Tag Archives: Home Middle

କାଞ୍ଚନଜଙ୍ଗା ଏକ୍ସପ୍ରେସ୍‌କୁ ଧକ୍କା ଦେଲା ମାଲ୍‌ବାହୀ ଟ୍ରେନ୍‌: କିଛି ବଗି ଲାଇନ୍‌ଚ୍ୟୁତ, ଉଦ୍ଧାର କାର୍ଯ୍ୟ ଜାରି

କୋଲକାତା,୧୭ା୬: ସୋମବାର ପଶ୍ଚିମବଙ୍ଗରେ ଏକ ବଡ଼ ଧରଣର ଟ୍ରେନ୍‌ ଦୁର୍ଘଟଣା ଘଟିଛି। ଜଲପାଇଗୁଡ଼ିରେ କାଞ୍ଚନଜଙ୍ଗା ଏକ୍ସପ୍ରେସ୍‌କୁ ମାଲ୍‌ବାହୀ ଟ୍ରେନ୍‌ ଧକ୍କା ଦେଇଛି। ଫଳରେ କାଞ୍ଚନଜଙ୍ଗା ଏକ୍ସପ୍ରେସ୍‌ର କିଛି ବଗି ଲାଇନ୍‌ଚ୍ୟୁତ ହୋଇଥିବା ଜଣାପଡ଼ିଛି। ଆଜି ସକାଳେ ଏହି ଦୁର୍ଘଟଣା ଘଟିଛି।...

ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ ହେବ ଅସଲ ଖେଳ

ମୁମ୍ବାଇ,୧୭ା୬: ମହାରାଷ୍ଟ୍ରରେ ଇଣ୍ଡିଆ ମେଣ୍ଟର ଦମ୍‌ଦାର ପ୍ରଦର୍ଶନ ବିରୋଧୀ ଦଳ ମଧ୍ୟରେ ନୂଆ ଉତ୍ସାହ ଭରି ଦେଇଛି। ଲୋକ ସଭା ନିର୍ବାଚନର ଫଳାଫଳ ଦେଖି ଶରଦ ପାଓ୍ବାରଙ୍କ ଛୋଟ ପାର୍ଟିର ଆତ୍ମବିଶ୍ୱାସ ବୃଦ୍ଧି ପାଇଛି ଏବଂ ସେମାନେ ତାଙ୍କୁ ସମର୍ଥନ...

ରତ୍ନଭଣ୍ଡାର ସ୍ଥିତି ଶୋଚନୀୟ, ଅଳଙ୍କାର ନଷ୍ଟ ହେବା ଆଶଙ୍କା

ପୁରୀ,୧୭ା୬(ଅଜିତ୍‌ ମହାନ୍ତି): ଭକ୍ତଙ୍କ ନିମନ୍ତେ ଶ୍ରୀମନ୍ଦିର ଚାରିଦ୍ୱାର ଖୋଲା ହେବା ପରେ ମହାପ୍ରଭୁଙ୍କ ରତ୍ନଭଣ୍ଡାର ଖୋଲାଯିବାକୁ ନେଇ ସାଧାରଣରେ ଉତ୍କଣ୍ଠା ଦେଖିବାକୁ ମିଳିଛି। ନୂତନ ଭାଜପା ସରକାର ଶାସନ ଗାଦିକୁ ଆସିବା ପୂର୍ବରୁ ଭକ୍ତଙ୍କ ନିମନ୍ତେ ଚାରିଦ୍ୱାର ଖୋଲାଯିବା ସହ...

ଶ୍ରୀମନ୍ଦିରରେ ପ୍ରବଳ ଭିଡ଼

ଭୁବନେଶ୍ୱର,୧୭ା୬(ସୁନିତ୍‌ ମିଶ୍ର): ରାଜ୍ୟରେ ଭାଜପା ସରକାରକୁ ଆସିବା ପୂର୍ବରୁ ଅନେକ ପ୍ରତିଶ୍ରୁତି ଲୋକଙ୍କ ଆଗରେ ରଖିଥିଲା। ଯେପରିକି ଦଳ ରାଜ୍ୟରେ ସରକାର ଗଠନ କରିବାର କିଛି ସମୟ ମଧ୍ୟରେ ଶ୍ରୀମନ୍ଦିର ଚାରିଦ୍ୱାର ଖୋଲିବାର ପ୍ରତିଶ୍ରୁତି ଦେଇଥିଲା। ସେହିକ୍ରମରେ ଦଳ ସରକାରକୁ...

ଆକ୍ସନ ମୁଡ୍‌ରେ ଅମିତ ଶାହା: ଡାକିଲେ ଉଚ୍ଚସ୍ତରୀୟ ବୈଠକ

ଶ୍ରୀନଗର,୧୬।୬: ନିକଟରେ ଜମ୍ମୁ କଶ୍ମୀରରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ପରେ ସରକାର କାର୍ଯ୍ୟାନୁଷ୍ଠାନ ପାଇଁ ପ୍ରସ୍ତୁତି ଆରମ୍ଭ କରିଛନ୍ତି। କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ରବିବାର ନର୍ଥ ବ୍ଲକରେ ଏକ ବୈଠକ କରି କେନ୍ଦ୍ରଶାସିତ ଅଞ୍ଚଳର ସୁରକ୍ଷା ସ୍ଥିତିକୁ...

‘ଇଭିଏମକୁ ନେଇ ପ୍ରଚାର କରାଯାଉଛି ଗୁଜବ,’ ଏଲୋନ ମସ୍କ-ରାହୁଲ ଗାନ୍ଧୀଙ୍କ ଅଭିଯୋଗର କଡା ଜବାବ ଦେଲେ ଇସି

ନୂଆଦିଲ୍ଲୀ,୧୬।୬: ଇଲେକ୍ଟ୍ରୋନିକ ଭୋଟିଂ ମେସିନ (ଇଭିଏମ) କୁ ନେଇ ବିବାଦ ଉପରେ ରବିବାର କେନ୍ଦ୍ରୀୟ ନିର୍ବାଚନ ଆୟୋଗ (ECI) ସ୍ପଷ୍ଟ ଭାବେ କହିଛନ୍ତି ଯେ ଇଭିଏମ ବିଷୟରେ ଗୁଜବ ପ୍ରଚାର ହେଉଛି। ଇଭିଏମ ଉପରେ ଚାଲିଥିବା ବିବାଦ ସମ୍ପର୍କରେ ମୁମ୍ବାଇ...

ବାଚସ୍ପତି ପଦକୁ ନେଇ ସଂଘର୍ଷ! ଜେଡିୟୁ ପ୍ରସ୍ତୁତ, ହେଲେ ଟିଡିପିକୁ ନେଇ ଫସିଛି ପେଞ୍ଚ, ଭାଜପାର ବଢୁଛି ଟେନସନ

ନୂଆଦିଲ୍ଲୀ,୧୬।୬: ଜୁନ ୨୬ରେ ଲୋକ ସଭା ବାଚସ୍ପତି ନିର୍ବାଚନ ଅନୁଷ୍ଠିତ ହେବ। ଇତିମଧ୍ୟରେ ବାଚସ୍ପତି ପଦବୀ ସମ୍ପର୍କରେ ଏନଡିଏ ଏବଂ ଇଣ୍ଡିଆ ସହ ଜଡିତ ଦଳ ମଧ୍ୟରେ ମୌଖିକ ପ୍ରିୀଯୋଗୀତା ତୀବ୍ର ହୋଇସାରିଛି। ଇଣ୍ଡିଆର ନେତାମାନେ ଲୋକ ସଭା ବାଚସ୍ପତି...

ଭାରତ ଜି-୭ର ଅଂଶ ନୁହେଁ, ତଥାପି ଇଟାଲୀରେ କିଭଳି ସେଣ୍ଟର ପଏଣ୍ଟରେ ନଜର ଆସିଲେ ପ୍ରଧାନମନ୍ତ୍ରୀ ମୋଦି? ଜାଣନ୍ତୁ…

ନୂଆଦିଲ୍ଲୀ,୧୬।୬: ଜି୭ ଶିଖର ସମ୍ମିଳନୀ ଶେଷ ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଇଟାଲିରୁ ଭାରତ ଫେରି ଆସିଛନ୍ତି। ହେଲେ ଗତ ୨ ଦିନ ମଧ୍ୟରେ ବିଶ୍ୱନେତାଙ୍କ ଉପରେ ସମସ୍ତଙ୍କ ନଜର ରହିଥିଲା। ଏହାର ଯେଉଁ ଫଟୋ ଶେଷରେ ସାମ୍ନାକୁ ଆସିଥିଲା,...

ଆସିବ ଓ୍ବାନ୍‌ ନେଶନ ଓ୍ବାନ୍‌ ଇଲେକ୍ସନ ରିପୋର୍ଟ

ନୂଆଦିଲ୍ଲୀ,୧୬ା୬: କେନ୍ଦ୍ର କ୍ୟାବିନେଟ୍‌ରେ ଆସିପାରେ ଓ୍ବାନ ନେଶନ ୱାନ ଇଲେକସନ ରିପୋର୍ଟ। ଏନ୍‌ଡିଏ ସରକାରଙ୍କ ୧୦୦ ଦିନିଆ ଯୋଜନାର ଅଂଶ ଭାବରେ ଆସନ୍ତା ସପ୍ତାହେ, ଦୁଇ ସପ୍ତାହ ମଧ୍ୟରେ ଓ୍ବାନ୍‌ ନେଶନ ଓ୍ବାନ୍‌ ଇଲେକ୍ସନ ଉପରେ ଉଚ୍ଚସ୍ତରୀୟ କମିଟିର ରିପୋର୍ଟ...

ଏନ୍‌ସିଇଆର୍‌ଟି ବହିରୁ ହଟିଲା ବାବ୍ରି ମସ୍‌ଜିଦ ବିଷୟବସ୍ତୁ

ନୂଆଦିଲ୍ଲୀ,୧୬ା୬: ଏନ୍‌ସିଇଆର୍‌ଟିର ଦ୍ୱାଦଶ ଶ୍ରେଣୀର ରାଜନୈତିକ ବିଜ୍ଞାନର ସଂଶୋଧିତ ବହି ବଜାରକୁ ଆସିଛି। ଏହି ବହିରେ ଅନେକ ପରିବର୍ତ୍ତନ ଦେଖିବାକୁ ମିଳିଛି। ଅଯୋଧ୍ୟା ବିବାଦ ପ୍ରସଙ୍ଗରେ ସବୁଠାରୁ ବଡ଼ ପରିବର୍ତ୍ତନ ଘଟିଛି, ଯେଉଁଠାରେ ବାବ୍ରି ମସ୍‌ଜିଦ ଉକ୍ତ ବହିରେ ନାହିଁ।...

ଅଯୋଧ୍ୟାରେ ପରାଜୟ ପରେ ଭାଜପାର ପଶିଲା ବୁଦ୍ଧି, କଲା ବଡ଼ ଘୋଷଣା

ନୂଆଦିଲ୍ଲୀ,୧୬।୬: ଅଯୋଧ୍ୟାରେ ଲୋକ ସଭା ନିର୍ବାଚନ ହାରିବା ପରେ ଭାଜପାର ବୁଦ୍ଧି ପଶିଛି। ୟୁପିର ଯୋଗୀ ଆଦିତ୍ୟନାଥ ସରକାର ବିସ୍ଥାପିତଙ୍କ ପାଇଁ ପୁଣି ନିଜର ନୀତି ପରିବର୍ତ୍ତନ କରିଛନ୍ତି। କହିରଖୁଛୁ କି, ଅଯୋଧ୍ୟା ମନ୍ଦିର ନିର୍ମାଣବେଳେ ଅଯୋଧ୍ୟାରେ ବସବାସ କରୁଥିବା...

ବାବୁଲି ବାରିକଙ୍କୁ ତୁରନ୍ତ ଚିକିତ୍ସା ସହାୟତା ଯୋଗାଇ ଦେବାକୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୬ା୬(ଅସମାପିକା ସାହୁ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଭଦ୍ରକ ଜିଲାର ବାବୁଲି ବାରିକଙ୍କୁ ତୁରନ୍ତ ଚିକିତ୍ସା ସହାୟତା ଯୋଗାଇ ଦେବା ପାଇଁ ଭଦ୍ରକ ଜିଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି। ଭଦ୍ରକ ଜିଲା ଚାନ୍ଦବାଲି ମାଧପୁର ଗ୍ରାମର ୧୪ ବର୍ଷର ବାଳକ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri