ୍କାର: ଭାଷଣରେ ଭାବପ୍ରବଣ ହେଲେ କୋହଲି

ମୁମ୍ବାଇ,୪ା୭: ଟି୨୦ କ୍ରିକେଟ ବିଶ୍ୱକପ୍‌ ବିଜେତା ଭାରତୀୟ ଦଳ ଗୁରୁବାର ପହଞ୍ଚିବା ପରେ ମୁମ୍ବାଇରେ ବିଜୟ ପରେଡ୍‌ ହୋଇଥିଲା। ପରେ ଓ୍ବାଙ୍ଖଡେ ଷ୍ଟାଡିୟମରେ ରୋହିତ ଶର୍ମାଙ୍କ ଦଳକୁ ୧୨୫ କୋଟି ଟଙ୍କାର ଚେକ୍‌ ଦିଆଯାଇ ସମ୍ବର୍ଦ୍ଧିତ କରା ଯାଇଥିଲା। ଭାରତୀୟ...

ଏହି ହେବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କ ବ୍ୟକ୍ତିଗତ ସଚିବ!

ଭୁବନେଶ୍ୱର, ୪।୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କ ବ୍ୟକ୍ତିଗତ ସଚିବ ଭାବେ ୨୦୦୬ ବ୍ୟାଚ ଆଇଏଏସ ମନୋଜ କୁମାର ସାହୁଙ୍କୁ ନିଯୁକ୍ତ କରାଯାଇପାରେ। ଏନେଇ ଓଡ଼ିଶା ସରକାରଙ୍କ ପକ୍ଷରୁ ପ୍ରକ୍ରିୟା ଆରମ୍ଭ ହୋଇଥିବା ଜଣାପଡିଛି । ତେବେ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ...

ଉପମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭାବେ ଏହି ଅଧିକାରୀଙ୍କୁ ମିଳିଲା ନିଯୁକ୍ତି

ଭୁବନେଶ୍ୱର, ୪।୭: ରାଜ୍ୟ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓଙ୍କ ବ୍ୟକ୍ତିଗତ ସଚିବ ଭାବେ ୨୦୧୨ ବ୍ୟାଚ ଆଇଏଏସ୍‌ ଗଣେଶ୍ୱର ଜେନାଙ୍କୁ ନିଯୁକ୍ତ ଦିଆଯାଇଛି । ଆଜି ତାଙ୍କୁ କୃଷି ଓ କୃଷକ ସଶକ୍ତିକରଣ ବିଭାଗର ଅତିରିକ୍ତ ସଚିବ ଭାବେ ବଦଳି କରାଯାଇଛି...

ବଦଳିଲା ମୁଖ୍ୟମନ୍ତ୍ରୀଙ୍କ ବସିବା ଦିଗ, ଏହା ପଛରେ ରହିଛି ବଡ଼ କାରଣ, ଜାଣନ୍ତୁ କ’ଣ କହିଲେ ବାସ୍ତୁବିତ୍‌

ଭୁବନେଶ୍ୱର,୪।୭: ଲୋକସେବା ଭବନ ନିଜ କାର୍ଯ୍ୟାଳୟରେ ବସିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି। ନବୀନ ପଟ୍ଟନାୟକ ଯେଉଁ ପ୍ରକୋଷ୍ଠରେ ବସୁଥିଲେ, ସେଇଠି ମୋହନ ବସିଛନ୍ତି। ତେବେ ସିଏମଓ ଆସବାବପତ୍ର ସହ ଚେୟାର ଦିଗ ବି ବଦଳାଯାଇଛି। ଚେୟାର ଦିଗ ସଂପର୍କରେ ବାସ୍ତୁବିତ୍‌...

ଚାଷୀଙ୍କ ପାଇଁ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୪।୭: ରାଜ୍ୟ ସରକାର ଚଳିତ ଖରିଫ ଋତୁରେ ଚାଷୀଙ୍କୁ ଫସଲ ପାଇଁ ୧୧ହଜାର କୋଟି ଟଙ୍କାର ଋଣ ଯୋଗାଇ ଦେବେ। ଏହାସହିତ ପ୍ରତ୍ୟେକ ଚାଷୀଙ୍କୁ ଏକ ଟଙ୍କା ପ୍ରିମିୟମରେ ପ୍ରଧାନମନ୍ତ୍ରୀ ଫସଲ ବୀମା ସୁବିଧା ମଧ୍ୟ ମିଳିବ । ଏନେଇ...

ଟିମ ଇଣ୍ଡିଆକୁ ମିଳିଲା ଏମିତି ସମ୍ମାନ, ଯାହା କେବେ କୌଣସି ପ୍ରଧାନମନ୍ତ୍ରୀ ଅବା ମୁଖ୍ୟମନ୍ତ୍ରୀଙ୍କୁ ମିଳିନାହିଁ

ନୂଆଦିଲ୍ଲୀ,୪।୭: ଟି -୨୦ କ୍ରିକେଟ ବିଶ୍ୱକପ ଜିତିବା ପରେ ସ୍ବଦେଶ ଫେରିଥିବା ଟିମ ଇଣ୍ଡିଆକୁ ଦେଶରେ ଏକ ବଡ଼ ସ୍ବାଗତ ସମ୍ବର୍ଦ୍ଧନା ଦିଆଯାଉଛି। ମୁମ୍ବାଇ ବିମାନବନ୍ଦରରେ ପହଞ୍ଚିବା ପରେ ଭାରତୀୟ କ୍ରିକେଟ ଟିମ ବିମାନକୁ ପାଣି ତୋପ ସାଲ୍ୟୁଟ ବା...

ତୃତୀୟଥର ପାଇଁ ଝାଡଖଣ୍ଡର ମୁଖ୍ୟମନ୍ତ୍ରୀ ହେଲେ ହେମନ୍ତ ସୋରେନ୍‌

ରାଞ୍ଚି,୪।୭: ଝାଡଖଣ୍ଡର ୧୩ତମ ମୁଖ୍ୟମନ୍ତ୍ରୀ ଭାବରେ ହେମନ୍ତ ସୋରେନ୍‌ ଶପଥ ନେଇଛନ୍ତି। ରାଜ୍ୟପାଳ ସିପି ରାଧାକ୍ରିଷ୍ଣନ ରାଜ ଭବନରେ ତାଙ୍କୁ ଶପଥପାଠ କରାଇଛନ୍ତି। ୫ ମାସ ପୂର୍ବରୁ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ଦାୟିତ୍ୱ ସମ୍ଭାଳିଥିବା ଚମ୍ପାଇ ସୋରେନ୍‌ ବୁଧବାର ନିଜ ପଦରୁ...

ହାଥରସ୍‌ ସତ୍‌ସଙ୍ଗ ଦଳାଚକଟା ମାମଲା: ୬ ଗିରଫ

ହାଥରସ୍‌,୪ା୭: ଉତ୍ତରପ୍ରଦେଶର ହାଥରସ୍‌ରେ ଘଟିଥିବା ଦଳାଚକଟା ମାମଲାରେ ଆୟୋଜନକାରୀ କମିଟିର ୬ ଜଣଙ୍କୁ ଗୁରୁବାର ଗିରଫ କରିଛି ପୋଲିସ। ଦଳାଚକଟା ଘଟଣାର ୭୨ ଘଣ୍ଟା ପରେ ପୋଲିସ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ୬ ଜଣ ଗିରଫ ହୋଇଥିଲେ ବି ମୁଖ୍ୟ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri