Tag Archives: Home Middle

ମହାନଦୀ ପ୍ରସଙ୍ଗରେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ବୟାନକୁ କାଉଣ୍ଟର କଲା ବିଜେଡି

ଭୁବନେଶ୍ୱର,୨୭।୬: ମହାନଦୀ ଜଳ ବିବାଦ ପ୍ରସଙ୍ଗରେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଦେଇଥିବା ବୟାନକୁ ବିଭ୍ରାନ୍ତିକର ଓ ଦୁର୍ଭାଗ୍ୟଜନକ ବୋଲି କହିଛନ୍ତି ବିଜୁ ଜନତା ଦଳର ବରିଷ୍ଠ ଉପସଭାପତି ତଥା ପୂର୍ବତନ ମନ୍ତ୍ରୀ ଦେବୀ ପ୍ରସାଦ ମିଶ୍ର। ଶଙ୍ଖ ଭବନରେ...

ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୩ ଦିନ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା

ଭୁବନେଶ୍ୱର,୨୭।୬: ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲାରେ ବର୍ଷା ହେବାର ସମ୍ଭାବନା ରହିଛି । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁସାରେ ଗତ ୨୪ ଘଣ୍ଟା ମଧ୍ୟରେ...

ଇସ୍ତଫା ଚର୍ଚ୍ଚା ନେଇ ଶରତ ପଟ୍ଟନାୟକ ଦେଲେ ବଡ଼ ପ୍ରତିକ୍ରିୟା

ଭୁବନେଶ୍ୱର,୨୭।୬: ଇସ୍ତଫା ଚର୍ଚ୍ଚା ନେଇ ପିସିସି ସଭାପତି ଶରତ ପଟ୍ଟନାୟକ ପ୍ରତିକ୍ରିୟା ଦେଇଛନ୍ତି। ଶରତ କହିଛନ୍ତି, ଗତଥର ଅପେକ୍ଷା କଂଗ୍ରେସ ଭଲ ପ୍ରଦର୍ଶନ କରିଛି। ନିର୍ବାଚନ ପୂର୍ବରୁ ଆମର ୬ ବିଧାୟକ ଥିଲେ, ଏଥର ୧୫ ବିଧାୟକ ଅଛନ୍ତି। ୨୫...

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଲେ ଓଡ଼ିଶା ମୁଖ୍ୟମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୨୭।୬: ଦିଲ୍ଲୀ ଗସ୍ତରେ ଥିବା ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝି ଏବଂ ଦୁଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଓ କନକ ବର୍ଦ୍ଧନ ସିଂଦେଓ। ବୁଧବାର ସନ୍ଧ୍ୟାରେ ଦିଲ୍ଲୀ ଗସ୍ତ କରିଥିବା ମୁଖ୍ୟମନ୍ତ୍ରୀ ରାଷ୍ଟ୍ରପତି ଭବନରେ ଦେଶର ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି।...

NEET ପେପର ଲିକ୍‌ର ମୁଖ୍ୟ ଅଭିଯୁକ୍ତଙ୍କୁ ଧରିଲା ପୋଲିସ, ହାତରେ ଲାଗିଲା ଏହି ବଡ଼ ପ୍ରମାଣ

ନୂଆଦିଲ୍ଲୀ,୨୭ା୬: ନିଟ୍‌ ପେପର ଲିକ୍‌କୁ ନେଇ ଚାଲିଥିବା ବିବାଦ ମଧ୍ୟରେ ମହାରାଷ୍ଟ୍ରରୁ ଏକ ବଡ଼ ସୂଚନା ସାମ୍ନାକୁ ଆସିଛି। ପେପର ଲିକ୍‌ ମାମଲାର ତଦନ୍ତ କରୁଥିବା ଲାଟୁର ପୋଲିସ କେବଳ ନିଟ୍‌ ନୁହେଁ ବରଂ ଗ୍ରେଡ୍‌ ସି ଏବଂ ଗ୍ରେଡ୍‌...

କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ କଲା ଉତ୍ତର କୋରିଆ

ପ୍ୟୋଙ୍ଗୟାଙ୍ଗ,୨୭ା୬: ଉତ୍ତର କୋରିଆ ସଫଳତାର ସହ ଏକାଧିକ କ୍ଷେପଣାସ୍ତ୍ର ପରୀକ୍ଷା କରିଛି। ଏହି ସଫଳ ପରୀକ୍ଷଣ ସହିତ ଉତ୍ତର କୋରିଆ ଗୁରୁବାର ଦକ୍ଷିଣ କୋରିଆର ଦାବିକୁ ଖଣ୍ଡନ କରିଛି। କିମ୍‌ ଜୋଙ୍ଗ ଉନ୍‌ଙ୍କ ପ୍ରତିକ୍ରିୟା ମଧ୍ୟ ପ୍ରକାଶ ପାଇଛି। ସେ...

NEET ପେପର ଲିକ୍‌କୁ ନେଇ ରାଷ୍ଟ୍ରପତି କହିଲେ…

ନୂଆଦିଲ୍ଲୀ,୨୭ା୬: ୧୮ତମ ଲୋକ ସଭାର ଚତୁର୍ଥ ଦିନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପାର୍ଲାମେଣ୍ଟର ଉଭୟ ଗୃହ ରାଜ୍ୟ ସଭା ଏବଂ ଲୋକ ସଭାକୁ ସମ୍ବୋଧିତ କରିଛନ୍ତି। ରାଷ୍ଟ୍ରପତି ନିଟ୍‌ ପେପର ଲିକ୍‌କୁ ନେଇ ମଧ୍ୟ ତାଙ୍କ ଅଭିଭାଷଣ ରଖିଛନ୍ତି। ରାଷ୍ଟ୍ରପତି...

ରାଷ୍ଟ୍ରପତିଙ୍କ ଅଭିଭାଷଣକୁ ନେଇ ଏମିତି କହିଲେ ଅଖିଳେଶ ଯାଦବ, ମୁଁ ସବୁ…

ନୂଆଦିଲ୍ଲୀ,୨୭ା୬: ୧୮ତମ ଲୋକ ସଭାର ଚତୁର୍ଥ ଦିନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପାର୍ଲାମେଣ୍ଟର ଉଭୟ ଗୃହ ରାଜ୍ୟ ସଭା ଏବଂ ଲୋକ ସଭାକୁ ସମ୍ବୋଧିତ କରିଛନ୍ତି। ଏହାପୂର୍ବରୁ ସମାଜବାଦୀ ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ତଥା କନୌଜର ଏମ୍‌ପି ଅଖିଳେଶ ଯାଦବ...

ଦୁନିଆର ଦ୍ରୁତ ଅଭିବୃଦ୍ଧିଶୀଳ ଅର୍ଥନୀତି ପଥରେ ଭାରତ: ରାଷ୍ଟ୍ରପତି

ନୂଆଦିଲ୍ଲୀ, ୨୭।୬:ଲୋକ ସଭା ଓ ରାଜ୍ୟ ସଭାର ମିଳିତ ବୈଠକକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାରସମ୍ବୋଧିତ କରିଛନ୍ତି। ଏହି ସମୟରେ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ନବ ନିର୍ବାଚିତ ସରକାରଙ୍କୁ ପ୍ରାଥମିକତା ଦେଇଥିଲେ। ୧୮ତମ ଲୋକ ସଭା ଗଠନ...

ଓଡ଼ିଶାରେ ମଦ ବନ୍ଦ ହେଲେ କମିବ ରାଜସ୍ବ , ବର୍ଷ ଆରମ୍ଭରୁ ୧୦ ହଜାର କୋଟି ଆୟ କଲେଣି ସରକାର

ଭୁବନେଶ୍ୱର,୨୭।୬: ଓଡ଼ିଶାରେ ହେବନି ମଦ ବ୍ୟାନ୍‌। ଏନେଇ ସ୍ପଷ୍ଟୀକରଣ ଦେଇଛନ୍ତି ଅବକାରୀ ବିଭାଗର ବରିଷ୍ଠ ଅଧିକାରୀ। ରାଜ୍ୟର ନୂଆ ସରକାରଙ୍କ ଏନେଇ କୌଣସି ଯୋଜନା ନ ଥିବା ସେ କହିଛନ୍ତି। ବୁଧବାର ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀ...

ସେମିଫାଇନାଲରେ ଆଫଗାନିସ୍ତାନର ଆଶା ଧୂଳିସାତ, ଫାଇନାଲରେ ପ୍ରବେଶ କରି ଇତିହାସ ରଚିଲା ଦକ୍ଷିଣ ଆଫ୍ରିକା 

ତ୍ରିନିଦାଦ,୨୭।୬: ଟି୨୦ ବିଶ୍ୱକପ୍‌ ଫାଇନାଲରେ ପ୍ରବେଶ କରି ଇତିହାସ ରଚିଛି ଦକ୍ଷିଣ ଆଫ୍ରିକା। ଗୁରୁବାର ଆଫଗାନିସ୍ତାନ ବିପକ୍ଷରେ ଦଳ ପ୍ରଥମ ସେମିଫାଇନାଲରେ ପ୍ରତିଦ୍ୱନ୍ଦ୍ୱିତା କରି ବିଜୟୀ ହୋଇଛି। ଫଳରେ ଆଫଗାନିସ୍ତାନର ଫାଇନାଲ ଖେଳିବା ଆଶା ଧୂଳିସାତ ହୋଇଛି। ସେମିଫାଇନାଲରେ ଆଫଗାନିସ୍ତାନ...

ବରିଷ୍ଠ ଭାଜପା ନେତା ଲାଲକୃଷ୍ଣ ଆଡଭାନୀଙ୍କ ବିଗିଡିଲା ସ୍ବାସ୍ଥ୍ୟବସ୍ଥା

ନୂଆଦିଲ୍ଲୀ,୨୭।୬: ଭେଟେରାନ ଭାଜପା ନେତା ଲାଲ କୃଷ୍ଣ ଆଡଭାନୀ ଅସୁସ୍ଥ। ଅସୁସ୍ଥତା ହେତୁ ତାଙ୍କୁ ୨୬ ଜୁନ ରାତିରେ ଦିଲ୍ଲୀର AIIMS ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ବର୍ତ୍ତମାନ ତାଙ୍କ ଅବସ୍ଥା ସ୍ଥିର ଥିବା ଡାକ୍ତର କହିଛନ୍ତି। ସୂଚନା ଅନୁଯାୟୀ,...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri