Tag Archives: Home Middle

ନେତନ୍ୟାହୁଙ୍କ ବିଜୟ ପରେ ୪ଟି ରକେଟ ଆକ୍ରମଣ କଲା ଗାଜା ପଟ୍ଟି

ତେଲ ଅଭିବ,୪ ।୧୧: ବେନଜାମିନ ନେତନ୍ୟାହୁ ଇସ୍ରାଏଲର ସାଧାରଣ ନିର୍ବାଚନରେ ବିଜୟ ଲାଭ କରିବା ପରେ ଏହାର କିଛି ସମୟ ମଧ୍ୟରେ ଗାଜା ପଟ୍ଟି ପକ୍ଷରୁ ଇସ୍ରାଏଲ ସହର ଉପରେ ୪ଟି ରକେଟରେ ଆକ୍ରମଣ କରଯାଇଛି । ଏଥିମଧ୍ୟରୁ ଗୋଟିଏକୁ...

ଉଭେଇଯିବ ବୃହତ୍‌ ହିମବାହ

ଓ୍ବାଶିଂଟନ,୪ା୧୧:ଜଳବାୟୁ ପରିବର୍ତ୍ତନ ଓ ବିଶ୍ୱତାପନ ଯୋଗୁ ଆମେରିକାର ୟଲୋଷ୍ଟୋନ୍‌ ପାର୍କ୍ସ, ଇଟାଲୀର ଡୋଲୋମାଇଟ୍ସ ଏବଂ ତାଞ୍ଜାନିଆର ମାଉଣ୍ଟ କିଲିମାଞ୍ଜାରୋ ସମେତ ବିଶ୍ୱର ଅନେକ ପ୍ରସିଦ୍ଧ ହିମବାହ ୨୦୫୦ ସୁଦ୍ଧା ତରଳିଯିବ ବୋଲି ଜାତିସଂଘ ପକ୍ଷରୁ ପ୍ରକାଶିତ ଏକ ରିପୋର୍ଟରେ ଉଲ୍ଲେଖ...

ଇମ୍ରାନଙ୍କୁ ଗୁଳି କରିଥିବା ଅଭିଯୁକ୍ତ ଗିରଫ

ଇସଲାମାବାଦ୍‌,୩।୧୧: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ଙ୍କ ଦଳ ପାକିସ୍ତାନ ତେହେରିକ-ଇ-ଇନ୍‌ସାଫ ଦ୍ୱାରା ଜାରି ରହିଥିବା ଆଜାଦୀ ମାର୍ଚ୍ଚ ଲାହୋର ପଦଯାତ୍ରା ଗୁରୁବାର ଗୁଜରାନଓ୍ବାଲାର ଆଲ୍ଲା ଛକରେ ପହଞ୍ଚିଥିଲା। ସେହି ସମୟରେ ଇମ୍ରାନଙ୍କ ଉପରେ ଗୁଳିମାଡ଼ ହୋଇଥିଲା। କଣ୍ଟେନର ଉପରେ...

ରୁଷିଆ-ୟୁକ୍ରେନ ଯୁଦ୍ଧରେ ୧୪୦ ଲକ୍ଷ ଲୋକ ପଳାୟନ କରିଛନ୍ତି

ନ୍ୟୁୟର୍କ,୩ା୧୧: ରୁଷିଆ-ୟୁକ୍ରେନ ଯୁଦ୍ଧ ପ୍ରାୟ ୧୪୦ ଲକ୍ଷ ଲୋକଙ୍କୁ ପଳାଇବା ପାଇଁ ବାଧ୍ୟ କରିଛି। ଏହା ବିଶ୍ୱ ବ୍ୟାପୀ ଶରଣାର୍ଥୀ ଏବଂ ବିସ୍ଥାପିତଙ୍କ ସଂଖ୍ୟାକୁ ୧୦ କୋଟି ୩୦ ଲକ୍ଷକୁ ବୃଦ୍ଧି କରିଛି। ଜାତିସଂଘର ଶରଣାର୍ଥୀ ମୁଖ୍ୟ ଏହି ସୂଚନା...

ଇମ୍ରାନ ଖାନଙ୍କ ରାଲିରେ ଗୁଳିକାଣ୍ଡ

ଇସଲାମାବାଦ,୩।୧୧: ପାକିସ୍ତାନର ଗୁଜରାନୱାଲାରେ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ଆଜାଦି ମାର୍ଚ୍ଚରେ ଗୁଳିକାଣ୍ଡ ଘଟିଛି। ଇମ୍ରାନଙ୍କ କଣ୍ଟେନର ନିକଟରେ ଏହି ଗୁଳିକାଣ୍ଡ ଘଟିଛି। ଏଥିରେ ଇମ୍ରାନଙ୍କ ସମେତ ୫ ଜଣ ଆହତ ହୋଇଛନ୍ତି। ଇମ୍ରାନଙ୍କ ଡାହାଣ ଗୋଡରେ ଗୁଳି ବାଜିଛି।...

୨୪ରୁ ବିଧାନସଭା ଶୀତକାଳୀନ ଅଧିବେଶନ

ଭୁବନେଶ୍ୱର,୩ା୧୧(ବ୍ୟୁରୋ): ନଭେମ୍ବର ୨୪ରୁ ବିଧାନସଭା ଶୀତକାଳୀନ ଅଧିବେଶନ ଆରମ୍ଭ ହେବ। ଏହା ଡିସେମ୍ବର ୩୧ ପର୍ଯ୍ୟନ୍ତ ଚାଲିବ। ଚଳିତ ଶୀତକାଳୀନ ଅଧିବେଶନରେ ମୋଟ୍‌ ୩୩ଟି କାର୍ଯ୍ୟ ଦିବସ ରହିବ। ଏହି ଅଧିବେଶନର ପ୍ରଥମ ଦିନ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଅତିରିକ୍ତ...

ଗୁଜରାଟ ବିଧାନସଭା ନିର୍ବାଚନ ପାଇଁ ବାଜିଲା ବିଗୁଲ

ନୂଆଦିଲ୍ଲୀ,୩।୧୧: ଗୁଜରାଟ ବିଧାନସଭା ନିର୍ବାଚନ ପାଇଁ ଗୁରୁବାର ତାରିଖ ଘୋଷଣା କରିଛନ୍ତି ନିର୍ବାଚନ ଆୟୋଗ। ରାଜ୍ୟର ୧୮୨ ଆସନ ବିଶିଷ୍ଟ ବିଧାନସଭା ପାଇଁ ଦୁଇଟି ପର୍ଯ୍ୟାୟରେ ମତଦାନ ଅନୁଷ୍ଠିତ ହେବ। ପ୍ରଥମ ପର୍ଯ୍ୟାୟ ଭୋଟ ଡିସେମ୍ବର ୧ରେ ଏବଂ ଦ୍ୱିତୀୟ...

ବମ୍ବେ ହାଇକୋର୍ଟ ନାମ ପରିବର୍ତ୍ତନ ଆବେଦନକୁ ଖାରଜ କଲେ ସୁପ୍ରିମ୍‌କୋର୍ଟ…

ନୂଆଦିଲ୍ଲୀ,୩।୧୧ : ବମ୍ବେ ହାଇକୋର୍ଟର ନାମ ପରିବର୍ତ୍ତନ ଆବେଦନକୁ ସୁପ୍ରିମ୍‌କୋର୍ଟ ଖାରଜ କରିଦେଇଛନ୍ତି। ଏହାକୁ ମହାରାଷ୍ଟ୍ର ହାଇକୋର୍ଟଭାବେ ନାମକରଣ କରାଯିବାକୁ ଏକ ପିଟିଶନ ଦାଖଲ କରାଯାଇଥିଲା। ବିଚାରପତି ଅନିରୁଦ୍ଧ ବୋଷ ଏବଂ ବିକ୍ରମ ନାଥଙ୍କ ନେତୃତ୍ୱରେ ଗଠିତ ଖଣ୍ଡପୀଠ ଏହାର...

୨୦ ବର୍ଷରେ ୧୭୬ କ୍ଷେପଣାସ୍ତ୍ର ପରୀକ୍ଷା କରିଛନ୍ତି କିମ୍‌…

ପ୍ୟୋଙ୍ଗୟାଙ୍ଗ,୩।୧୧ : ଚଳିତ ବର୍ଷ ଉତ୍ତର କୋରିଆ ଲଗାତାର କ୍ଷେପଣାସ୍ତ୍ର ପରୀକ୍ଷା କରୁଛି। କ୍ଷେପଣାସ୍ତ୍ର ପରୀକ୍ଷଣକୁ ନେଇ ଉତ୍ତର କୋରିଆର ଏକଛତ୍ରବାଦୀ ଶାସକ କିମ ଜୋଙ୍ଗ ଉନ ପୁଣି ଥରେ ଆକ୍ସନ ମୋଡରେ ଅଛନ୍ତି। ସେ ଚଳିତ ବର୍ଷ ଜାନୁଆରୀରୁ...

ପୋଲିଂ ଅଫିସରଙ୍କ ଦେହାନ୍ତରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩ା୧୧(ବ୍ୟୁରୋ): ଧାମନଗର ଉପନିର୍ବାଚନରେ ନିୟୋଜିତ ଥିବା ପୋଲିଂ ଅଫିସର ନଟବର ମୁଣ୍ଡାଙ୍କ ଗୁରୁବାର ମୃତ୍ୟୁ ଘଟିଛି। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ ଟୁଇଟ୍‌ କରି କହିଛନ୍ତି, ଧାମନଗର ଉପନିର୍ବାଚନରେ ନିୟୋଜିତ ଥିବା ପୋଲିଂ ଅଫିସର...

ଜୈବିକ ଅସ୍ତ୍ରଶସ୍ତ୍ର ମାମଲାରେ ରୁଷିଆକୁ ସମର୍ଥନ କଲା ଚାଇନା…

ମସ୍କୋ/ବେଜିଂ,୩।୧୧ : ରୁଷିଆ-ୟୁକ୍ରେନ ଯୁଦ୍ଧ ମଧ୍ୟରେ ଭାରତ ୟୁଏନଏସସିରେ ପାରିତ ହୋଇଥିବା ଅନ୍ୟ ଏକ ପ୍ରସ୍ତାବରୁ ନିଜକୁ ଦୂରେଇ ରଖିଛି। ଜୈବିକ ଅସ୍ତ୍ରଶସ୍ତ୍ର ବ୍ୟବହାରକୁ ନେଇ ୟୁକ୍ରେନ ଏକ ବଡ ଦାବି କରିଥିଲା। ମିଳିତ ଜାତିସଂଘ ସୁରକ୍ଷା ପରିଷଦରେ ରୁଷିଆ...

ଆମେରିକା-ୟୁରୋପୀୟ ସଂଘର ଧମକ କାମ ଦେଲାନି, ଭାରତକୁ ତୈଳ ଯୋଗାଣରେ ରୁଷିଆ ଶୀର୍ଷରେ…

ନୂଆଦିଲ୍ଲୀ,୩।୧୧ : ରୁଷଠାରୁ ଭାରତର ତୈଳ କ୍ରୟକୁ ନେଇ ଆମେରିକା ଏବଂ ୟୁରୋପୀୟ ସଂଘ ଅନେକ ଥର ଆପତ୍ତି ଉଠାଇଛନ୍ତି। କିନ୍ତୁ ଏହା ଦୁଇ ଦେଶ ମଧ୍ୟରେ ବାଣିଜ୍ୟିକ ସମ୍ପର୍କକୁ ପ୍ରଭାବିତ କରିନାହିଁ। କେବଳ ଏତିକି ନୁହେଁ, ଅକ୍ଟୋବର ମାସରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri