Tag Archives: Home Middle

ବିଜେଡିର ଗୁମର ଖୋଲିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୪ା୬: ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ୱ ନେବା ପରେ ରବିବାର ପ୍ରଥମ ଥର ପାଇଁ ମୋହନ ଚରଣ ମାଝି କେନ୍ଦୁଝର ଜିଲା ତଥା ନିଜ ଜନ୍ମମାଟିକୁ ଗସ୍ତ କରିଥିଲେ। ଏହି ଗସ୍ତ ସମୟରେ ସେ ପ୍ରଥମେ ଘଟଗାଁ ତାରିଣୀ ପୀଠକୁ...

ଆରମ୍ଭ ହେଲା ୧୮ତମ ଲୋକସଭା ଅଧିବେଶନ, ଶପଥ ନେଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ, ୨୪।୬: ଲୋକସଭାର ୧୮ତମ ଅଧିବେଶନ ଆଜିଠାରୁ ଆରମ୍ଭ ହୋଇଛି । ଏହି ଅଧିବେଶନ ପୂର୍ବରୁ କଟକ ଏମ୍‌ପି ଭର୍ତ୍ତୃହରି ମହତାବ ରାଷ୍ଟ୍ରପତି ଭବନରେ କମାଚଳା ବାଚସ୍ପତି ଭାବେ ଶପଥ ନେଇଛନ୍ତି । ସଂସଦରେ ନବନିର୍ବାଚିତ ୨୮୦ ଜଣ ଏମ୍‌ପିଙ୍କୁ...

ଆୟୋଜକ ୱେଷ୍ଟଇଣ୍ଡିଜକୁ ହରାଇ ସେମିଫାଇନାଲରେ ଦକ୍ଷିଣ ଆଫ୍ରିକା

ନୂଆଦିଲ୍ଲୀ,୨୪।୬: ଏକ ରୋମାଞ୍ଚକର ମ୍ୟାଚରେ ଆୟୋଜକ ୱେଷ୍ଟଇଣ୍ଡିଜକୁ ପରାସ୍ତ କରି ସେମିଫାଇନାଲରେ ପ୍ରବେଶ କରିଛି ଦକ୍ଷିଣ ଆଫ୍ରିକା। ସୋମବାର ନର୍ଥ ସାଉଣ୍ଡର ସାର୍ ଭିଭିଆନ୍ ରିଚାର୍ଡସ୍ ଷ୍ଟାଡିୟମରେ ୱେଷ୍ଟଇଣ୍ଡିଜ୍ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଇଥିବା ଏହି ମ୍ୟାଚ୍‌ରେ ଦକ୍ଷିଣ...

ଜାଣନ୍ତୁ ସୁଭଦ୍ରା ଯୋଜନାରୁ କିଏ ପଡ଼ିବେ ବାଦ୍‌, ଆଉ ଯୋଗ୍ୟ ହିିତାଧିକାରୀଙ୍କ ଆବେଦନ ପାଇଁ ଦରକାର କେଉଁ ଡକ୍ୟୁମେଣ୍ଟ

ଭୁବନେଶ୍ୱର,୨୪ା୬: ରାଜ୍ୟରେ ମୋହନ ସରକାର ଆରମ୍ଭ ହେବା ଦିନରୁ ନିର୍ବାଚନ ସମୟରେ ଦେଇଥିବା ବିଭିନ୍ନ ପ୍ରତିଶ୍ରୁତି ପୂରଣ ପାଇଁ ଉଦ୍ୟମ ଚାଲିଛି। ମୁଖ୍ୟମନ୍ତ୍ରୀ ପ୍ରଥମ ଦିନରେ ୪ଟି ପ୍ରତିଶ୍ରୁତି ଉପରେ କ୍ୟାବିନେଟ୍‌ ମୋହର ମାରିବା ସହ ଶୀଘ୍ର ପୂରଣ ପାଇଁ...

ପ୍ରଶ୍ନ ଘେରରେ ଆରମ୍ଭ ହେବ ମୋଦିଙ୍କ ୩.୦ ସରକାରଙ୍କ ପ୍ରଥମ ଲୋକ ସଭା ଅଧିବେଶନ

ନୂଆଦିଲ୍ଲୀ,୨୪।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କର ଭିନ୍ନ ଶୈଳୀ ପାଇଁ ଜଣାଶୁଣା। ୨୦୨୪ ରେ ତୃତୀୟ ଥର ପାଇଁ ଲୋକ ସଭା ନିର୍ବାଚନରେ ବିଜୟୀ ହୋଇ ସେ ପ୍ରଧାନମନ୍ତ୍ରୀ ହୋଇଛନ୍ତି। ସୋମବାର ୧୮ତମ ଲୋକ ସଭାର ପ୍ରଥମ ଅଧିବେଶନ ଆରମ୍ଭ...

କାମଚଳା ବାଚସ୍ପତି ଭାବେ ଶପଥ ନେଲେ ଭର୍ତ୍ତୃହରି

ନୂଆଦିଲ୍ଲୀ,୨୪ା୬: ଭାଜପା ଏମ୍‌ପି ଭର୍ତ୍ତୃହରି ମହତାବ ସୋମବାର କାମଚଳା ବାଚସ୍ପତି ଭାବେ ଶପଥ ନେଇଛନ୍ତି। ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କୁ ଶପଥପାଠ କରାଇଛନ୍ତି। ଲଗାତର ୬ ଥର ବିଜେଡିର ଏମ୍‌ପି ହୋଇଥିବା ବେଳେ ଭର୍ତ୍ତୃହରି ଗତ ନିର୍ବାଚନରେ...

ରୁଙ୍ଗଟା ମାଇନ୍ସରେ ଅଘଟଣ: ମେକାନିକାଲ ଷ୍ଟ୍ରକଚର୍‌ ଭୁଶୁଡ଼ି ଘଟଣାସ୍ଥଳରେ ୩ ମୃତ

ଢେଙ୍କାନାଳ,୨୪।୬(ରତନ ନାୟାର): ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକର ଝାଡ଼ବନ୍ଧ ଗ୍ରାମ ସ୍ଥିତ ରୁଙ୍ଗଟା ମାଇନ୍ସ ଲିମିଟେଡ଼ କଂପାନୀରେ ଅଘଟଣ। ଏକ ମେକାନିକାଲ ଷ୍ଟ୍ରକଚର୍‌ ଭୁଷୁଡ଼ି ୩ଜଣ ଙ୍କ ମୃତ୍ୟୁ ଆଶଙ୍କା। ଭୁଷୁଡ଼ି ପଡ଼ିଥିବା କନଷ୍ଟ୍ରକସନ୍ ତଳେ ବହୁ ଶ୍ରମିକ ଚାପି...

ଆତଙ୍କବାଦୀ ଆକ୍ରମଣରେ ୧୫ ପୋଲିସକର୍ମୀଙ୍କ ସହ ଅନେକ ନାଗରିକ ମୃତ

ମସ୍କୋ,୨୪।୬: ରୁଷିଆର ଦକ୍ଷିଣ ପ୍ରଦେଶ ଡେଜିସ୍ତାନରେ ଖ୍ରୀଷ୍ଟିଆନ ଏବଂ ଯିହୂଦୀମାନଙ୍କ ଧର୍ମସ୍ଥଳ ଉପରେ ଆତଙ୍କବାଦୀ ଆକ୍ରମଣ ହୋଇଛି। ଡେଜିସ୍ତାନର ଡର୍ବେଣ୍ଟ ସହରରେ ଏହି ଗୁଳି ବିନିମୟ ହୋଇଥିଲା। ଡେଜିସ୍ତାନର ଗଭର୍ନର କହିଛନ୍ତି, ବନ୍ଧୁକଧାରୀଙ୍କ ଆକ୍ରମଣରେ ୧୫ରୁ ଅଧିକ ପୋଲିସ ଏବଂ...

ଆଜିଠୁ ଲୋକ ସଭାର ପ୍ରଥମ ଅଧିବେଶନ: ନୂଆ ଏମ୍‌ପି ନେବେ ଶପଥ

ନୂଆଦିଲ୍ଲୀ,୨୪।୬: ନୂତନ ସରକାର ଗଠନ ପରେ ୧୮ତମ ଲୋକ ସଭାର ପ୍ରଥମ ଅଧିବେଶନ ଆଜିଠାରୁ ଆରମ୍ଭ ହେବାକୁ ଯାଉଛି। ଲୋକ ସଭାର ପ୍ରଥମ ଅଧିବେଶନର ପ୍ରଥମ ଦିନରେ ବିରୋଧୀ ଇଣ୍ଡିଆ ଆଲାଇନ୍ସର ଏମ୍‌ପିମାନେ ସୋମବାର ସକାଳେ ସଂସଦ କମ୍ପ୍ଲେକ୍ସରେ ଏକାଠି...

ଟାଇମ୍ସ ନାଓ ବିଜ୍‌ନେସ ଏକ୍ସିଲେନ୍ସ ଆୱାର୍ଡ:ସୋଆକୁ ୭ ସମ୍ମାନ

ଭୁବନେଶ୍ୱର, ୨୪।୬(ଅସମାପିକା ସାହୁ):ପୂର୍ବ ଭାରତର ଶ୍ରେଷ୍ଠ ଇଞ୍ଜିନିୟରିଂ ଓ ମ୍ୟାନେଜମେଣ୍ଟ କଲେଜ ଭାବେ ଶିକ୍ଷା ଓ ଅନୁସନ୍ଧାନ(ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ ଅଫ୍‌ ଟେକ୍ନିକାଲ ଏଜୁକେଶନ ଆଣ୍ଡ୍‌ ରିସର୍ଚ୍ଚ(ଆଇଟିଇଆର) ଓ ଇନ୍‌ଷ୍ଟିଚ୍ୟୁଟ ଅଫ୍‌ ବିଜ୍‌ନେସ ଆଣ୍ଡ୍‌ କମ୍ପ୍ୟୁଟର ଷ୍ଟଡିଜ୍‌(ଆଇବିସିଏସ)କୁ ‘ଟାଇମ୍ସ ନାଓ...

କଲେଜରେ ଟ୍ୟୁଟୋରିଆଲ, ପ୍ରାକ୍ଟିକାଲ କ୍ଲାସ୍‌ କରାଯାଉନି; ଟ୍ୟୁଶନ ନ କଲେ କଟୁଛି ନମ୍ବର

ନୟାଗଡ଼,୨୪ା୬(ଲୋକନାଥ ମିଶ୍ର): କୋଚିଂ ଓ ଟ୍ୟୁଶନ ଉପରେ ସରକାରୀ କଟକଣା ରହିଛି। ପ୍ରାଇଭେଟ କୋଚିଂ ଅଧ୍ୟାପକଙ୍କ ପାଇଁ ମନା। ପ୍ରତିବର୍ଷ ଅଗଷ୍ଟରେ ଅଧ୍ୟାପକମାନେ ଅଧ୍ୟକ୍ଷଙ୍କୁ ଏକ ଅଣ୍ଡରଟେକିଂ ଦିଅନ୍ତି। ମୁଁ ପ୍ରାଇଭେଟ କୋଚିଂ କରୁନାହିଁ। ମୋ ବିରୋଧରେ ପ୍ରମାଣ ମିଳିଲେ...

ଲୋକ ସଭା ଅଧିବେଶନ ଆରମ୍ଭ ହେବା ପୂର୍ବରୁ ଭାଜପା-ବିରୋଧୀ ବାକଯୁଦ୍ଧ, ପ୍ରୋଟେମ ସ୍ପଇକରଙ୍କଉ ସମର୍ଥନ ଦେବନି ଇଣ୍ଡିଆ

ନୂଆଦିଲ୍ଲୀ,୨୩।୬: ୧୮ତମ ଲୋକ ସଭାର ପ୍ରଥମ ସ୍ବତନ୍ତ୍ର ଅଧିବେଶନ ସୋମବାର ଠାରୁ ଆରମ୍ଭ ହେଉଛି। ସୋମବାର ଓ ମଙ୍ଗଳବାର ଦିନ ନୂଆ ନିର୍ବାଚିତ ଏମପିମାନେ ଶପଥ ଗ୍ରହଣ କରିବେ। ନବ ନିର୍ବାଚିତ ଏମପିଙ୍କ ଶପଥ ଗ୍ରହଣ କରିବା ପାଇଁ ରାଷ୍ଟ୍ରପତି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri