Tag Archives: Home Middle

ଉତ୍ତରାଖଣ୍ଡରେ ହିମସ୍ଖଳନ: ୨୦ ପର୍ବତାରୋହୀ ଫସି ରହିଥିବା ଆଶଙ୍କା

ଡେରାଡୁନ,୪।୧୦: ଉତ୍ତରାଖଣ୍ଡରେ ମଙ୍ଗଳବାର ଏକ ବଡ଼ ହିମସ୍ଖଳନ ହୋଇଛି। ଏହି ହିମସ୍ଫଳନରେ ଏକ ପ୍ରତିଷ୍ଠାନର ୨୦ ଟ୍ରେନି ପର୍ବତାରୋହୀ ଫସି ରହିଛନ୍ତି। ସୂଚନାନୁସାରେ, ହିମସ୍ଫଳନ ଯୋଗୁ ୨୯ ଜଣ ଲୋକ ସେଠାରେ ଫସି ରହିଥିଲେ। ସେମାନଙ୍କୁ ଉଦ୍ଧାର ପାଇଁ ଚେଷ୍ଟା...

ବେକାବୁ ହେଲେ କିମ, ଜାପାନ ଉପରେ ପକାଇଦେଲେ ମିଶାଇଲ

ପୋଙ୍ଗୟାଙ୍ଗ,୪ ।୧୦: ଉତ୍ତର କୋରିଆ ତା’ର ଅସ୍ତ୍ର ପରୀକ୍ଷା ଶୃଙ୍ଖଳାରେ ଏକ ମିଶାଇଲ ଜାପାନ ଉପରେ ପକାଇଦେଇଛି । ଜାପାନର ଉତ୍ତର ଭାଗରେ ଏହି ମିଶାଇଲ ମାଡ ହୋଇଛି । ଉତ୍ତର କୋରିଆ ପ୍ରଶାନ୍ତ ମହାସାଗରର ଉତ୍ତରରେ ଏହାକୁ ପକାଇଛି...

ଗୁଗଲରେ ଟ୍ରାନ୍ସଲେଟ କରୁଥିବା ଲୋକଙ୍କୁ ବଡ ଝଟ୍‌କା, ବନ୍ଦ ହେଲା ସର୍ଭିସ!

ବେଜିଂ,୪ ।୧୦: ବିଶ୍ୱର ସବୁଠାରୁ ବଡ ସର୍ଚ୍ଚ ଇଞ୍ଜିନ ଗୁଗଲ ତା’ର ଟ୍ରାନ୍ସଲେଶନ ସର୍ଭିସକୁ ବନ୍ଦ କରି ଦେଇଛି । ତେବେ ଏହା ମେନଲାଣ୍ଡ ଚାଇନାରେ କରାଯାଇଛି ବୋଲି ସୂଚନା ମିଳିଛି । ଫଳରେ ଚାଇନାକୁ ବଡ ଝଟ୍‌କା ଲାଗିଛି...

ଲଘୁଚାପ ସୃଷ୍ଟି, ଅଧିକାଂଶ ଜିଲାରେ ବର୍ଷା

ଭୁବନେଶ୍ୱର,୪।୧୦(ବ୍ୟୁରୋ):ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସୋମବାର ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଏହା ପ୍ରଭାବରେ ଅଧିକାଂଶ ଜିଲାରେ ବର୍ଷା ହେବାର ସମ୍ଭାବନା ଥିବାବେଳେ ସୋମବାର...

ପୁରୁଣାଙ୍କୁ ପୁଣି ସୁଯୋଗ

ଭୁବନେଶ୍ୱର, ୪ା୧୦:ରାଜ୍ୟରେ ବେରୋଜଗାରି ବଢ଼ିବାରେ ଲାଗିଛି। ଯୁବଗୋଷ୍ଠୀ ସରକାରୀ ଚାକିରିଟିଏ ପାଇବା ପାଇଁ ଦୀର୍ଘ ବର୍ଷ ଧରି ଅପେକ୍ଷା କରି ରହୁଛନ୍ତି। ସେଣ୍ଟ୍ରାଲ୍‌ ଫର ମନିଟରିଂ ଇଣ୍ଡିଆନ ଇକୋନୋମି(ସିଏମ୍‌ଆଇଇ) ରିପୋର୍ଟ ଅନୁଯାୟୀ, ସାରା ଦେଶରେ ବେକାର ହାର ଗତ ଅଗଷ୍ଟରେ...

ଜମ୍ମୁ-କଶ୍ମୀର ଡିଜି ଜେଲ ହେମନ୍ତ ଲୋହିୟାଙ୍କୁ ହତ୍ୟା, ବଢିଲା ସୁରକ୍ଷା ଏଜେନ୍ସିର ଚିନ୍ତା

ଜମ୍ମୁ,୪ ।୧୦: ଜମ୍ମୁ-କଶ୍ମୀରରେ ସୋମବାର ବିଳମ୍ବିତ ରାତ୍ରିରେ ଏକ ବଡ ଘଟଣା ସାମ୍ନାକୁ ଆସିଛି । ଜମ୍ମୁ-କଶ୍ମୀର ପୋଲିସ ମହାନିର୍ଦ୍ଦେଶକ(ଜେଲ) ହେମନ୍ତ ଲୋହିୟାଙ୍କୁ ତାଙ୍କ ଘରେ କେହି ଗଳା ଚିପି ହତ୍ୟା କରିଥିବା ଜଣାପଡିଛି । ତାଙ୍କ ଚାକର ଉପରେ...

ଆସ୍ଥା ଭୋଟ ଜିତିଲେ ମାନ୍‌

ଚଣ୍ଡିଗଡ଼,୩।୧୦: ପଞ୍ଜାବ ବିଧାନସଭାରେ କଂଗ୍ରେସ ବିଧାୟକମାନଙ୍କ କକ୍ଷତ୍ୟାଗ ସତ୍ତ୍ୱେ ଆମ୍‌ ଆଦ୍‌ମୀ ପାର୍ଟି ସରକାର ସୋମବାର ଆସ୍ଥା ଭୋଟ ଜିତିଯାଇଛନ୍ତି। ରାଜ୍ୟରେ ଭାଜପାର ଅପରେଶନ ଲୋଟସ୍‌ ବିଫଳ ହୋଇଥିବା ମୁଖ୍ୟମନ୍ତ୍ରୀ ଭଗଓ୍ବନ୍ତ ମାନ୍‌ ଆସ୍ଥା ଭୋଟ ଜିତିବା ପରେ କହିଛନ୍ତି।...

ମେଡିସିନରେ ସ୍ବାନ୍ତେ ପାବୋଙ୍କୁ ନୋବେଲ ପୁରସ୍କାର

ସ୍ବିଡେନ,୩।୧୦: ସ୍ବିଡେନର ସ୍ବାନ୍ତେ ପାବୋଙ୍କୁ ଫିଜିଓଲୋଜି କିମ୍ବା ମେଡିସିନ୍‌ରେ ନୋବେଲ ପୁରସ୍କାର ପ୍ରଦାନ କରାଯିବ ବୋଲି ଘୋଷଣା କରାଯାଇଛି। ବିଲୁପ୍ତ ହୋମିନିନର ଜିନୋମ ଏବଂ ମାନବ ବିବର୍ତ୍ତନ ସହିତ ଜଡିତ ଆବିଷ୍କାର ପାଇଁ ତାଙ୍କୁ ଏହି ପୁରସ୍କାର ପ୍ରଦାନ କରାଯାଇଛି।...

ଗୁଆଙ୍ଗଝୋଉରେ ସୁରକ୍ଷିତ ଅବତରଣ କଲା ଇରାନୀ ବିମାନ: ବୋମା ଗୁଜବ ପରେ ଦିଲ୍ଲୀରେ ମିଳି ନ ଥିଲା ଅବତରଣ ଅନୁମତି

ବେଜିଂ,୩।୧୦: ଇରାନରୁ ବାହାରି ଭାରତ ଓ ଚାଇନା ପର୍ଯ୍ୟନ୍ତ ହଇଚଇ ସୃଷ୍ଟି କରିଥିବା ଇରାନ ବିମାନ ଡବ୍ଲୁ୫୮୧ ଶେଷରେ ନିଜର ଗନ୍ତବ୍ୟ ସ୍ଥଳ ଗୁଆଙ୍ଗଝୋଉରେ ସୁରକ୍ଷିତ ଅବତରଣ କରିଛି। ଏଥିରେ କୌଣସି ବୋମା କି ସନ୍ଦିଗ୍ଧ ଜିନିଷ ମିଳି ନ...

ମୁଲାୟମଙ୍କୁ କିଡନୀ ଦାନ କରିବାକୁ ପହଞ୍ଚିଲେ ବିଏଚୟୁ ଛାତ୍ର…

ଗୁରୁଗ୍ରାମ,୩।୧୦: ସମାଜବାଦୀ ପାର୍ଟି (ଏସପି)ର ବରିଷ୍ଠ ନେତା ମୁଲାୟମ ସିଂ ଯାଦବଙ୍କ ସ୍ବାସ୍ଥ୍ୟବସ୍ଥା ବିଗିଡ଼ିବାରେ ଲାଗିଛି। ତାଙ୍କୁ ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଡାକ୍ତରମାନେ ତାଙ୍କ ସ୍ବାସ୍ଥ୍ୟ ଉପରେ ନିରନ୍ତର ନଜର ରଖିଛନ୍ତି। ତାଙ୍କ ଅବସ୍ଥା ଗୁରୁତର ରହିଛି।...

ପିକେଙ୍କ ଜନ ସୁରାଜ ଯାତ୍ରା ଭାଜପା ଦ୍ୱାରା ପ୍ରାୟୋଜିତ, ଲଲନଙ୍କ ଅଭିଯୋଗ…

ପାଟନା,୩।୧୦ :ଜନତା ଦଳ ୟୁନାଇଟେଡର ରାଷ୍ଟ୍ରୀୟ ଅଧ୍ୟକ୍ଷ ରାଜୀବ ରଞ୍ଜନ ଓରଫ ଲଲନ ସିଂ ନିର୍ବାଚନ ରଣନୀତିଜ୍ଞ ପ୍ରଶାନ୍ତ କିଶୋର(ପିକେ)ଙ୍କ ଜନ ସୁରାଜ ଯାତ୍ରାକୁ ଭାଜପା ଦ୍ୱାରା ପ୍ରୟୋଜିତ ବୋଲି କହିଛନ୍ତି। ଲଲନ ସିଂଙ୍କ କହିବାନୁସାରେ, ଏଭଳି ଏକ ପୁରୁଣା...

ସାବରମତିରେ ରାଷ୍ଟ୍ରପତି, ଚରଖାରେ କାଟିଲେ ସୂତା…

ସାବରମତି,୩।୧୦ : ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କର ଦୁଇ ଦିନିଆ ଗସ୍ତରେ ସୋମବାର ଗୁଜୁରାଟର ଅହମଦାବାଦରେ ପହଞ୍ଚିଛନ୍ତି। ସେ ପ୍ରଥମେ ସାବରମତି ଆଶ୍ରମରେ ପହଞ୍ଚି ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ଏହାପରେ ସେ ଚରଖାରେ ସୂତା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri