Tag Archives: Home Middle

କଂଗ୍ରେସକୁ ଓମାର ଅବଦୁଲ୍ଲାଙ୍କ ଅଲ୍ଟିମେଟମ:ଗୋଟିଏ ଦିନ ସମୟ ଦେଲୁ…ନଚେତ୍‌

ନୂଆଦିଲ୍ଳୀ,୧୧।୧୦: ଜମ୍ମୁ କଶ୍ମୀରର ମୁଖ୍ୟମନ୍ତ୍ରୀ ପଦ ଗ୍ରହଣ କରିବାକୁ ଓମାର ଅବଦୁଲ୍ଲା ପ୍ରସ୍ତୁତ ଅଛନ୍ତି। ଏହାପୂର୍ବରୁ ସେ କହିଛନ୍ତି, ଜମ୍ମୁ କଶ୍ମୀରରେ ନ୍ୟାଶନାଲ୍‌ କନଫରେନ୍ସ(ଏନ୍‌ସି)ର ଆସନ ୪୬ରେ ପହଞ୍ଚିଛି। କାରଣ ୪ଟି ସ୍ବାଧୀନ ବିଧାୟକ ଦଳକୁ ସମର୍ଥନ କରିଛନ୍ତି। ବର୍ତ୍ତମାନ...

ଲେବାନନ ଉପରେ ଇସ୍ରାଏଲର ରକେଟ୍‌ ମାଡ଼: ୨୨ ମୃତ, ଶତାଧିକ ଆହତ

ଜେରୁଜେଲମ୍‌,୧୧ା୧୦: ଥମୁନି ଇସ୍ରାଏଲ-ଇରାନ ଯୁଦ୍ଧ। ଲେବାନନ ଉପରେ ଇସ୍ରାଏଲ ଘନଘନ ରକେଟ୍‌ ମାଡ଼ କରିଛି। ବେରୁଟର ଏକ ଜନବସତି କୋଠା ଉପରେ ରକେଟ ମାଡ଼ କରିବାରୁ ୨୨ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ଶତାଧିକ ଆହତ ହୋଇଥିବା ସୂଚନାରୁ ଜଣାପଡ଼ିଛି। ବିନା...

ଭୁବନେଶ୍ୱରରେ ଭଡ଼ାରେ ଲାଗିଛି ଆବାସ ଯୋଜନା ଘର: ଛଡାଇ ନେବ ବିଏମସି

ଭୁବନେଶ୍ୱର,୧୦।୧୦: ରାଜଧାନୀରେ ରାଜିବ ଆବାସ ଯୋଜନରେ ସରକାରଙ୍କ ଠାରୁ ମାଗଣାରେ ଘର ପାଇ ତାକୁ ଭଡାରେ ଦେଇ ମୋଟା ଅଙ୍କର ଟଙ୍କା କାମଉଛନ୍ତି। ନିଜକୁ ଭୂମିହୀନ, ଗୃହହୀନ, ଗରିବ ବୋଲି ଦର୍ଶାଇ ହିତାଧିକାରୀ ପାଲଟିଥିବା କିଛି ଘରମାଲିକଙ୍କ ଏଭଳି କେଳେଙ୍କାରୀ...

ଆନ୍ଧ୍ର ସରକାରଙ୍କୁ ଜମି ପଟ୍ଟା ମାଗି ଧାରଣାରେ ବସିଲେ କୋଟିଆ ପଞ୍ଚାୟତର ଲୋକେ; ଚିନ୍ତାରେ ଓଡ଼ିଶା ସରକାର

ପଟ୍ଟାଙ୍ଗି,୧୦।୧୦(ଶରତ ଧଳ): ପଡୋଶୀ ଆନ୍ଧ୍ର ରାଜ୍ୟ ତହସିଲ କାର୍ଯ୍ୟାଳୟ ସମୁଖରେ ଓଡ଼ିଶାର ସୀମାନ୍ତ ଗ୍ରାମବାସୀ ଜଙ୍ଗଲଜମି ପଟ୍ଟା ପ୍ରଦାନ ଦାବି ଉଠାଇ ଧାରଣା ଦେବା ଦୃଶ୍ୟ ଓଡିଶା ସରକାରଙ୍କ ପ୍ରଶାସନ ପାଇଁ ସୃଷ୍ଟି କରିଛି ଚିନ୍ତାର ବିଷୟ। ଏହିପରି ଘଟଣା...

ପଞ୍ଚଭୂତରେ ବିଲୀନ ହେଲେ ରତନ ଟାଟା

ମୁମ୍ବାଇ,୧୦ା୧୦: ବିଶିଷ୍ଟ ଶିଳ୍ପପତି ରତନ ଟାଟାଙ୍କ ଅନ୍ତିମ ସଂସ୍କାର ରାଜକୀୟ ସମ୍ମାନ ସହିତ ମୁମ୍ବାଇର ୱର୍ଲି ସ୍ମଶାନରେ କରାଯାଇଛି। ଟାଟା ସନ୍ସର ସମ୍ମାନିତ ପୂର୍ବତନ ଚେୟାରମ୍ୟାନ୍ ରତନ ଟାଟାଙ୍କର ୮୬ ବର୍ଷ ବୟସରେ ବୁଧବାର ରାତିରେ ଦେହାନ୍ତ ହୋଇଛି। ସେ...

ବିଜେଡିରୁ ଇସ୍ତଫା ଦେଲେ ପ୍ରକାଶ ବେହେରା

ଭୁବନେଶ୍ୱର,୧୦ା୧୦: ବିଜୁ ଜନତା ଦଳରୁ ଇସ୍ତଫା ଦେଇଛନ୍ତି ପ୍ରକାଶ ବେହେରା। ଦଳର ସଭାପତି ନବୀନ ପଟ୍ଟନାୟକଙ୍କୁ ପ୍ରକାଶ ତାଙ୍କର ଇସ୍ତଫା ପତ୍ର ପଠାଇଛନ୍ତି। ଗତ ନିର୍ବାଚନ ପୂର୍ବରୁ ପ୍ରକାଶ ଭାଂଜପରି ଇସ୍ତଫା ଦେଇ ବିଜେଡିରେ ଯୋଗ ଦେଇଥିଲେ। ଏହାପରେ ବିଜେଡି...

ସାହିତି୍ୟକା ହାନ୍‌ କାଙ୍ଗ୍‌ ପାଇବେ ସାହିତ୍ୟ ପାଇଁ ନୋବେଲ ପୁରସ୍କାର

ସିଓଲ,୧୦ା୧୦: ଦକ୍ଷିଣ କୋରିଆ ଲେଖିକା ହାନ୍‌ କାଙ୍ଗ୍‌ଙ୍କୁ ୨୦୨୪ ସାହିତ୍ୟରେ ନୋବେଲ ପୁରସ୍କାର ପ୍ରଦାନ ପାଇଁ ମନୋନୀତ କରାଯାଇଛି।  ତାଙ୍କ ରଚିତ କାବ୍ୟାତ୍ମକ ଗଦ୍ୟ ଐତିହାସିକ ଆଘାତର ସାମ୍‌ନା କରିବା ସହ ମାନବ ଜୀବନର ଭଙ୍ଗୁରତାକୁ ପଦାରେ ପକାଇଥାଏ ବୋଲି...

ଯେଉଁ କମ୍ପାନୀରେ ସିଭି ପକାଇ ପାଇଥିଲେ ଚାକିରି, ସେହି ଟାଟା କମ୍ପାନୀର ହେଲେ ମାଲିକ

ନୂଆଦିଲ୍ଲୀ,୧୦।୧୦: ୮୬ବର୍ଷରେ ସାରା ଦୁନିଆକୁ ପର କରି ଦେଇଛନ୍ତି ଭାରତର ବିଜନେସ ଟାଇଫୁନ୍‌ ରତନ ଟାଟା। ବ୍ୟବସାୟରେ ସେ ବିପ୍ଲବ ଆଣିଥିଲେ ଯେ, ଟାଟା ଲୁଣଠୁ ଆରମ୍ଭ କରି ବିଭିନ୍ନ ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀରେ ପ୍ରତି ଘରେ ଘରେ ବ୍ୟବହାର...

ରାହୁଲଙ୍କୁ ସମର୍ଥନ କରିଦେଲେ ଚନ୍ଦ୍ରବାବୁ ନାଇଡୁ, ଏକାକୀ ପଡିଗଲେ ମୋଦି, ଜାତୀୟ ରାଜନୀତିରେ ବଡ଼ ହଲଚଲ

ନୂଆଦିଲ୍ଲୀ,୧୦।୧୦: ହରିୟାଣାରେ ଭାଜପାକୁ ମିଳିଛି ହ୍ୟାଟ୍ରିକ ବିଜୟ। ଭାଜପା ଖାତାକୁ ଆଉ ଗୋଟିଏ ରାଜ୍ୟ ଯାଉଥିବାବେଳେ କଂଗ୍ରେସ ହାତରୁ ହରିୟାଣା ହାତଛଡା ହୋଇଛି। ଏନେଇ କଂଗ୍ରେସ ସମେତ ଇଣ୍ଡିଆ ମେଣ୍ଟକୁ ଶକ୍ତ ଝଟ୍‌କା ଲାଗିଛି। ବିଜୟର ଖୁସି ପାଳିବା ପାଇଁ...

ଥରେ ନୁହେଁ ୪ ଥର ପ୍ରେମରେ ପଡିଥିଲେ ରତନ ଟାଟା, କିନ୍ତୁ…

ନୂଆଦିଲ୍ଲୀ,୧୦।୧୦: ଶିଳ୍ପ ଜଗତରେ ରତନ ଟାଟା ଏକ ମାଇଲ ଖୁଣ୍ଟ ସୃଷ୍ଟି କରିଛନ୍ତି। ୮୬ ବୟସରେ ଆମକୁ ଛାଡି ଚାଲିଯାଇଛନ୍ତି ଦେଶର ସବୁଠାରୁ ବଡ଼ ଉଦ୍ୟୋଗପତି ଓ ଦାନବୀର। ଅକ୍ଟୋବର ୯ତାରିଖ ରାତିରେ ସେ ସମସ୍ତଙ୍କୁ ଶୋକ ସମୁଦ୍ରରେ ଭସାଇ...

ରାଜକୀୟ ସମ୍ମାନ ସହ ରତନ ଟାଟାଙ୍କୁ ଦିଆଯିବ ଅନ୍ତିମ ବିଦାୟ: ୨ ରାଜ୍ୟରେ ଦିନିକିଆ ଶୋକ

ନୂଆଦିଲ୍ଲୀ,୧୦।୧୦: ବିଶିଷ୍ଟ ଶିଳ୍ପପତି ତଥା ଟାଟା ସନ୍ସର ପୂର୍ବତନ ଅଧ୍ୟକ୍ଷ ରତନ ଟାଟାଙ୍କ ବୁଧବାର ବିଳମ୍ବିତ ରାତିରେ ପରଲୋକ ହୋଇଛି। ତାଙ୍କୁ ୮୬ ବର୍ଷ ହୋଇଥିଲା। ବୟସାଧିକ କାରଣରୁ ସ୍ବାସ୍ଥ୍ୟଗତ ସମସ୍ୟା ଦେଇ ଗତି କରୁଥିବା ରତନଙ୍କୁ କିଛିଦିନ ତଳେ...

କିଏ ହେବେ ରତନ ଟାଟାଙ୍କ ଉତ୍ତରାଧିକାରୀ? ୩୩.୭ ଟ୍ରିଲିୟନ ଟାଟା ସାମ୍ରାଜ୍ୟ ଏବେ…

ନୂଆଦିଲ୍ଳୀ,୧୦।୧୦: ଟାଟା ଗ୍ରୁପ୍‌ର ପୂର୍ବତନ ଚେୟାରମ୍ୟାନ ରତନ ଟାଟାଙ୍କ ପରଲୋକ ଘଟିଛି। ସେ ୮୬ ବର୍ଷ ବୟସରେ ଶେଷନିଃଶ୍ୱାସ ତ୍ୟାଗ କରିଛନ୍ତି। ସେ ଉଭୟ ବ୍ୟବସାୟ ଜଗତ ଏବଂ ସାମାଜିକ ସେବାରେ ଏକ ଉଦାହରଣ ପାଲଟିଛନ୍ତି। ତାଙ୍କର ବିପୁଳ ଧନ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri