Tag Archives: Home Middle

ଭର୍ତ୍ତୃହରି ମହତାବଙ୍କୁ ଲୋକ ସଭା କାମଚଳା ବାଚସ୍ପତି ନିଯୁକ୍ତ କଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ,୨୦।୬: ଓଡ଼ିଶାର ବରିଷ୍ଠ ଲୋକ ସଭା ଏମପି ଭର୍ତ୍ତୃହରି ମହତାବଙ୍କୁ କାମଚଳା ବାଚସ୍ପତି ନିଯୁକ୍ତ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ସମ୍ବିଧାନର ଧାରା ୯୫ (୧) ଅନୁଯାୟୀ ତାଙ୍କୁ ଏହି ପଦବୀରେ ନିଯୁକ୍ତ କରାଯାଇଛି। ସେହିପରି ଲୋକ ସଭା ସଦସ୍ୟ...

ବାରବାଟୀକୁ ଫେରିଲା ଅନ୍ତର୍ଜାତୀୟ ଦିନିକିଆ ମ୍ୟାଚ୍‌: ଏହି ଦିନ ମ୍ୟାଚ୍‌ର ମଜା ନେବେ ଦର୍ଶକ

କଟକ,୨୦।୩: ଓଡ଼ିଶା କ୍ରିକେଟ୍‌ପ୍ରେମୀଙ୍କ ପାଇଁ ଖୁସି ଖବର। ପୁଣିଥରେ ଐତିହାସିକ ବାରବାଟୀ ଷ୍ଟାଡିୟମରେ ଖେଳାଯିବ ଅନ୍ତର୍ଜାତୀୟ ଦିନିକିଆ ମ୍ୟାଚ୍‌। ୨୦୨୫ ମସିହାରେ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଖେଳାଯିବାକୁ ଥିବା ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍‌ ମଧ୍ୟରୁ ଗୋଟିଏ...

ଆସିଲା ବଡ଼ ଅପ୍‌ଡେଟ୍‌: ଏହିଦିନରୁ ସ୍ବାଭାବିକ ହେବ ସମସ୍ତ ବିଦ୍ୟାଳୟ

ଭୁବନେଶ୍ୱର,୨୦ା୬(ଅସମାପିକା ସାହୁ): ପାଣିପାଗ ବିଭାଗର ସୂଚନାକୁ ଆଧାର କରି ରାଜ୍ୟ ସରକାର ସମସ୍ତ ସରକାରୀ, ବେସରକାରୀ ଓ ଅନୁଦାନପ୍ରାପ୍ତ ବିଦ୍ୟାଳୟଗୁଡ଼ିକ ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ଜୁନ୍‌ ୨୧ ଯାଏ ସକାଳ ୬ଟା ୩୦ରୁ ୧୦ଟା ୩୦ ପର୍ଯ୍ୟନ୍ତ ଖୋଲା...

ଖୁବ୍‌ଶୀଘ୍ର ପ୍ରକାଶ ପାଇବ UGC-NET ନୂଆ ପରୀକ୍ଷା ସୂଚୀ: ସଚିବ

ନୂଆଦିଲ୍ଲୀ,୨୦ା୬: ଦେଶରେ ଡାକ୍ତରୀ, ଇଞ୍ଜିନିୟରିଂ ଓ ଫେଲୋଶିପ୍‌ ଭଳି ସମ୍ମାନଜନକ ପାଠ୍ୟକ୍ରମରେ ନାମ ଲେଖାଇବା ପାଇଁ ଉଦ୍ଦିଷ୍ଟ ପ୍ରବେଶିକା ପରୀକ୍ଷାର ପରିଚାଳନା ଦାୟିତ୍ୱ ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ହାତରେ ନ୍ୟସ୍ତ ରହିଛି। କିନ୍ତୁ କେନ୍ଦ୍ର ଉଚ୍ଚଶିକ୍ଷା ମନ୍ତ୍ରଣାଳୟ ଅଧୀନ...

ସ୍ମୃତି ଇରାନୀଙ୍କ ଠାରୁ ଅଜୟ ମିଶ୍ର ଟେନିଙ୍କ ପରି ଏହିସବୁ ମନ୍ତ୍ରୀଙ୍କୁ ସରକାରୀ ବଙ୍ଗଳା ଖାଲି କରିବାକୁ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୦।୬:ଦେଶରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ନୂଆ ସରକାର ଗଠନ ହୋଇଛି। ମୋଦିଙ୍କ ନୂଆ ମନ୍ତ୍ରୀ ମଣ୍ଡଳରେ ବହୁନେତା ସ୍ଥାନ ପାଇଛନ୍ତି। ତେବେ ୧୮ତମ ଲୋକ ସଭା ଅଧିବେଶନରେ ବିଜୟୀ ଏମପିମାନେ ଶପଥ ଗ୍ରହଣ କରିବାକୁ ଯାଉଛନ୍ତି। ଜୁନ ୨୪ରୁ...

ଡ୍ରେନରେ ପଡି ନାବାଳକ ମୃତ୍ୟୁ ଘଟଣା: ଦୋଷ ଲଦିଦେଲା ବିଏମସି

ଭୁବନେଶ୍ୱର,୨୦।୬: ଭୁବନେଶ୍ବରରେ ମୁକୁଳା ଡ୍ରେନକୁ ନେଇ ବାରାମ୍ବାର ଅଭିଯୋଗ ଉଠୁଥିଲେ ମଧ୍ୟ ଚେତୁନି ବିଏମସି। ଶୁକ୍ରବାର ଡ୍ରେନରେ ପଡି ନାବାଳକର ମୃତ୍ୟୁ ହେବା ପରେ ପୁଣି ଥରେ ବିବାଦ ମୁଣ୍ଡ ଟେକିଛି। ଗତକାଲି BMCକୁ ଏନେଇ ରିପୋର୍ଟ ମାଗିଥିଲେ ନଗର...

ନିଟ ଅନିୟମିତତା: ଧର୍ମେନ୍ଦ୍ରଙ୍କ ଘରକୁ ଘେରାଉ କଲେ ଛାତ୍ର, ଉଠାଇ ନେଲା ପୋଲିସ

ନୂଆଦିଲ୍ଲୀ,୨୦।୬: ନିଟ ଏବଂ ୟୁଜିସି-ନେଟ ପରୀକ୍ଷାରେ ଅନିୟମିତତା ପ୍ରସଙ୍ଗରେ ଦେଶ ଉଠୁଛି ପଡୁଛି। ଏହାକୁ ନେଇ ଗୁରୁବାର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ବାସଭବନ ଘେରାଉ କରିଛନ୍ତି ଭାରତୀୟ ରାଷ୍ଟ୍ରୀୟ ଛାତ୍ର ସଂଘ NSUI। ନୂଆଦିଲ୍ଲୀ ସ୍ଥିତ ବାସଭବନ ଆଗରେ...

ବାଚସ୍ପତିଙ୍କୁ ଶୁଭେଚ୍ଛା ଜଣାଇ ଏମିତି କିଛି ଲେଖିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୦ା୬: ବିଧାନସଭାର ନୂତନ ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ ତାଙ୍କ ଶୁଭେଚ୍ଛା ବାର୍ତ୍ତାରେ ଲେଖିଛନ୍ତି, ଆପଣ ଚଳିତ ସପ୍ତଦଶ ବିଧାନସଭାର ବାଚସ୍ପତି ଭାବେ ସର୍ବସମ୍ମତି କ୍ରମେ ମନୋନୀତ...

ନୀତୀଶ ସରକାରଙ୍କୁ ପାଟନା ହାଇକୋର୍ଟଙ୍କ ଝଟ୍‌କା

ପାଟନା,୨୦ା୬: ପାଟନା ହାଇକୋର୍ଟ ନୀତୀଶ ସରକାରଙ୍କୁ ଏକ ଝଟ୍‌କା ଦେଇଛନ୍ତି। ଇବିସି, ଏସ୍‌ସି, ଏବଂ ଏସ୍‌ଟି ପାଇଁ ୬୫% ସଂରକ୍ଷଣକୁ ରଦ୍ଦ କରିଦିଆଯାଇଛି। ପାଟନା ହାଇକୋର୍ଟ ବିହାର ସଂରକ୍ଷଣ ସମ୍ବନ୍ଧୀୟ ଆଇନକୁ ବାତିଲ କରିଛନ୍ତି। ବିହାର ସରକାର ପଛୁଆ ବର୍ଗ,...

ସୁରମା ପାଢ଼ୀ ହେଲେ ବାଚସ୍ପତି

ଭୁବନେଶ୍ୱର,୨୦ା୬: ରଣପୁର ବିଧାୟିକା ସୁରମା ପାଢ଼ୀ ଗୁରୁବାର ଓଡ଼ିଶା ବିଧାନସଭାର ବାଚସ୍ପତି ଭାବେ ନିର୍ବାଚିତ ହୋଇଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ମାଝି ପ୍ରସ୍ତାବ ଦେଇଥିଲେ। ଏହି ପ୍ରସ୍ତାବକୁ ସମର୍ଥନ ଜଣାଇଥିଲେ ସଂସଦୀୟ ବ୍ୟାପାର ମନ୍ତ୍ରୀ। ସର୍ବସମ୍ମତି କ୍ରମେ ସୁରମା ନିର୍ଦ୍ୱନ୍ଦ୍ୱରେ ବାଚସ୍ପତି...

ଆସୁଛି ଲଘୁଚାପ, ୨୮ରୁ ବଢ଼ିବ ବର୍ଷା

ଭୁବନେଶ୍ୱର,୨୦ା୬: କିଛି ମାସ ଧରି ରାଜ୍ୟରେ ପ୍ରବଳ ଗରମ ଓ ଗୁଳୁଗୁଳି ଲାଗି ରହିଛି। ଜୁନ୍‌ ୮ରେ ରାଜ୍ୟକୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରବେଶ କଲା ବୋଲି ପାଣିପାଗ ବିଭାଗ ପକ୍ଷରୁ ଘୋଷଣା କରାଯାଇଥିଲା। ମାତ୍ର ଦିନକ ପରେ ଏହା...

ବଦଳିଲା ସରକାରଙ୍କ ନିଷ୍ପତ୍ତି: ୨୨ ଜଣ ଅଫିସରଙ୍କ ବଦଳି ଉପରେ ଲାଗିଲା ରୋକ୍‌

ଭୁବନେଶ୍ୱର,୨୦।୬(ଅସମାପିକା ସାହୁ): ସରକାର ବଦଳିବା ପରେ ନୂଆ ସରକାର ବିଭିନ୍ନ ବିଭାଗରେ ଦୀର୍ଘବର୍ଷ ଧରି ଥିବା ଅଫିସରମାନଙ୍କୁ ଅନ୍ୟ ବିଭାଗକୁ ବଦଳି କରିବା ପ୍ରକ୍ରିୟା ଆରମ୍ଭ କରିଛନ୍ତି। ନୂଆ ମୁଖ୍ୟମନ୍ତ୍ରୀଙ୍କୁ ତୃତୀୟ ମହଲା ଆବଣ୍ଟିତ ହେବା ପରେ ସେଠାରେ ଥିବା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri