Tag Archives: Home Middle

ଏସିଆ କପ୍‌ ଫାଇନାଲରେ ଭାରତ

ଢାକା,୧୩।୧୦: ହରମାନପ୍ରୀତ କୌରଙ୍କ ନେତୃତ୍ୱାଧୀନ ଭାରତୀୟ ମହିଳା ଦଳ ଟି -୨୦ଏସିଆ କପ ଫାଇନାଲରେ ପ୍ରବେଶ କରିଛି। ଦଳ ପ୍ରଥମ ସେମିଫାଇନାଲରେ ଥାଇଲ୍ୟାଣ୍ଡକୁ ୭୪ ରନରେ ପରାସ୍ତ କରିଛି। ଏହା ହେଉଛି ଟୁର୍ନାମେଣ୍ଟର ଅଷ୍ଟମ ସିଜନ ଏବଂ ଭାରତୀୟ ଦଳ...

ସରକାର ରାଜନୈତିକ ବିବାଦରେ ବ୍ୟସ୍ତ, ମହାରାଷ୍ଟ୍ରରେ ୮ ମାସରେ ୧୮୭୫ କୃଷକ କରିଛନ୍ତି ଆତ୍ମହତ୍ୟା…

ମୁମ୍ବାଇ,୧୩।୧୦ : ମହାରାଷ୍ଟ୍ରରେ କୃଷକ ଆତ୍ମହତ୍ୟା ସଂଖ୍ୟା ଚିନ୍ତା ବଢ଼ାଇବାରେ ଲାଗିଛି। ଏକ ରିପୋର୍ଟରୁ ପ୍ରକାଶ ଯେ, ଚଳିତ ୨୦୨୨ ବର୍ଷ ଜାନୁୟାରୀରୁ ଅଗଷ୍ଟ ମଧ୍ୟରେ ୧୮୭୫ କୃଷକ ଋଣ ଏବଂ ସରକାରଙ୍କ ଉଦାସୀନତା କାରଣରୁ ଜୀବନ ଶେଷ କରିଛନ୍ତି।...

ବନ୍ୟ ପ୍ରାଣୀଙ୍କ ସଂଖ୍ୟା ୬୯ ପ୍ରତିଶତ କମିଛି: ଲିଭିଂ ପ୍ଲାନେଟ ରିପୋର୍ଟ ୨୦୨୨…

ନୂଆଦିଲ୍ଲୀ,୧୩।୧୦ : ଲିଭିଂ ପ୍ଲାନେଟ ରିପୋର୍ଟ ୨୦୨୨ ରେ, ୯୦ ବୈଜ୍ଞାନିକଙ୍କ ଦ୍ୱାରା ୩୨ ହଜାରରୁ ଅଧିକ ପ୍ରଜାତିର ପ୍ରାଣୀ ବିଶ୍ଳେଷଣ କରାଯାଇଛି। ଗତଥର ତୁଳନାରେ ପ୍ରାଣୀ ପ୍ରଜାତିଙ୍କ ସଂଖ୍ୟା ୧୧ ହଜାର ଅଧିକ ରହିଛି। ଡବ୍ଲୁଡବ୍ଲୁଏଫ୍‌ ଇଣ୍ଡିଆର ସେକ୍ରେଟେରୀ...

ହିଜାବ ମାମଲାରେ ବିଚାରପତିଙ୍କ ରାୟ ଭିନ୍ନ ଭିନ୍ନ, ବୃହତ ଖଣ୍ଡପୀଠରେ ହେବ ବିଚାର…

ନୂଆଦିଲ୍ଲୀ,୧୩।୧୦ : ସ୍କୁଲ ଏବଂ କଲେଜରେ ହିଜାବ ପିନ୍ଧିବା ଉପରେ ନିଷେଧାଦେଶ ବିରୋଧରେ ସୁପ୍ରିମକୋର୍ଟ ୧୦ ଦିନ ଶୁଣାଣି କରିଥିଲେ ଏବଂ ଏହା ପରେ ୨୨ ସେପ୍ଟେମ୍ବରରେ ଏହି ନିଷ୍ପତ୍ତି ସଂରକ୍ଷିତ ରଖିଥିଲେ। ନିର୍ବାଚନ ପାଖେଇ ଆସୁଥିବାରୁ କର୍ନାଟକ ପାଇଁ...

ଜାତିସଂଘରେ କଶ୍ମୀର ପ୍ରସଙ୍ଗରେ ପାକିସ୍ତାନକୁ ଭାରତର କଡ଼ା ଜବାବ…

ଜେନେଭା,୧୩।୧୦ : ମିଳିତ ଜାତିସଂଘ ସାଧାରଣ ସଭାରେ ପାକିସ୍ତାନର ଘୃଣ୍ୟ କାର୍ଯ୍ୟ ପୁଣି ଥରେ ସାମ୍ନାକୁ ଆସିଛି। ଏଥିପାଇଁ ଭାରତ ପୁଣି ଥରେ କଡ଼ା ଜବାବ ଦେବା ସହିତ ନିନ୍ଦା କରିଛି। ସାଧାରଣ ସଭାରେ ୟୁକ୍ରେନ-ରୁଷିଆ ଯୁଦ୍ଧ ପ୍ରସଙ୍ଗ ଚାଲିଥିଲା...

ପୃଥିବୀରେ ମଙ୍କିପକ୍ସ ମାମଲା ୭୦ ହଜାର ଟପିଲା, ସତର୍କ ସୂଚନା ଜାରି କଲା ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ…

ଜେନେଭା,୧୩।୧୦ : ସମଗ୍ର ବିଶ୍ୱରେ ମଙ୍କିପକ୍ସ ମାମଲା ରେ ବହୁତ ବୃଦ୍ଧି ଘଟିଛି । ବିଶ୍ୱ ସୱାସ୍ଥ୍ୟ ସଂଗଠନ ଅନୁଯାୟୀ, ବିଶ୍ୱରେ ମଙ୍କିପକ୍ସ ସହ ଜଡିତ ମାମଲା ସଂଖ୍ୟା ୭୦ ହଜାର ଅତିକ୍ରମ କରିଛି। ଏହା ସହିତ ବିଶ୍ୱ ସ୍ବାସ୍ଥ୍ୟ...

ଭାରତରେ ଓମିକ୍ରନ୍‌ର ୯ ସବ୍‌ ଭାରିଆଣ୍ଟ…

ନୂଆଦିଲ୍ଲୀ,୧୩।୧୦ : କରୋନା ଭୂତାଣୁର ଓମିକ୍ରନ ଭାରିଆଣ୍ଟର ଦୁଇଟି ସବ୍‌ ଭାରିଆଣ୍ଟ ଚାଇନାରେ ପୁନର୍ବାର ସଂକ୍ରମଣ ବିସ୍ତାର କରିଛି। ଚାଇନାର ୫ରୁ ଅଧିକ ରାଜ୍ୟରେ ସଂକ୍ରମଣ ମାମଲାରେ ହଠାତ ବୃଦ୍ଧି ପାଇବାରେ ଲାଗିଛି। ଏପରିସ୍ଥଳେ ଭାରତରେ ବର୍ତ୍ତମାନ ପର୍ଯ୍ୟନ୍ତ ଓମିକ୍ରନର...

ଏସିଆ କପ୍‌ ସେମିଫାଇନାଲ୍‌: ଥାଇଲାଣ୍ଡକୁ ୧୪୯ ରନ୍‌ର ଲକ୍ଷ୍ୟ ଦେଲା ଭାରତ

ସିଲହଟ,୧୩।୧୦: ମହିଳା ଏସିଆ କପ୍‌ ସେମିଫାଇନାଲରେ ଭାରତ ଏବଂ ଥାଇଲାଣ୍ଡର ଆଜି ମୁହାଁମୁହିଁ ହୋଇଛନ୍ତି। ଏହି ମ୍ୟାଚ ସିଲହଟ ଇଣ୍ଟରନ୍ୟାସନାଲ ଷ୍ଟାଡିୟମରେ ଖେଳାଯାଉଛି। ଏହି ମ୍ୟାଚ୍‌ରେ ଭାରତର ପ୍ରଥମେ ବ୍ୟାଟିଂ କରି ୬ ଉଇକେଟ୍‌ ହରାଇ ୧୧୪୮ ରନ୍‌ କରିଛି।...

ବିଶ୍ୱ ମାନଚିତ୍ରରୁ ଏକ ସାର୍ବଭୌମ ଦେଶକୁ ଲିଭାଇ ପାରିବ ନାହିଁ ରୁଷିଆ, ନିନ୍ଦା ପ୍ରସ୍ତାବକୁ ବାଇଡେନଙ୍କ ପ୍ରଶଂସା…

ଜେନେଭା/ଓ୍ବାଶିଂଟନ/ମସ୍କୋ,୧୩।୧୦ : ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ମିଳିତ ଜାତିସଂଘ ସାଧାରଣ ସଭା (ୟୁଏନଜିଏ)ରେ ରୁଷିଆ ବିରୋଧରେ ପାରିତ ହୋଇଥିବା ନିନ୍ଦା ପ୍ରସ୍ତାବକୁ ପ୍ରଶଂସା କରିଛନ୍ତି। ପ୍ରସ୍ତାବରେ ୟୁକ୍ରେନର ଚାରୋଟି ଅଞ୍ଚଳକୁ ରୁଷିଆ ସହିତ ମିଶ୍ରଣକୁ ନିନ୍ଦା କରାଯାଇଛି। ବାଇଡେନ...

କଟକଣାକୁ ଅଣଦେଖା, ପୁଣି କ୍ଷେପଣାସ୍ତ୍ର ପରୀକ୍ଷଣ କଲେ କିମ୍‌…

ପ୍ୟୋଙ୍ଗୟାଙ୍ଗ,୧୩।୧୦ : କ୍ଷେପଣାସ୍ତ୍ର ପରୀକ୍ଷଣ କରି କୋରିଆ ଉପଦ୍ୱୀପରେ ଉତ୍ତର କୋରିଆ ଉତ୍ତେଜନା ବୃଦ୍ଧି କରିଛି। ଗୁରୁବାର ଉତ୍ତର କୋରିଆର ଏକଛତ୍ରବାଦୀ ଶାସକ କିମ୍‌ ଜୋଙ୍ଗ ଉନ୍‌ ପୁଣିଥରେ ଦୂରଗାମୀ କ୍ରୁଜ କ୍ଷେପଣାସ୍ତ୍ର ପରୀକ୍ଷା କରିଛି। କିମ ଜୋଙ୍ଗ ଉନଙ୍କ...

ଥମୁଛି ସକ୍ରିୟ ମାମଲା-ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ, ୧୩।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାରେ ଲାଗିଛି। ତେବେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା କମି ୨୭ ହଜାର ତଳେ ରହିଛି। ଗତ...

ସୁଶୀଲ କୁମାରଙ୍କ ବିରୋଧରେ ଚାର୍ଜଫ୍ରେମ

ନୂଆଦିଲ୍ଳୀ,୧୩ା୧୦(ପି.ଟି.): ଛତ୍ରସାଲ ଷ୍ଟାଡିୟମରେ ପୂର୍ବତନ ଜାତୀୟ ଜୁନିୟର ଚାମ୍ପିୟନ ରେସଲରଙ୍କ ହତ୍ୟା ମାମଲାରେ ଅଲିମ୍ପିକ୍ସ ପଦକ ବିଜେତା ସୁଶୀଲ କୁମାରଙ୍କ ନାମରେ କୋର୍ଟ ଚାର୍ଜଫ୍ରେମ୍‌ କରିଛନ୍ତି। ବୁଧବାର ଦିଲ୍ଲୀର ଏକ କୋର୍ଟ ସୁଶୀଲ ଏବଂ ଅନ୍ୟ ୧୭ ଜଣ ଦୋଷୀଙ୍କ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri