Tag Archives: Home Middle

୪୫ ବର୍ଷ ମଧ୍ୟରେ ଦେଶରେ ସବୁଠାରୁ ଅଧିକ ବେରୋଜଗାରୀ, ଚାକିରି କେଉଁଠି ଅଛି କୁହନ୍ତୁ : ପ୍ରଧାନମନ୍ତ୍ରୀଙ୍କୁ ରାହୁଲଙ୍କ ପ୍ରଶ୍ନ…

ବେଲାରି,୧୫।୧୦ : କଂଗ୍ରେସ ଏମ୍‌ପି ରାହୁଲ ଗାନ୍ଧୀ ଭାରତ ଯୋଡୋ ଯାତ୍ରାରେ କର୍ନାଟକର ବେଲାରିରେ ପହଞ୍ଚିଛନ୍ତି। ଏହା ସହିତ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି ଯେ ୪୫ ବର୍ଷ ମଧ୍ୟରେ ସମ୍ପ୍ରତି ଭାରତରେ...

ଆମେରିକା ରାଷ୍ଟ୍ରଦୂତଙ୍କୁ ସମନ ପାଇଁ ପାକିସ୍ତାନର ଯୋଜନା…

ଇସଲାମାବାଦ,୧୫।୧୦ : ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ପାକିସ୍ତାନକୁ ବିଶ୍ୱର ସବୁଠାରୁ ବିପଦପୂର୍ଣ୍ଣ ଦେଶ ବୋଲି କହିଛନ୍ତି। ଏହାକୁ ନେଇ ପାକିସ୍ତାନକୁ ବଡ଼ ଝଟ୍‌କା ଲାଗିଛି। ଆତଙ୍କବାଦ ପ୍ରସଙ୍ଗରେ ପାକିସ୍ତାନ, ବିଶ୍ୱରେ ନିଜର ଭାବମୂର୍ତ୍ତିକୁ ଖରାପ କରିଦେଇଛି। ଆମେରିକା ରାଷ୍ଟ୍ରପତିଙ୍କ...

କାଏରୋ ପାର୍କରେ ମହାତ୍ମାଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ଜୟଶଙ୍କର…

କାଏରୋ,୧୫।୧୦ : କାଏରୋର ପ୍ରସିଦ୍ଧ ପାର୍କରେ ବହିର୍ବ୍ୟାପାର ମନ୍ତ୍ରୀ ଏସ ଜୟଶଙ୍କର ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଶନିବାର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଇଜିପ୍ଟର ରାଜଧାନୀରେ ସେ କହିଛନ୍ତି ଯେ ମହାତ୍ମା ଗାନ୍ଧୀଙ୍କ ବାର୍ତ୍ତା ବିଶ୍ୱର ସମସ୍ତଙ୍କ ପାଇଁ ନ୍ୟାୟ...

ଏହା କ’ଣ ମୋଦି ସରକାରଙ୍କ ଆଛେ ଦିନ୍‌, ପାକିସ୍ତାନ ବି ଭାରତଠାରୁ ଆଗରେ, ଆରଜେଡ଼ିର କଟାକ୍ଷ…

ପାଟନା,୧୫।୧୦ : ବିଶ୍ୱ କ୍ଷୁଧା ସୂଚକାଙ୍କରେ (ଗ୍ଲୋବାଲ ହଙ୍ଗର ଇଣ୍ଡେକ୍ସ)-୨୦୨୨ରେ ଭାରତ ୧୨୧ଟି ଦେଶର ମଧ୍ୟରେ ପୂର୍ବର ୧୦୧ ସ୍ଥାନରୁ ୧୦୭ ତମ ସ୍ଥାନକୁ ଖସି ଆସିଛି। ସୂଚକାଙ୍କ ପ୍ରକାଶ କରିଥିବା ସଂଗଠନ ଅନୁଯାୟୀ ଏହି ତାଲିକାରେ ଶ୍ରୀଲଙ୍କା ୬୪...

ମୋଦି ସରକାରଙ୍କ ଶାସନ କାଳରେ ୨୦୧୪ଠାରୁ ବିଶ୍ୱ କ୍ଷୁଧା ସୂଚକାଙ୍କରେ ଭାରତ ପଛୁଆ: ଚିଦାମ୍ବରମ…

ନୂଆଦିଲ୍ଲୀ,୧୫।୧୦ : ବିଶ୍ୱ କ୍ଷୁଧା ସୂଚକାଙ୍କରେ (ଗ୍ଲୋବାଲ ହଙ୍ଗର ଇଣ୍ଡେକ୍ସ)-୨୦୨୨ରେ ଭାରତ ୧୨୧ଟି ଦେଶର ମଧ୍ୟରେ ପୂର୍ବର ୧୦୧ ସ୍ଥାନରୁ ୧୦୭ ତମ ସ୍ଥାନକୁ ଖସି ଆସିଛି। ଏହି ରିପୋର୍ଟକୁ ସୂଚାଇ କଂଗ୍ରେସ ଏମ୍‌ପି ତଥା ପୂର୍ବତନ କେନ୍ଦ୍ର ଅର୍ଥମନ୍ତ୍ରୀ...

ବିଶ୍ୱ କ୍ଷୁଧା ସୂଚକାଙ୍କରେ ପାକିସ୍ତାନ-ନେପାଳ-ଶ୍ରୀଲଙ୍କା-ବାଂଲାଦେଶଠାରୁ ପଛରେ ପଡ଼ିଲା ଭାରତ, ୧୦୭ ସ୍ଥାନରେ…

ନୂଆଦିଲ୍ଲୀ,୧୫।୧୦ : ବିଶ୍ୱ କ୍ଷୁଧା ସୂଚକାଙ୍କରେ (ଗ୍ଲୋବାଲ ହଙ୍ଗର ଇଣ୍ଡେକ୍ସ)-୨୦୨୨ରେ ଭାରତ ୧୨୧ଟି ଦେଶର ମଧ୍ୟରେ ପୂର୍ବର ୧୦୧ ସ୍ଥାନରୁ ୧୦୭ ତମ ସ୍ଥାନକୁ ଖସି ଆସିଛି। ବର୍ତ୍ତମାନ ପଡୋଶୀ ଦେଶ ପାକିସ୍ଥାନ, ବାଂଲାଦେଶ, ନେପାଳ ଏବଂ ଶ୍ରୀଲଙ୍କା ମଧ୍ୟ...

ଅପ୍ରାସଙ୍ଗିକ ଆଇନ-ଭୁଲ ପରମ୍ପରାକୁ ହଟାଇବା ଜରୁରୀ…

ନୂଆଦିଲ୍ଲୀ,୧୫।୧୦ : ଆଇନମନ୍ତ୍ରୀ ଏବଂ ଆଇନ ସଚିବଙ୍କ ସମ୍ମିଳନୀକୁ ପ୍ରଧାନମନ୍ତ୍ରୀ ମୋଦି ଶନିବାର ସମ୍ବୋଧିତ କରିଛନ୍ତି। ପ୍ରଧାନନ୍ତ୍ରୀ କହିଛନ୍ତି ଯେ ଏକ ସୁସ୍ଥ ସମାଜ ପାଇଁ ଏକ ଦୃଢ଼ ନ୍ୟାୟିକ ବ୍ୟବସ୍ଥା ଗୁରୁତ୍ୱପୂର୍ଣ୍ଣ। ସେ ଆଇନ ମନ୍ତ୍ରୀ ତଥା ସଚିବମାନଙ୍କୁ...

ଚାଇନାକୁ ରାଜନାଥଙ୍କ ଚେତାବନୀ…

ନୂଆଦିଲ୍ଲୀ,୧୫।୧୦ : ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଶନିବାର ଅନ୍ତର୍ଜାତୀୟ ସାମୁଦ୍ରିକ କ୍ଷେତ୍ରରେ ଚାଇନାର ବୃଦ୍ଧି ପାଉଥିବା ଅନୈତିକ କାର୍ଯ୍ୟ ନେଇ ଏକ ପରୋକ୍ଷ ଚେତାବନୀ ଦେଇଛନ୍ତି। ଏସୀୟ କୋଷ୍ଟଗାର୍ଡ ଏଜେନ୍ସିଗୁଡିକର ଏକ ବୈଠକକୁ ସମ୍ବୋଧିତ କରି ସେ କହିଛନ୍ତି...

ପାକିସ୍ତାନ ସୈନ୍ୟ ବାଂଲାଦେଶରେ କରିଥିଲେ ନରସଂହାର, ଆମେରିକା ସଂସଦରେ ପ୍ରସ୍ତାବ ଆଗତ…

ଓ୍ବାଶିଂଟନ,୧୫।୧୦ : ଆମେରିକାର ଦୁଇ ପ୍ରଭାବଶାଳୀ ସାଂସଦ ପ୍ରତିନିଧି ସଭାରେ ଏକ ପ୍ରସ୍ତାବ ଆଣିଛନ୍ତି । ଯେଉଁଥିରେ ପାକିସ୍ତାନ ବିରୋଧରେ ଗୁରୁତର ଅଭିଯୋଗ ଆସିଛି। ଏହି ପ୍ରସ୍ତାବରେ ଦୁଇ ସାଂସଦ ୧୯୭୧ ମସିହାରେ ବାଂଲାଦେଶରେ ପାକିସ୍ତାନ ସୈନ୍ୟଙ୍କ ଦ୍ୱାରା ବହୁ...

୭ମ ଥର ପାଇଁ ମହିଳା ଏସିଆ କପ ଜିତିଲା ଭାରତ…

ସିଲହଟ ,୧୫।୧୦ : ଭାରତୀୟ ମହିଳା କ୍ରିକେଟ ଦଳ ୭ମ ଥର ପାଇଁ ଏସିଆ କପର ବିଜେତା ହୋଇଛି। ଫାଇନାଲ ମ୍ୟାଚରେ ଭାରତୀୟ ଦଳ ଶ୍ରୀଲଙ୍କାକୁ ଶୋଚନୀୟ ପରାସ୍ତ କରିଛି। ଭାରତୀୟ ଦଳ ପାଇଁ ବିଜୟ ଲକ୍ଷ୍ୟ ୬୬ ରନ୍‌...

ଜିନପିଙ୍ଗ ଶପଥ ଗ୍ରହଣ ଉତ୍ସବ ପାଇଁ ନିଜେ ସ୍ଥିର କରିଛନ୍ତି ନିୟମ…

ବେଜିଂ,୧୫।୧୦ : ଚାଇନା ରାଷ୍ଟ୍ରପତି ଭାବରେ ଶି ଜିନପିଙ୍ଗଙ୍କ ଶପଥ ଗ୍ରହଣ ପୂର୍ବରୁ କମ୍ୟୁନିଷ୍ଟ ପାର୍ଟି (ସିପିସି) ତାଙ୍କୁ ସମର୍ଥନ କରିବା ପାଇଁ ସମସ୍ତ ପ୍ରସ୍ତୁତି ଚଳାଇଛି। ଜିନପିଙ୍ଗଙ୍କର ସମ୍ଭାବ୍ୟ ତୃତୀୟ କାର୍ଯ୍ୟକାଳ ପାଇଁ ଆସନ୍ତାକାଲି ଠାରୁ ସିପିସି ଏହାର...

ଶ୍ରୀଲଙ୍କା ବ୍ୟାଟିଂ ଲାଇନ ବିପର୍ଯ୍ୟସ୍ତ, ଫାଇନାଲରେ ଭାରତ ପାଇଁ ବିଜୟ ଲକ୍ଷ୍ୟ ୬୬…

ସିଲହଟ ,୧୫।୧୦ : ମହିଳା ଏସିଆ କପର ଫାଇନାଲ ମ୍ୟାଚରେ ଭାରତୀୟ ଦଳ ପାଇଁ ବିଜୟ ଲକ୍ଷ୍ୟ ୬୬ ରନ୍‌ ରହିଛି। ବାଂଲାଦେଶର ସିଲହଟ ଇଣ୍ଟରନ୍ୟାଶନାଲ ଷ୍ଟାଡ଼ିୟମରେ ଖେଳାଯାଉଥିବା ଏହି ମ୍ୟାଚ୍‌ରେ ଶ୍ରୀଲଙ୍କା ଦଳ ଟସ ଜିତି ପ୍ରଥମେ ବ୍ୟାଟିଂ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri