Tag Archives: Home Middle

ସିଜେଆଇ ଚନ୍ଦ୍ରଚୁଡଙ୍କ ଅଧ୍ୟକ୍ଷତାରେ ଗଠିତ ବେଞ୍ଚ କରିବ ନିଟ ସହ ଜଡିତ ସମସ୍ତ ମାମଲାର ଶୁଣାଣି

ନୂଆଦିଲ୍ଲୀ,୨।୭: ନିଟ ୟୁଜି ପେପର ଲିକ ବିବାଦକୁ ନେଇ ଏକ ବଡ ଅପଡେଟ ଆସିଛି। ନିଟ ପରୀକ୍ଷା ସହ ଜଡିତ ସମସ୍ତ ମାମଲା ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଡିଓ୍ବାଇ ଚନ୍ଦ୍ରଚୁଡଙ୍କ ନେତୃତ୍ୱରେ ଏକ ବେଞ୍ଚ ଦ୍ୱାରା ଶୁଣାଣି ହେବ। ଏହା...

ରାହୁଲ ଗାନ୍ଧୀ ଜଣେ ଆତଙ୍କବାଦୀ..କହୁ କହୁ ଏମିତି କହିଦେଲେ ଅଠଓ୍ବାଲେ

ନୂଆଦିଲ୍ଲୀ,୨।୭: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ସମ୍ପର୍କରେ କେନ୍ଦ୍ର ମନ୍ତ୍ରୀ ରାମଦାସ ଅଠଓ୍ବାଲେ ଏକ ବିବାଦୀୟ ବିବୃତ୍ତି ଦେଇଛନ୍ତି। ସେ ରାହୁଲଙ୍କୁ ଆତଙ୍କବାଦୀ ବୋଲି କହିଛନ୍ତି। ଲୋକସଭାରେ ବିରୋଧୀ ଦଳର ନେତା ତଥା କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀ ଗୃହରେ...

ରଥଯାତ୍ରା ପାଇଁ ୨ ଦିନ ଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨ା୭: ରଥଯାତ୍ରା ପାଇଁ ୨ ଦିନ ଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି। ମଙ୍ଗଳବାର ପୁରୀରେ ଅନୁଷ୍ଠିତ ସମୀକ୍ଷା ବୈଠକରେ ମୁଖ୍ୟମନ୍ତ୍ରୀ ଏହି ଘୋଷଣା କରିଛନ୍ତି। ଛୁଟି ନେଇ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ କରିବାକୁ ଅଧିକାରୀଙ୍କୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ...

କେବେ ମିଳିବ ବର୍ଦ୍ଧିତ ଭତ୍ତା, ମନ୍ତ୍ରୀ ଦେଲେ ବଡ଼ ସୂଚନା

ଭୁବନେଶ୍ୱର,୨ା୭: ବୃଦ୍ଧବୃଦ୍ଧା, ବିଧବା, ଦିବ୍ୟାଙ୍ଗ ଭତ୍ତା ବୃଦ୍ଧି ପ୍ରସ୍ତୁତି ଚାଲିଛି ବୋଲି ଗଣଶିକ୍ଷା ମନ୍ତ୍ରୀ ତଥା ସାମାଜିକ ସଶକ୍ତୀକରଣ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ଭତ୍ତା ୩ ହଜାରକୁ ବୃଦ୍ଧି ନିଷ୍ପତ୍ତି ହୋଇଛି, ସେଥିପାଇଁ ପ୍ରସ୍ତୁତି...

ଆମେ ଆସିଲେ ହଟାଇ ଦେବୁ ଇଭିଏମ: ଅଖିଳେଶ

ନୂଆଦିଲ୍ଲୀ,୨।୭: ମଙ୍ଗଳବାର ଲୋକ ସଭାରେ ସମାଜବାଦୀ ପାର୍ଟିର ମୁଖ୍ୟ ଅଖିଳେଶ ଯାଦବ ବିରୋଧୀ ଦଳର ନେତୃତ୍ୱ ନେଉଥିବାବେଳେ ନରେନ୍ଦ୍ର ମୋଦି ସରକାର ଉପରେ ଖୁବ ବର୍ଷିଛନ୍ତି। ଏହି ସମୟରେ ସେ ଇଭିଏମ ବିଷୟରେ ମଧ୍ୟ ପ୍ରଶ୍ନ ଉଠାଇଥିଲେ ଏବଂ କହିଥିଲେ...

ରାହୁଲ ଗାନ୍ଧୀଙ୍କ ଭାଷଣର ଅନେକ ଭାଗକୁ ରେକର୍ଡରୁ ହଟାଇ ଦିଆଯାଇଛି

ନୂଆଦିଲ୍ଲୀ,୨।୭: ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ ସୋମବାର ଲୋକ ସଭାକୁ ସମ୍ବୋଧିତ କରି ଦେଇଥିବା ଅନେକ ମନ୍ତବ୍ୟ ରେକର୍ଡରୁ କାଟି ଦିଆଯାଇଛି। ସୂଚନାଯୋଗ୍ୟ, ରାହୁଲ ଗାନ୍ଧୀ ତାଙ୍କ ସମ୍ବୋଧନରେ ହିନ୍ଦୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଆରଏସଏସ ବିଷୟରେ...

ପ୍ରିଭେସିକୁ କ୍ଷୁଣ୍ଣ କରିବ ନୂଆ ଆଇନ

ନୂଆଦିଲ୍ଲୀ,୨ା୭: ୨୦୨୩ରେ ପାର୍ଲାମେଣ୍ଟରେ ଗୃହୀତ ୩ ନୂଆ ଫୌଜଦାରୀ ଆଇନ ଜୁଲାଇ ପହିଲାରୁ ସାରା ଦେଶରେ କାର୍ଯ୍ୟକାରୀ ହୋଇଛି। ତେବେ ଉକ୍ତ ଆଇନଗୁଡ଼ିକରେ ରହିଥିବା ନିୟମ ନାଗରିକମାନଙ୍କ ପ୍ରିଭେସି ଏବଂ ବାକ୍‌ ସ୍ବାଧୀନତା ଭଳି ସମ୍ବିଧାନ ପ୍ରଦତ୍ତ ମୌଳିକ ଅଧିକାର ପ୍ରତି...

‘ପ୍ରିୟ ନରେନ୍ଦ୍ର ମୋଦି ସାର୍‌…’ ବିଶ୍ୱକପ ବିଜେତାଙ୍କୁ ଶୁଭେଚ୍ଛା ଜଣାଇଥିଲେ ପ୍ରଧାନମନ୍ତ୍ରୀ, ଏମିତି କୃତଜ୍ଞତା ଜଣାଇଲେ କୋହଲି

ନୂଆଦିଲ୍ଲୀ,୨।୭: ଟି -୨୦ ବିଶ୍ୱକପ ୨୦୨୪ର ଫାଇନାଲରେ ଟିମ ଇଣ୍ଡିଆର ବିଜୟରେ ବିରାଟ କୋହଲଙ୍କର ବଡ ଅବଦାନ ରହିଛି। ସମଗ୍ର ଟୁର୍ଣ୍ଣାମେଣ୍ଟରେ ରନ ସ୍କୋର କରିବାକୁ ସଂଘର୍ଷ କରୁଥିବା କୋହଲି ଫାଇନାଲରେ ଦକ୍ଷିଣ ଆଫ୍ରିକା ବିପକ୍ଷରେ ୭୬ ରନର ଇନିଂସ...

କେବେଠୁ ଲାଗୁ ହେବ ୩୦୦ ୟୁନିଟ୍‌ ପର୍ଯ୍ୟନ୍ତ ମାଗଣା ବିଜୁଳି, ଜାଣନ୍ତୁ କ’ଣ କହିଲେ ମନମୋହନ

ଭୁବନେଶ୍ୱର,୧।୭: ୩୦୦ ୟୁନିଟ୍‌ ପର୍ଯ୍ୟନ୍ତ ମାଗଣା ବିଜୁଳି ପ୍ରତିଶ୍ରୁତି ପ୍ରସଙ୍ଗ ଉଠାଇ ଭାଜପାକୁ ବିଜେଡି ଟାର୍ଗେଟ କରିଛି। ଏବେ ଭାଜପାଏହାର ଜବାବ ରଖିଛି । ଦଳର ରାଜ୍ୟ ସଭାପତି ମନମୋହନ ସାମଲ କହିଛନ୍ତି, ଭାଜପାର ସଂକଳ୍ପପତ୍ରକୁ ବୋଧହୁଏ ବିଜେଡି ଠିକ...

ରାହୁଲଙ୍କୁ ପାଠ ପଢାଇଲେ ମୋଦି, କହିଲେ ବିରୋଧୀ ଦଳ ନେତାଙ୍କୁ…

ନୂଆଦିଲ୍ଲୀ,୧।୭: ସୋମବାର ସଂସଦ ଅଧିବେଶନ ଉତ୍ତେଜନା ପୂର୍ଣ୍ଣ ହୋଇଥିଲା। କଂଗ୍ରେସ ଏମପି ତଥା ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ ଭାଜପା ଓ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଟାର୍ଗେଟ କରିଛନ୍ତି। ପ୍ରଧାନମନ୍ତ୍ରୀ ତାଙ୍କର ଗୋଟିଏ ପ୍ରଶ୍ନର ଉତ୍ତରରେ ରାହୁଲ ଗାନ୍ଧୀ ତାଙ୍କୁ...

୧୬ ବର୍ଷ ପରେ ସାଧାରଣ ଲୋକଙ୍କ ପାଇଁ ଖୋଲାଗଲା ମୁଖ୍ୟମନ୍ତ୍ରୀ ଅଭିଯୋଗ ପ୍ରକୋଷ୍ଠ

ଭୁବନେଶ୍ୱର,୧।୭: ଦୀର୍ଘ ୧୬ ବର୍ଷ ପରେ ସାଧାରଣ ଲୋକଙ୍କ ପାଇଁ ଖୋଲିଲା ମୁଖ୍ୟମନ୍ତ୍ରୀ ଅଭିଯୋଗ ପ୍ରକୋଷ୍ଠ। ୨୦୦୮ ମସିହାରେ ଶେଷଥର ପାଇଁ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲୋକଙ୍କ ଅଭିଯୋଗ ଶୁଣିଥିଲେ। ଏତେବର୍ଷ ପରେ ମୁଖ୍ୟମନ୍ତ୍ରୀ ଅଭିଯୋଗ ପ୍ରକୋଷ୍ଠ ଖୋଲିଥିବାରୁ...

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ନିକୁଞ୍ଜ ଧଳ

ଭୁବନେଶ୍ୱର,୧।୭: ଦାୟିତ୍ବ ଗ୍ରହଣ ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କୁ ଭେଟିଲେ ନବ ନୁଯୁକ୍ତ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା। ରାଜ୍ୟ ଅତିଥି ଭବନକୁ ଆସି ସେ ମୁଖ୍ୟମନ୍ତ୍ରୀଙ୍କୁ ଦେଖା କରିଥିଲେ। ତାଙ୍କ ବ୍ୟତୀତ ପୂର୍ବତନ ମୁଖ୍ୟ ଶାସନ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri