Tag Archives: Home Middle

ରଥଯାତ୍ରାକୁ ନେଇ ଆସିଲା ବଡ଼ ଖବର, ଏଥର ବନ୍ଦ ରହିବ ନବଯୌବନ ଦର୍ଶନ

ପୁରୀ,୨୫।୬: ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ଶେଷ ହୋଇଛି । ଛତିଶା ନିଯୋଗ ବୈଠକରେ ହୋଇଥିବା ନିଷ୍ପତିକୁ ଅନୁରୂପ ରଖିବାକୁ ଏହି ବୈଠକରେ ନିଷ୍ପତ୍ତି ହୋଇଛି । ରଥଯାତ୍ରା ବ୍ୟବସ୍ଥାବଳି ଓ ନୀତି ନିର୍ଘଣ୍ଟକୁ ଅନୁମୋଦନ କରିଛି କମିଟି ।...

କାହା କହିବା ଅନୁସାରେ ଦେଶରେ ଏମରଜେନ୍ସି ଲଗାଇଥିଲେ ଇନ୍ଧିରା ଗାନ୍ଧୀ, ଜାଣନ୍ତୁ…

ନୂଆଦିଲ୍ଲୀ,୨୫।୬: ୧୯୭୫ ମସିହା ୨୫ ଜୁନ ମଧ୍ୟରାତ୍ରିରେ ତତ୍କାଳୀନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀ ଜରୁରୀକାଳୀନ ପରିସ୍ଥିତି ଘୋଷଣା କରିଥିଲେ। ଏହି ଘୋଷଣା ପରେ ଦେଶରେ ସବୁକିଛି ବଦଳି ଯାଇଥିଲା। ଇନ୍ଦିରା ଗାନ୍ଧୀଙ୍କ ଅନୁରୋଧ କ୍ରମେ ତତ୍କାଳୀନ ରାଷ୍ଟ୍ରପତି ଫଖରୁଦ୍ଦିନ ଅଲି...

ଓଡ଼ିଆରେ ଶପଥ ନେଲେ ଓଡ଼ିଶା ସାଂସଦ

ନୂଆଦିଲ୍ଲୀ,୨୫।୬: ସଂସଦରେ ଶପଥ ନେଲେ ଓଡ଼ିଆ ସାଂସଦ। ସୋମବାର ଓଡ଼ିଶାର ଦୁଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ଜୁଏଲ ଓରାମ ଶପଥ ଗ୍ରହଣ କରିଥିଲେ। ମଙ୍ଗଳବାର ବାକି ୧୭ ଓଡ଼ିଆ ଏମ୍‌ପି ଶପଥ ନେଇଛନ୍ତି। ଏହି ପରିପ୍ରେକ୍ଷୀରେ କେନ୍ଦ୍ରାପଡ଼ା ଏମ୍‌ପି...

ଲୋକ ସଭା ବାଚସ୍ପତି ପାଆନ୍ତି ଏତିକି ଦରମା, ମିଳେ ଏହି ସବୁ ସୁବିଧା

ନୂଆଦିଲ୍ଲୀ,୨୫।୬: ଲୋକ ସଭା ବାଚସ୍ପତି ପଦ ପାଇଁ ବୁଧବାର ର୍ବସମ୍ମତି କ୍ରମେ ନିର୍ବାଚନ ଅନୁଷ୍ଠିତ ହେବ। ତେବେ ବିରୋଧୀଦଳ ପକ୍ଷରୁ କେ ସୁରେଶ ବାଚସ୍ପତି ପଦ ପାଇଁ ପ୍ରାର୍ଥୀ ହୋଇଥିବା ବେଳେ ଏନଡିଏ ଓମ ବିର୍ଲାଙ୍କୁ ପ୍ରାର୍ଥୀ କରିଛି। କିନ୍ତୁ...

ଇତିହାସରେ ପ୍ରଥମଥର: ବାଚସ୍ପତି ପଦ ପାଇଁ ହେବ ନିର୍ବାଚନ

ନୂଆଦିଲ୍ଲୀ,୨୫।୬: ଲୋକ ସଭା ବାଚସ୍ପତି ପଦକୁ ନେଇ ସହମତ ହୋଇ ନ ପାରିବା ପରେ ବିରୋଧୀଦଳ ଏହାର ପ୍ରାର୍ଥୀ ଘୋଷଣା କରିଛନ୍ତି। କେ ସୁରେଶ ବିରୋଧୀ ଦଳର ବାଚସ୍ପତି ପଦ ପାଇଁ ପ୍ରାର୍ଥୀ ହୋଇଛନ୍ତି। ଅନ୍ୟପକ୍ଷରେ ଓମ ବିର୍ଲା ଏନଡିଏ...

ବାଚସ୍ପତି ରେସ୍‌: ଓମ ବିର୍ଲାଙ୍କୁ ଟକ୍କର ଦେବେ ସୁରେଶ

ନୂଆଦିଲ୍ଲୀ,୨୫।୬: ବିରୋଧୀ ଦଳ ‘ଇଣ୍ଡିଆ’ ମଧ୍ୟ ଲୋକ ସଭା ବାଚସ୍ପତି ପଦ ପାଇଁ ନିଜର ପ୍ରାର୍ଥୀ ଦେଇଛନ୍ତି। କେ ସୁରେଶ ବିରୋଧୀ ଦଳ ପକ୍ଷରୁ ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏଥି ସହିତ ଭାଜପା ନେତୃତ୍ୱାଧୀନ ନ୍ୟାସନାଲ ଡେମୋକ୍ରାଟିକ ଆଲାଇନ୍ସ (ଏନଡିଏ)ପ୍ରାର୍ଥୀ...

ବଡ଼ ଖବର: ବବି ଦାସଙ୍କ ସରକାରୀ ଘରେ ଚାଲିଛି ଭଙ୍ଗାରୁଜା

ଭୁବନେଶ୍ୱର,୨୫।୬: ବିଜେଡି ନେତା ପ୍ରଣବ ପ୍ରକାଶ ଦାଶ(ବବି)ଙ୍କ ସରକାରୀ ଘରେ ଭଙ୍ଗା ଚାଲିଛି। କ୍ୱାର୍ଟର୍ସ ପରିସରରେ ହୋଇଥିବା ଅଣ୍ଡର ଗ୍ରାଉଣ୍ଡ ନିର୍ମାଣକୁ ଭଙ୍ଗାଯାଉଛି। ତେବେ କିଏ କାହିଁକି ଭାଙ୍ଗୁଛି ତାହା ଏଯାଏ ଜଣାପଡିନାହିଁ। ଅଣ୍ଡର ଗ୍ରାଉଣ୍ଡରୁ ଗୋଟିଏ ଏବଂ ଉପରକୁ...

ହୋଇଗଲା ଫାଇନାଲ! ଏହି ହେବେ ଲୋକ ସଭା ବାଚସ୍ପତି

ନୂଆଦିଲ୍ଲୀ,୨୫।୬: ସର୍ବସମ୍ମତି କ୍ରମେ ଲୋକ ସଭା ବାଚସ୍ପତି ଚୟନ କରାଯିବ। ବାଚସ୍ପତି ପଦ ପାଇଁ ନିର୍ବାଚନରର ସମ୍ଭାବନା ବହୁତ କମ ବୋଲି ବିବେଚନା କରାଯାଉଛି। ସୂଚନାନୁସାରେ, ବିରୋଧୀ ମଇଦାନକୁ ପ୍ରାର୍ଥୀ ଓହ୍ଲାଇବ ନାହିଁ। ତେବେ ଏନଡିଏ ପକ୍ଷରୁ ଓମ୍‌ ବିର୍ଲା...

ମୁଖ୍ୟମନ୍ତ୍ରୀ ପଦ ମର୍ଯ୍ୟାଦା ରଖନ୍ତୁ: ପ୍ରତାପ ଦେବ

ଭୁବନେଶ୍ୱର,୨୫ା୬(ଅନିଲ ଦାସ): କେନ୍ଦୁଝରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଟିପ୍ପଣୀକୁ ନେଇ ବିଜେଡି କଡ଼ା ପ୍ରତିକ୍ରିୟା ପ୍ରକାଶ କରିଛି। ସୋମବାର ଏକ ଖବରଦାତା ସମ୍ମିଳନୀରେ ବିଜେଡିର ବରିଷ୍ଠ ନେତା ତଥା ବିଧାୟକ ପ୍ରତାପ କେଶରୀ ଦେବ କହିଛନ୍ତି ଯେ, ମୁଖ୍ୟମନ୍ତ୍ରୀ...

ଚାଷୀଙ୍କୁ ଦଲାଲ ମୁକ୍ତ କରାଯିବ: ମୁଖ୍ୟମନ୍ତ୍ରୀ

ଚମ୍ପୁଆ/ଝୁମ୍ପୁରା,୨୫।୬ (ମହେଶ୍ୱର ଦାସ/ଶଶିଭୂଷଣ ସାହୁ): ମୁଖ୍ୟମନ୍ତ୍ରୀ ହେବା ପରେ ପ୍ରଥମ ଥର ପାଇଁ ନିଜ ଜିଲା କେନ୍ଦୁଝରକୁ ମୋହନ ଚରଣ ମାଝୀ ୨ ଦିନିଆ ଗସ୍ତରେ ଆସିଛନ୍ତି। ସୋମବାର ଦ୍ୱିତୀୟ ଦିନରେ ନିଜ ଜନ୍ମମାଟି ରାଇକଳାକୁ ଯାଇଛନ୍ତି। ଏହି ଅବସରରେ...

ବିଜେଡି ସରକାର ସମୟରେ ମୋତେ ହତ୍ୟା ଉଦ୍ୟମ ହୋଇଥିଲା: ମୁଖ୍ୟମନ୍ତ୍ରୀ

କେନ୍ଦୁଝର,୨୫।୬(ପି.ଟି.): ବିଜେଡି ସରକାର ସମୟରେ ମୋ ଉପରେ ବୋମା ପକାଇ ହତ୍ୟା ଉଦ୍ୟମ କରାଯାଇଥିଲା ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅଭିଯୋଗ କରିଛନ୍ତି। କେନ୍ଦୁଝରର ଝୁମ୍ପୁରାଠାରେ ସୋମବାର ଏକ ସାଧାରଣ ସଭାରେ ଉଦ୍‌ବୋଧନ ଦେବାବେଳେ ସେ ଏହା କହିଛନ୍ତି।...

ବଦ୍‌ଲା ନେବ ଭାରତ, ଏହି ଦେଶ ସହ ବଡ଼ ମୁକାବିଲା

ନୂଆଦିଲ୍ଲୀ, ୨୫।୬: କଙ୍ଗାରୁ ଦଳକୁ ହରାଇ ଟିମ ଇଣ୍ଡିଆ ଟି-୨୦ ବିଶ୍ୱକପ ୨୦୨୪ର ସେମିଫାଇନାଲରେ ପ୍ରବେଶ କରିଛି । ସୁପର-୮ର ଶେଷ ମ୍ୟାଚ୍‌ରେ ଟିମ ଇଣ୍ଡିଆ ଅଷ୍ଟ୍ରେଲିଆକୁ ହରାଇବା ସହିତ କ୍ରମାଗତ ତୃତୀୟ ମ୍ୟାଚ୍‌ ଜିତି ସେମିଫାଇନାଲରେ ପହଞ୍ଚିଛି ।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri