Tag Archives: Home Middle

ଏଲଏସିରେ ଶୀଘ୍ର ସୁଧୁରିବନି ସ୍ଥିତି: ପ୍ରତିରକ୍ଷା ବିଶେଷଜ୍ଞଙ୍କ ମତ…

ନୂଆଦିଲ୍ଲୀ,୨୪।୧୦ : ରାଷ୍ଟ୍ରପତି ଶି ଜିନପିଙ୍ଗ ଲଗାତାର ତୃତୀୟ ଥର ପାଇଁ ଚାଇନାରେ କ୍ଷମତା ହାସଲ କରିଛନ୍ତି। ଏହାଦ୍ୱାରା ଭାରତ-ଚାଇନା ସମ୍ପର୍କରେ ତିକ୍ତତା ପୁଣି ବଢ଼ିବାର ଆଶଙ୍କା ପ୍ରକାଶ ପାଇଛି। ବିଶେଷଜ୍ଞମାନେ କହିଛନ୍ତି ଯେ ଜିନପିଙ୍ଗଙ୍କର ଅଭିଳାଷ ହେଉଛି ଦୁଇଦେଶର...

ଦେଶବାସୀଙ୍କୁ ଦୀପାବଳିର ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି-ପ୍ରଧାନମନ୍ତ୍ରୀ…

ନୂଆଦିଲ୍ଲୀ,୨୪।୧୦: ଦୀପାବଳି ଅବସରରେ ରାଷ୍ଟ୍ରପତି ଦୌପଦୀ ମୁର୍ମୁ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ରାଷ୍ଟ୍ରପତି ଦୌପଦୀ ମୁର୍ମୁ ଟୁଇଟ କରି କହିଛନ୍ତି ଯେ ସମସ୍ତ ଦେଶବାସୀଙ୍କୁ ଦୀପାବଳିର ଶୁଭେଚ୍ଛା! ଆଲୋକ ଏବଂ ଆନନ୍ଦର ଏହି ପବିତ୍ର...

୧୫ ଘଣ୍ଟାରେ ୧୫୦ କୋଟିର କାରବାର

ଭୁବନେଶ୍ୱର,୨୪।୧୦: ଗତ ୨ବର୍ଷ ପରେ ଚଳିତ ବର୍ଷ ଧନତେରସର ଉତ୍ସାହ ଏକ ପ୍ରକାର ପରିବେଶ ଓ ପରିସ୍ଥିତି ସବୁ ଦୃଷ୍ଟିକୋଣରୁ ଭଲ ରହିଛି, ଯାହାର ପ୍ରଭାବ ଅଳଙ୍କାର ବ୍ୟବସାୟ ଉପରେ ପରିଲକ୍ଷିତ ହୋଇଛି। ଏପରିକି ଚଳିତ ବର୍ଷର ଧନତେରସ ପାଇଁ...

ଘୃଣା ପ୍ରସାର କରୁଛନ୍ତି ଭାଜପା-ଆର୍‌ଏସ୍‌ଏସ୍‌: ରାହୁଲ

ନୂଆଦିଲ୍ଲୀ,୨୪।୧୦ : ଏକତା ଓ ଭ୍ରାତୃଭାବ ବଢ଼ାଇବା ଲକ୍ଷ୍ୟରେ ଆରମ୍ଭ ହୋଇଥିବା ଭାରତ ଯୋଡ଼ୋ ଯାତ୍ରା ରବିବାର ସକାଳେ ହାଇଦ୍ରାବାଦରେ ପ୍ରବେଶ କରିଛି। ଭାଜପା ଏବଂ ଆର୍‌ଏସ୍‌ଏସ୍‌ ଦେଶରେ ଘୃଣାର ପ୍ରସାର କରୁଥିବା ଏହି ଅବସରରେ କଂଗ୍ରେସ ନେତା ରାହୁଲ...

ପାର୍ଟି କର୍ମକର୍ତ୍ତାରୁ ସର୍ବାଧିକ କ୍ଷମତାଶାଳୀ

ବେଜିଂ,୨୪ା୧୦: ୧୯୫୩ ଜୁନ୍‌ ୧୫ରେ ବେଜିଂରେ ଜନ୍ମିତ ଶି ଜିନ୍‌ପିଙ୍ଗ୍‌ ହେଉଛନ୍ତି କମ୍ୟୁନିଷ୍ଟ ପାର୍ଟିର ବରିଷ୍ଠ ନେତା ତଥା ୧୯୪୯ରେ କମ୍ୟୁନିଷ୍ଟ ପାର୍ଟିକୁ ଶାସନକୁ ଆଣିଥିବା ଗୃହଯୁଦ୍ଧବେଳର ଗେରିଲା କମାଣ୍ଡର ଶି ଜୋଙ୍ଗ୍‌ଶୁନ୍‌ଙ୍କ ପୁଅ। ୧୯୬୯-୧୯୭୫: ଚାଇନାରେ ସାଂସ୍କୃତିକ ବିପ୍ଳବ...

ଋଷି ବନାମ କିଏ

ଲଣ୍ଡନ,୨୪ା୧୦: କଞ୍ଜରଭେଟିଭ୍‌ ପାର୍ଟି ଏମ୍‌ପି ତଥା ପୂର୍ବତନ ଅର୍ଥମନ୍ତ୍ରୀ ଋଷି ସୁନକ ବ୍ରିଟେନର ପରବର୍ତ୍ତୀ ପ୍ରଧାନମନ୍ତ୍ରୀ ଦୌଡ଼ରେ ରବିବାର ଦ୍ୱିତୀୟ ଥର ପାଇଁ ଆନୁଷ୍ଠାନିକ ଭାବେ ସାମିଲ ହୋଇଛନ୍ତି। ବ୍ରିଟେନ ଏକ ମହାନ୍‌ ଦେଶ କିନ୍ତୁ ଆମେ ଏକ ବୃହତ୍‌...

ପ୍ରଧାନମନ୍ତ୍ରୀ ରେସ୍‌ରୁ ନିଜ ଦୂରେଇ ରଖିଲେ ଜନସନ, ସୁନକ ବିଜୟର ନିକଟତର

ଲଣ୍ଡନ,୨୩।୧୦: ବ୍ରିଟେନରେ ପ୍ରଥମ ଭାରତୀୟ ପ୍ରଧାନମନ୍ତ୍ରୀ ହେବାର ରାସ୍ତା ପ୍ରାୟ ସ୍ପଷ୍ଟ ହେବାରେ ଲାଗିଛି। ବ୍ରିଟେନରେ ଚାଲିଥିବା ରାଜନୈତିକ ସଙ୍କଟ ମଧ୍ୟରେ ପୂର୍ବତନ ପ୍ରଧାନମନ୍ତ୍ରୀ ବୋରିସ ଜନସନ ପ୍ରଧାନମନ୍ତ୍ରୀ ପଦବୀରୁ ନିଜକୁ ଦୂରେଇ ରଖିଛନ୍ତି। ତାଙ୍କ ନିଷ୍ପତ୍ତି ପରେ ବର୍ତ୍ତମାନ...

ବିଜୟ ଆଶା ନ ଥିଲା: ରୋହିତ

ମେଲବୋର୍ନ,୨୩।୧୦: ଏକ ରୋମାଞ୍ଚକର ମ୍ୟାଚରେ ଭାରତ ପାକିସ୍ତାନକୁ ୪ ଉଇକେଟରେ ପରାସ୍ତ କରିଛି। ଏହି ମ୍ୟାଚ ପରେ ଭାରତୀୟ ଅଧିନାୟକ ରୋହିତ ଶର୍ମା କହିଛନ୍ତି, ମୋ ପାଇଁ କିଛି କହିବାକୁ କିଛି ଶବ୍ଦ ନାହିଁ। ଶେଷ ଓଭର ସମୟରେ ମୁଁ...

ରୋମାଞ୍ଚକ ମ୍ୟାଚ୍‌ରେ ପାକିସ୍ତାନକୁ ପରାସ୍ତ କଲା ଭାରତ

ମେଲବୋର୍ନ,୨୩।୧୦:ଟି-୨୦ ବିଶ୍ୱକପ୍‌ର ଏକ ରୋମାଞ୍ଚକ ମୁକାବିଲାରେ ଭାରତ ଚିରପ୍ରତିଦ୍ୱନ୍ଦ୍ୱୀ ପାକିସ୍ତାନକୁ ୪ ଉଇକେଟ୍‌ରେ ପରାସ୍ତ କରିଛି। ଏହି ମ୍ୟାଚ୍‌ର ହିରୋ ଥିଲେ ବିରାଟ କୋହଲି। ସେ ମାତ୍ର ୫୨ ବଲ୍‌ରେ ୮୨ ରନ୍‌ କରି ଅପରାଜିତ ରହିଥିଲେ। ପ୍ରଥମେ ବ୍ୟାଟିଂ...

ଋଷି ସୁନକ ଲଢିବେ ପ୍ରଧାନମନ୍ତ୍ରୀ ନିର୍ବାଚନ, କହିଲେ ବ୍ରିଟେନ ଅର୍ଥନୀତିକୁ ସୁଧାରିବାକୁ ଚାହୁଛି

ଲଣ୍ଡନ,୨୩ ।୧୦: ବ୍ରିଟେନର କଞ୍ଜରଭେଟିଭ ପାର୍ଟିର ନେତା ଋଷି ସୁନକ ପୁଣିଥରେ ପ୍ରଧାନମନ୍ତ୍ରୀ ନିର୍ବାଚନ ଲଢିବେ ବୋଲି ଘୋଷଣା କରିଛନ୍ତି । ସେ କହିଛନ୍ତି ମୁଁ ବ୍ରିଟେନର ଅର୍ଥବ୍ୟବସ୍ଥାକୁ ସୁଧାରିବାକୁ ଚାହୁଁଛି । ଦଳକୁ ଏକାଠି କରିବାକୁ ଚାହୁଁଛି ଓ...

ରାଜୀବ ଗାନ୍ଧୀ ଫାଉଣ୍ଡେଶନକୁ ନେଇ ଗାନ୍ଧୀ ପରିବାରକୁ ଟାର୍ଗେଟ କଲା ଭାଜପା, କହିଲା ଚାଇନରୁ ବି ହୋଇଛି ଫଣ୍ଡିଂ

ନୂଆଦିଲ୍ଲୀ,୨୩ ।୧୦: ସ୍ୱରାଷ୍ଟ୍ର ମନ୍ତ୍ରଣାଳୟ ରବିବାର ୨୩ ଅକ୍ଟୋବରରେ ରାଜୀବ ଗାନ୍ଧୀ ଫାଉଣ୍ଡେଶନର ଏଫସିଆରଏ ଲାଇସେନ୍ସ ରଦ୍ଦ କରି ଦେଇଛି । ମନ୍ତ୍ରଣାଳୟ ପକ୍ଷରୁ ଏହି ପଦକ୍ଷେପ ଫରେନ କଣ୍ଟ୍ରିବ୍ୟୁଶନ(ରେଗୁଲେଶନ)ଆକ୍ଟ ଆଧାରରେ କରାଯାଇଛି । ଭାରତୀୟ ଜନତା ପାର୍ଟି(ଭାଜପା) ପ୍ରବକ୍ତା...

ଶି ଜିନ୍‌ପିଙ୍ଗ୍‌ଙ୍କ ଟପ୍‌ ଟିମ୍‌ରେ ନାହାନ୍ତି ମହିଳା

ବେଜିଂ,୨୩ା୧୦: ଶି ଜିନପିଙ୍ଗ କ୍ରମାଗତ ତୃତୀୟ ଥର ପାଇଁ ଚାଇନା ରାଷ୍ଟ୍ରପତି ଭାବରେ ଦାୟିତ୍ୱ ଗ୍ରହଣ କରିବାକୁ ଯାଉଛନ୍ତି। ସେ ରବିବାର କମ୍ୟୁନିଷ୍ଟ ପାର୍ଟିର ସାଧାରଣ ସମ୍ପାଦକ ଭାବରେ ନିର୍ବାଚିତ ହୋଇଥିଲେ। ଦଳର ପ୍ରତିଷ୍ଠାତା ମାଓ ଜେଡୋଙ୍ଗଙ୍କ ପରେ ସେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri