Tag Archives: Home Middle

NEETକୁ ନେଇ ପାର୍ଲାମେଣ୍ଟରେ ହଟ୍ଟଗୋଳ

ନୂଆଦିଲ୍ଲୀ,୨୮ା୬: ପାର୍ଲାମେଣ୍ଟର ଅଧିବେଶନ ଶୁକ୍ରବାର ଆରମ୍ଭ ହୋଇଛି। ବିରୋଧୀମାନେ ଆଜି ସଂସଦର ଉଭୟ ଗୃହରେ ନିଟ୍‌କୁ ନେଇ ହଟ୍ଟଗୋଳ କରିଛନ୍ତି। ଗୃହର କାର୍ଯ୍ୟକାଳ ଆରମ୍ଭ ହେବା ପରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ କହିଥିଲେ ପ୍ରଥମେ ନିଟ୍‌ ବିଷୟରେ...

ହେମନ୍ତ ସୋରେନଙ୍କୁ ମିଳିଲା ଜାମିନ୍‌

ନୂଆଦିଲ୍ଲୀ,୨୮।୬: ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଜେଏମଏମ ନେତା ହେମନ୍ତ ସୋରେନ ଶୁକ୍ରବାର ହାଇକୋର୍ଟରୁ ଏକ ବଡ଼ ଆଶ୍ୱସ୍ତି ପାଇଛନ୍ତି। ଜମି ଦୁର୍ନୀତି ସହ ଜଡିତ ଅର୍ଥ ହେରଫେର ମାମଲାରେ ଝାଡଖଣ୍ଡ ହାଇକୋର୍ଟ ତାଙ୍କୁ ଜାମିନ ପ୍ରଦାନ କରିଛନ୍ତି। କେନ୍ଦ୍ରୀୟ...

ବିମାନବନ୍ଦର ଛାତ ଭୁଶୁଡ଼ିବା ଘଟଣା: ମୃତକଙ୍କ ପରିବାରକୁ ୨୦ ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା, ବିମାନ ବାତିଲ

ନୂଆଦିଲ୍ଲୀ,୨୮ା୬: ଦିଲ୍ଲୀରେ ପ୍ରବଳ ବର୍ଷା ମଧ୍ୟରେ ଶୁକ୍ରବାର ସକାଳେ ଇନ୍ଦିରା ଗାନ୍ଧୀ ଅନ୍ତର୍ଜାତୀୟ ବିମାନବନ୍ଦରରେ ଏକ ବଡ଼ ଅଘଟଣ ଘଟିଛି। ବିମାନବନ୍ଦରର ଟର୍ମିନାଲ-୧ର ଛାତର ଏକ ଅଂଶ ଭୁଶୁଡ଼ି ସେଠାରେ ଥିବା ଗାଡ଼ି ଉପରେ ପଡ଼ିଯାଇଥିଲା। ଫଳରେ ୩ ଜଣଙ୍କର...

୧୦ ବର୍ଷରେ ୧୦ ଆଇସିସି ଟୁର୍ନାମେଣ୍ଟ ହାରିଲାଣି ଭାରତ…ପୁଣି ଆସିଛି ସୁବର୍ଣ୍ଣ ସୁଯୋଗ

ନୂଆଦିଲ୍ଲୀ,୨୮।୭: ରୋହିତ ଶର୍ମାଙ୍କ ଅଧିନାୟକତ୍ୱରେ ଭାରତ ଟି୨୦ ବିଶ୍ୱକପ ଫାଇନାଲରେ ପ୍ରବେଶ କରିଛି। ଏହି ଗୁରୁତ୍ୱପୂର୍ଣ୍ଣ ମୁକାବିଲାରେ ଭାରତ ୨୯ ତାରିଖରେ ଦକ୍ଷିଣ ଆଫ୍ରିକା ବିପକ୍ଷରେ ଖେଳିବ। ବାରବାଡୋସର ବ୍ରିଜଟାଉନର କିଙ୍ଗଷ୍ଟନ୍ ଓଭାଲ ଷ୍ଟାଡିୟମରେ ଏହି ମ୍ୟାଚ୍ ଖେଳାଯିବ। କିନ୍ତୁ...

କେଜ୍‌ରିଓ୍ବାଲଙ୍କୁ କୋର୍ଟରୁ ମିଳିଲା ଆଶ୍ୱସ୍ତି, ଏହି ୫ କଥାକୁ ମିଳିଲା ଅନୁମତି

ନୂଆଦିଲ୍ଲୀ,୨୮ା୬: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ତିନି ଦିନ ଧରି ସିବିଆଇର ନ୍ୟାୟିକ ହେପାଜତରେ ଅଛନ୍ତି। ଗତ ୨୫ ତାରିଖରେ ଦିଲ୍ଲୀ ମଦ ଦୁର୍ନୀତି ମାମଲା ସହ ଜଡ଼ିତ ମନି ଲଣ୍ଡରିଂ ମାମଲାରେ ସିବିଆଇ ତାଙ୍କୁ ତିହାର ଜେଲରେ ପଚରାଉଚରା...

ବଡ଼ଧରଣର ସଡ଼କ ଦୁର୍ଘଟଣା: ଚାଲିଗଲା ୧୩ ଜଣଙ୍କ ଜୀବନ, ମୃତକଙ୍କ ମଧ୍ୟରେ ରହିଛି ଜଣେ ଶିଶୁ

ବେଙ୍ଗଲୁରୁ,୨୮ା୬: ଶୁକ୍ରବାର କର୍ନାଟକରେ ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି। ରାଜ୍ୟର ହାଭେରୀ ଜିଲାର ପୁଣେ-ବେଙ୍ଗାଲୁରୁ ଜାତୀୟ ରାଜପଥରେ ଘଟିଥିବା ଏହି ସଡ଼କ ଦୁର୍ଘଟଣାରେ ୧୩ ଜଣଙ୍କର ମୃତ୍ୟୁ ଘଟିଛି। ଜିଲାର ବାଗଡି ତାଲୁକର ଗୁଣ୍ଡେନାହଲ୍ଲୀ ବୁଲାଣି ନିକଟରେ ଏହି...

ଭୁଶୁଡିଲା ବିମାନବନ୍ଦର ଛାତ: ୪ ଗୁରୁତର

ନୂଆଦିଲ୍ଲୀ,୨୮।୬: ଦିଲ୍ଲୀ ବିମାନବନ୍ଦରର ଟର୍ମିନାଲ-୧ରେ ଛାତ ଭୁଶୁଡ଼ିବା କାରଣରୁ ଏକ ବଡ଼ ଦୁର୍ଘଟଣା ଘଟିଛି। ଶୁକ୍ରବାର ସକାଳେ ବିମାନ ବନ୍ଦରର ଛାତ ଟର୍ମିନାଲ ୧ରେ ଏକ ଗାଡି ଉପରେ ପଡିଯାଇଥିଲା। ଏହି ଦୁର୍ଘଟଣାରେ ୪ ଜଣ ଆହତ ହୋଇଛନ୍ତି। ସୂଚନା...

ଟି-୨୦ ବିଶ୍ବକପ୍‌ ଫାଇନାଲରେ ଭାରତ, ଟାଇଟଲ୍ ପାଇଁ ଦକ୍ଷିଣ ଆଫ୍ରିକା ସହିତ ଫାଇଟ

ଜର୍ଜଟାଉନ,୨୮।୬: ଇଂଲଣ୍ଡକୁ ହରାଇ ଟି-୨୦ ବିଶ୍ବକପ୍‌ ଫାଇନାଲରେ ପହଞ୍ଚିଲା ଟିମ୍‌ ଇଣ୍ଡିଆ। ବର୍ଷା ବାଧାପ୍ରାପ୍ତ ମ୍ୟାଚରେ ଇଂଲଣ୍ଡକୁ ୬୮ ରନ୍‌ରେ ହରାଇଲା ଭାରତ। ଚଳିତ ବିଶ୍ୱକପରେ ଭାରତର ଏହା ସର୍ବଶେଷ୍ଠ ପ୍ରଦର୍ଶନ। ରୋହିତ ଶର୍ମାଙ୍କ ନେତୃତ୍ୱରେ ଡିଫେଣ୍ଡିଂ ଚାମ୍ପିଅନ୍ ଇଂଲଣ୍ଡକୁ...

ଟି୨୦ କ୍ରିକେଟ ବିଶ୍ୱକପ୍‌ ସେମିଫାଇନାଲ: ଇଂଲଣ୍ଡ ଆଗରେ ୧୭୨ ରନ୍‌ର ଟାର୍ଗେଟ୍‌

ଜର୍ଜଟାଉନ,୨୬ା୬: ସ୍ଥାନୀୟ ପ୍ରୋଭିଡେନ୍ସ ଷ୍ଟାଡିୟମ, ଗୁଏନାରେ ଗୁରୁବାର ଖେଳାଯାଉଥିବା ଟି୨୦ କ୍ରିକେଟ ବିଶ୍ୱକପ୍‌ ସେମିଫାଇନାଲ ମ୍ୟାଚ୍‌ରେ ଇଂଲଣ୍ଡ ଟସ୍‌ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା। ଫଳରେ ଆମନ୍ତ୍ରଣ ପାଇ ଭାରତ ପ୍ରଥମ ବ୍ୟାଟିଂ କରି ନିଦ୍ଧାରିତ ୨୦ ଓଭରରେ...

ପ୍ରଧାନମନ୍ତ୍ରୀଙ୍କୁ ଭେଟିବା ପରେ ମୁଖ୍ୟମନ୍ତ୍ରୀ କଲେ ବଡ଼ ଘୋଷଣା

ଭୁବନେଶ୍ୱର,୨୭।୬: ଗୁରୁବାର ଦିଲ୍ଲୀରେ ରାଷ୍ଟ୍ରପତି ଏବଂ ପ୍ରଧାନମନ୍ତ୍ରୀଙ୍କୁ ସାକ୍ଷାତ ପରେ ମୁଖ୍ୟମନ୍ତ୍ରୀ ମୋହନ ମାଝି ପ୍ରତିକ୍ରିୟା ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ସୌଜନ୍ୟମୂଳକ ସାକ୍ଷାତ ଥିଲା, ଆଗାମୀ ଦିନରେ ରୋଡ ମ୍ୟାପ ହେବ। ନୂଆ ଓଡ଼ିଶା ଗଠନ ପାଇଁ ଆଗାମୀ ୫...

ନୀତୀଶଙ୍କୁ ମୁଖ୍ୟମନ୍ତ୍ରୀ ପଦରୁ ହଟାଇବ ଭାଜପା! ପ୍ରଶାନ୍ତ କିଶୋରଙ୍କ ବଡ଼ ବୟାନକୁ ନେଇ ଚର୍ଚ୍ଚା ଆରମ୍ଭ

ନୂଆଦିଲ୍ଲୀ,୨୭।୬: ବିହାରରେ ୨୦୨୫ରେ କାହାର ନେତୃତ୍ୱରେ ବିଧାନସଭା ନିର୍ବାଚନରେ ଏନଡିଏ ପ୍ରତିଦ୍ୱନ୍ଦ୍ୱିତା କରିବ ତାହାକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇସାରିଛି। ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ଚୌବେ ଗୁରୁବାର ଭାଗଲପୁରରେ ଏକ ବିବୃତ୍ତି ଦେଇଛନ୍ତି ଯେ ଏନଡିଏ ଭାଜପା ନେତୃତ୍ୱରେ...

ସରକାରଙ୍କ ବଡ଼ ଉପହାର, ୭୦ ବର୍ଷରୁ ଉର୍ଦ୍ଧ୍ୱ ବୟସର ଲୋକଙ୍କୁ ମିଳିବ ଏହି ଫାଇଦା

ନୂଆଦିଲ୍ଲୀ,୨୭।୬: ଗୁରୁବାର ଉଭୟ ସଂସଦର ମିଳିତ ଅଧିବେଶନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କ ଅଭିଭାଷଣ ପ୍ରଦାନ କରିଛନ୍ତି । ଯେଉଁଥିରେ ସେ ମୋଦି ସରକାରଙ୍କ ସଫଳତା ବିଷୟରେ ଗୃହର ସଦସ୍ୟମାନଙ୍କୁ ସୂଚନା ଦେଇଛନ୍ତି। ସରକାରଙ୍କ ଏହି ଯୋଜନାକୁ ମଧ୍ୟ ସେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri