Tag Archives: Home Middle

କେବେ ଜନଶୂନ୍ୟ ହୁଏନାହିଁ ଶ୍ରୀକ୍ଷେତ୍ର

ଭାରତର ଚାରିଧାମ ମଧ୍ୟରେ ପୁରୀ ଜଗନ୍ନାଥ ଧାମ ଅନ୍ୟତମ। ପୁରୀ ସହର ମଧ୍ୟଭାଗରେ ରହିଛି ବଡ଼ଦେଉଳ ବା ଶ୍ରୀମନ୍ଦିର। ଏହାର ରତ୍ନସିଂହାସନରେ ପୂଜାପାଆନ୍ତି ଦାରୁଦିଅଁ ଶ୍ରୀଜଗନ୍ନାଥ ମହାପ୍ରଭୁ, ବଡ଼ଭାଇ ଶ୍ରୀ ବଳଭଦ୍ର, ଭଉଣୀ ଦେବୀ ସୁଭଦ୍ରା, ଶ୍ରୀସୁଦର୍ଶନଙ୍କ ସମେତ ମଦନମୋହନ,...

ଗୁଳିମାଡରେ ଜୀବନ ହାରିଲେ ମହାରାଷ୍ଟ୍ରର ପୂର୍ବତନ ମନ୍ତ୍ରୀ ବାବା ସିଦ୍ଦିକ

ମୁମ୍ବାଇ,୧୨।୧୦: ମହାରାଷ୍ଟ୍ରର ପୂର୍ବତନ ମନ୍ତ୍ରୀ ତଥା ଏନସିପିର ଅଜିତ ପାୱାର ଦଳର ସଦସ୍ୟ ବାବା ସିଦ୍ଦିକଙ୍କ ମୁମ୍ବାଇର ବାନ୍ଦ୍ରାଠାରେ ଗୁଳିମାଡ ପରେ ତାଙ୍କର ମୃତ୍ୟୁ ଘଟିଛି। ବାନ୍ଦ୍ରା ପୂର୍ବର ବିଧାୟକ ଥିବା ତାଙ୍କ ପୁଅ ଜିଶାନଙ୍କ କାର୍ଯ୍ୟାଳୟରେ ଶନିବାର ରାତି...

ମହାରାଷ୍ଟ୍ରର ପୂର୍ବତନ ମନ୍ତ୍ରୀ ବାବା ସିଦ୍ଦିକଙ୍କୁ ମୁମ୍ବାଇରେ ଗୁଳିମାଡ଼

ମୁମ୍ବାଇ: ମହାରାଷ୍ଟ୍ରର ପୂର୍ବତନ ମନ୍ତ୍ରୀ ତଥା ଏନସିପିର ଅଜିତ ପାୱାର ଦଳର ସଦସ୍ୟ ବାବା ସିଦ୍ଦିକଙ୍କୁ ମୁମ୍ବାଇର ବାନ୍ଦ୍ରା ଠାରେ ଗୁଳିମାଡ ହୋଇଛି। ଗମନ ପରେ ତାଙ୍କୁ ତୁରନ୍ତ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି, ଯେଉଁଠାରେ ତାଙ୍କ ଅବସ୍ଥା ଗୁରୁତର ଥିବା...

ବାଂଲାଦେଶ ଆଗରେ ୨୯୮ ରନ୍‌ର ବିଶାଳ ଟାର୍ଗେଟ୍‌: ସିରିଜ କ୍ଲିନ୍‌ ସୁଇପ୍‌ ଲକ୍ଷ୍ୟରେ ଭାରତ

ହାଇଦ୍ରାବାଦ,୧୨।୧୦: ରାଜୀବ ଗାନ୍ଧୀ ଅନ୍ତର୍ଜାତୀୟ ଷ୍ଟାଡିୟମ ହାଇଦ୍ରାବାଦରେ ଶନିବାର ଭାରତ-ବାଂଲାଦେଶ ମଧ୍ୟରେ ଖେଳାଯାଉଥିବା ଟି୨୦ ସିରିଜର ତୃତୀୟ ତଥା ଅନ୍ତିମ ମ୍ୟାଚରେ ସାମସନ୍‌ଙ୍କ ବିସ୍ଫୋରକ ଶତକ ଏବଂ ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ଅର୍ଦ୍ଧଶତକ ବଳରେ ଭାରତ ନିର୍ଦ୍ଧାରିତ ୨୦ ଓଭରରେ...

ଯୋଗାଣ ମନ୍ତ୍ରୀଙ୍କ ବଡ଼ ସୂଚନା, ଆଉ ଏତିକି ଦିନ ରହିଲା ଇ-କେୱାଇସି ଯାଞ୍ଚ, ଶୀଘ୍ର କରନ୍ତୁ ନହେଲେ କଟିଯିବ ରାସନ କାର୍ଡ…

ଭୁବନେଶ୍ୱର,୧୨।୧୦: ରାସନ କାର୍ଡଧାରୀଙ୍କ ପାଇଁ ବଡ଼ ଖବର। ଇ-କଓ୍ବୋଇସ ଯାଞ୍ଚ ପ୍ରକ୍ରିୟାକୁ ନେଇ ବଡ଼ ଖବର ଦେଇଛନ୍ତି ଖାଦ୍ୟ ଯୋଗାଣ ତଥା ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର। ରାସନ କାର୍ଡଧାରୀଙ୍କ ଇ-କେୱାଇସି ଯାଞ୍ଚ ପ୍ରକ୍ରିୟା ଆସନ୍ତା ୧୫ରୁ...

କୃଷ୍ଣଚୂଡାର ରଙ୍ଗ ଆଜି ଫିକା…ମନେ ପଡନ୍ତି ଖୋକା ଭାଇ

ଓଡ଼ିଆ ସଙ୍ଗୀତ ଦୁନିଆର ବେତାଜ୍‌ ବାଦଶାହା। ହେଲେ ଥିଲେ ମୁକୁଟ ବିହୀନ ସମ୍ରାଟ। କାଳଜୟୀ ତଥା ଲୋକପ୍ରିୟ ସଙ୍ଗୀତଜ୍ଞ ଚିର ସବୁଜ ଅକ୍ଷୟ ମହାନ୍ତିଙ୍କର ଆଜି ହେଉଛି ଜନ୍ମଜୟନ୍ତୀ । ସେ ଓଡ଼ିଆ ଗୀତ ଓ ସଙ୍ଗୀତର ଏକ ଜୀବନ୍ତ...

ନିର୍ମାଣ କାମ ବେଳେ ଭୁଶୁଡ଼ିଲା କାନ୍ଥ: ଚାଲିଗଲା ୭ ଶ୍ରମିକଙ୍କ ଜୀବନ

ମେହସଣା(ଗୁଜରାଟ),୧୨।୧୦: ଗୁଜରାଟ ମେହସଣା ଜିଲାରେ ଶନିବାର ଏକ ଅଘଟଣ ଘଟିଛି। ଏକ ଘରୋଇ କମ୍ପାନୀର କାନ୍ଥ ଭୁଶୁଡ଼ି ୭ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ଏପରିକି କାନ୍ଥ ତଳେ କିଛି ଶ୍ରମିକ ଚାପି ହୋଇ ରହିଯାଇଥିବା ଅନୁମାନ କରାଯାଉଛି। ଏନେଇ ଜେସିବି...

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, କଟକ ହେବ…

ଭୁବନେଶ୍ୱର,୧୨।୧୦:ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା। ଏବେ ସ୍ବାର୍ଟସିଟି ହେବ କଟକ। କଟକରେ ପୂଜା ମଣ୍ତପ ବୁଲିବା ପରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏନେଇ ବଡ଼ ସୂଚନା ଦେଇଛନ୍ତି । ମୁଖ୍ୟମନ୍ତ୍ରୀ ଆହୁରି କହିଛନ୍ତି, ମୁଁ ପ୍ରାୟ ୪୦ଟି ପୂଜା ମଣ୍ତପ ଦର୍ଶନ...

‘ସୁଭଦ୍ରା ଯୋଜନା’କୁ ନେଇ ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ବୟାନ: ତ୍ରୁଟି ଥିଲେ ଫୋନ୍‌ ଯିବ, ଯଦି…

ଭୁବନେଶ୍ୱର,୧୨।୧୦: ‘ସୁଭଦ୍ରା’ ଯୋଜନାକୁ ନେଇ ବଡ଼ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ଯଦି କେହି ଯୋଗ୍ୟ ହିତାଧିକାରୀ ଥାଇ ବି ଟଙ୍କା ପାଇ ନ ଥିଲେ ତାଙ୍କୁ ଫୋନ୍‌ କଲ୍‌ ଯିବ। ଆବେଦନରେ ତ୍ରୁଟି କିମ୍ବା ଅନ୍ୟାନ୍ୟ ସମସ୍ୟା...

କ’ଣ ସେହି ଅକ୍ଟୋପସ ଓ୍ବାର, ଯେଉଁଥିରେ ଇସ୍ରାଏଲକୁ ଫସାଇଲା ଇରାନ, ସବୁଠି ହେଉଛି ଚର୍ଚ୍ଚା

ଜେରୁଜେଲମ,୧୨।୧୦: ମଧ୍ୟ ପୂର୍ବ ଅଞ୍ଚଳ ବର୍ତ୍ତମାନ ସମଗ୍ର ବିଶ୍ୱରେ ଯୁଦ୍ଧର ଆଖଡା ସ୍ଥଳ ପାଲଟିଛି। ଗତ ବର୍ଷ ଅକ୍ଟୋବରରେ ହମାସ ଏବଂ ଇସ୍ରାଏଲ ମଧ୍ୟରେ ଆରମ୍ଭ ହୋଇଥିବା ଯୁଦ୍ଧ ବର୍ତ୍ତମାନ ଲେବାନନରେ ପହଞ୍ଚିଛି। ନିକଟରେ ଇରାନ ମଧ୍ୟ ଇସ୍ରାଏଲ ଉପରେ...

ଭାଜପାକୁ ନେଇ ଏମିତି ବୟାନ ଦେଲେ ଖାର୍ଗେ, ରାଗିବେ ମୋଦି

ନୂଆଦିଲ୍ଲୀ,୧୨।୧୦: କଂଗ୍ରେସ ରାଷ୍ଟ୍ରୀୟ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ହରିୟାଣା ବିଧାନସଭା ନିର୍ବାଚନକୁ ନେଇ ପ୍ରଶ୍ନ ଉଠାଇଛନ୍ତି। ଏହି ସମୟରେ ସେ ଭାଜପା ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ମଧ୍ୟ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି, ପ୍ରଧାନମନ୍ତ୍ରୀ ମୋଦିଙ୍କ ଦଳ ଆତଙ୍କବାଦୀଙ୍କ...

‘ଗୋଟିଏ ସମ୍ପ୍ରଦାୟର ଲୋକେ ରଚୁଛନ୍ତି ଷଡଯନ୍ତ୍ର’, ଟ୍ରେନ ଦୁର୍ଘଟଣାକୁ ନେଇ ଏମିତି କହିଲେ ଗିରିରାଜ

ନୂଆଦିଲ୍ଲୀ,୧୨।୧୦: କେନ୍ଦ୍ରମନ୍ତ୍ରୀ ଗିରିରାଜ ସିଂ ହରିୟାଣାରେ କଂଗ୍ରେସର ପରାଜୟକୁ ନେଇ ଲୋକ ସଭାରେ ବିରୋଧୀଦଳର ନେତା ରାହୁଲ ଗାନ୍ଧୀଙ୍କ ଉପରେ ବର୍ଷିଛନ୍ତି। ସେ କହିଛନ୍ତି, କଂଗ୍ରେସ ଏହାର ମୁକୁଟ ରାଜକୁମାରଙ୍କୁ ଲଞ୍ଚିଂ ପ୍ୟାଡକୁ ବାରମ୍ବାର ନେଇଥାଏ ଏବଂ ରାଜକୁମାର ଉନ୍ମୋଚିତ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri