Tag Archives: Home Middle

ଜୈବ ବିଘଟନଯୋଗ୍ୟ ପ୍ଲାଷ୍ଟିକ୍‌ର ଉଦ୍ଭାବନ, ୨ ମାସରେ ପ୍ରକୃତିରେ ମିଶି ଖତ ହୋଇଯିବ

କୋପେନହାଗନ, ୨୩।୬: ସମ୍ପ୍ରତି ପ୍ଲାଷ୍ଟିକ୍‌ ପ୍ରଦୂଷଣ ଏକ ବଡ଼ ସମସ୍ୟା ଭାବେ ଉଭା ହୋଇଛି। ସ୍ଥାୟିତ୍ୱ ଏବଂ ସ୍ବଳ୍ପ ମୂଲ୍ୟରେ ମିଳୁଥିବା ହେତୁ ପ୍ଲାଷ୍ଟିକକୁ ବିଭିନ୍ନ କାର୍ଯ୍ୟରେ ବହୁଳ ଭାବେ ବ୍ୟବହାର କରାଯାଉଛି। ସେହିପରି ବିଶ୍ୱସ୍ତରରେ କେବଳ ୯% ପ୍ଲାଷ୍ଟିକକୁ...

ୟୁପିକୁ ହାଲୁକା ଭାବେ ନେବା ମହଙ୍ଗା ପଡ଼ିଲା

ନୂଆଦିଲ୍ଲୀ,୨୩ା୬(ପି.ଟି.): ଲୋକ ସଭା ନିର୍ବାଚନ ଫଳାଫଳକୁ ନେଇ ଏକ୍‌ଜିଟ୍‌ ପୋଲ୍‌ର ପୂର୍ବାନୁମାନ ଭୁଲ୍‌ ହେବା ଘଟଣାରେ ଆକ୍ସିସ୍‌ ମାଇଁ ଇଣ୍ଡିଆକୁ ଦୋଷ ଦିଆଯାଉଥିବାବେଳେ ଏହାର ମୁଖ୍ୟ ଶେଷରେ ଭୁଲ୍‌ ସ୍ବୀକାର କରିଛନ୍ତି। ଉତ୍ତରପ୍ରଦେଶର ଶେଷ ତିନି ପର୍ଯ୍ୟାୟ ନିର୍ବାଚନକୁ ହାଲୁକା ଭାବେ...

ରତ୍ନଭଣ୍ଡାର ଖୋଲିବା ନିଷ୍ପତ୍ତି ଖୁବ୍‌ଶୀଘ୍ର: ଆଇନମନ୍ତ୍ରୀ ହରିଚନ୍ଦନ

ପୁରୀ, ୨୩।୬(ଅଜିତ୍‌ ମହାନ୍ତି): ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲିବା ନିଷ୍ପତ୍ତି ରାଜ୍ୟ ସରକାର ଖୁବ୍‌ଶୀଘ୍ର ନେବେ ବୋଲି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଶନିବାର ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ରତ୍ନ ଭଣ୍ଡାର ଖୋଲିବା ଏବଂ ଏହାର ଗଣତିମଣତି କାର୍ଯ୍ୟ ଦିନେ କିମ୍ବା ୨ଦିନର...

NEET-UG ରେ ଅନିୟମିତତା ମାମଲା: ସିବିଆଇ ଯାଞ୍ଚ ନିର୍ଦ୍ଦେଶ

ନୁଆଦିଲ୍ଲୀ,୨୨ା୬: ସ୍ନାତକୋତ୍ତର ମେଡିକାଲ ପାଠ୍ୟକ୍ରମରେ ଆଡମିଶନ ପାଇଁ NEET ପରୀକ୍ଷା ପରିଚାଳନାରେ ଅନିୟମିତତା ଏବଂ ପ୍ରଶ୍ନପତ୍ର ପ୍ରଘଟ ଅଭିଯୋଗ ଉପରେ କେନ୍ଦ୍ର ସରକାର ଶନିବାର ସିବିଆଇ ଯାଞ୍ଚ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। କେନ୍ଦ୍ର ଶିକ୍ଷା ମନ୍ତ୍ରଣାଳୟ ଏକ ବିବୃତ୍ତିରେ କହିଛି...

ଟି୨୦ ବିଶ୍ୱକପ୍: ସେମିଫାଇନାଲରେ ଭାରତ! ପାଣ୍ଡ୍ୟା-କୁଲଦୀପ ଝଡ଼ରେ ବାଂଲାଦେଶ ଘାଇଲା

ଆଣ୍ଟିଗୁଆ,୨୦ା୬(ପି.ଟି.): ଟି୨୦ ବିଶ୍ୱକପର ସୁପର୍‌-୮ରେ ବାଂଲାଦେଶ ବିପକ୍ଷ ମ୍ୟାଚ୍‌କୁ ୫୦ ରନରେ ଜିତି କ୍ରମାଗତ ବିଜୟ ହାସଲ କରିଛି ଭାରତ। ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଅର୍ଦ୍ଧଶତକ ବଳରେ ଦଳ ୨୦ ଓଭରରେ ୫ ଉଇକେଟ ହରାଇ ୧୯୬ ରନ୍‌ କରିଥିଲା। ଜବାବରେ...

ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଅଧିକାରୀ ନିଯୁକ୍ତ, ଅତିରିକ୍ତ ସଚିବ ହେଲେ…

ଭୁବନେଶ୍ୱର,୨୨ା୬: ଓଏଫ୍‌ଏସ୍‌ ତଥା ଇସ୍ପାତ ଓ ଖଣି ବିଭାଗର ଅତିରିକ୍ତ ସଚିବ ଉମେଶ ଚନ୍ଦ୍ର ତ୍ରିପାଠୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଅତିରିକ୍ତ ସଚିବ ଭାବେ ନିଯୁକ୍ତି ଦିଆଯାଇଛି। ଏ ନେଇ ଅର୍ଥ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ସେହିପରି ବରିଷ୍ଠ...

ନିର୍ବାଚନ ପ୍ରତିଶ୍ରୁତି ପାଳନ ପାଇଁ କମିଟି ଗଠନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୨ା୬: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଶନିବାର ଜଳସମ୍ପଦ ବିଭାଗର ବରିଷ୍ଠ ଅଧିକାରୀମାନଙ୍କ ସହ ଚଳିତ ମୌସୁମୀ ଋତୁରେ ସମ୍ଭାବ୍ୟ ବନ୍ୟା ପରିଚାଳନାର ପ୍ରସ୍ତୁତି ସମ୍ପର୍କୀୟ ସମୀକ୍ଷା ବୈଠକ କରିଛନ୍ତି। ଏହି ସମୀକ୍ଷା ବୈଠକରେ ବିଭାଗୀୟ ଅଧିକାରୀମାନଙ୍କୁ ସମସ୍ତ ଦୁର୍ବଳ...

NEET ପେପର ଲିକ୍ ମାମଲା; ଏନଟିଏ ମହାନିର୍ଦ୍ଦେଶକ ସୁବୋଧ କୁମାର ନିଲମ୍ବିତ

ନୂଆଦିଲ୍ଲୀ,୨୨।୬: NEET ପ୍ରଶ୍ନପତ୍ର ଲିକ୍ ମାମଲାରେ ବଡ଼ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି କେନ୍ଦ୍ର ସରକାର। ଜାତୀୟ ପରୀକ୍ଷା ଆୟୋଜନ ସଂସ୍ଥା (ଏନଟିଏ) ମହାନିର୍ଦ୍ଦେଶକ ସୁବୋଧ କୁମାରଙ୍କୁ ନିଲମ୍ବିତ କରାଯାଇଛି। ପ୍ରଦିପ ସିଂ ଖରୋଲାଙ୍କୁ ଏନଟିଏ’ର ନୂତନ ମହାନିର୍ଦ୍ଦେଶକ ନିଯୁକ୍ତ କରିଛି କେନ୍ଦ୍ର...

ରତ୍ନଭଣ୍ଡାର ଖୋଲିବା ନେଇ ଏମିତି କହିଲେ ଆଇନ ମନ୍ତ୍ରୀ

ଭୁବନେଶ୍ୱର,୨୨ା୬: ରତ୍ନଭଣ୍ଡାର ଖୋଲିବା ନେଇ ଖୁବ୍‌ଶୀଘ୍ର ସରକାର ନିଷ୍ପତ୍ତି ନେବେ ବୋଲି ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି। ଶ୍ରୀଜିଉଙ୍କ ଗଜ ବେଶ ଦର୍ଶନ ପରେ ମନ୍ତ୍ରୀ ତାଙ୍କ ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ରତ୍ନଭଣ୍ଡାର ଗଣତି ଦିନେ ଦୁଇଦିନର କାମ...

ମୁଖ୍ୟମନ୍ତ୍ରୀଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ, ଏଥର ବିଦା ହେଲେ…

ଭୁବନେଶ୍ୱର,୨୨ା୬: ରାଜ୍ୟର ବିଭିନ୍ନ ସରକାରୀ ନିଗମରେ ପୂର୍ବ ସରକାରଙ୍କ ସମୟରେ ନିଯୁକ୍ତି ଦିଆଯାଇଥିବା ଅଧ୍ୟକ୍ଷମାନଙ୍କ ଉପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି କଠୋର ପଦକ୍ଷେପ ନେଇଛନ୍ତି। ଏହି ଅଧ୍ୟକ୍ଷମାନଙ୍କ ଯୋଗୁ ନିଗମଗୁଡ଼ିକର ପରିଚାଳନାରେ କୌଣସି ଗୁଣାତ୍ମକ ଉନ୍ନତି ପରିଲକ୍ଷିତ ହେଉ...

କେନ୍ଦ୍ର ବଜେଟ୍‌ ପାଇଁ ପ୍ରସ୍ତାବ ଦାଖଲ କଲେ ଓଡ଼ିଶା ସରକାର, ରହିଛି ଏସବୁ ଦାବି…

ନୂଆଦିଲ୍ଲୀ/ଭୁବନେଶ୍ୱର,୨୨ା୬: ଶନିବାର କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ପ୍ରାକ୍‌-ବଜେଟ୍‌ ପରାମର୍ଶ ବୈଠକରେ ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଯୋଗ ଦେଇଥିଲେ। ଆଗାମୀ କେନ୍ଦ୍ର ବଜେଟ୍‌ ୨୦୨୪-୨୫ପାଇଁ ସମସ୍ତ ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳର ଅର୍ଥମନ୍ତ୍ରୀଙ୍କ ପରାମର୍ଶ...

ଗଜ ବେଶରେ ଦର୍ଶନ ଦେଲେ ଶ୍ରୀଜିଉ

ପୁରୀ,୨୨ା୬: ଆଜି ଅର୍ଥାତ୍‌ ଶନିବାର ହେଉଛି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା। ଦାରୁଦିଅଁ ଶ୍ରୀମନ୍ଦିର ରତ୍ନବେଦି ଛାଡ଼ି ସ୍ନାନବେଦିରେ ବିଜେ କରି ୧୦୮ ଗରା ସୁବାସିତ ଜଳରେ ସ୍ନାନ କରିଛନ୍ତି। ସମସ୍ତ ନୀତିକାନ୍ତି ପରେ ଶ୍ରୀଜିଉ ଗଜ ବେଶରେ ଲକ୍ଷାଧିକ ଭକ୍ତଙ୍କୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri