Tag Archives: Home Middle

ଲାଲ କିଲ୍ଲା ଆକ୍ରମଣ ଦୋଷୀ ଆଶଫାକଙ୍କ ମୃତ୍ୟୁଦଣ୍ଡ ସୁପ୍ରିମ୍‌ କୋର୍ଟରେ କାଏମ…

ନୂଆଦିଲ୍ଲୀ,୩।୧୧ : ୨୦୦୦ ମସିହାରେ ଲାଲ କିଲ୍ଲା ଉପରେ ହୋଇଥିବା ଆକ୍ରମଣ ମାମଲାରେ ଦୋଷୀ ସାବ୍ୟସ୍ତ ମହମ୍ମଦ ଆଶଫାକ ଆରିଫଙ୍କ ମୃତ୍ୟୁଦଣ୍ଡକୁ ସୁପ୍ରିମକୋର୍ଟ କାଏମ ରଖିଛନ୍ତି। ଏଥିରୁ ମୁକ୍ତି ଦେବାକୁ ଶୀର୍ଷକୋଟର୍’ମନା କରି ଦେଇଛନ୍ତି। ଗୁରୁବାର ସର୍ବୋଚ୍ଚ ନ୍ୟାୟାଳୟ ଆଶଫାକଙ୍କ...

ଗୁଜରାଟରେ ୪ ହଜାରଙ୍କ ମଧ୍ୟରୁ ୧୮୨ ପ୍ରାର୍ଥୀ ଚୟନ କରିବ ଭାଜପା, ଚୟନ ପାଇଁ ୩ ସୁତ୍ରୀ ନିୟମ…

ଅହମଦାବାଦ,୩।୧୧ : ଗୁଜରାଟ ବିଧାନସଭା ନିର୍ବାଚନ ନେଇ ରାଜ୍ୟରେ ଭାଜପା ରାଜ୍ୟରେ ସକ୍ରିୟ ହୋଇପଡିଛି। ଦଳର ଗୁରୁତ୍ୱପୂର୍ଣ୍ଣ ୩ ଦିନିଆ ବୈଠକ ଗୁଜୁରାଟ ମୁଖ୍ୟାଳୟରେ ଆରମ୍ଭ ହୋଇଛି । ଏଥିରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ମଧ୍ୟ ଅଂଶଗ୍ରହଣ କରୁଛନ୍ତି। ତାଙ୍କ...

ଲଦାଖରେ ଚାଇନାର କାର୍ଯ୍ୟକଳାପ ଉପରେ ଆମେରିକା ନଜର…

ଓ୍ବାଶିଂଟନ,୩।୧୧ : କେବଳ ଭାରତ ନୁହେଁ ଆମେରିକା ମଧ୍ୟ ଲଦାଖରେ ଚାଇନାର କାର୍ଯ୍ୟକଳାପ ଉପରେ ତୀକ୍ଷ୍‌ଣ ନଜର ରଖିଛି। ଆମେରିକାର ଜଣେ ବରିଷ୍ଠ ପ୍ରତିରକ୍ଷା ଅଧିକାରୀ  ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି, ନୂଆଦିଲ୍ଲୀ ସହ ଘନିଷ୍ଠ ଭାବରେ କାର୍ଯ୍ୟ...

ଧାମନଗରରେ ଚାଲିଛି ମତଦାନ

ଭଦ୍ରକ ଅଫିସ/ଧାମନଗର,୨।୧୧(ଡି.ଏନ୍‌.ଏ.): ଭଦ୍ରକ ଜିଲା ଧାମନଗର ବିଧାନସଭା ଉପନିର୍ବାଚନ ପାଇଁ ମତଦାନ ଗୁରୁବାର ସକାଳ ୭ଟାରୁ ଆରମ୍ଭ ହୋଇଛି। କଡା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ଆରମ୍ଭ ହୋଇଥିବା ମତଦାନ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଚାଲିବ। ମତଦାତାମାନେ ଧାଡ଼ିରେ ଆସି ପରିଚୟପତ୍ର...

ଚାଇନା ଯୁଦ୍ଧପୋତରେ ଇନ୍ଧନ ଭର୍ତ୍ତି କଲା ଶ୍ରୀଲଙ୍କା, ଭାରତ ଅସନ୍ତୁଷ୍ଟ…

କଲମ୍ବୋ,୩।୧୧ : ଭାରତର ପଡୋଶୀ ଦେଶ ଶ୍ରୀଲଙ୍କା ଚାଇନାର ଋଣ ଜାଲରେ ପଡ଼ିବା ପରେ ଏକ ଗୁରୁତର ଅର୍ଥନୈତିକ ସଙ୍କଟ ଦେଇ ଗତି କରୁଛି। ଭାରତ ଶ୍ରୀଲଙ୍କାକୁ ସହାୟତା ଜାରି ରଖିଛି କିନ୍ତୁ ବେଜିଂ ପ୍ରତି କଲମ୍ବୋର ବିଶ୍ୱସ୍ତତା ହ୍ରାସ...

ଗୋଆରେ ରାମରାଜ୍ୟ, ୫ ବର୍ଷରେ ଶୂନ ଦୁର୍ନୀତି ମାମଲା…

ପଣଜୀ,୩।୧୧ : ଗୋଆ ସିବିଆଇ ସମ୍ମୁଖରେ ଏକ ନିଆରା ଉଦାହରଣ ସୃଷ୍ଟି ହୋଇଛି। ରାଜ୍ୟ ଏବେ ରାମରାଜ୍ୟରେ ପରିଣତ ହୋଇଛି। ଗତ ୫ ବର୍ଷ ମଧ୍ୟରେ ରାଜ୍ୟରେ ଶୂନ ଦୁର୍ନୀତି ମାମଲା ପଞ୍ଜିକୃତ ହୋଇଛି। ବାସ୍ତବରେ, ଚାରି ରୁ ପାଞ୍ଚଜଣ...

ସକ୍ରିୟ ମାମଲା ୧୭ ହଜାର ତଳେ…

ନୂଆଦିଲ୍ଲୀ, ୩।୧୧: ଥଣ୍ଡା ବଢ଼ିବା ସହିତ ଦେଶରେ କରୋନା ମହାମାରୀ ସଂକ୍ରମଣର ଆତଙ୍କ ପୁଣି ଆରମ୍ଭ ହୋଇଛି। ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା କମି ୧୭ ହଜାର ତଳେ ରହିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ପୁଣି...

ବାଇଡେନଙ୍କ ନିର୍ଦ୍ଦେଶରେ ନର୍ଡ ଷ୍ଟ୍ରିମ୍‌ ଉପରେ ହୋଇଛି ଆକ୍ରମଣ: ରୁଷିଆର ଅଭିଯୋଗ…

ମସ୍କୋ,୩।୧୧ : ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ମୁଖପାତ୍ର ଦିମିତ୍ରୀ ପେସ୍କୋଭ ଦାବି କରିଛନ୍ତି ଯେ ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନଙ୍କ ନିର୍ଦ୍ଦେଶରେ ସେପ୍ଟେମ୍ବରରେ ବ୍ରିଟେନ ନର୍ଡ ଷ୍ଟ୍ରିମ ଗ୍ୟାସ ପାଇପଲାଇନ ଉପରେ ଆକ୍ରମଣ ହୋଇଥିଲା। ପେସ୍କୋଭ କହିଛନ୍ତି ଯେ...

ପ୍ରଶାନ୍ତ ମହାସାଗର ମୁହାଁ କିମ୍‌ଙ୍କ କ୍ଷେପଣାସ୍ତ୍ର…

ପ୍ୟୋଙ୍ଗୟାଙ୍ଗ,୩।୧୧ : ରୁଷିଏ ଏବଂ ୟୁକ୍ରେନରେ ଚାଲିଥିବା ଯୁଦ୍ଧ ମଧ୍ୟରେ ବର୍ତ୍ତମାନ କୋରିଆ ପ୍ରାୟଦ୍ୱୀପରେ ଯୁଦ୍ଧର ଆଶଙ୍କା ଦେଖାଦେଇଛି। ଉତ୍ତର କୋରିଆର ଏକଛତ୍ରବାଦି ଶାସକ କିମ୍‌ ଜୋଙ୍ଗ ଉନ୍‌ ଜାପାନ ଉପର ଦେଇ ପ୍ରଶାନ୍ତ ମହାସାଗରରେ ଏକ କ୍ଷେପଣାସ୍ତ୍ର ନିକ୍ଷେପ...

ଆଜି ଦିନ ୧୨ଟାରେ ଘୋଷଣା ହେବ ଗୁଜରାଟ ବିଧାନସଭା ନିର୍ବାଚନ ତାରିଖ

ନୂଆଦିଲ୍ଲୀ,୩ ।୧୧: ଗୁଜରାଟରେ ହେବାକୁ ଥିବା ବିଧାନସଭା ନିର୍ବାଚନ ଲାଗି ଗୁରୁବାର ଦିନ ୧୨ଟାରେ ତାରିଖ ଘୋଷଣା ହେବ ବୋଲି ଜଣାପଡିଛି । ନିର୍ବାଚନ କମିଶନ ଦିନ ୧୨ଟାରେ ଏକ ପ୍ରେସ କନଫରେନ୍ସ କରି ତାରିଖ ଘୋଷଣା କରିବେ ବୋଲି...

ରାଜ୍ୟ ଫୁଟ୍‌ବଲ ଆସୋସିଏଶନକୁ ମିଳିବ ୨୪ ଲକ୍ଷ

ନୂଆଦିଲ୍ଳୀ, ୩ା୧୧ (ପି.ଟି.) ଦେଶରେ ରହିଥିବା ସମସ୍ତ ରାଜ୍ୟ ଫୁଟବଲ ଆସୋସିଏଶନଗୁଡିକୁ ବାର୍ଷିକ ୨୪ ଲକ୍ଷ ଟଙ୍କା ପ୍ରଦାନ କରିବ ସର୍ବଭାରତୀୟ ଫୁଟବଲ ଫେଡେରେଶନ (ଏଆଇଏଫ୍‌ଏଫ୍‌)। ବୁଧବାର ସ୍ଥାନୀୟ ଫୁଟବଲ ହାଉସରେ ଅଭିଜିତ୍‌ ପଲଙ୍କ ନେତୃତ୍ୱରେ ଅନୁଷ୍ଠିତ ବୈଠକ ପରେ...

୫% ବୃଦ୍ଧି ପାଇଛି ଓଡ଼ିଶାରେ ଜିଏସ୍‌ଟି ସଂଗ୍ରହ

କଟକ,୩।୧୧: ଚଳିତ ବର୍ଷ ଅକ୍ଟୋବରରେ ରେକର୍ଡ ପରିମାଣର ଟିକସ ଆଦାୟ ହୋଇଥିବା ଜଣାପଡ଼ିଛି। ଏପରିକି ୨୦୨୨ ଅକ୍ଟୋବରରେ ସାମଗ୍ରୀ ଓ ସେବା ଟିକସ (ଜିଏସ୍‌ଟି) ସଂଗ୍ରହ ପ୍ରାୟ ୧.୫୨ ଲକ୍ଷ କୋଟି ଟଙ୍କା ହୋଇଥିବା କେନ୍ଦ୍ର ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri