Tag Archives: Home Middle

ବିପର୍ଯ୍ୟୟ ପରିଚାଳନା କମିଟି ବୈଠକ କଲେ ମୁଖ୍ୟମନ୍ତ୍ରୀ, ଯୁଦ୍ଧକାଳୀନ ଭିତ୍ତିରେ ଦୁର୍ବଳ ନଦୀବନ୍ଧ ମରାମତି ପାଇଁ ଦେଲେ ନିର୍ଦ୍ଦେଶ

ଭୁବନେଶ୍ୱର,୪ା୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଗୁରୁବାର ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକରେ ଅଧ୍ୟକ୍ଷତା କରି ଅନେକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି। ବୈଠକରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଓ ଶ୍ରୀମତୀ ପ୍ରଭାତୀ ପରିଡ଼ା, ରାଜସ୍ବ ଓ ବିପର୍ଯ୍ୟୟ...

ହାଥରସ୍‌ ଘଟଣାକୁ ନେଇ ସାମ୍ନାକୁ ଆସିଲା ବଡ଼ ସତ, ସିସିଟିଭି ଫୁଟେଜ୍‌ରେ ଦେଖିବାକୁ ମିଳିଛି…

ହାଥରସ୍‌,୪ା୭: ହାଥରସ୍‌ରେ ଘଟିଥିବା ଦୁଃଖଦ ଘଟଣା ପରେ ଗୋଟିଏ ପରେ ଗୋଟିଏ କଥା ସାମ୍ନାକୁ ଆସୁଛି। ଗୁରୁବାର ଏକ ସିସିଟିଭି ଫୁଟେଜ୍‌ ମଧ୍ୟ ସାମ୍ନାକୁ ଆସିଛି। ଯାହା ବାବାଙ୍କ କଥା ଉପରେ ପ୍ରଶ୍ନ ଉଠାଇଛି। ଏହି ଭିଡିଓରେ ବାବାଙ୍କ ଫଟୋ...

କିର୍‌ ଷ୍ଟାର୍ମର କିଏ? ବ୍ରିଟେନ ନିର୍ବାଚନରେ ଯିଏ ସୁନକଙ୍କୁ ଦେଉଛନ୍ତି କଡ଼ା ଟକ୍କର, ହୋଇପାରନ୍ତି ପ୍ରଧାନମନ୍ତ୍ରୀ…

ଲଣ୍ଡନ,୪।୭: ବ୍ରିଟେନ୍‌ରେ ଗୁରୁବାର ସାଧାରଣ ନିର୍ବାଚନ ଅନୁଷ୍ଠିତ ହେବ। ଏହି ନିର୍ବାଚନରେ ବଡ଼ ଧରଣର ଓଲଟପାଲଟ ହୋଇପାରେ। ଏପରିକି ପ୍ରଧାନମନ୍ତ୍ରୀ ଋଷି ସୁନକ ନିର୍ବାଚନ ହାରିଯାଇପାରନ୍ତି ବୋଲି କୁହାଯାଉଛି। ତାଙ୍କୁ ଲେବର ପାର୍ଟିର ନେତା କିର୍‌ ଷ୍ଟାର୍ମର କଡ଼ା ଟକ୍କର...

ରୋହିତ ଶର୍ମାଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ମୋଦି, କହିଲେ…

ନୂଆଦିଲ୍ଲୀ,୪ା୭: ଭାରତୀୟ କ୍ରିକେଟ୍‌ ଦଳ ଫାଇନାଲରେ ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରି ଟି-୨୦ ବିଶ୍ୱକପ୍‌ ଟାଇଟଲ ଜିତିଛି। ଟିମ୍‌ ଇଣ୍ଡିଆ ଗୁରୁବାର ବାର୍ବାଡୋସ୍‌ରୁ ଘରକୁ ଫେରିଛି। ଦିଲ୍ଲୀ ବିମାନବନ୍ଦରରେ ଟିମ୍‌ ଇଣ୍ଡିଆକୁ ସ୍ବାଗତ କରାଯାଇଥିଲା। ଟି-୨୦ ବିଶ୍ୱକପ୍‌ ଜିତିଥିବା ଭାରତୀୟ...

ବିଶ୍ୱକପ୍‌ ଟ୍ରଫି ଧରିଲେ ପ୍ରଧାନମନ୍ତ୍ରୀ ମୋଦି: ଖୁସିରେ ଗଦ୍‌ଗଦ୍‌ ହୋଇ ଖେଳାଳିଙ୍କ ସହ କଲେ ଆଲୋଚନା,ଦେଖନ୍ତୁ ଭିଡିଓ

ନୂଆଦିଲ୍ଲୀ,୪।୭: ଭାରତୀୟ କ୍ରିକେଟ ଦଳ ଟି-୨୦ ବିଶ୍ୱକପ ୨୦୨୪ ଟ୍ରଫି ଜିତିବା ପରେ ଶେଷରେ ଘରକୁ ଫେରିଛି। ବାର୍ବାଡୋସରୁ ଏୟାର ଇଣ୍ଡିଆର ସ୍ବତନ୍ତ୍ର ବିମାନ ଯୋଗେ ଦିଲ୍ଲୀରେ ପହଞ୍ଚିବା ପରେ ଟିମ ଇଣ୍ଡିଆର ସମସ୍ତ ଖେଳାଳି ହୋଟେଲ ଅଭିମୁଖେ ଯାତ୍ରା...

ନବୀନ ବଢାଇବେ ଭାଜପାର ଟେନଶନ, ରାଜ୍ୟ ସଭାରେ ହେବ ଅଡୁଆ

ନୂଆଦିଲ୍ଲୀ,୪।୭: ଯଦିଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କ୍ରମାଗତ ତୃତୀୟ ଥର ପାଇଁ ଦେଶରେ କ୍ଷମତା ହାସଲ କରିଛନ୍ତି, କିନ୍ତୁ ୨୦୨୪ର ନିର୍ବାଚନ ଫଳାଫଳ ସଂସଦର ଚିତ୍ର ବଦଳାଇ ଦେଇଛି। ଅଦ୍ୟାବଧି ନବୀନ ପଟ୍ଟନାୟକଙ୍କ ଦଳ ବିଜେଡି ଭାଜପା ଏବଂ ମୋଦି...

ଆଣ୍ଠୁ ମାଡ଼ି ମୁଣ୍ଡିଆ ମାରି ଲୋକସେବା ଭବନକୁ ପ୍ରବେଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୪ା୭: ମୁଖ୍ୟମନ୍ତ୍ରୀଙ୍କୁ ସ୍ବାଗତ ପାଇଁ ଫୁଲ ଓ ରଙ୍ଗୋଲିରେ ସଜେଇ ହୋଇଥିଲା ଲୋକସେବା ଭବନ।   ତେବେ ଗୁରୁବାର ବିଧିବଦ୍ଧ ଭାବେ ଲୋକସେବା ଭବନରୁ କାର୍ଯ୍ୟ ଆରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି। ଏହି କାର୍ଯ୍ୟ ଆରମ୍ଭ ପୂର୍ବରୁ ମୁଖ୍ୟମନ୍ତ୍ରୀ...

‘ଓଡ଼ିଆ ଭାଷାରେ ହେବ ସରକାରୀ କାର୍ଯ୍ୟ’

ଭୁବନେଶ୍ୱର,୪ା୭: ଲୋକସେବା ଭବନରେ ବିଧିବଦ୍ଧ ଭାବରେ ଗୁରୁବାର କାର୍ଯ୍ୟଭାର ସମ୍ଭାଳିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି। ଏହି ସମୟରେ ଓଡ଼ିଆ ଅସ୍ମିତା ସଂରକ୍ଷଣ ଓ ପ୍ରସାରକୁ ଗୁରୁତ୍ୱ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ସାହିତ୍ୟ, କଳା, ସଙ୍ଗୀତ ଓ ଲଳିତ...

ଆଜିଠୁ ଲୋକସେବା ଭବନରେ ବସିବେ ମୁଖ୍ୟମନ୍ତ୍ରୀ ମୋହନ

ଭୁବନେଶ୍ୱର,୪।୭: ଲୋକସେବା ଭବନରେ ଆଜି ପ୍ରଥମ ଥର ପାଇଁ ପ୍ରବେଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି। ପୂଜାର୍ଚ୍ଚନା ପରେ ମୁଣ୍ଡିଆ ମାରି ସେ ଲୋକସେବା ଭବନରେ ପ୍ରବେଶ କରିଛନ୍ତି। ଲୋକସେବା ଭବନର ତୃତୀୟ ମହଲାରୁ ସେ ଆଜି ବିଧିବଦ୍ଧ...

ଚାଇନା ବୈଦେଶିକ ମନ୍ତ୍ରୀଙ୍କୁ ଭେଟିଲେ ଏସ୍‌.ଜୟଶଙ୍କର,ବିଭିନ୍ନ ପ୍ରସଙ୍ଗ ଉପରେ କଲେ ଆଲୋଚନା

ବେଜିଂ/ନୂଆଦିଲ୍ଲୀ,୪ା୭: ଚାଇନା ବୈଦେଶିକ ମନ୍ତ୍ରୀ ଓ୍ବାଙ୍ଗ୍‌ ୟିଙ୍କୁ ଗୁରୁବାର ଭେଟିଛନ୍ତି ଭାରତର ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କର। ଏହି ସାକ୍ଷାତ ସମୟରେ ଜୟଶଙ୍କର ବିଭିନ୍ନ ପ୍ରସଙ୍ଗ ଉପରେ ଆଲୋଚନା କରିଛନ୍ତି। ବିଶେଷକରି ସୀମା ବିବାଦ ସମେତ ବିଭିନ୍ନ ପ୍ରସଙ୍ଗରେ...

ସଂସଦରେ ଆଉ ହଙ୍ଗାମା କରିପାରିବେନି ବିରୋଧୀ! ନିୟମରେ ବଡ଼ ପରିବର୍ତ୍ତନ କଲେ ଓମ ବିର୍ଲା

ନୂଆଦିଲ୍ଲୀ,୪।୭: ସଂସଦରେ ଆଉ ହଙ୍ଗାମା କରିପାରିବେନି ବିରୋଧୀ। ଏନେଇ ନିୟମରେ ହୋଇଛି ବଡ଼ ପରିବର୍ତ୍ତନ। ଲୋକ ସଭା ବାଚସ୍ପତି ଓମ ବିର୍ଲା ଏଥିପାଇଁ ନିୟମରେ ବଡ଼ ସଂଶୋଧଡ଼ କରିଛନ୍ତି। ନବ ନିର୍ବାଚିତ ଏମପିମାନେ ଶପଥ ଗ୍ରହଣ କରିବା ଦେଇଥିବା ସ୍ଲୋଗାନକୁ...

ବିଶ୍ୱକପ ଟ୍ରଫି ସହ ଭାରତ ପହଞ୍ଚିଲା ଟିମ୍‌ ଇଣ୍ଡିଆ

ନୂଆଦିଲ୍ଲୀ,୪।୭: ଭାରତରେ ପହଞ୍ଚିଲା ବିଶ୍ୱ ବିଜେତା ଟିମ୍‌ ଇଣ୍ଡିଆ। ଟି ୨୦ ବିଶ୍ୱକପ ଟ୍ରଫି ସହ ଟିମ୍‌ ଇଣ୍ଡିଆ ବାର୍ବାଡୋସରୁ ଭାରତ ଫେରିଛି। ଏନେଇ ବିସିସିଆଇ ଏକ୍ସ ପୋଷ୍ଟ କରିଛି। ଟିମ୍‌ର ସମସ୍ତ ଖେଳାଳୀ ଟ୍ରଫି ସହ ଏକ ଭିଡିଓ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri