Tag Archives: Home Middle

ମୋଦିଙ୍କୁ ଚିଠି ଲେଖିଲେ ପାଲେଷ୍ଟାଇନ୍‌ ପ୍ରଧାନମନ୍ତ୍ରୀ, କହିଲେ ଏହାକୁ ଥରେ ପାକିସ୍ତାନ ପ୍ରଧାନମନ୍ତ୍ରୀ ବି ପଢ଼ିବା ଉଚିତ, କାରଣ…

ଜେରୁଜେଲମ୍‌,୧୬ା୬: ପଡ଼ୋଶୀ ଦେଶ ପାକିସ୍ତାନ ନିଜକୁ ମୁସଲମାନ ଦେଶର ବାଦ୍‌ଶାହା ଭାବରେ ପ୍ରମାଣ କରିବାକୁ ଚେଷ୍ଟା ଜାରି ରଖିଛି। ସେ ଅନୁଭବ କରୁଛି ଯେ, ସେ ବିଶ୍ୱର ମୁସଲମାନ ଦେଶଗୁଡ଼ିକର ନେତୃତ୍ୱ ନେଉଛି। କିନ୍ତୁ ବାସ୍ତବତା ଏହା ବ୍ୟତୀତ ଅନ୍ୟ...

ଲୋକ ସଭାରେ କିଏ ହେବେ ବାଚସ୍ପତି? ଉପ ବାଚସ୍ପତି ପଦ ନ ମିଳିଲେ, ବାଚସ୍ପତି ପାଇଁ ପ୍ରାର୍ଥୀ ଘୋଷଣା କରିବ ଇଣ୍ଡିଆ

ନୂଆଦିଲ୍ଲୀ,୧୬।୬: ବିରୋଧୀ ଦଳ ଇଣ୍ଡିଆ ମେଣ୍ଟ ପକ୍ଷରୁ ଲୋକ ସଭାରେ ଉପ ବାଚସ୍ପତି ପଦ ପାଇଁ ଦାବି କରାଯାଇଛି। ବାଚସ୍ପତି ପଦ ପାଇଁ ଏନଡିଏ ମେଣ୍ଟ ନିଜ ପ୍ରାର୍ଥୀ ଦେଉଥିଲେ ହେଁ ଏଥିରେ ଭାଜପାର ମୁଣ୍ଡବିନ୍ଧା ବଢାଇଛନ୍ତି ଟିଡିପି ଓ...

ପରାଜିତ ନେତାମାନେ ସରକାରୀ ଆବାସ ଖାଲି ନ କଲେ ଗଣିବାକୁ ପଡ଼େ ୧୦ ଲକ୍ଷ ଯାଏ ଜରିମାନା, ଜାଣନ୍ତୁ କିଏ ଜାରି କରେ ନୋଟିସ?

ନୂଆଦିଲ୍ଲୀ,୧୬।୬: ଲୋକ ସଭା ନିର୍ବାଚନ ଶେଷ ହୋଇଛି। ଏବେ ନୂଆ ସରକାର ମଧ୍ୟ ଗଠନ ହୋଇଛି। ଏମିତିରେ ଅନେକ ଏମ୍‌ପି ପୁଣିଥରେ ବିଜୟ ମୁକୁଟ ପିନ୍ଧିଥିବା ବେଳେ କିଛି ଏମ୍‌ପି ନିର୍ବାଚନରେ ହାରି ଯାଇଛନ୍ତି। ଅନେକଙ୍କୁ ପ୍ରଥମ ଥର ଏମ୍‌ପି...

ଜାତୀୟ ସୁରକ୍ଷା ପରାମର୍ଶଦାତା କ’ଣ? କିଏ କରିଥାଏ NSAର ନିଯୁକ୍ତି, ଜାଣନ୍ତୁ…

ନୂଆଦିଲ୍ଲୀ,୧୬।୬: କେନ୍ଦ୍ରର ନରେନ୍ଦ୍ର ମୋଦି ସରକାର ଅଜିତ ଡୋଭାଲଙ୍କ ଉପରେ ବିଶ୍ୱାସ ଦର୍ଶାଇ ତାଙ୍କୁ ପୁଣିଥରେ ଜାତୀୟ ସୁରକ୍ଷା ପରାମର୍ଶଦାତା(ଏନ୍‌ଏସ୍‌ଏ) ଭାବେ ନିଯୁକ୍ତ କରିଛନ୍ତି। ଏହା ମୋଦିଙ୍କ କାର୍ଯ୍ୟକାଳ ସହ ଅଥବା ଆଗାମୀ ଆଦେଶ ଯାଏ ରହିବ। ତେବେ ଡୋଭାଲଙ୍କୁ...

ରାହୁଲ ଓ୍ବାୟନାଡ ଆସନ ଛାଡ଼ିଲେ ପ୍ରିୟଙ୍କା ହେବେ ପ୍ରାର୍ଥୀ! ଆଗାମୀ ୩ ଦିନରେ ନିଷ୍ପତ୍ତି…

ନୂଆଦିଲ୍ଲୀ,୧୬।୬: ୨୦୨୪ ନିର୍ବାଚନରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଦୁଇଟି ଆସନରୁ ଲଢ଼ିଥିଲେ। ଉଭୟ ରାଏବରେଲି ଏବଂ ଓ୍ବାୟନାଡ ଆସନରେ ସେ ବିଜେତା ହୋଇଛନ୍ତି। ଏବେ କିନ୍ତୁ ତାଙ୍କୁ ଗୋଟିଏ ଆସନ ଛାଡ଼ିବାକୁ ହେବ, ଯେଉଁଥିଲାଗି କିଛିଦିନ ଧରି ଚର୍ଚ୍ଚା...

ଆତଙ୍କବାଦୀ ଆକ୍ରମଣ ମଧ୍ୟରେ ଆଜି ଜମ୍ମୁ କଶ୍ମୀର ଗସ୍ତ କରିବେ ଅମିତ ଶାହା

ଜମ୍ମୁ କଶ୍ମୀର,୧୬।୬: କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହା ନିକଟରେ ହୋଇଥିବା ଆତଙ୍କବାଦୀ ଆକ୍ରମଣକୁ ଦୃଷ୍ଟିରେ ରଖି ରବିବାର ଜମ୍ମୁକଶ୍ମୀର ଗସ୍ତ କରିବେ। ସେଠାରେ ସେ ସୁରକ୍ଷା ବ୍ୟବସ୍ଥାର ତଦାରଖ କରିବା ସହ ଆତଙ୍କବାଦ ବିରୋଧୀ ଅଭିଯାନକୁ ଜୋରଦାର କରିବା...

ମନ୍ତ୍ରୀମାନଙ୍କୁ ମିଳିଲା ଦାୟିତ୍ୱ, ନୂଆ CM ଙ୍କ ପାଖରେ ଗୃହ, ଅର୍ଥ

ଭୁବନେଶ୍ୱର,୧୬ା୬ (ଅନିଲ ଦାସ)ଓଡ଼ିଶାରେ ପ୍ରଥମ ଭାଜପା ସରକାର ଗଠନ ହେବାର ୩ ଦିନ ପରେ ମନ୍ତ୍ରୀମାନଙ୍କୁ ବିଭାଗ ବଣ୍ଟନ କରାଯାଇଛି। ରାଜ୍ୟପାଳ ରଘୁବର ଦାସଙ୍କ ଅନୁମୋଦନ ପରେ ଶନିବାର ଏ ନେଇ ରାଜଭବନ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ବିଜ୍ଞପ୍ତି...

ମନ୍ତ୍ରୀଙ୍କୁ ବିଭାଗ ବଣ୍ଟନ: ଜାଣନ୍ତୁ କାହାକୁ ମିଳିଲା କେଉଁ ବିଭାଗ…

ଭୁବନେଶ୍ୱର,୧୫ା୬: ରାଜ୍ୟରେ ନୂଆ ସରକାରରେ ଶନିବାର ମନ୍ତ୍ରୀମାନଙ୍କୁ ବିଭାଗ ବଣ୍ଟନ କରାଯାଇଛି। ରାଜଭବନ ପକ୍ଷରୁ ଜାରି ନିର୍ଦ୍ଦେଶନାମା ଅନୁସାରେ, ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶରେ ରାଜ୍ୟପାଳ ରଘୁବର ଦାସ ଆଜି ନିଜ କ୍ଷମତାର ଉପଯୋଗ କରି ମନ୍ତ୍ରୀମାନଙ୍କୁ ବିଭାଗ ଆବଣ୍ଟନ କରିଛନ୍ତି । ମୁଖ୍ୟମନ୍ତ୍ରୀ...

ସମସ୍ୟାର ହେଲା ସମାଧାନ: ଯାତ୍ରୀଙ୍କ ସ୍ବାର୍ଥ ରକ୍ଷା ପାଇଁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ

ଭୁବନେଶ୍ୱର,୧୫ା୬(ଅସମାପିକା ସାହୁ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କ ନିର୍ଦ୍ଦେଶ କ୍ରମେ କୋରାପୁଟ ଜିଲା ପ୍ରଶାସନ, ଜିଲାର ବସ୍‌ ମାଲିକ ସଂଘ ଓ କର୍ମଚାରୀ ସଂଘ ସହ ଆଲୋଚନା କରିଛନ୍ତି। ଉଭୟ ସଂଘ ମଧ୍ୟରେ ଉପୁଜିଥିବା ବିବାଦ ଯୋଗୁ ଜିଲାରେ ବସ୍‌...

କୁଏଟ୍‌ ଅଗ୍ନିକାଣ୍ଡ: ୨ ଓଡ଼ିଆଙ୍କ ପରିବାରକୁ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୫।୬: କୁଏଟ୍‌ ଅଗ୍ନିକାଣ୍ଡରେ ପ୍ରାଣ ହରାଇଥିବା ୨ ଓଡିଆଙ୍କ ପରିବାରକୁ ସହାୟତା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝି। ଅଗ୍ନିକାଣ୍ଡରେ ପ୍ରାଣ ହରାଇଥିବା ତିଗିରିଆର ମହମ୍ମଦ ଜହୁର ଓ ଗଞ୍ଜାମ ଜିଲା ପୁରୁଷୋତମପୁର ବ୍ଲକ ରଣଝାଲି ଗାଁର ସନ୍ତୋଷ ଗୌଡଙ୍କ...

ଯେ କୌଣସି ମୁହୂର୍ତ୍ତରେ ଭାଙ୍ଗିଯିବ ଏନଡିଏ ସରକାର, ଖାର୍ଗେଙ୍କ ବୟାନକୁ ନେଇ ରାଜନୀତି ସରଗରମ

ନୂଆଦିଲ୍ଲୀ,୧୫।୬: ଲୋକ ସଭା ନିର୍ବାଚନର ଫଳାଫଳ ପରେ କଂଗ୍ରେସର ମନୋବଳ ଅଧିକ ଶକ୍ତିଶାଳୀ ହୋଇଛି। ଯଦିଓ ଏନଡିଏ ମିଳିତ ମଞ୍ଚ ସରକାର ଗଠନ କରିଛି, I.N.D.I. ମିଳିତ ମଞ୍ଚ ୨୩୪ ଟି ଆସନ ଜିତିବାରେ ସଫଳ ହୋଇଛି। ନୀତୀଶ କୁମାରଙ୍କ...

ସିରିଲ ରାମଫୋସା ପୁଣି ହେଲେ ଦକ୍ଷିଣ ଆଫ୍ରିକାର ରାଷ୍ଟ୍ରପତି

କେପଟାଉନ,୧୫।୬: ସିରିଲ ରାମାଫୋସା ପୁଣିଥରେ ଦକ୍ଷିଣ ଆଫ୍ରିକାର ରାଷ୍ଟ୍ରପତି ଭାବରେ ନିର୍ବାଚିତ ହୋଇଛନ୍ତି। ଦକ୍ଷିଣ ଆଫ୍ରିକା ସଂସଦ ଶୁକ୍ରବାର ସିରିଲ ରାମାଫୋସାଙ୍କୁ ସପ୍ତମ ସଂସଦର ଜାତୀୟ ସଭାର ପ୍ରଥମ ବୈଠକରେ ରାଷ୍ଟ୍ରପତି ଭାବରେ ମନୋନୀତ କରିଛି। ରାମାଫୋସା ଆଫ୍ରିକୀୟ ଜାତୀୟ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri