Tag Archives: Home Middle

ପାକିସ୍ତାନର ନୂଆ ସେନାଧକ୍ଷ କଶ୍ମୀରର ପ୍ରତିଟି ଅଞ୍ଚଳକୁ ଭଲ ଭାବେ ଜାଣିଛନ୍ତି, ପୁଲଓ୍ବାମା ଷଡ଼ଯନ୍ତ୍ରରେ ଥିଲେ ସାମିଲ…

ନୂଆଦିଲ୍ଲୀ,୨୪।୧୧ : ପାକିସ୍ତାନର ନୂତନ ସେନା ମୁଖ୍ୟଙ୍କ ନାମ ଘୋଷଣା କରାଯାଇଛି। ଜେନେରାଲ କମର ଜାଭେଦ ବାଜୱାଙ୍କ ସ୍ଥାନରେ ଜେନେରାଲ ଅସିମ ମୁନିର ବର୍ତ୍ତମାନ ପାକିସ୍ତାନର ନୂତନ ସେନା ମୁଖ୍ୟ ହେବେ। ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ତାଙ୍କ ନାମ ଘୋଷଣା...

ଖାଦ୍ୟ ସୁରକ୍ଷାରେ ଆହ୍ବାନ ସୃଷ୍ଟି କରିଛି କରୋନା-ବିବାଦ-ଜଳବାୟୁ ପରିବର୍ତ୍ତନ : ଜୟଶଙ୍କର…

ନୂଆଦିଲ୍ଲୀ,୨୪।୧୧ : ବହିର୍ବ୍ୟାପାର ମନ୍ତ୍ରୀ ଏସ ଜୟଶଙ୍କର ବିଶ୍ୱ ଖାଦ୍ୟ ସୁରକ୍ଷା ପାଇଁ ତିନୋଟି ପ୍ରମୁଖ ଆହ୍ବାନ ଭାବେ କରୋନା, ବିବାଦ ଏବଂ ଜଳବାୟୁ ପରିବର୍ତ୍ତନକୁ ଉପସ୍ଥାପନ କରିଛନ୍ତି। ଅନ୍ତର୍ଜାତୀୟ ବାଜରା ବର୍ଷ ୨୦୨୩ ର ପ୍ରି-ଲଞ୍ଚ କାର୍ଯ୍ୟକୁ ସମ୍ବୋଧିତ...

ଗୁଜରାଟର ସମସ୍ତ ପୋଲର ହେବ ସର୍ବେକ୍ଷଣ, ହାଇକୋର୍ଟ ଦେଲେ ନିର୍ଦ୍ଦେଶ…

ଅହମଦାବାଦ,୨୪।୧୧ : ଗୁଜରାଟର ମୋରବିରେ ଝୁଲାପୋଲ ଭୁଶୁଡ଼ିବା ପରେ ହାଇକୋର୍ଟ ସରକାରଙ୍କୁ ରାଜ୍ୟର ସମସ୍ତ ସେତୁ ଉପରେ ସର୍ଭେ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। କେତେ ସେତୁ ଠିକ ସ୍ଥିତିରେ ଅଛି ତାହା ନିଶ୍ଚିତ କରିବାକୁ ହାଇକୋର୍ଟ ରାଜ୍ୟ ସରକାରଙ୍କୁ କହିଛନ୍ତି?...

ମହାରାଷ୍ଟ୍ର-କର୍ନାଟକ ସୀମା ବିବାଦ ନେଇ ଫଡନାଭିସ-ବୋମ୍ମାଇ ମୁହାଁମୁହିଁ…

ମୁମ୍ବାଇ/ବେଙ୍ଗାଲୁରୁ,୨୪।୧୧ : କର୍ନାଟକ ଏବଂ ମହାରାଷ୍ଟ୍ର ମଧ୍ୟରେ ଦୀର୍ଘ ଦଶନ୍ଧି ଧରି ଚାଲିଥିବା ସୀମା ବିବାଦ ପୁଣି ଥରେ ଚର୍ଚ୍ଚାର ବିଷୟ ପାଲଟିଥିବାରୁ ଭାଜପା ଅସୁବିଧାରେ ପଡିଛି। ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସ ଏବଂ କର୍ନାଟକ ମୁଖ୍ୟମନ୍ତ୍ରୀ ବାସଭାରାଜ ଏସ...

ଅନଲାଇନ୍‌ ଆରଟିଆଇ ପୋର୍ଟାଲ ଆରମ୍ଭ, ସୁପ୍ରିମ୍‌କୋର୍ଟ ସୂଚନା ଏବେ ମିଳିବ ସହଜରେ…

ନୂଆଦିଲ୍ଲୀ,୨୪।୧୧ : ପ୍ରଧାନ ବିଚାରପତି ଡି.ଓ୍ବାଇ. ଚନ୍ଦ୍ରଚୂଡ଼ ଦେଶର ନ୍ୟାୟିକ ବ୍ୟବସ୍ଥାରେ ଉନ୍ନତି ଆଣିବାକୁ ଚେଷ୍ଟା କରୁଛନ୍ତି। ବର୍ତ୍ତମାନ ସୁପ୍ରିମକୋର୍ଟରେ ସୂଚନା ପାଇବା ସହଜ ହେବ। ନିକଟରେ ସୁପ୍ରିମକୋର୍ଟ ଅନଲାଇନ ଆରଟିଆଇ ପୋର୍ଟାଲ ଲଞ୍ଚ କରିଥିଲେ। ସୁପ୍ରିମକୋର୍ଟଙ୍କଠାରୁ ସୂଚନା ପାଇବାକୁ,...

୫ଟା ଯାଏ ଗୃହ ମୁଲତବୀ

ଭୁବନେଶ୍ୱର,୨୪ା୧୧(ବ୍ୟୁରୋ): ଗୁରୁବାର ବିଧାନସଭା ଶୀତକାଳୀନ ଗୃହକାର୍ଯ୍ୟ ଆରମ୍ଭ ହେଉ ହେଉ ୫ ଯାଏ ମୁଲତବୀ ରହିଛି। ଆରମ୍ଭରେ ଦିବଂଗତ ସଦସ୍ୟଙ୍କୁ ଶ୍ରଦ୍ଧାଞ୍ଜଳି ପରେ ଗୃହକାର୍ଯ୍ୟକୁ ଅପରାହ୍ନ ୫ଟା ଯାଏ ମୁଲତବୀ ରଖାଯାଇଛି।

ନିର୍ବାଚନ କମିଶନରଙ୍କ ନିଯୁକ୍ତି ଏତେ ସୁପରଫାଷ୍ଟ କାହିଁକି, କେନ୍ଦ୍ରକୁ ପ୍ରଶ୍ନ କଲେ ସୁପ୍ରିମ୍‌କୋର୍ଟ…

ନୂଆଦିଲ୍ଲୀ,୨୪।୧୧ : ମୁଖ୍ୟ ନିର୍ବାଚନ କମିଶନର ଏବଂ ନିର୍ବାଚନ କମିଶନରଙ୍କ ନିଯୁକ୍ତି ସମ୍ପର୍କରେ ସୁପ୍ରିମକୋର୍ଟର ସାମ୍ବିଧାନିକ ବେଞ୍ଚରେ ଶୁଣାଣି ସମୟରେ କେନ୍ଦ୍ର ସରକାରଙ୍କୁ ସୁପ୍ରିମକୋର୍ଟ କେତେକ ପ୍ରଶ୍ନ କରିଛନ୍ତି। କେନ୍ଦ୍ର ସରକାର ନିର୍ବାଚନ କମିଶନର ଅରୁଣ ଗୋଏଲଙ୍କ ନିଯୁକ୍ତି ଫାଇଲକୁ...

ରାଜସ୍ବ ବୃଦ୍ଧି ଯୋଜନା : ନୂଆ ସମ୍ପତ୍ତିର ଚିହ୍ନଟ ପାଇଁ ସମସ୍ତ ମନ୍ତ୍ରଣାଳୟକୁ କେନ୍ଦ୍ରର ନିର୍ଦ୍ଦେଶ…

ନୂଆଦିଲ୍ଲୀ,୨୪।୧୧ : କେନ୍ଦ୍ର ସରକାର ସମସ୍ତ ମନ୍ତ୍ରଣାଳୟ ଏବଂ ବିଭାଗକୁ ନୂତନ ସମ୍ପତ୍ତି ଚିହ୍ନଟ କରିବାକୁ କହିଛନ୍ତି ଯାହା ଦ୍ୱାରା ସେସବୁର ଶୀଘ୍ର ମୁଦ୍ରୀକରଣ ହୋଇପାରିବେ। ଯାହାଦ୍ୱାରା ମୁଦ୍ରୀକରଣ ପ୍ରକ୍ରିୟାକୁ ପୁନର୍ବାର ଟ୍ରାକରେ ରଖାଯାଇପାରିବ। ଏହି ଆର୍ଥିକ ବର୍ଷ ପାଇଁ...

ଆରମ୍ଭ ହେଲା ବିଧାନସଭା ଶୀତ ଅଧିବେଶନ

ଭୁବନେଶ୍ୱର,୨୪ା୧୧(ବ୍ୟୁରୋ): ଗୁରୁବାର ଆରମ୍ଭ ହୋଇଛି ବିଧାନସଭାର ଶୀତକାଳୀନ ଅଧିବେଶନ। ଏହି ଅଧିବେଶନ ଡିସେମ୍ବର ୩୧ ପର୍ଯ୍ୟନ୍ତ ଚାଲିବ। ବିଧାନସଭା ଆରମ୍ଭରେ ଦିବଂଗତ ନେତାଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ ଆଗତ କରିବା ପରେ ଗୃହକାର୍ଯ୍ୟ...

ଆରମ୍ଭ ହେଲା ଧରିତ୍ରୀର ‘ୟୁଥ୍‌ କନ୍‌କ୍ଲେଭ୍‌-୨୦୨୨’

ଭୁବନେଶ୍ୱର,୨୪।୧୧(ବ୍ୟୁରୋ): ନଭେମ୍ବର ୨୪ ତାରିଖ ‘ଧରିତ୍ରୀ’ର ଜନ୍ମବାର୍ଷିକୀ। ଏହି ଅବସରରେ ଧରିତ୍ରୀ ପକ୍ଷରୁ ‘ୟୁଥ୍‌ କନ୍‌କ୍ଲେଭ-୨୦୨୨’ ଆରମ୍ଭ ହୋଇଛି। ଗୁରୁବାର ହୋଟେଲ ସ୍ବସ୍ତି ପ୍ରିମିୟମଠାରେ ଆୟୋଜିତ ଏହି ସମ୍ମିଳନୀରେ ରାଜ୍ୟ ତଥା ଦେଶର ବିଭିନ୍ନ ପ୍ରାନ୍ତରରୁ ଯୁବ ପରିବେଶବିତ୍‌ମାନେ ଯୋଗଦେଇଛନ୍ତି।...

ବିଧାୟକ କିଣାବିକା ମାମଲାରେ ଭାଜପା ମହାସଚିବଙ୍କ ନାମ…

ହାଇଦ୍ରାବାଦ,୨୪।୧୧ : ତେଲେଙ୍ଗାନା ପୋଲିସର ଏସଆଇଟି ଗୁରୁବାର ତେଲେଙ୍ଗାନାର ଶାସକ ତେଲେଙ୍ଗାନା ରାଷ୍ଟ୍ର ସମିତି (ଟିଆରଏସ)ର ଚାରିଜଣ ବିଧାୟକଙ୍କ କିଣାବିକା କାରବାର ମାମଲାରେ ଭାଜପା ଜାତୀୟ ସଂଗଠନର ମହାସଚିବ ବି.ଏଲ ସନ୍ତୋଷଶ ଏବଂ ଅନ୍ୟ ତିନିଜଣଙ୍କ ବିରୋଧରେ ଅଭିଯୋଗ ଆଣିଛି।...

ଚାଇନା ନେପାଳର ୩୬ ହେକ୍ଟର ଜମି କରିଛି ଦଖଲ…

ବେଜିଂ/କାଠମାଣ୍ଡୂ,୨୪।୧୧ : ନେପାଳର ଉତ୍ତର ସୀମାରେ ଚାଇନା ୧୦ଟି ସ୍ଥାନରେ ୩୬ ହେକ୍ଟର ଜମି ଦଖଲ କରିଛି। ନେପାଳର କୃଷି ମନ୍ତ୍ରଣାଳୟ ସ୍ବାରା ଜାରି କରାଯାଇଥିବା ସର୍ଭେ ଡକ୍ୟୁମେଣ୍ଟରେ ଏହା ପ୍ରକାଶ ପାଇଛି। ସେହିଭଳି ଗୃହ ମନ୍ତ୍ରଣାଳୟର ଏକ ଅଧ୍ୟୟନରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri