Tag Archives: Home Middle

ଓଡ଼ିଶାରେ ପ୍ରମୁଖ ବ୍ରିଜ୍‌ ଦୁର୍ଘଟଣା: ବମିଖାଲରୁ ବଲାଙ୍ଗୀର ଯାଏ

ଭୁବନେଶ୍ୱର,୩୧ା୧୦ (ବ୍ୟୁରୋ): ଭୁବନେଶ୍ୱରର ବମିଖାଲଠାରୁ ବଲାଙ୍ଗୀର ଯାଏ ଓଡ଼ିଶାରେ ବିଭିନ୍ନ ସ୍ଥାନରେ ଅନେକ ବ୍ରିଜ୍‌ ଭୁଶୁଡ଼ିବା ଘଟଣା ଦେଖିବାକୁ ମିଳିଛି। ସେଥିରେ କେତେକ ପୁରୁଣା ବ୍ରିଜ୍‌ ହୋଇଥିବାବେଳେ ଆଉ କେତେକ ନିର୍ମାଣାଧୀନ ଅବସ୍ଥାରେ ଭାଙ୍ଗିପଡ଼ିଛି। ବେଶି ପୂର୍ବର କଥା ନୁହଁ,...

ଚାଇନା ଋଣ ଆପ୍‌ରେ ବଢ଼ୁଛି ଠକେଇ

ନୂଆଦିଲ୍ଲୀ,୩୧ା୧୦: ଚାଇନାର ଋଣ ଆପ୍‌ଗୁଡ଼ିକ ଜରିଆରେ ଭାରତରେ ଅନେକ ବଡ଼ ଧରଣର ଠକେଇ ସାମ୍ନାକୁ ଆସିଛି। ଏହି ଆପ୍‌ରେ ଋଣ ପ୍ରଦାନ ଆଳରେ ଲୋକଙ୍କୁ ହଇରାଣ, ବ୍ଲାକ୍‌ମେଲ କରାଯାଉଛି। ରିକଭରି ଏଜେଣ୍ଟମାନଙ୍କ ପ୍ରାଦୁର୍ଭାବ ବଢ଼ୁଥିବାରୁ ଲୋକେ ଆମତ୍ହତ୍ୟା କରିବାକୁ ମଧ୍ୟ...

ମୋରବି ଗସ୍ତ କରିପାରନ୍ତି ମୋଦି, ପୋଲ ଭୁଷୁଡିବା ପରେ ରଦ୍ଦ କଲେ ରୋଡ ଶୋ

ମୋରବି,୩୧ ।୧୦: ଗୁଜରାଟର ମୋରବିରେ ରବିବାର ସନ୍ଧ୍ୟାରେ ଏକ ବଡ ଦୁର୍ଘଟଣା ଘଟିଯାଇଛି । ଏଠାରେ ଥିବା କେବଳ ବ୍ରିଜ ହଠାତ୍ ଭାଙ୍ଗିଯିବା ଫଳରେ ଲୋକେ ନଦୀ ମଧ୍ୟରେ ପଡି ଯାଇଥିଲେ । ପୋଲ ଉପରେ କ୍ଷମତାଠାରୁ ଅଧିକ ଲୋକେ...

ମୋରବି ପୋଲ ଭୁଷୁଡିବା ଘଟଣାରେ ମୃତକଙ୍କ ସଂଖ୍ୟା ୧୦୦ ଟପିଲା, ୭୦ ଆହତ, ୫୦ରୁ ଅଧିକ ନିଖୋଜ

ମୋରବି,୩୧ ।୧୦: ଗୁଜରାଟ ମୋରବିରେ ମଚ୍ଛୁ ନଦୀ ଉପରେ ନିର୍ମାଣ କରାଯାଇଥିବା କେବଳ ବ୍ରିଜ ରବିବାର ହଠାତ୍ ଭୁଷୁଡି ପଡିବା ଫଳରେ ଏବେ ପର୍ଯ୍ୟନ୍ତ ମୃତକଙ୍କ ସଂଖ୍ୟା ୧୦୦ ଟପିଲାଣି । ହସ୍ପିଟାଲ ପକ୍ଷରୁ ମଳିଥିବା ଏହି ସୂଚନା ଅନୁଯାୟୀ,...

ଘରୁ ମିଳିଲା ଗୋଟିଏ ପରିବାରର ୪ ମୃତଦେହ

ବରଗଡ଼ ଅଫିସ୍‌,୩୦।୧୦: ବରଗଡ଼ ଜିଲା ଭେଡ଼େନ ଥାନା ଅଧୀନ ଜାଣ୍ଡୋଲ(କନ୍ଧପଡ଼ା)ରେ ଏକ ଅଭାବନୀୟ ଘଟଣା ଘଟିଛି । ଗ୍ରାମର ଏକ ବୁଣାକାର ପରିବାରର ୪ ସଦସ୍ୟଙ୍କ ମୃତଦେହ ଘର ଭିତରେ ପଡିଥିବା ରବିବାର ସନ୍ଧ୍ୟାରେ ଦେଖିବାକୁ ମିଳିଛି। ମୃତକମାନେ ହେଲେ...

ଟି-୨୦ ବିଶ୍ୱକପ୍‌: ଦକ୍ଷିଣ ଆଫ୍ରିକାଠାରୁ ହାରିଲା ଭାରତ

ପର୍ଥ,୩୦।୧୦: ଟି-୨୦ ବିଶ୍ୱକପ୍‌ର ଏକ ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ ଦକ୍ଷିଣ ଆଫ୍ରିକା ଭାରତକୁ ୫ ଉଇକେଟ୍‌ରେ ପରାସ୍ତ କରିଛି। ଫଳରେ ଭାରତକୁ ଏହି ଟୁର୍ନାମେଣ୍ଟରେ ପ୍ରଥମ ପରାଜୟ ଚାଖିବାକୁ ପଡିଛି। ଏହି ମ୍ୟାଚରେ ଭାରତୀୟ ଦଳର ଅଧିନାୟକ ରୋହିତ ଶର୍ମା ଟସ...

ଭାଙ୍ଗିଲା ଝୁଲା ପୋଲ: ଅନେକ ଲୋକ ନଦୀରେ ଫଶିଥିବା ଆଶଙ୍କା

ଅହମ୍ମଦାବାଦ,୩୦।୧୦: ଗୁଜରାଟର ମୋର୍ବିରେ ରବିବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଏଠାରେ ମଚ୍ଛୁ ନଦୀରେ ନିର୍ମିତ ଝୁଲା ପୋଲ ହଠାତ୍‌ ଭାଙ୍ଗି ଯାଇଛି। ଦୁର୍ଘଟଣା ସମୟରେ ପୋଲ ଉପରେ ଅନେକ ଲୋକ ଉପସ୍ଥିତ ଥିଲେ। ସମସ୍ତେ ସେଠାରେ ଛଠ୍‌ ପର୍ବ...

ଫିଲିପାଇନ୍ସରେ ପ୍ରବଳ ଝଡ଼: ୬୧ ମୃତ, ଅନେକ ନିଖୋଜ

ମନିଲା,୩୦ା୧୦: ଫିଲିପାଇନ୍ସର ଉପକୂଳବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହୋଇଥିବା ଝଡ଼ରେ ଅନେକ ସ୍ଥାନ ପ୍ରଭାବିତ ହୋଇଛି। ଏହି ଝଡ଼ ଦ୍ୱାରା ଦକ୍ଷିଣ ମାଗୁଇଣ୍ଡାନାଓ ପ୍ରଦେଶର କୁସିଆଙ୍ଗ ଗାଁ ଅଧିକ ପ୍ରଭାବିତ ହୋଇଛି। ଯେଉଁଥିରେ ଉଦ୍ଧାରକାରୀ ଦଳ ଦ୍ୱାରା ପିଲାଙ୍କ ସମେତ ଅତି...

ସୂର୍ଯ୍ୟକୁମାରଙ୍କ ଅର୍ଦ୍ଧଶତକ: ଦକ୍ଷିଣ ଆଫ୍ରିକାକୁ ୧୩୪ ରନ୍‌ର ବିଜୟ ଲକ୍ଷ୍ୟ ଦେଲା ଭାରତ

ପର୍ଥ,୩୦।୧୦: ଟି-୨୦ ବିଶ୍ୱକପ୍‌ର ଏକ ମ୍ୟାଚ୍‌ରେ ଦକ୍ଷିଣ ଆଫ୍ରିକାକୁ ୧୩୪ ରନ୍‌ର ବିଜୟ ଲକ୍ଷ୍ୟ ଦେଇଛି ଭାରତ। ସୂର୍ଯ୍ୟକୁମାର ଯାଦବଙ୍କ ଅର୍ଦ୍ଧଶତକ ସହାୟତାରେ ଭାରତ ନିର୍ଦ୍ଧାରିତ ୨୦ ଓଭରରେ ୯ ଉଇକେଟ୍‌ ହରାଇ ୧୩୩ ରନ୍‌ କରିଥିଲା। ଟସ୍‌ ଜିତି...

ଭୁଶୁଡ଼ିଲା ପୋଲ, ଖସିପଡ଼ିଲା ୨ ଚଳନ୍ତା କାର୍‌: ୫ ଆହତ

ଭବାନୀପାଟଣା,୩୦।୧୦(ସ୍ବ.ପ୍ର.): ପୋଲ ଭୁଶୁଡି ପଡିବାରୁ ୨ ଚଳନ୍ତା କାର୍‌ ବ୍ରିଜ୍‌ ତଳକୁ ଖସିପଡିଛି। ଏପରି ଏକ ଅଭାବନୀୟ ଘଟଣା ଘଟିଛି କଳାହାଣ୍ଡି ଜିଲା ଭବାନୀପାଟଣା ସହର ନିକଟ ଭାଗୀରଥି ପାର୍କ ନିକଟରେ। କାର୍‌ରେ ଥିବା ୫ ଜଣଙ୍କୁ ଉଦ୍ଧାର କରାଯାଇ...

‘ଭାରତ ପରିବହନ ବିମାନର ଏକ ପ୍ରମୁଖ ଉତ୍ପାଦକ ହେବ’

ନୂଆଦିଲ୍ଲୀ,୩୦ା୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଗୁଜରାଟର ବଡ଼ଦୋରାଠାରେ ସି-୨୯୫ ପରିବହନ ବିମାନ ଉତ୍ପାଦନ ସୁବିଧାର ମୂଳଦୁଆ ପକାଇଛନ୍ତି। ପ୍ରତିରକ୍ଷା ମନ୍ତ୍ରଣାଳୟର ଅଧିକାରୀ କହିଛନ୍ତି, ଭାରତୀୟ ବାୟୁସେନା ପାଇଁ ସି-୨୯୫ ପରିବହନ ବିମାନ ଟାଟା-ଏୟାରବସ୍‌ ଦ୍ୱାରା ନିର୍ମିତ ହେବ। ପ୍ରତିରକ୍ଷା...

ରାଷ୍ଟ୍ରୀୟ ଶୋକ ଘୋଷଣା କଲେ ଦକ୍ଷିଣ କୋରିଆ ରାଷ୍ଟ୍ରପତି

ସିଓଲ,୩୦ା୧୦: ଦକ୍ଷିଣ କୋରିଆରେ ଶନିବାର ବିଳମ୍ବିତ ରାତିରେ ଘଟିଥିବା ଅଘଟଣରେ ରାଷ୍ଟ୍ରପତି ୟୋନ୍‌ ସୁକ୍‌ ହୋଲ ରବିବାର ଜାତୀୟ ଶୋକ ଘୋଷଣା କରିଛନ୍ତି। କେନ୍ଦ୍ରୀୟ ସିଓଲରେ ଏକ ଜନଗହଳିପୂର୍ଣ୍ଣ ହଲୋଇନ ଇଭେଣ୍ଟରେ ୧୫୦ରୁ ଅଧିକ ଲୋକଙ୍କର ମୃତ୍ୟୁ ଘଟିଥିବା ବେଳେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri