Tag Archives: Home Middle

ୟୁନିଫର୍ମ ସିଭିଲ କୋଡ୍‌ ନେଇ କେନ୍ଦ୍ର ସରକାରଙ୍କ ସତ୍ୟପାଠ ଦାଖଲ…

ନୂଆଦିଲ୍ଲୀ,୧୮।୧୦ : ୟୁନିଫର୍ମ ସିଭିଲ କୋଡ (ୟୁସିସି) ସମ୍ବନ୍ଧରେ କେନ୍ଦ୍ର ସୁପ୍ରିମକୋର୍ଟରେ ଏକ ସତ୍ୟପାଠ ଦାଖଲ କରିଛି। ଏଥିରେ କୁହାଯାଇଛି ଯେ ବିଭିନ୍ନ ଧର୍ମ ଏବଂ ସମ୍ପ୍ରଦାୟର ନାଗରିକଙ୍କ ବିଭିନ୍ନ ସମ୍ପତ୍ତି ଏବଂ ବିବାହ ନିୟମ ଅନୁସରଣ କରିବା ଜାତିର...

ସଞ୍ଜୟଙ୍କ ନ୍ୟାୟିକ ହେପାଜତ ଅକ୍ଟୋବର ୨୧ ପର୍ଯ୍ୟନ୍ତ ବଢ଼ିଲା…

ନୂଆଦିଲ୍ଲୀ,୧୮।୧୦ : ଶିବସେନା ଏମ୍‌ପି ସଞ୍ଜୟ ରାଉତଙ୍କ ନ୍ୟାୟିକ ହେପାଜତ ସମୟକୁ ଅକ୍ଟୋବର ୨୧ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ପାତ୍ରା ଚାଲ ମାମଲାରେ ସଞ୍ଜୟଙ୍କୁ ଏନଫୋର୍ସମେଣ୍ଟ ଡାଇରେକ୍ଟୋରେଟ (ଇଡି) ଗିରଫ କରିଥିଲା। ଏହାପୂର୍ବରୁ ସୋମବାର ରାଉତଙ୍କୁ ସ୍ବତନ୍ତ୍ର ବିଚାରପତି ଏମ.ଜି...

ଏଟିଏଫ୍‌ ନେଇ ଭାଟ୍‌ କମ୍‌ କରିବାକୁ ୮ ରାଜ୍ୟଙ୍କୁ ସିନ୍ଧିଆଙ୍କ ଅପିଲ…

ନୂଆଦିଲ୍ଲୀ,୧୮।୧୦ : କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ ମଙ୍ଗଳବାର ଆଠଟି ରାଜ୍ୟର ଦ୍ୱିତୀୟ ଏବଂ ତୃତୀୟ ଶ୍ରେଣୀ ସହରକୁ ବିମାନ ଚଳାଚଳ ସୁଗମ କରିବା ପାଇଁ ଏୟାର ଟର୍ବାଇନ ଇନ୍ଧନ (ଏଟିଏଫ) ଉପରେ ଭାଟ ହ୍ରାସ...

ପାକିସ୍ତାନ ବିରୋଧି ମନ୍ତବ୍ୟ ଦେଇ ଏହାକୁ ସଂଶୋଧନ କଲା ଆମେରିକା…

ଓ୍ବାଶିଂଟନ,୧୮।୧୦ : ପାକିସ୍ତାନରେ ଚାଲିଥିବା ରାଜନୈତିକ ଅସ୍ଥିରତା ମଧ୍ୟରେ ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନଙ୍କ ବିବୃତ୍ତି ନେଇ ଉତ୍ତେଜନା ସୃଷ୍ଟି ହୋଇଛି। ପରମାଣୁ ଅସ୍ତ୍ରଶସ୍ତ୍ର ସହିତ ପାକିସ୍ତାନକୁ ସବୁଠାରୁ ବିପଜ୍ଜନକ ଦେଶ ବୋଲି ବାଇଡେନ କହିଥିଲେ। ଏହି ବିବୃତ୍ତି ପରେ...

ସୋମବାର ସପ୍ତାହର ଖରାପ ଦିନ, ଗିନିଜ୍‌ ବୁକ୍‌ ପକ୍ଷରୁ ଘୋଷଣା…

ନୂଆଦିଲ୍ଲୀ/ଲଣ୍ଡନ,୧୮।୧୦ : ସୋମବାର ସପ୍ତାହର ସବୁଠାରୁ ଖରାପ ଦିନ ବୋଲି ଗିନିଜ ୱାଲର୍‌ଡ ରେକର୍ଡ ଆନୁଷ୍ଠାନିକ ଭାବେ ଘୋଷଣା କରିଛି। ସୋମବାର ଦିନ ଗିନିଜ ବୁକ ଅଫ ୱାଲର୍‌ଡ ରେକର୍ଡ ଏକ ଟୁଇଟରେ ଲେଖିଛି ଯେ ଆମେ ସୋମବାର ଦିନ...

ପୃଥିବୀ ପାଇଁ ବିବିଧତା-ଗଣତନ୍ତ୍ରର କେସ୍‌ ଷ୍ଟଡି ହେଉଛି ଭାରତ…

ନୂଆଦିଲ୍ଲୀ,୧୮।୧୦ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଦିଲ୍ଲୀର ପ୍ରଗତି ମଇଦାନରେ ଇଣ୍ଟରପୋଲର ୯୦ ତମ ସାଧାରଣ ସଭାର ଉଦଘାଟନ କରିଛନ୍ତି। ଏହି ଅବସରରେ ତାଙ୍କ ଅଭିଭାଷଣରେ ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ବିବିଧତା ଏବଂ ଗଣତନ୍ତ୍ର ବଜାୟ ରଖିବାରେ ଭାରତ...

ଜୟଲଳିତାଙ୍କ ମୃତ୍ୟୁ ରିପୋର୍ଟ: ଶଶିକଳାଙ୍କ ସମେତ ଡାକ୍ତର-ସ୍ବାସ୍ଥ୍ୟ ସଚିବଙ୍କ ବିରୋଧରେ ତଦନ୍ତ ଦାବି…

ଚେନ୍ନାଇ,୧୮।୧୦ : ତାମିଲନାଡୁର ପୂର୍ବତନ ମୁଖ୍ୟମନ୍ତ୍ରୀ ଜେ. ଜୟଲଳିତାଙ୍କ ମୃତ୍ୟୁ ଘଟଣାର ଯାଞ୍ଚ ପାଇଁ ଗଠିତ ଅରୁମୁଗାସାମି କମିଟି ମଙ୍ଗଳବାର ବିଧାନସଭାରେ ଏହାର ରିପୋର୍ଟ ଉପସ୍ଥାପନ କରିଛି। ଏହି ରିପୋର୍ଟରେ କମିଟି ଶଶିକଳାଙ୍କ ସମେତ ଜୟଲଳିତାଙ୍କ ଡାକ୍ତର କେ.ଏସ ଶିବକୁମାର,...

ଭାଜପା ଭୟରେ କରିଛି ପ୍ରାର୍ଥୀ ପ୍ରତ୍ୟାହାର…

ମୁମ୍ବାଇ,୧୮।୧୦: ମୁମ୍ବାଇରେ ଅନୁଷ୍ଠିତ ଅନ୍ଧେରୀ ଇଷ୍ଟ ବିଧାନସଭା ଉପ-ନିର୍ବାଚନରେ ଭାଜପା ପକ୍ଷର ୁପ୍ରାର୍ଥୀ ପ୍ରତ୍ୟାହାର କରିବା ଘୋଷଣା ପରେ ରାଜନୀତି ତୀବ୍ର ହୋଇଛି। ଭାଜପାର ଏହି ନିଷ୍ପତ୍ତିକୁ ଏବେ ଉଦ୍ଧବ ଠାକରେ ଦଳ ଟାର୍ଗେଟ କରିଛନ୍ତି। ଏହି ନିର୍ବାଚନରେ ଭାଜପା...

ଗ୍ୟାଙ୍ଗଷ୍ଟରଙ୍କ ଉପରେ ଆକ୍ସନ, ଦିଲ୍ଲୀ-ପଞ୍ଜାବ ସମେତ ୫ ରାଜ୍ୟର ୪୦ରୁ ଅଧିକ ସ୍ଥାନରେ ଏନଆଇଏ ଚଢାଉ

ନୂଆଦିଲ୍ଲୀ,୧୮ ।୧୦: ନ୍ୟାଶନାଲ ଇନଭେଷ୍ଟିଗେଶନ ଏଜେନ୍ସି(ଏନଆଇଏ) ଗ୍ୟାଙ୍ଗଷ୍ଟରଙ୍କ ବିରୋଧରେ ବଡ କାର୍ଯ୍ୟାନୁଷ୍ଠାନ ନେଇଛି । ମଙ୍ଗଳବାର ଏନଆଇଏ ପକ୍ଷରୁ ସାରା ଦେଶର ପ୍ରାୟ ୫ ରାଜ୍ୟରେ ୪୦ରୁ ଅଧିକ ସ୍ଥାନରେ ଚଢାଉ ଆରମ୍ଭ କରିଛି । ଏହି ଚଢାଉ ଦେଶ...

୨୫ ବର୍ଷ ପରେ ଭାରତରେ ଇଣ୍ଟରପୋଲ ମହାସଭା, ମୋଦି କରିବେ ଉଦ୍‌ଘାଟନ, ପାକ ସମେତ ୧୯୫ ଦେଶ ହେବେ ସାମିଲ

ନୂଆଦିଲ୍ଲୀ,୧୮ ।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ରାଜଧାନୀ ଦିଲ୍ଲୀର ପ୍ରଗତି ମୈଦାନରେ ୯୦ତମ ଇଣ୍ଟରପୋଲ ମହାସଭାର ଉଦ୍‌ଘାଟନ କରିବେ । ଏହାପରେ ମୋଦି ମହାସଭାରେ ଭାଗ ନେଇଥିବା ୧୯୫ ଦେଶର ପ୍ରତିନିଧିଙ୍କୁ ସମ୍ବୋଧିତ କରିବେ । ଏହି କାର୍ଯ୍ୟକ୍ରମରେ...

ଆଜି ଭାରତ ଆସିବେ ଗୁଟେରସ୍‌

ନୂଆଦିଲ୍ଳୀ,୧୮।୧୦: ଜାତିସଂଘ ମୁଖ୍ୟ ଆଣ୍ଟୋନିଓ ଗୁଟେରସ୍‌ ମଙ୍ଗଳବାର ଭାରତ ଆସିବେ। ଦ୍ୱିତୀୟଥର ପାଇଁ ଜାତିସଂଘର ମହାସଚିବ ଦାୟିତ୍ୱ ଗ୍ରହଣ କରିବା ପରେ ଗୁଟେରସ୍‌ଙ୍କ ଏହା ପ୍ରଥମ ଭାରତ ଗସ୍ତ। ୨୬/୧୧ ମୁମ୍ବାଇ ଆକ୍ରମଣରେ ପ୍ରାଣ ହରାଇଥିବା ପୀଡ଼ିତଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇବା...

ଜନତା ମୋର ଷ୍ଟାର ପ୍ରଚାରକ: ରାଜେନ୍ଦ୍ର

ଭଦ୍ରକ ଅଫିସ, ୧୮।୧୦:ଧାମନଗର ଉପନିର୍ବାଚନ ପାଇଁ ବିଜେଡି ବିଦ୍ରୋହୀ ତଥା ସ୍ବାଧୀନ ପ୍ରାର୍ଥୀ ଭାବେ ମଇଦାନକୁ ଓହ୍ଲାଇଥିବା ପୂର୍ବତନ ବିଧାୟକ ରାଜେନ୍ଦ୍ର ଦାସ ପ୍ରତିଦ୍ୱନ୍ଦ୍ୱିତା ନିଷ୍ପତ୍ତିରେ ଦୃଢ଼ ରହିବେ ନା ପ୍ରାର୍ଥତ୍ପତ୍ର ପ୍ରତ୍ୟାହାର କରିବେ ତାହା ଉପରେ ସମସ୍ତଙ୍କ ନଜର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri