Tag Archives: Home Middle

ଜେଲରେ ସତ୍ୟେନ୍ଦ୍ର ଜୈନଙ୍କ ମସାଜ ଭିଡ଼ିଓ ଭାଇରାଲ…

ତିହାର,୧୯।୧୧ : ଭାଜପା ଶନିବାର ଆମ ଆଦମୀ ପାର୍ଟିର ସଂଯୋଜକ ତଥା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କୁ ଘେରିଛି। ତିହାର ଜେଲରେ ଏଏପି ମନ୍ତ୍ରୀ ସତ୍ୟେନ୍ଦ୍ର ଜୈନଙ୍କୁ ତାଙ୍କ ଜେଲ ସେଲରେ ମସାଜ କରାଯାଉଥିବା ଭିଡ଼ିଓ ସୋସିଆଲ ମିଡ଼ିଆରେ ଭାଇରାଲ...

ପ୍ରଥମ ଥର ପାଇଁ କିମ୍‌ଙ୍କ ଝିଅ ସାମ୍ନାକୁ ଆସିଲେ…

ପ୍ୟୋଙ୍ଗୟାଙ୍ଗ,୧୯।୧୧ : ଉତ୍ତର କୋରିଆର ଏକଛତ୍ରବାଦୀ ଶାସକ କିମ୍‌ ଜୋଙ୍ଗ ଉନଙ୍କ ବିଷୟରେ ଅନେକ ଗୁପ୍ତ କଥା ଅଛି ଯାହା କେହି ଜାଣନ୍ତି ନାହିଁ। ବିଶେଷକରି ତାଙ୍କ ବ୍ୟକ୍ତିଗତ ଜୀବନ ବିଷୟରେ ବହୁତ କମ ତଥ୍ୟ ଦୁନିଆକୁ ଜଣା। ତେବେ...

ଅରୁଣାଚଳ ପ୍ରଦେଶରେ ପ୍ରଥମ ଗ୍ରୀନଫିଲ୍ଡ ଏୟାରପୋର୍ଟର ଉଦଘାଟନ କଲେ ମୋଦି

ଇଟାନଗର,୧୯ ।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଅରୁଣାଚଳ ପ୍ରଦେଶକୁ ଏକ ବଡ ଉପହାର ଦେଇଛନ୍ତି । ସେଠାରେ ସେ ପ୍ରଥମ ଗ୍ରୀନଫିଲ୍ଡ ଏୟାର ପୋର୍ଟର ଉଦ୍‌ଘାଟନ କରିଛନ୍ତି । ଏହି ଅବସରରେ ସେ ଜନତାଙ୍କୁ ସମ୍ବୋଧନ ଦେବା ସମୟରେ...

ଡିସେମ୍ବର ୭ରୁ ଶୀତକାଳୀନ ଅଧିବେଶନ

ନୂଆଦିଲ୍ଲୀ,୧୯।୧୧: ସଂସଦର ଶୀତକାଳୀନ ଅଧିବେଶନ ଡିସେମ୍ବର ୭ରୁ ଆରମ୍ଭ ହେବ । ଏହା ୨୯ ତାରିଖ ଯାଏ ଚାଲିବ। କେନ୍ଦ୍ର ସଂସଦୀୟ ବ୍ୟାପାର ମନ୍ତ୍ରୀ ପ୍ରହଲ୍ଲାଦ ଯୋଶୀ ଏହି ସୂଚନା ଦେଇଛନ୍ତି। ସେ ଟୁଇଟ୍‌ କରି କହିଛନ୍ତି, ଚଳିତବର୍ଷ ଶୀତକାଳୀନ...

ଗୁଜରାଟ ବିଧାନସଭା ପାଇଁ ଆଜିଠାରୁ ମୋଦିଙ୍କ ମାରାଥନ ରାଲି, ପ୍ରାୟ ୨୫ ଜନସଭାକୁ କରିବେ ସମ୍ବୋଧନ

ନୂଆଦିଲ୍ଲୀ,୧୯ ।୧୧: ଗୁଜରାଟ ବିଧାନସଭା ନିର୍ବାଚନକୁ ନେଇ ପ୍ରାୟ ସମସ୍ତ ରାଜନୈତିକ ଦଳ ଯୋର ସୋରରେ ସେମାନଙ୍କ ପ୍ରଚାର ଅଭିଯାନ ଆରମ୍ଭ କରି ସାରିଛନ୍ତି । ଏହି କ୍ରମରେ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଜ୍ୟରେ ନିର୍ବାଚନ ପ୍ରଚର ପାଇଁ...

ଆମେରିକା ସହ ଏହାର ମିତ୍ର ଦେଶକୁ ପରମାଣୁ ଆକ୍ରମଣର ଚେତାବନୀ ଦେଲେ କିମ

ପୋଙ୍ଗୟାଙ୍ଗ,୧୯ ।୧୧: ପୁଣିଥରେ ଚର୍ଚ୍ଚାରେ ଉତ୍ତର କୋରିଆର ଏକଛତ୍ରବାଦୀ ଶାସକ କିନ ଜୋନ ଉନ । ଏଥର ସେ ଆମେରିକା ଓ ଏହାର ମିତ୍ର ଦେଶ ଗୁଡିକୁ ପରମାଣୁ ଆକ୍ରମଣର ଧମକ ଦେଇଛନ୍ତି । ଶନିବାର କିମ ନିଜେ ନିଜ...

ଏଲନ ମସ୍କଙ୍କ ଘୋଷଣା: ନୂଆ ନିୟମ ଅନୁଯାୟୀ ନକରାତ୍ମକ ଟୁଇଟକୁ ଆଗକୁ ବଢାଇବ ନାହିଁ ଟୁଇଟର

ୱାଶିଂଟନ,୧୯ ।୧୧: ବିଶ୍ୱର ସବୁଠାରୁ ଧନି ବ୍ୟକ୍ତି ତଥା ଟୁଇଟରର ନୂଆ ମାଲିକ ଏଲନ ମସ୍କଙ୍କ ନୂଆ ନୀତି ଅନୁଯାୟୀ, ନକରାତ୍ମକ ଓ ଘୃଣା ଶବ୍ଦ ଥିବା ଟୁଇଟକୁ ଆଗକୁ ନ ବଢାଇବା ଓ ଏହାକୁ ଡିମୋନେଟାଇଜ କରିବାକୁ ଘୋଷଣା...

ପଦ୍ମପୁର ଉପନିର୍ବାଚନ: ୨ ପ୍ରାର୍ଥିପତ୍ର ରବ୍ଦ, ୧୧ କାଏମ

ପଦ୍ମପୁର,୧୮।୧୧(ଡି.ଏନ୍‌.ଏ.): ବରଗଡ଼ ଜିଲା ପଦ୍ମପୁର ଉପନିର୍ବାଚନ ପାଇଁ ଶୁକ୍ରବାର ପ୍ରାର୍ଥିପତ୍ର ଯାଞ୍ଚ ପ୍ରକ୍ରିୟା ହୋଇଥିଲା। ଯାଞ୍ଚରେ ୨ ସ୍ବାଧିନ ପ୍ରାର୍ଥୀ ଜୟନ୍ତ ଥପା ଏବଂ ଦେବଦତ୍ତ ସୁନାନୀଙ୍କ ପ୍ରାର୍ଥିପତ୍ର ରବ୍ଦ ହୋଇଛି। ଅନ୍ୟପକ୍ଷରେ ୧୧ଜଣଙ୍କ ପ୍ରାର୍ଥିପତ୍ର କାଏମ ରହିଥିବା ପଦ୍ମପୁର...

ଆତଙ୍କବାଦକୁ କୌଣସି ଧର୍ମ ସହ ଯୋଡିବା ଠିକ ନୁହେଁ : ଶାହା

ନୂଆଦିଲ୍ଲୀ,୧୮ ।୧୧: କେନ୍ଦ୍ର ସ୍ୱରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଶୁକ୍ରବାର କାଉଣ୍ଟର-ଟେରରିଜିମ ଫାଇନାନସିଂ ଉପରେ ହୋଇଥିବା ତୃତୀୟ ‘ ନୋ ମନି ଫର ଟେରର’ ମନ୍ତ୍ରିସ୍ତରୀୟ ସମ୍ମିଳନୀରେ ଭାଗ ନେଇଥିଲେ । ଏହି ସମ୍ମିଳନୀକୁ ସମ୍ବୋଧିତ କରି ଶାହା କହିଛନ୍ତି, ଆମ...

ଆଜି ଏଲିଜାବେଥ୍‌ଙ୍କ ଦଣ୍ଡ ଘୋଷଣା

ଓ୍ବାଶିଂଟନ,୧୮ା୧୧: ଆମେରିକାର ପ୍ରସିଦ୍ଧ ବାୟୋଟେକ୍‌ ଷ୍ଟାର୍‌ ଏଲିଜାବେଥ୍‌ ହୋମ୍‌ସଙ୍କୁ କୋର୍ଟ ଦୋଷୀ ସାବ୍ୟସ୍ତ କରିଛନ୍ତି। ରୋଗୀଙ୍କ ଜୀବନକୁ ବିପଦରେ ପକାଇ ନିବେଶକଙ୍କ ସହିତ ଠକିବାରେ କୋର୍ଟ ତାଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ଜାନୁୟାରୀରେ ଏଲିଜାବେଥ୍‌ଙ୍କ ଉପରେ ଓ୍ବାଲ ଷ୍ଟ୍ରିଟ ଜର୍ନାଲ...

ପାଣିକୁ ଖସିଲା ବସ୍‌, ୧୨ ଶିଶୁ ସମେତ ୨୦ ଜଣଙ୍କ ମୃତ୍ୟୁ

ଇସଲାମାବାଦ,୧୮ା୧୧: ପାକିସ୍ତାନର ବନ୍ୟା ପ୍ରଭାବିତ ସିନ୍ଧ ପ୍ରଦେଶରେ ଏକ ବସ୍‌ ପାଣି ଭିତରକୁ ଖସି ପଡ଼ିଛି। ଫଳରେ ୧୨ ଶିଶୁଙ୍କ ସମେତ ଅତି କମ୍‌ରେ ୨୦ଜଣଙ୍କର ମୃତ୍ୟୁ ଘଟିଛି। ଏହି ବସଟି ଖଇରପୁରରୁ ଶେହଓ୍ବାନକୁ ଆସୁଥିଲା। ତୀର୍ଥଯାତ୍ରୀଙ୍କୁ ନେଇ ଯାଉଥିବା...

ଇତିହାସ ରଚିଲା ଭାରତ: ଦେଶର ପ୍ରଥମ ପ୍ରାଇଭେଟ୍‌ ରକେଟ୍‌ ବିକ୍ରମ-ଏସ୍‌ର ସଫଳ ଉଦ୍‌କ୍ଷେପଣ

ହାଇଦ୍ରାବାଦ,୧୮।୧୧: ଦେଶର ପ୍ରଥମ ପ୍ରାଇଭେଟ୍‌ ରକେଟ ବିକ୍ରମ-ଏସ ଶୁକ୍ରବାର ଆନ୍ଧ୍ରପ୍ରଦେଶର ଶ୍ରୀହରିକୋଟାଠାରୁ ଉତକ୍ଷେପଣ କରାଯାଇଛି। ସ୍ପେସ ଷ୍ଟାର୍ଟଅପ ସ୍କାଇରୁଟ୍‌ ଏରୋସ୍ପେସ ଦ୍ୱାରା ବିକଶିତ ଏହି ରକେଟକୁ ଭାରତୀୟ ସ୍ପେସ ରିସର୍ଚ୍ଚ ଅର୍ଗାନାଇଜେସନ (ଇସ୍ରୋ) ପକ୍ଷରୁ ସକାଳ ୧୧.୩୦ ଉତକ୍ଷେପଣ କରାଯାଇଥିଲା।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri