Tag Archives: Home Middle

ବିରାଟଙ୍କ ପରେ ଅବସର ଘୋଷଣା କଲେ ରୋହିତ ଶର୍ମା

ଶନିବାର ଦକ୍ଷିଣ ଆଫ୍ରିକା ବିପକ୍ଷ ଫାଇନାଲରେ ବିଶ୍ୱକପ ଜିତିବା ପରେ ସେ ଭାରତ ଅଧିନାୟକ ରୋହିତ ଶର୍ମା ଟି -୨୦ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। ରୋହିତ କହିଛନ୍ତି ଯେ, ସେ ଟେଷ୍ଟ ଏବଂ ଦିନିକିଆ ଫର୍ମାଟରେ ଭାରତ...

‘ଭାରତ ପାଇଁ ଏହା ମୋର ଶେଷ ଟି୨୦’: ବିଶ୍ୱକପ ଜିତିବା ପରେ ଅବସର ଘୋଷଣା କଲେ ବିରାଟ କୋହଲୀ

ନୂଆଦିଲ୍ଲୀ, ୨୯।୬: ବାରବାଡୋସରେ ଅନୁଷ୍ଠିତଟି୨୦ ବିଶ୍ୱକପ ୨୦୨୪ ଜିତିବା ପରେ ଅନ୍ତର୍ଜାତୀୟ କ୍ରିକେଟରେ ଖେଳର ସବୁଠାରୁ ଛୋଟ ଫର୍ମାଟରୁ ଅବସର ଘୋଷଣା କରିଛନ୍ତି ବିରାଟ କୋହଲୀ। ରୋହିତ ଶର୍ମାଙ୍କ ଅଧିନାୟକତ୍ୱରେ ଭାରତ ରୋମାଞ୍ଚକର ମୁକାବିଲାରେ ଦକ୍ଷିଣ ଆଫ୍ରିକାକୁ ହରାଇ ଦ୍ୱିତୀୟ...

ଦ୍ୱିତୀୟ ଥର ଟି୨୦ ବିଶ୍ୱକପ ଜିତିଲା ଭାରତ, ପୁଣି ଫେଲ୍ ମାରିଲା ଦକ୍ଷିଣ ଆଫ୍ରିକା

ନୂଆଦିଲ୍ଲୀ, ୨୯।୬: ରୋହିତ ଶର୍ମାଙ୍କ ଅଧିନାୟକତ୍ୱରେ ଭାରତ ଇତିହାସ ରଚିଛି। ରୋମାଞ୍ଚକର ମୁକାବିଲାରେ ଦକ୍ଷିଣ ଆଫ୍ରିକାକୁ ହରାଇ ଦ୍ୱିତୀୟ ଥର ଟି୨୦ ବିଶ୍ୱକପ ବିଜୟୀ ହୋଇଛି ଭାରତ। ଏଥିସହିତ ଭାରତ ଚତୁର୍ଥ ଥର ପାଇଁ କୌଣସି ବିଶ୍ୱକପ ଜିତିଛି। ଶନିବାର...

ନଡ୍ଡାଙ୍କୁ ଭେଟିବା ପରେ ଓଡ଼ିଶା ପାଇଁ ବଡ଼ ସୂଚନା ଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟରେ ହେବ…

ଭୁବନେଶ୍ୱର,୨୯ା୬: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଏବଂ ଦୁଇ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ଶ୍ରୀମତୀ ପ୍ରଭାତୀ ପରିଡ଼ା ଶନିବାର ନୂଆ ଦିଲ୍ଲୀରେ ରାଜଘାଟଠାରେ ଜାତିର ପିତା ମହାତ୍ମାଗାନ୍ଧୀ ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ବର୍ଗତ ଅଟଳ ବିହାରୀ ବାଜପେୟୀଙ୍କ ସମାଧିରେ...

ସେପ୍ଟେମ୍ବର ୧୭ରେ ସୁଭଦ୍ରା ଯୋଜନା ଶୁଭାରମ୍ଭ

ନୂଆଦିଲ୍ଲୀ, ୨୯।୬: ସେପ୍ଟେମ୍ବର ୧୭ରେ ରାଜ୍ୟରେ ଶୁଭାରମ୍ଭ ହେବ ସୁଭଦ୍ରା ଯୋଜନା। ପ୍ରଧାନମନ୍ତ୍ରୀ ମୋଦିଙ୍କ ଜନ୍ମଦିନ ଅବସରରେ ହେବ ସୁଭଦ୍ରା ଟଙ୍କା ରିଲିଜ। ଏନେଇ ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଘୋଷଣା କରିଛନ୍ତି। ପ୍ରଧାନମନ୍ତ୍ରୀ ମୋଦି ଓଡ଼ିଶା ଆସି ସୁଭଦ୍ରା...

ହରିୟାଣାରେ କିଏ ହେବ ମୁଖ୍ୟମନ୍ତ୍ରୀ, ଖୋଲି କହିଦେଲେ ଅମିତ ଶାହା

ଚଣ୍ଡିଗଡ଼,୨୯ା୬: ହରିୟାଣାରେ ହେବାକୁ ଥିବା ବିଧାନସଭା ନିର୍ବାଚନକୁ ନେଇ ରାଜନୈତିକ ଅସ୍ଥିରତା ତୀବ୍ର ହୋଇଛି। ସେପଟେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଶନିବାର ହରିୟାଣାର ମୁଖ୍ୟମନ୍ତ୍ରୀ କିଏ ହେବ ଖୋଲି କହି ଦେଇଛନ୍ତି। ଶାହା କହିଛନ୍ତି, ମୁଖ୍ୟମନ୍ତ୍ରୀ ନୟାବ...

ସପ୍ତାହକ ମଧ୍ୟରେ ଇରାନରେ ପୁଣି ହେବ ରାଷ୍ଟ୍ରପତି ନିର୍ବାଚନ

ତେହରାନ,୨୯ା୬: ସପ୍ତାହକ ମଧ୍ୟରେ ପୁନର୍ବାର ଇରାନରେ ରାଷ୍ଟ୍ରପତି ନିର୍ବାଚନ ଅନୁଷ୍ଠିତ ହେବ। ଲୋକମାନେ ଜୁଲାଇ ୫ରେ ପୁଣି ଭୋଟ୍‌ ଦେବେ। ଶୁକ୍ରବାର ଇରାନରେ ଅନୁଷ୍ଠିତ ରାଷ୍ଟ୍ରପତି ନିର୍ବାଚନରେ ୪ଜଣ ପ୍ରାର୍ଥୀଙ୍କ ମଧ୍ୟରୁ ୫୦ ପ୍ରତିଶତରୁ ଅଧିକ ଭୋଟ୍‌ ପାଇନାହାନ୍ତି। ଏହି...

T20 World Cup: ଫାଇନାଲରେ ଟସ୍ ଜିତିଲା ଭାରତ, ପ୍ରଥମେ କରିବ ବ୍ୟାଟିଂ

ନୂଆଦିଲ୍ଲୀ,୨୯।୬: ଟି୨୦ ବିଶ୍ୱକପ ଫାଇନାଲ୍ ମ୍ୟାଚରେ ଭାରତ ଟସ୍ ଜିତି ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛି। ଏହି ମ୍ୟାଚ୍ କିସିଙ୍ଗଟନ ଓଭାଲ ଗ୍ରାଉଣ୍ଡରେ ଖେଳାଯିବ। ଭାରତର ଅଧିନାୟକ ରୋହିତ ଶର୍ମା ଟସ୍ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲେ।...

ହନି ଟ୍ରାପ୍‌ରେ ଫସାଇ ଲୁଟୁଛନ୍ତି ରେଷ୍ଟୁରାଣ୍ଟ; ସ୍ନାକ୍ସ, କେକ୍‌, ଥଣ୍ଡା ପିଇ ଯୁବକ ଗଣିଲେ ୧.୨ ଲକ୍ଷ ଟଙ୍କା

ନୂଆଦିଲ୍ଲୀ,୨୯।୬: ହନି ଟ୍ରାପ୍‌ରେ ପଡ଼ି କାଙ୍ଗାଳ ହେଲେ ଯୁବକ। ଡେଟିଂ ଆପ୍‌ରେ ସୁନ୍ଦରୀ ଯୁବତୀଙ୍କୁ ପସନ୍ଦ କରି ଠକାମିର ଶିକାର ହେଲେ ସିଭିଲ ସର୍ଭିସ ଆଶାୟୀ। କିଛି ବୁଝିବା ଆଗରୁ ରେଷ୍ଟୁରାଣ୍ଟ ବିଲ୍ ହୋଇଗଲା ୧.୨ ଲକ୍ଷ ଟଙ୍କା। ଘଟଣା...

ଜାଣନ୍ତୁ କାହା ଭୁଲ୍‌ ଯୋଗୁ ମହାକାଶରେ ଫସିଛନ୍ତି ସୁନୀତା, ଫେରିବା ନେଇ କହିଲେ…

ଓ୍ବାଶିଂଟନ,୨୯ା୬: ବୋଇଂର ଷ୍ଟାର୍‌ଲାଇନର ମହାକାଶଯାନରେ ସ୍ପେସ୍ ଷ୍ଟେଶନରେ ପହଞ୍ଚିଥିବା ଭାରତୀୟ ବଂଶୋଦ୍ଭବ ଆମେରିକୀୟ ମହିଳା ମହାକାଶଚାରୀ ସୁନୀତା ଓ୍ବିଲିୟମ୍ସଙ୍କୁ ହୁଏତ ମହାକାଶରେ ଦୀର୍ଘଦିନ ରହିବାକୁ ପଡ଼ିପାରେ। ପୂର୍ବରୁ ଏହି ମିଶନ କିଛି ଦିନ ପାଇଁ ଥିଲା। କିନ୍ତୁ ନାସା କମର୍ସିଆଲ...

ଭାଜପାର ଟେନ୍‌ସନ୍‌ ବଢ଼ାଇଲା ଜେଡିୟୁ, କେନ୍ଦ୍ର ସରକାରଙ୍କ ଆଗରେ ରଖିଦେଲା ଏହି ବଡ଼ ଦାବି

ପାଟନା,୨୯ା୬: ଦିଲ୍ଲୀରେ ଅନୁଷ୍ଠିତ ଜନତା ଦଳ ୟୁନାଇଟେଡ୍‌(ଜେଡିୟୁ)ର ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ ବୈଠକରେ ରାଜ୍ୟ ସଭା ଏମ୍‌ପି ସଞ୍ଜୟ କୁମାର ଝା ଦଳର କାର୍ଯ୍ୟକାରୀ ଅଧ୍ୟକ୍ଷ ହୋଇଛନ୍ତି। ସଞ୍ଜୟ ପୂର୍ବରୁ ମଧ୍ୟ ଦଳର ଅଧ୍ୟକ୍ଷ ଥିଲେ। ରାଜଧାନୀରେ ହୋଇଥିବା ବୈଠକରେ ଖୋଦ୍‌...

ଅଣ ଓଡ଼ିଆ ଅଫିସର ଆହୁଜାଙ୍କୁ ମୁଖ୍ୟ ଶାସନ ସଚିବ କରିବା ପଛରେ କ’ଣ ରହିଛି ବଡ଼ କାରଣ? ଜାଣନ୍ତୁ…

ଭୁବନେଶ୍ୱର,୨୯।୬: ଓଡ଼ିଶାରେ ନୂଆ ଭାଜପା ସରକାରଙ୍କ ପକ୍ଷରୁ ଶୁକ୍ରବାର ୧୯୯୦ ବ୍ୟାଚ୍‌ର ଓଡ଼ିଶା କ୍ୟାଡର ଆଇଏଏସ୍‌ ଅଫିସର ମନୋଜ ଆହୁଜାଙ୍କୁ ମୁଖ୍ୟ ଶାସନ ସଚିବ ଭାବେ ନିଯୁକ୍ତି ମିଳିଛି। ଏହାଛଡ଼ା ତାଙ୍କୁ ସାଧାରଣ ପ୍ରଶାସନିକ ବିଭାଗର ସଚିବ ଦାୟିତ୍ୱ ମଧ୍ୟ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri