Tag Archives: Home Middle

କମଲ୍‌ପ୍ରୀତ ୩ ବର୍ଷ ବାସନ୍ଦ

ନୂଆଦିଲ୍ଳୀ,୧୩ା୧୦(ପି.ଟି.): ଟୋକିଓ ୨୦୨୦ରେ ସଫଳତାର ଶିଖର ଛୁଇଁଥିବା ମହିଳା ଡିସ୍‌କସ ଥ୍ରୋୟର କମଲପ୍ରୀତ କୌରଙ୍କୁ ୩ ବର୍ଷ ବାସନ୍ଦ କରାଯାଇଛି। ତାଙ୍କ ନମୁନାରେ ନିଷିଦ୍ଧ ଶକ୍ତିବର୍ଦ୍ଧକ ପଦାର୍ଥ ଷ୍ଟାନୋଜୋଲୋଲ ମିଳିଥିବା ବେଳେ ଆଥ୍‌ଲେଟିକ୍ସ ଇଣ୍ଟେଗ୍ରିଟି ୟୁନିଟ (ଏଆଇୟୁ) ପକ୍ଷରୁ ତାଙ୍କୁ...

‘ଆମେରିକା ସମକକ୍ଷ ପ୍ରଦର୍ଶନ କରିପାରିଲୁନି’

ଭୁବନେଶ୍ୱର, ୧୩।୧୦: କଳିଙ୍ଗ ଷ୍ଟାଡିୟମରେ ଆରମ୍ଭ ହୋଇଥିବା ୧୭ ବର୍ଷରୁ କମ୍‌ ମହିଳା ଫିଫା ବିଶ୍ୱକପ୍‌ରେ ଭାରତ ଏହାର ପ୍ରଥମ ମ୍ୟାଚରେ ଶୋଚନୀୟ ପରାଜୟ ବରଣ କରିଛି। ଆମେରିକା ୮-୦ ଗୋଲରେ ବିଜୟ ସହ ଆଗକୁ ବଢ଼ିଛି। ଏଜ୍‌ ଗ୍ରୁପ୍‌ରେ...

୩ ତୈଳ କମ୍ପାନୀକୁ ୨୨,୦୦୦ କୋଟିର ଅନୁଦାନ

ନୂଆଦିଲ୍ଲୀ,୧୩।୧୦: ଦେଶର ପ୍ରମୁଖ ୩ ତୈଳ ବିପଣନକାରୀ କମ୍ପାନୀକୁ କେନ୍ଦ୍ର ସରକାର ଏକକାଳନୀ ୨୨ ହଜାର କୋଟି ଟଙ୍କାର ଅନୁଦାନ ପ୍ରଦାନ ପାଇଁ ଘୋଷଣା କରିଛନ୍ତି। ଏପରିକି ଗତ ୨ ବର୍ଷ ମଧ୍ୟରେ ଘରୋଇ ରନ୍ଧନ ଗ୍ୟାସ୍‌ ଏଲ୍‌ପିଜି ବିକ୍ରିରେ...

ଅକ୍ଷୟ ଶକ୍ତିରେ ୩ ଗୁଣା ନିବେଶ ଜରୁରୀ: ଜାତିସଂଘ

ଜେନେଭା, ୧୩ା୧୦: ଶୂନ ଅଙ୍ଗାରକାମ୍ଳ ନିର୍ଗମନ ବା ଜିରୋ କାର୍ବନ ଏମିଶନ ଲକ୍ଷ୍ୟ ହାସଲ ପାଇଁ ପୁନଃ ବ୍ୟବହାରଯୋଗ୍ୟ ଶକ୍ତିରେ ବୈଶ୍ୱିକ ନିବେଶ ୨୦୫୦ ସୁଦ୍ଧା ୩ ଗୁଣା ବଢ଼ିବା ଆବଶ୍ୟକ ବୋଲି ବିଶ୍ୱ ପାଣିପାଗ ସଂସ୍ଥା (ଡବ୍ଲ୍ୟୁଏମ୍‌ଓ) ପକ୍ଷରୁ...

ରାଲିବେଳେ ଦଳ କିମ୍ବା ପ୍ରାର୍ଥୀ ଶାଢ଼ି, ଶାର୍ଟ ବାଣ୍ଟିପାରିବେ ନାହିଁ: ଇସି

ନୂଆଦିଲ୍ଲୀ,୧୩।୧୦: ନିର୍ବାଚନ ସମୟରେ ସବୁ ରାଜନୈତିକ ଦଳଙ୍କୁ ସମାନ ସୁଯୋଗ ପ୍ରଦାନ କରାଯିବା ଉପରେ ନିର୍ବାଚନ କମିଶନ (ଇସି) ଗୁରୁତ୍ୱାରୋପ କରିଛନ୍ତି। ନିର୍ବାଚନ ସମ୍ପର୍କିତ ବିଜ୍ଞାପନ ବେଳେ ସମସ୍ତଙ୍କୁ ସମାନ ସୁବିଧା ମିଳିବା ଉଚିତ। ରାଲି ବେଳେ ଭୋଟରଙ୍କୁ ଆକୃଷ୍ଟ...

ରଦ୍ଦ ଧାରା ୬୬ଏରେ ମୋକଦ୍ଦମା ରୁଜୁ କରାଯାଇ ପାରିବନି: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୩।୧୦: ସୂଚନା ପ୍ରଯୁକ୍ତି (ଆଇଟି) ଆଇନ, ୨୦୦୦ର ଧାରା ୬୬ଏକୁ ୨୦୧୫ରୁ ରଦ୍ଦ କରାଯାଇଛି। ତେଣୁ ଏହି ଧାରାରେ କାହା ବିରୋଧରେ ମୋକଦ୍ଦମା ଚଲାଯାଇପାରିବ ନାହିଁ ବୋଲି ବୁଧବାର ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଉକ୍ତ ଧାରା ଅନୁଯାୟୀ ଜଣେ ବ୍ୟକ୍ତି...

ଉଦୟପୁର ଘୋଷଣାନାମା କାର୍ଯ୍ୟକାରୀ କରିବି: ଖାର୍ଗେ

ନୂଆଦିଲ୍ଲୀ/ଭୋପାଳ,୧୩।୧୦: କଂଗ୍ରେସ ଅଧ୍ୟକ୍ଷ ନିର୍ବାଚିତ ହେବା ପରେ ଦଳରେ ଉଦୟପୁର ବୈଠକର ଘୋଷଣାନାମା କାର୍ଯ୍ୟକାରୀ କରାଇବା ତାଙ୍କର ପ୍ରାଥମିକ ଦାୟିତ୍ୱ ହେବ ବୋଲି ବରିଷ୍ଠ ନେତା ତଥା ରାଜ୍ୟ ସଭା ସଦସ୍ୟ ମଲ୍ଲିକାର୍ଜୁନ ଖାର୍ଗେ କହିଛନ୍ତି। ସେହିପରି ଅନ୍ୟତମ ପ୍ରାର୍ଥୀ...

ଆଜି ଆସିପାରେ ‘ହିଜାବ’ ରାୟ

ନୂଆଦିଲ୍ଲୀ,୧୩।୧୦: ବହୁପ୍ରତୀକ୍ଷିତ କର୍ନାଟକ ହିଜାବ ବିବାଦ ମାମଲାରେ ସୁପ୍ରିମକୋର୍ଟର ଦୁଇଜଣିଆ ଖଣ୍ଡପୀଠ ଗୁରୁବାର ରାୟ ଶୁଣାଇପାରନ୍ତି ବୋଲି ଜଣାପଡ଼ିଛି। ଶିକ୍ଷାନୁଷ୍ଠାନରେ ମୁସଲମାନ ଛାତ୍ରୀଙ୍କ ହିଜାବପିନ୍ଧା ଉପରେ କର୍ନାଟକ ସରକାର ନିଷିଦ୍ଧାଦେଶ ଲଗାଇଥିବାବେଳେ ଏହାକୁ କର୍ନାଟକ ହାଇକୋର୍ଟ କାଏମ ରଖିଥିଲେ। ହାଇକୋର୍ଟଙ୍କ...

ସାଉଦି ସହ ସମ୍ପର୍କର ପୁନର୍ବିଚାର କରିବେ ବାଇଡେନ୍‌

ଓ୍ବାଶିଂଟନ୍‌, ୧୩।୧୦: ସାଉଦି ଆରବ ସହ ଆମେରିକାର ସମ୍ପର୍କ ଦିନକୁ ଦିନ ବିଗିଡ଼ିବାରେ ଲାଗିଛି। ଏ ନେଇ ବାଇଡେନ୍‌ ସରକାର ଦୁଇ ଦେଶର ସମ୍ପର୍କକୁ ନେଇ ପୁନଃ ବିଚାର କରିବେ ବୋଲି ହ୍ବାଇଟ୍‌ ହାଉସ୍‌ ପକ୍ଷରୁ କୁହାଯାଇଛି। ରୁଷିଆ ଅଧ୍ୟକ୍ଷତାରେ...

୧,୩୦୦ ଭାରତୀୟ ଛାତ୍ରୀଛାତ୍ରଙ୍କୁ ଚାଇନା ଭିଜା

ନୂଆଦିଲ୍ଲୀ,୧୩।୧୦: ଦୁଇବର୍ଷରୁ ଊର୍ଦ୍ଧ୍ୱ କୋଭିଡ୍‌ କଟକଣା ପରେ ଭାରତୀୟ ଛାତ୍ରୀଛାତ୍ର ଚାଇନାରେ ପୁଣିଥରେ ପାଠ ପଢ଼ିବାର ସୁଯୋଗ ପାଇଛନ୍ତି। ୧,୩୦୦ରୁ ଊର୍ଦ୍ଧ୍ୱ ଭାରତୀୟ ଛାତ୍ରୀଛାତ୍ରଙ୍କୁ ଚାଇନା ଫେରିବା ଲାଗି ଭିଜା ମିଳିଛି। ୨୦୨୦ ଆରମ୍ଭରେ ବେଜିଂ ବିମାନ ଚଳାଚଳ ଉପରେ...

ବଳି ଦେଇ ଖାଇଥିଲେ ନରମାଂସ

କୋଚି, ୧୩ା୧୦: କେରଳର କୋଚିରେ ଦୁଇ ମହିଳାଙ୍କୁ ବଳି ଦେବା ଘଟଣାରେ ଚାଞ୍ଚଲ୍ୟକର କଥା ସାମ୍‌ନାକୁ ଆସିଛି। ଅଭିଯୁକ୍ତମାନେ ଧନୀ ହେବା ଅନ୍ଧବିଶ୍ୱାସରେ ରୋଜେଲିନ୍‌(୫୦) ଏବଂ ପଦ୍ମମ(୫୨) ନାମ୍ନୀ ଦୁଇ ମହିଳାଙ୍କୁ ନିର୍ମମ ଭାବେ ହତ୍ୟା କରିବା ପରେ ସେମାନଙ୍କ...

ଫେସ୍‌ବୁକ୍‌ରେ ଅଚାନକ କମିଗଲା ଫଲୋଅର୍ସଙ୍କ ସଂଖ୍ୟା

ନୂଆଦିଲ୍ଲୀ, ୧୩ା୧୦: ସୋସିଆଲ ମିଡିଆ ପ୍ଲାଟ୍‌ଫର୍ମ ଫେସ୍‌ବୁକ୍‌ ୟୁଜର୍ସଙ୍କ ଫଲୋଅର୍ସଙ୍କ ସଂଖ୍ୟା ଅଚାନକ କମିଯିବା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି। ଏପରିକି ଖୋଦ୍‌ ଫେସ୍‌ବୁକ୍‌ର ମୂଳ କମ୍ପାନୀ ମେଟାର ପ୍ରତିଷ୍ଠାତା ମାର୍କ ଜୁକରବର୍ଗଙ୍କ ଫଲୋଅର୍ସଙ୍କ ସଂଖ୍ୟା ବୁଧବାର ୩ଟା ସୁଦ୍ଧା ୧୧୯...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri