Tag Archives: Home Middle

ନେଦରଲାଣ୍ଡ୍ସକୁ ୧୮୦ ରନ୍‌ର ବିଜୟ ଲକ୍ଷ୍ୟ ଦେଲା ଭାରତ

ସିଡନୀ,୨୭।୧୦: ଟି-୨୦ ବିଶ୍ୱକପରେ ଦ୍ୱିତୀୟ ମ୍ୟାଚରେ ନେଦରଲାଣ୍ଡ୍ସ ବିପକ୍ଷରେ ଜିତିବା ପାଇଁ ଟିମ ଇଣ୍ଡିଆ ୧୮୦ ରନ ଲକ୍ଷ୍ୟ ଧାର୍ଯ୍ୟ କରିଛି। ରୋହିତ ଶର୍ମାଙ୍କ ବ୍ୟତୀତ ବିରାଟ କୋହଲି ଏବଂ ସୂର୍ଯ୍ୟକୁମାର ଯାଦବ ଭାରତ ପାଇଁ ଅପରାଜିତ ଅର୍ଦ୍ଧଶତକ ହାସଲ...

ମିସ୍‌ ଶ୍ରୀଲଙ୍କା ସୁନ୍ଦରୀ ପ୍ରତିଯୋଗିତା: ବିଜେତାଙ୍କ ନାମ ଘୋଷଣା ପରେ ମାଡ଼ପିଟ୍‌, ଭାଇରାଲ ହେଉଛି ଭିଡିଓ…

ନ୍ୟୁୟର୍କ,୨୭ା୧୦: ଆମେରିକାର ନ୍ୟୁୟର୍କରେ ଅନୁଷ୍ଠିତ ମିସ୍‌ ଶ୍ରୀଲଙ୍କା ସୌନ୍ଦର୍ଯ୍ୟ ପ୍ରତିଯୋଗତାର ପ୍ରଥମ ରାଉଣ୍ଡ ଶେଷ ହୋଇଛି। ଏହି ସମୟରେ ପ୍ରତିଯୋଗୀମାନେ ପରସ୍ପର ସହିତ ସଂଘର୍ଷ କରିଥିଲେ। ପାର୍ଟି ପରେ ଏଠାରେ ମାଡ଼ପିଟ୍‌ ଆରମ୍ଭ ହୋଇଥିଲା। ଏହି ଆକ୍ରମଣର ଭିଡିଓ ସୋସିଆଲ...

ବିସିସିଆଇ ପକ୍ଷରୁ ଐତିହାସିକ ନିଷ୍ପତ୍ତି: ପୁରୁଷ, ମହିଳା କ୍ରିକେଟର୍‌ଙ୍କୁ ସମାନ ମ୍ୟାଚ୍‌ ଫି’

ନୂଆଦିଲ୍ଲୀ,୨୭।୧୦: ଭାରତରେ କ୍ରିକେଟ ବୋର୍ଡ(ବିସିସିଆଇ) ମହିଳା କ୍ରିକେଟ ଖେଳାଳିଙ୍କ ବିଷୟରେ ଏକ ବଡ଼ ନିଷ୍ପତ୍ତି ନେଇଛି। ଏଣିକ ଭାରତୀୟ ମହିଳା ଏବଂ ପୁରୁଷ କ୍ରିକେଟର୍‌ଙ୍କୁ ସମାନ ମ୍ୟାଚ୍‌ ଫି’ ଦିଆଯିବ। ବିସିସିଆଇ ସଚିବ ଜୟ ଶାହା ମ୍ୟାଚ ଫି ବିଷୟରେ...

୬ ମୁଖ୍ୟମନ୍ତ୍ରୀ ଯୋଗାଇ ଦେଉଛନ୍ତି ଫଣ୍ଡିଂ, ପିକେଙ୍କ ବିବାଦୀୟ ମନ୍ତବ୍ୟ…

ପାଟନା,୨୭।୧୦ : ଜନ ସୁରାଜ ଯାତ୍ରାରେ ଥିବା ନିର୍ବାଚନ ରଣନୀତିକାର ପ୍ରଶାନ୍ତ କିଶୋର (ପିକେ)କ୍ରମାଗତ ଭାବରେ ବିବାଦୀୟ ମନ୍ତବ୍ୟ ଦେବା ଜାରି ରଖିଛନ୍ତି। ଏହାକୁ ନେଇ ବିହାରର ରାଜନୈତିକ ମହଲରେ ଚର୍ଚ୍ଚା ହେଉଛି। ପ୍ରଶାନ୍ତ କିଶୋର ଗତ୨୫ ଦିନ ଧରି...

୧୦୪ ରନରେ ବାଂଲାଦେଶର ଶୋଚନୀୟ ପରାଜୟ…

ମେଲବୋର୍ନ,୨୭।୧୦ : ଦକ୍ଷିଣ ଆଫ୍ରିକା ଏବଂ ବାଂଲାଦେଶ ମଧ୍ୟରେ ଗୁରୁବାର ଟି -୨୦ ବିଶ୍ୱକପର ଖେଳାଯାଇଥିବା ୨୨ତମ ମ୍ୟାଚରେ ବାଂଲାଦେଶ ୧୦୪ ରନରେ ଶୋଚନୀୟ ପରାଜୟ ବରଣ କରିଛି। ସିଡନୀରେ ଚାଲିଥିବା ଏହି ଗ୍ରୁପ-୨ ମ୍ୟାଚ ରେ ଦକ୍ଷିଣ ଆଫ୍ରିକା...

୨୦୨୫ ସୁ୍‌ଦ୍ଧା ସଙ୍କଟ ଜନକ ହେବ ନିର୍ଗମନ, ଅନ୍ତଜାର୍ତୀୟ ଶକ୍ତି ଏଜେନ୍ସିର ଚେତାବନୀ…

ଓ୍ବାଶିଂଟନ,୨୭।୧୦ : ଭବିଷ୍ୟତରେ ବିପଦ ସମ୍ପର୍କରେ ଅନ୍ତର୍ଜାତୀୟ ଶକ୍ତି ଏଜେନ୍ସି ଚେତାବନୀ ଦେଇଛି। ଏଜେନ୍ସିର ରିପୋର୍ଟରେ କୁହାଯାଇଛି ଯେ ୨୦୨୫ ସୁଦ୍ଧା ବିଶ୍ୱର ଶକ୍ତି ନିର୍ଗମନ ସର୍ବାଧିକ ହେବ। ବାସ୍ତବରେ, ବିଶ୍ୱ ଶକ୍ତି ଏଜେନ୍ସି-୨୦୨୨ ରିପୋର୍ଟ ଗୁରୁବାର ଅନ୍ତର୍ଜାତୀୟ ଶକ୍ତି...

ଆବର୍ଜନାକୁ ନେଇ ରାଜନୀତି, ଏଏପି-ଭାଜପା କର୍ମୀ ମୁହାଁମୁହିଁ, କେଜ୍ରିଓ୍ବାଲଙ୍କ ପରିଦର୍ଶନକୁ ବିରୋଧ…

ନୂଆଦିଲ୍ଲୀ,୨୭।୧୦ : ଦିଲ୍ଲୀରେ ଆବର୍ଜନାକୁ ନେଇ ରାଜନୀତି ଆରମ୍ଭ ହୋଇଛି। ଏନେଇ ଏଏପି-ଭାଜପା କର୍ମୀ ମୁହାଁମୁହିଁ ହୋଇଛନ୍ତି। ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଗୁରୁବାର ପୂର୍ବ ଦିଲ୍ଲୀର ଗାଜିପୁର ଲ୍ୟାଣ୍ଡଫିଲ ପରିଦର୍ଶନ କରିବାକୁ ଯାଉଥିବାବେଳେ ଏ ସମ୍ପର୍କରେ ସୂଚନା ପାଇ ଭାଜପା...

ତୈଳ ନେଇ ଆମେରିକା-ସୌଦି ଆରବ ମୁହାଁମୁହିଁ…

ଓ୍ବାଶିଂଟନ,୨୭।୧୦ : ତୈଳ ଉତ୍ପାଦନ ହ୍ରାସ କରିବାର ନିଷ୍ପତ୍ତି ନେଇ ଆମେରିକା ଏବଂ ଓପେକ ପ୍ଲସ ଦେଶ ମଧ୍ୟରେ ତିକ୍ତତା ବୃଦ୍ଧି ପାଇବାରେ ଲାଗିଛି। ବର୍ତ୍ତମାନ ସୌଦି ଆରବର ଶକ୍ତି ମନ୍ତ୍ରୀ ଅବଦୁଲ ଅଜିଜ ବିନ ସଲମାନ ଆମେରିକାକୁ ସିଧାସଳଖ...

ୟୁକ୍ରେନ ଯୁଦ୍ଧ: ରୁଷିଆ ପାଇଁ ଭଡ଼ାରେ ଲଢୁଛନ୍ତି ଆଫଗାନର ସୈନ୍ୟ…

ମସ୍କୋ/କ୍ୱିଭ୍‌,୨୭।୧୦ : ରୁଷିଆ-ୟୁକ୍ରେନ ମଧ୍ୟରେ ଆଠ ମାସ ଧରି ଜାରି ରହିଥିବା ଯୁଦ୍ଧ ଆଗାମୀ କିଛି ଦିନ ମଧ୍ୟରେ ଅଧିକ ଭୟଙ୍କର ହେବାକୁ ଯାଉଛି। ପୂର୍ବତନ ଆଫଗାନିସ୍ତାନ ସୈନିକମାନେ ରୁଷିଆ ପକ୍ଷରୁ ୟୁକ୍ରେନ୍‌ ବିରୋଧରେ ଯୁଦ୍ଧ ଲଢୁଥିବା ଖବର ମିଳିଛି।...

ପୁଣି ବଢ଼ିଲା ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ, ୨୭।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାରେ ଲାଗିଛି। ତେବେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା କମି ୨୧ ହଜାର ତଳେ ରହିଛି। ଗତ...

କରୋନା ପରେ ସ୍କୁଲ ଖୋଲିଲେ ମଧ୍ୟ ୩.୪୮ ଲକ୍ଷ ପିଲା ପଢ଼ିବାକୁ ଆସୁ ନାହାନ୍ତି …

ନୂଆଦିଲ୍ଲୀ,୨୭।୧୦ : ବିନାଶକାରୀ କରୋନା ସଂକ୍ରମଣ ପରେ ଜୀବନ ପ୍ରାୟ ସ୍ବାଭାବିକ ଫେରିଛି। ସ୍କୁଲଗୁଡ଼ିକରେ ନିୟମିତ ଭାବେ ପାଠପଢ଼ା ଜାରି ରହିଛି। ଦିଲ୍ଲୀର ସରକାରୀ ବିଦ୍ୟାଳୟଗୁଡ଼ିକ ମଧ୍ୟ ଚଳିତ ବର୍ଷ ଏପ୍ରିଲରୁ ନିୟମିତ ଖୋଲିବା ଆରମ୍ଭ କରିଛନ୍ତି। ତେବେ ଏକ...

ଉତ୍ତରାଖଣ୍ଡ-ବଙ୍ଗୋପସାଗରରେ ହେବ ଭାରତ-ଆମେରିକା ସମରାଭ୍ୟାସ…

ନୂଆଦିଲ୍ଲୀ,୨୭।୧୦ : ଲଦାଖରେ ଚାଇନାର ଅନୁପ୍ରବେଶ ଏବଂ ବିସ୍ତାରବାଦୀ ଯୋଜନାକୁ ଚେତାବନୀ ଦେବା ପାଇଁ ଭାରତୀୟ ଏବଂ ଆମେରିକୀୟ ସୈନ୍ୟମାନେ ଉତ୍ତରାଖଣ୍ଡର ଔଲି ଏବଂ ବଙ୍ଗୋପସାଗରରେ ମିଳିତ ସମରାଭ୍ୟାସ କରିବାକୁ ଯାଉଛନ୍ତି। ନଭେମ୍ବର ୧୫ ରୁ ଡିସେମ୍ବର ୨ ପର୍ଯ୍ୟନ୍ତ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri