Tag Archives: Home Middle

୪୬% ଭାରତୀୟ ପରିବାରର ଆୟ ୧୫ ହଜାରରୁ କମ୍‌

ନୂଆଦିଲ୍ଲୀ,୭।୧୧: ଗତ କିଛି ବର୍ଷ ହେବ ବିଭିନ୍ନ କାରଣରୁ ଦେଶର ମୁଣ୍ଡ ପିଛା ଆୟଠାରୁ ନେଇ ପରିବାରର ଆୟ ମଧ୍ୟ ହ୍ରାସ ପାଇଚାଲିଛି। ଫଳରେ ଦେଶରେ ଏକ ପ୍ରକାର ଅସ୍ଥିରତା ଦେଖାଦେଇଛି। ବିଶେଷକରି ଆର୍ଥିକ ଅନ୍ତର୍ଭୂକ୍ତିର ଦୃଢ ଅଭିବୃଦ୍ଧି ଏବଂ...

୪ ଆସନରେ ଭାଜପା ବିଜୟୀ

ନୂଆଦିଲ୍ଲୀ,୭ା୧୧: ନିକଟରେ ଅନୁଷ୍ଠିତ ୬ ରାଜ୍ୟର ୭ ବିଧାନସଭା ଉପନିର୍ବାଚନରେ ଭାଜପାକୁ ବଡ଼ ସଫଳତା ମିଳିଛି। ଏଥିରୁ ଗୈରିକ ଦଳ ୪ ଆସନ ଦଖଲ କରିଥିବାବେଳେ ରାଷ୍ଟ୍ରୀୟ ଜନତା ଦଳ (ଆର୍‌ଜେଡି), ଉଦ୍ଧବ ଠାକ୍‌ରେଙ୍କ ନେତୃତ୍ୱାଧୀନ ଶିବସେନା ଏବଂ ତେଲଙ୍ଗାନା...

ବିଫଳ ହୋଇଛି ବିମୁଦ୍ରୀକରଣ

ମୁମ୍ବାଇ,୭।୧୧: ଲୋକଙ୍କ ପାଖରୁ ନଗଦ ଟଙ୍କା ଛଡ଼ାଇ ନେଇ କ୍ୟାଶଲେସ୍‌ ଟ୍ରାଞ୍ଜାକ୍ସନର ସ୍ବପ୍ନ ଦେଖାଇଥିବା କେନ୍ଦ୍ର ସରକାର ଏବେ ବାସ୍ତବତାକୁ ଅନୁଭବ କରିବାର ସମୟ ଆସିଯାଇଛି। ବିମୁଦ୍ରୀକରଣକୁ ୬ବର୍ଷ ପୂରିବାକୁ ଆଉ ଗୋଟେ ଦିନ ବାକି ଥିବାବେଳେ ଭାରତୀୟଙ୍କ ପାଖରେ...

ଲୋକତନ୍ତ୍ର ବିପଦରେ: ଓବାମା

ୱାଶିଂଟନ,୭ ।୧୧: ଆମେରିକାର ମଧ୍ୟବର୍ତ୍ତୀ ନିର୍ବାଚନ ପୂର୍ବରୁ ଡେମୋକ୍ରାଟିକ ପାର୍ଟିର ନେତା ତଥା ପୂର୍ବତନ ରାଷ୍ଟ୍ରପତି ବାରାକ ଓବାମା ଏକ ସମାବେଶରେ ଭୋଟରଙ୍କୁ ସମ୍ବୋଧିତ କରିଛନ୍ତି । ଏହି ସମୟରେ ଓବାମା ଚେତାବନୀ ଦେଇ କହିଛନ୍ତି, ଦେଶରେ ଗର୍ଭପାତ ଅଧିକାର,...

ଏଲନ ମସ୍କଙ୍କ ଚେତାବନୀ, ବିନା ୱାର୍ନିଂରେ ବନ୍ଦ ହେବ ଟୁଇଟରର ପାରୋଡି ଆକାଉଣ୍ଟ

ୱାଶିଂଟନ,୭ ।୧୧: ଟୁଇଟରର ମାଲିକ ହେବା ପରେ ଏଲନ ମସ୍କ ସବୁବେଳେ ରହୁଛନ୍ତି ଚର୍ଚ୍ଚାରେ । ଏବେ କିଛି ଟୁଇଟର ଆକାଉଣ୍ଟ ସସପେଣ୍ଡ ହେବାକୁ ନେଇ ମସ୍କ ଟୁଇଟ କରି ବଡ ଘୋଷଣା କରିଛନ୍ତି । ମସ୍କ କହିଛନ୍ତି ସେମିତି...

୨୦୧୫ରୁ ୨୦୨୨ ସର୍ବାଧିକ ଉତ୍ତପ୍ତ

ଓ୍ବାଶିଂଟନ,୭।୧୧: ଜଳବାୟୁ ପରିବର୍ତ୍ତନ କାରଣରୁ ବିଶ୍ୱ ତାପମାତ୍ରା ବୃଦ୍ଧି ପାଇବାରେ ଲାଗିଛି। ୨୦୧୫ରୁ ୨୦୨୨ ସବୁଠାରୁ ଉତ୍ତପ୍ତ ବର୍ଷ ବୋଲି ଓ୍ବାଲର୍‌ଡ ମେଟେରୋଲୋଜିକାଲ ଅର୍ଗାନାଇଜେଶନ୍‌ (ଡବ୍ଲ୍ୟୁଏମ୍‌ଓ) ପକ୍ଷରୁ କୁହାଯାଇଛି। ଅମେରିକାରେ ଆୟୋଜିତ ୨୭ତମ ୟୁନାଇଟେଡ୍‌ ନେଶନ୍‌ ଫ୍ରେମ୍‌ଓ୍ବର୍କ କନ୍‌ଭେନ୍‌ସନ୍‌ ଅନ୍‌...

‘ଏନ୍‌ଡିଏ ଶାସନରେ ସର୍ବାଧିକ ବେରୋଜଗାରି, ଦରଦାମ୍‌ ଅନିୟନ୍ତ୍ରିତ’

ହାଇଦ୍ରାବାଦ,୭।୧୧: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ନେତୃତ୍ୱରେ ଚାଲିଥିବା ଭାରତ ଯୋଡ଼ୋ ଯାତ୍ରା ରବିବାର ୬୦ ଦିନ ଅତିକ୍ରମ କରିଛି। ୬୦ତମ ଦିନରେ ରାହୁଲ ରବିବାର ସକାଳେ ତେଲଙ୍ଗାନାର ମେଡକ ଜିଲା ଅନ୍ତର୍ଗତ ଆଲ୍ଲାଦୁର୍ଗରେ ପଦଯାତ୍ରା କରିଥିଲେ। ଏହି ଅବସରରେ...

ମହାକାଶକୁ ମାଙ୍କଡ଼ ପଠାଇବ ଚାଇନା

ବେଜିଂ, ୭।୧୧: ଉଦ୍ୟୋଗ ଓ ଟେକ୍ନୋଲୋଜି କ୍ଷେତ୍ରରେ ଆଗୁଆ ଥିବା ଚାଇନା ମହାକାଶ ଗବେଷଣା କ୍ଷେତ୍ରରେ ମଧ୍ୟ କୌଣସିମତେ ପଛୁଆ ନୁହେଁ। ଚାଇନା ବୈଜ୍ଞାନୀମାନେ ନୂଆକରି ଲଞ୍ଚ କରିଥିବା ଟିଆଙ୍ଗୋଙ୍ଗ୍‌ ସ୍ପେସ୍‌ ଷ୍ଟେଶନରେ ମହାକାଶକୁ ମାଙ୍କଡ଼ ପଠାଇବା ନେଇ ଯୋଜନା...

ପାଶ୍ଚାତ୍ୟରେ ‘ଅଣୁ ଅସ୍ତ୍ର’ ଛନକା

ମସ୍କୋ/କିଭ୍‌,୭ା୧୧: ୟୁକ୍ରେନ୍‌ ଉପରେ ଆକ୍ରମଣ କରି ହରଡ଼ଘଣାରେ ପଡ଼ିଥିବା ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ ନିକଟରେ ତାଙ୍କ ଫ୍ରାନ୍ସ ପ୍ରତିପକ୍ଷ ଇମାନ୍ବେଲ ମାକ୍‌ରଁଙ୍କ ସହ କଥା ହୋଇଥିଲେ। ବାର୍ତ୍ତାଳାପ ବେଳେ ସେ ଦ୍ୱିତୀୟ ବିଶ୍ୱଯୁଦ୍ଧ ଶେଷରେ ଜାପାନ ଉପରେ ଆମେରିକା...

ଅସାବଧାନତାରୁ ଜୀବନ ହାନି

ଭୁବନେଶ୍ୱର,୭।୧୧ବ୍ୟୁରୋ):ରାଜ୍ୟରେ ଗମନାଗମନ କ୍ଷେତ୍ରରେ ସୁବିଧା ପାଇଁ ସରକାରଙ୍କ ପକ୍ଷରୁ ଅନେକ ପଦକ୍ଷେପ ଗ୍ରହଣ କରାଯାଉଛି। ହେଲେ ସଡ଼କ ଦୁର୍ଘଟଣାରେ ରୋକ ଲଗାଯାଇ ପାରୁନାହିଁ। ପ୍ରତିବର୍ଷ ସଡ଼କ ଦୁର୍ଘଟଣାରେ ବହୁ ଲୋକଙ୍କ ଜୀବନ ଯାଉଛି। ଚାଳକଙ୍କ ବେପରୁଆ ମନୋଭାବ, ପ୍ରଶାସନ ପକ୍ଷରୁ...

ଧାମନଗର ପରାଜୟ ପରେ ପ୍ରତିକ୍ରିୟା ରଖିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୬।୧୧(ବ୍ୟୁରୋ): ଧାମନଗର ଉପନିର୍ବାଚନରେ ଭାଜପା ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଯ ବିଜୟୀ ହୋଇଛନ୍ତି। ଏହାକୁ ନେଇ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କର ପ୍ରତିକ୍ରିୟା ରଖିଛନ୍ତି। ବିଜୁ ଜନତା ଦଳ(ବିଜେଡି) ଜନାଦେଶକୁ ସମ୍ମାନ ଜଣାଉଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।...

ବାଜି ମାରିଲେ ସୂର୍ଯ୍ୟବଂଶୀ

ଭୁବନେଶ୍ୱର,୬ା୧୧(ବ୍ୟୁରୋ): ଧାମନଗର ଉପନିର୍ବାଚନରେ ଭାଜପା ପ୍ରାର୍ଥୀ ସୂରଜ ସୂର୍ଯ୍ୟବଂଶୀ ବିଜୟ ଲାଭ କରିଛନ୍ତି। ସେ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦ୍ୱୀ ତଥା ବିଜେଡିର ଅବନ୍ତୀ ଦାସଙ୍କୁ ୯,୮୦୨ଖଣ୍ଡ ଭୋଟରେ ହରାଇ ବିଜୟ ମୁକୁଟ ପିନ୍ଧିଛନ୍ତି। ମୋଟ୍‌ ୧୯ ରାଉଣ୍ଡ ତଥା ଅନ୍ତିମ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri