Tag Archives: Home Middle

ରାହୁଲ ଗାନ୍ଧୀଙ୍କୁ ସେନାର ଜବାବ; ଅଗ୍ନିବୀରଙ୍କ ପରିବାରକୁ ଦିଆଯାଇଛି ୯୮.୩୯ ଲକ୍ଷ ଟଙ୍କା

ନୂଆଦିଲ୍ଲୀ,୩ା୭: ବୁଧବାର ଲୋକ ସଭାରେ ରାହୁଲ ଗାନ୍ଧୀ କରିଥିବା ଅଭିଯୋଗର ଜବାବ ରଖିଛି ଭାରତୀୟ ସେନା। ରାହୁଲ ଗାନ୍ଧୀ କହିଥିଲେ ଯେ, ଶହୀଦ ଅଗ୍ନିବୀର କର୍ମଚାରୀଙ୍କ ପରିବାରକୁ କ୍ଷତିପୂରଣ ପ୍ରସଙ୍ଗରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ସଂସଦରେ ମିଥ୍ୟା କହିଛନ୍ତି।...

ଭୋଲେ ବାବାଙ୍କ ନାଁରେ ରହିଛି ଯୌନ ନିର୍ଯାତନା ମାମଲା

ହାଥରସ୍‌,୩ା୭: ଉତ୍ତରପ୍ରଦେଶର ହାଥରସ୍‌ ଜିଲାର ପୁଲରାଇ ଗ୍ରାମରେ ହୋଇଥିବା ଏକ ସତ୍‌ସଙ୍ଗରେ ଦଳାଚକଟା ହୋଇ ଶତାଧିକ ଲୋକଙ୍କ ମୃତ୍ୟୁ ଘଟିବା ଯେତିକି ଦୁଃଖଦାୟକ ନୁହେଁ, ତା’ଠୁ ଅଧିକ ଚିନ୍ତାଦାୟକ ଆତ୍ମଘୋଷିତ ଭୋଲେ ବାବାଙ୍କ ଯୌନ କେଳେଙ୍କାରୀ। ଉକ୍ତ ବାବାଙ୍କ ନାଁରେ...

ସାଧାରଣ ଲୋକଙ୍କ ସମସ୍ୟା ଶୁଣି ସମାଧାନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି

ଭୁବନେଶ୍ୱର,୩।୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଗୋଟିଏ ବହୁରାଷ୍ଟ୍ରୀୟ କମ୍ପାନୀର ବରିଷ୍ଠ ପ୍ରତିନିଧିଙ୍କୁ ଯେତିକି ଗୁରୁତ୍ୱ ଦେଉଛନ୍ତି, ଜଣେ ସାଧାରଣ ଲୋକ ମଧ୍ୟ ସେତିକି ଗୁରୁତ୍ଵ ଦେଉଛନ୍ତି। ସଧାରଣ ଲୋକର ସମସ୍ୟାକୁ ମଧ୍ଯ ମୁଖ୍ୟମନ୍ତ୍ରୀ ଗୁରୁତ୍ଵ ଦେଇ ଶୁଣି ସମାଧାନ...

୮ ତାରିଖରେ ବନ୍ଦ ରହିବ ଏସବୁ ଅଫିସ, ଘୋଷଣା କଲେ ରାଜ୍ୟ ସରକାର

ଭୁବନେଶ୍ୱର,୩ା୭: ଚଳିତବର୍ଷ ରଥଯାତ୍ରା ଦୁଇଦିନ ଧରି ଅନୁଷ୍ଠିତ ହେବ। ଏହା ଏକ ବିରଳ ରଥଯାତ୍ରା। ତେଣୁ ରଥଯାତ୍ରା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ୨ ଦିନ ଛୁଟି ଘୋଷଣା କରିଛନ୍ତି। ଆସନ୍ତା ୭ ଓ ୮ ତାରିଖରେ ସରକାରୀ...

ପୂର୍ବତନ ବିଧାୟକ ଆଦିତ୍ୟ ମାଢ଼ିଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩ା୭(ଅସମାପିକା ସାହୁ): ମାଲକାନଗିରି ବିଧାନସଭାର ପୂର୍ବତନ ବିଧାୟକ ଆଦିତ୍ୟ ମାଢ଼ିଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଗଭୀର ଶୋକ ପ୍ରକାଶ କରିଛନ୍ତି। ଏକ ଶୋକ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ମାଲକାନଗିରିର ବିକାଶରେ ବିଧାୟକ ଭାବେ ଆଦିତ୍ୟଙ୍କ ବଳିଷ୍ଠ...

ଇସ୍ତଫା ଦେଲେ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ଚମ୍ପାଇ ସୋରେନ,

ରାଞ୍ଚି,୩।୭: ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ଇସ୍ତଫା ଦେଇଛନ୍ତି ଚମ୍ପାଇ ସୋରେନ। ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚାର ସଭାପତି ହେମନ୍ତ ସୋରେନ ଜେଲ୍ରୁ ଫେରିବା ପରେ ପୁନର୍ବାର ମୁଖ୍ୟମନ୍ତ୍ରୀ ହେବା ପାଇଁ ରାଜ୍ୟପାଳଙ୍କ ନିକଟରେ ଦାବି କରିଛନ୍ତି। ଜେଲ୍ରୁ ଫେରିବା...

ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀ ହେବେ ହେମନ୍ତ ସୋରେନ!

ରାଞ୍ଚି,୩ା୭: ହେମନ୍ତ ସୋରେନ ଝାଡ଼ଖଣ୍ଡର ନୂତନ ମୁଖ୍ୟମନ୍ତ୍ରୀ ହେବେ। ହେମନ୍ତ ବିଧାନସଭା ଦଳର ନେତା ଭାବରେ ନିର୍ବାଚିତ ହୋଇଛନ୍ତି। ହେମନ୍ତଙ୍କୁ ଏନ୍‌ଫୋର୍ସମେଣ୍ଟ ଡାଇରେକ୍ଟୋରେଟ୍‌ (ଇଡି) ଗିରଫ କରିବା ପରେ ତାଙ୍କର ଘନିଷ୍ଠ ସହଯୋଗୀ ଚମ୍ପାଇ ସୋରେନଙ୍କୁ ରାଜ୍ୟ କମାଣ୍ଡ ହସ୍ତାନ୍ତର...

ରତ୍ନଭଣ୍ଡାର ଖୋଲାଯିବା ନେଇ ଗଜପତି ମହାରାଜା କହିଲେ ଏହି ବଡ଼ କଥା

ପୁରୀ,୩ା୭: ରତ୍ନଭଣ୍ଡାର ଖୋଲାଯିବା ନେଇ ଗଜପତି ମହାରାଜା ଦିବ୍ୟସିଂହ ଦେବ ବୁଧବାର ତାଙ୍କର ପ୍ରତିକ୍ରିୟା ଦେଇଛନ୍ତି। ଏହି ପ୍ରତିକ୍ରିୟାରେ ମହାରାଜା କହିଛନ୍ତି, ଦୀର୍ଘ ୪୫ ବର୍ଷ ହେଲା ବନ୍ଦ ରହିଛି ଭିତର ରତ୍ନଭଣ୍ଡାର। ମରାମତି ନିହାତି ଆବଶ୍ୟକ ବୋଲି ଏଏସ୍‌ଆଇ...

ଝାଡ଼ଖଣ୍ଡ ହାଇକୋର୍ଟ ମୁଖ୍ୟ ବିଚାରପତି ହେଲେ ବିଦ୍ୟୁତ୍‌ ରଞ୍ଜନ ଷଡ଼ଙ୍ଗୀ

ଭୁବନେଶ୍ୱର/ରାଞ୍ଚି,୩ା୭: ଜଷ୍ଟିସ୍‌ ବିଦ୍ୟୁତ୍‌ ରଞ୍ଜନ ଷଡ଼ଙ୍ଗୀଙ୍କୁ ଝାଡ଼ଖଣ୍ଡ ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ନିଯୁକ୍ତି ମିଳିଛି। ସେ ଏବେ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଅଛନ୍ତି। ସୂଚନା ଥାଉକି,  ଡ. ଷଡ଼ଙ୍ଗୀ ୧୯୬୨ ଜୁଲାଇ ୨୦ରେ ନୟାଗଡ଼ ଜିଲା ଓଡ଼ଗାଁ...

କାହାର ଭବିଷ୍ୟବାଣୀରେ ଖୁସି ହୋଇଗଲେ ମୋଦି, ରାଜ୍ୟ ସଭାରେ କହିଲେ…

ନୂଆଦିଲ୍ଲୀ,୩।୭: ପ୍ରଧାନମନ୍ତ୍ରୀ ମୋଦି ବୁଧବାର ରାଜ୍ୟ ସଭାରେ ଅଭିଭାଷଣରେ ତାଙ୍କୁ ଲଗାତାର ୧୦ ବର୍ଷ କ୍ଷମତାରେ ରଖିଥିବାରୁ ଏବଂ ତାଙ୍କୁ ତୃତୀୟ ଥର ପାଇଁ ସୁଯୋଗ ଦେଇଥିବାରୁ ଧନ୍ୟବାଦ ଅର୍ପଣ କରିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ୧୦ ବର୍ଷର ଅବିଭକ୍ତ ସେବା...

ଆଦାନୀ ଗ୍ରୁପର ୧୩ ଲକ୍ଷ କୋଟିର କ୍ଷତି କରି ଏତେ କୋଟି ଟଙ୍କା ଆୟ କରିଛି ହିଣ୍ଡେନବର୍ଗ, ଜାଣିଲେ ତାଜୁବ ହେବେ…

ନୂଆଦିଲ୍ଲୀ,୩।୭: ଗତ ବର୍ଷ ଜାନୁଆରୀରେ ଆମେରିକାର ଅନୁସନ୍ଧାନକାରୀ ସଂସ୍ଥା ହିଣ୍ଡେନବର୍ଗ ଆଦାନୀ ଗ୍ରୁପ ଉପରେ ବଡ଼ ଅଭିଯୋଗ ଆଣିଥିଲା। ଯେଉଁଥିରେ ଆଦାନୀ ଗ୍ରୁପକୁ ବଡ଼ କ୍ଷତି ସହିବାକୁ ପଡିଥିଲା। ଆଦାନୀ ଗ୍ରୁପ ୧୫୩ ବିଲିୟନ ଡ଼ଲାର୍‌ (ପ୍ରାୟ ୧୩ ଲକ୍ଷ...

ରାଜ୍ୟ ସଭାରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ, କହିଲେ ଆଗାମୀ ୫ ବର୍ଷରେ ଚାଷୀଙ୍କ ପାଇଁ…

ନୂଆଦିଲ୍ଲୀ,୩।୭: ରାଷ୍ଟ୍ରପତିଙ୍କୁ ଧନ୍ୟବାଦ ଦେବା ଅବସରରେ ରାଜ୍ୟ ସଭାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅଭିଭାଷଣ ରଖିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ଆଗାମୀ ୫ ବର୍ଷ ଗରିବୀ ବିରୋଧରେ ନିର୍ଣ୍ଣାୟକ ଲଢ଼େଇ ହେବ। ଚାଷୀଙ୍କ ସର୍ବାଙ୍ଗୀନ ବିକାଶ ପାଇଁ ସରକାର ପ୍ରତିଶ୍ରୁତିବଦ୍ଧ। ବିଭିନ୍ନ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri