Tag Archives: Home Middle

ରାଜ୍ୟ ଫୁଟ୍‌ବଲ ଆସୋସିଏଶନକୁ ମିଳିବ ୨୪ ଲକ୍ଷ

ନୂଆଦିଲ୍ଳୀ, ୩ା୧୧ (ପି.ଟି.) ଦେଶରେ ରହିଥିବା ସମସ୍ତ ରାଜ୍ୟ ଫୁଟବଲ ଆସୋସିଏଶନଗୁଡିକୁ ବାର୍ଷିକ ୨୪ ଲକ୍ଷ ଟଙ୍କା ପ୍ରଦାନ କରିବ ସର୍ବଭାରତୀୟ ଫୁଟବଲ ଫେଡେରେଶନ (ଏଆଇଏଫ୍‌ଏଫ୍‌)। ବୁଧବାର ସ୍ଥାନୀୟ ଫୁଟବଲ ହାଉସରେ ଅଭିଜିତ୍‌ ପଲଙ୍କ ନେତୃତ୍ୱରେ ଅନୁଷ୍ଠିତ ବୈଠକ ପରେ...

୫% ବୃଦ୍ଧି ପାଇଛି ଓଡ଼ିଶାରେ ଜିଏସ୍‌ଟି ସଂଗ୍ରହ

କଟକ,୩।୧୧: ଚଳିତ ବର୍ଷ ଅକ୍ଟୋବରରେ ରେକର୍ଡ ପରିମାଣର ଟିକସ ଆଦାୟ ହୋଇଥିବା ଜଣାପଡ଼ିଛି। ଏପରିକି ୨୦୨୨ ଅକ୍ଟୋବରରେ ସାମଗ୍ରୀ ଓ ସେବା ଟିକସ (ଜିଏସ୍‌ଟି) ସଂଗ୍ରହ ପ୍ରାୟ ୧.୫୨ ଲକ୍ଷ କୋଟି ଟଙ୍କା ହୋଇଥିବା କେନ୍ଦ୍ର ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ...

ଗେହଲଟ୍‌, ପାଇଲଟ୍‌ ପୁଣି ମୁହଁ।ମୁହିଁ

ଜୟପୁର, ୩।୧୧: ଏଆଇସିସି ଅଧ୍ୟକ୍ଷ ନିର୍ବାଚନ ଶେଷ ହେବାପରେ ରାଜସ୍ଥାନ କଂଗ୍ରେସରେ କ୍ଷମତା ପାଇଁ ପୁଣି ମୁହଁ।ମୁହିଁ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ୍‌ ଓ ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସଚିନ ପାଇଲଟ୍‌। ପୂର୍ବରୁ କଂଗ୍ରେସ ଅଧ୍ୟକ୍ଷ ପଦ ଦୌଡ଼ରେ ଥିବା ଗେହଲଟଙ୍କୁ...

୨% ପିଉଛନ୍ତି ଟ୍ୟାପ୍‌ ପାଣି

ନୂଆଦିଲ୍ଳୀ, ୩।୧୧: ଦେଶର ମୋଟ ଜନସଂଖ୍ୟାର ମାତ୍ର ୨ ପ୍ରତିଶତ ଲୋକଙ୍କ ଘରେ ଟ୍ୟାପ୍‌ଯୋଗେ ପାନୀୟ ଜଳ ସୁବିଧା ଉପଲବ୍ଧ ରହିଛି। ସୋସିଆଲ ମିଡିଆ ପ୍ଲାଟଫର୍ମର ଏକ ସଂଗଠନ ଲୋକାଲସର୍କଲ ପକ୍ଷରୁ କରାଯାଇଥିବା ସର୍ଭେ ଅନୁସାରେ ଏବେ ବି ଅନେକଙ୍କ...

ହେମନ୍ତ ସୋରେନଙ୍କୁ ଇଡି ଡାକରା

ରାଞ୍ଚତ୍,୩ା୧୧: ବେଆଇନ ଖଣି ଖନନ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କୁ ବୁଧବାର ସମନ କରିଛି। ତାଙ୍କୁ ଗୁରୁବାର ଇଡି କାର୍ଯ୍ୟାଳୟରେ ହାଜର ହେବାକୁ କୁହାଯାଇଛି। ଏନେଇ ସୋରେନ କହିଛନ୍ତି, ସେ ଜଣେ ଆଦିବାସୀ ମୁଖ୍ୟମନ୍ତ୍ରୀ।...

୬ ରାଜ୍ୟର ୭ ବିଧାନସଭା ଆସନରେ ଉପ-ନିର୍ବାଚନ…

ନୂଆଦିଲ୍ଲୀ,୩।୧୧: ଦେଶର ୬ ଟି ରାଜ୍ୟରେ ୭ ବିଧାନସଭା ଆସନ ପାଇଁ ଉପ-ନିର୍ବାଚନ ପାଇଁ ଗୁରୁବାର ମତଦାନ ଆରମ୍ଭ ହୋଇଛି। ଏହି ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା ମୁଖ୍ୟତଃ ଭାରତୀୟ ଜନତା ପାର୍ଟି ଏବଂ ଆଞ୍ଚଳିକ ଦଳ ମଧ୍ୟରେ। ନଭେମ୍ବର ୬ ରେ...

ଦିନକୁ ୪୩ କେଜିର ମାଇକ୍ରୋପ୍ଲାଷ୍ଟିକ ଗିଳୁଛନ୍ତି ବ୍ଲୁ ହ୍ବେଲ୍‌

ଓ୍ବାଶିଂଟନ୍‌, ୩।୧୧: ସମୁଦ୍ର ଜଳରେ ମାଇକ୍ରୋପ୍ଲାଷ୍ଟିକର ଉପସ୍ଥିତି କାରଣରୁ ସେଠାରେ ବାସ କରୁଥିବା ପ୍ରାଣୀଙ୍କ ଜୀବନ ଏବେ ବିପଦରେ ପଡ଼ିଯାଇଛି। ତେବେ ପୃଥିବୀର ସବୁଠାରୁ ବିଶାଳ ପ୍ରାଣୀ କୁହାଯାଉଥିବା ତିମିଙ୍କ ଜୀବନ ମଧ୍ୟ ଏହାଦ୍ୱାରା ପ୍ରଭାବିତ ହେବାର ଆଶଙ୍କା ଉପୁଜିଛି...

୧୨ ବିଲିୟନ ଡଲାର ରହସ୍ୟ

ନୂଆଦିଲ୍ଲୀ/ ବେଜିଂ, ୩।୧୧: ଦୁଇ ବଡ଼ ଅର୍ଥନୀତି ଚାଇନା ଓ ଭାରତ ମଧ୍ୟରେ ବିଭିନ୍ନ ପ୍ରସଙ୍ଗରେ ମତଭେଦରୁ ସମ୍ପର୍କରେ ତିକ୍ତତା ରହିଥିଲେ ହେଁ ବାଣିଜି୍ୟକ କାରବାର ଚାଲିଛି। ଏହି କାରବାର ଭିତରେ ଏକ ବଡ଼ ବ୍ୟତିକ୍ରମ ସାମ୍ନାକୁ ଆସିଛି। ଚାଇନାର...

‘ଏତେ ସଂଖ୍ୟାରେ ମୃତଦେହ କେବେ ଦେଖିନାହୁଁ’

ମୋର୍‌ବି,୨ା୧୧: ଗୁଜରାଟର ମୋର୍‌ବି ଝୁଲାପୋଲ ଦୁର୍ଘଟଣା ପରେ ଏତେ ଦଶନ୍ଧି ମଧ୍ୟରେ ଏତେ ସଂଖ୍ୟକ ମୃତଦେହ କେବେ ଦେଖି ନାହାନ୍ତି ବୋଲି ସହରର ଶବଦାହ ଏବଂ କବରସ୍ଥାନର କର୍ମକର୍ତ୍ତାମାନେ କହିଛନ୍ତି। ରବିବାର ସନ୍ଧ୍ୟାରେ ମାଛୁ ନଦୀ ଉପରେ ବ୍ରିଟିଶ ଅମଳର...

ରାତି ପାହିଲେ ଧାମନଗର ଉପନିର୍ବାଚନ: ୧୦୦ ମିଟର ଭିତରେ କଥାବାର୍ତ୍ତା ହେଲେ ବନ୍ଧା ହେବେ

ଭୁବନେଶ୍ୱର,୨ା୧୧(ବ୍ୟୁରୋ): ରାତି ପାହିଲେ ଧାମନଗର ଉପନିର୍ବାଚନ। ଏଥିପାଇଁ ଶେଷ ହୋଇଛି ପାଇଁ ସମସ୍ତ ପ୍ରସ୍ତୁତି । ଗୁରୁବାର ସକାଳ ୭ଟାରୁ ସନ୍ଧ୍ୟା ୬ଯାଏ ଭୋଟଗ୍ରହଣ କରାଯିବ। ତେବେ ସକାଳ ୭ଟାରୁ ସନ୍ଧ୍ୟା ସାଢ଼େ ୬ ଯାଏ ଏକ୍‌ଜିଟ୍‌ ପୋଲ୍‌ ଉପରେ...

ବାଂଲାଦେଶ ହାତରୁ ବିଜୟ ଛଡାଇ ଆଣିଲା ଭାରତ

ଆଡିଲେଡ,୨।୧୧: ଆଡିଲେଡ ଓଭାଲରେ ଖେଳାଯାଇଥିବା ଟି-୨୦ ବିଶ୍ୱକପର ୩୫ତମ ମ୍ୟାଚରେ ଟିମ ଇଣ୍ଡିଆ ବାଂଲାଦେଶକୁ ୫ ରନ୍‌ରେ ପରାସ୍ତ କରିଛି। ଏହି ବିଜୟ ସହିତ ଭାରତ ୬ ପଏଣ୍ଟ ପାଇ ସେମିଫାଇନାଲ ଆଡକୁ ଦୃଢ ଅଗ୍ରସର ନେଇଛି। ଭାରତ ପ୍ରଥମେ...

ଅର୍ଚ୍ଚନା ନାଗ ଘଟଣା: ୪ ଜଣଙ୍କ ନାଁରେ ମାମଲା ରୁଜୁ କଲା ଇଡି

ଭୁବନେଶ୍ୱର,୨ା୧୧(ବ୍ୟୁରୋ): ଲେଡି ବ୍ଲାକମେଲର ଅର୍ଚ୍ଚନା ନାଗ ଘଟଣାରେ ବୁଧବାର ମାମଲା ରୁଜୁ କରିଛି ଇଡି ବା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ। ଏହି ଘଟଣାର ମୁଖ୍ୟ କୁହାଯାଉଥିବା ଅର୍ଚ୍ଚନା ନାଗ, ତାଙ୍କ ସ୍ବାମୀ ଜଗବନ୍ଧୁ ଚାନ୍ଦ, ଖଗେଶ୍ୱର ସାହୁ ଏବଂ ଶ୍ରଦ୍ଧାଞ୍ଜଳି ବେହେରାଙ୍କ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri