Tag Archives: Home Middle

ଇଣ୍ଡିଆ ହେଉ ହିନ୍ଦୁସ୍ଥାନ, ରବି କିଶନ ସଂସଦରେ ଆଣିବେ ଘରୋଇ ବିଲ୍‌…

ନୂଆଦିଲ୍ଲୀ,୨।୧୦ : ମହାରାଷ୍ଟ୍ରରେ ବନ୍ଦେ ମାତରଂ ନେଇ ଚାଲିଥିବା ବିବାଦ ମଧ୍ୟରେ ଗୋରଖପୁର ଏମ୍‌ପି ରବି କିଶନ ରବିବାର ହେଲୋ ପରିବର୍ତ୍ତେ ବନ୍ଦେ ମାତରଂକୁ ସମର୍ଥନ କରି କହିଛନ୍ତି ଯେ ସେ ଖୁବ ଶୀଘ୍ର ସଂସଦରେ ଏକ ଘରୋଇ ବିଲ...

ଇମ୍ରାନଙ୍କ ଅଡୁଆ ବଢ଼ିଲା, ବିଦେଶୀ ଷଡ଼ଯନ୍ତ୍ର ମାମଲାର ବିଚାର ପାଇଁ କ୍ୟାବିନେଟ ମଞ୍ଜୁରୀ…

ଇସଲାମାବାଦ,୨।୧୦ : ରବିବାର ପାକିସ୍ତାନର କ୍ୟାବିନେଟ ଅଡିଓ ଲିକ ମାମଲାରେ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ବିରୋଧରେ ଆଇନଗତ କାର୍ଯ୍ୟାନୁଷ୍ଠାନକୁ ଅନୁମୋଦନ କରିଛନ୍ତି। ଲିକ ହୋଇଥିବା ଅଡିଓରେ ସେ ଆମେରିକାର ବିବାଦୀୟ ସାଇବର ଅପରାଧ ବିଷୟରେ ଆଲୋଚନା କରୁଥିବା ଶୁଣିବାକୁ...

ପୋଲିସ-ସିଆରପିଏଫ୍‌ ଦଳଙ୍କ ଉପରେ ଆତଙ୍କବାଦୀ ଆକ୍ରମଣ, ଜଣେ ଯବାନ ଶହୀଦ…

ଶ୍ରୀନଗର,୨।୧୦ : ଆତଙ୍କବାଦୀମାନେ ଜମ୍ମୁ-କଶ୍ମୀରର ପୁଲୱାମା ଜିଲାର ପୋଲିସ ଏବଂ ସିଆରପିଏଫ୍‌ ଦଳଙ୍କ ଉପରେ ଆକ୍ରମଣ କରିଛନ୍ତି। ଏହି ଆତଙ୍କବାଦୀ ଆକ୍ରମଣରେ ଜଣେ ପୋଲିସ ଯବାନ ଶହୀଦ ହୋଇଥିବାବେଳେ ଜଣେ ସିଆରପିଏଫ୍‌ ଯବାନ ଆହତ ହୋଇଛନ୍ତି। ଆହତ ଯବାନଙ୍କୁ ଚିକିତ୍ସା...

ଫୁଟବଲ ମ୍ୟାଚର ରକ୍ତଭିଜା ଇତିହାସ : ମନେ ପଡ଼ିଲା ୫୮ ବର୍ଷ ତଳର ପେରୁରେ ହୋଇଥିବା ସମାନ ଘଟଣା, ୩୨୦ ଜଣଙ୍କ ଯାଇଥିଲା ଜୀବନ…

ଜାକର୍ତ୍ତା,୨।୧୦ : ଏକ ଫୁଟବଲ ମ୍ୟାଚ ସମୟରେ ଇଣ୍ଡୋନେସିଆର ଭୟଙ୍କର ହିଂସାରେ ମୃତ୍ୟୁ ସଂଖ୍ୟା ବଢ଼ିିବାରେ ଲାଗିଛି। ଏପର୍ଯ୍ୟନ୍ତ ମିଳିଥିବା ସୂଚନା ଅନୁଯାୟୀ, ଏହି ଯନ୍ତ୍ରଣାଦାୟକ ଘଟଣାରେ ୧୭୪ ଜଣଙ୍କ ମୃତ୍ୟୁ ଘଟି ସାରିଛି। ୧୮୦ରୁ ଅଧିକ ଲୋକ ଆହତ...

ଗୁଜରାଟରେ ଏଏପି ସରକାର ଗଠନ କରିବାକୁ ଯାଉଛି, କହିଲେ କେଜରିଓ୍ବାଲ…

ଅହମଦାବାଦ,୨।୧୦ : ଆଗାମୀ ଗୁଜୁରାଟ ବିଧାନସଭା ନିର୍ବାଚନରେ ଆମ ଆଦମୀ ପାର୍ଟି (ଏଏପି) ସରକାର ଗଠନ କରିବାକୁ ଯାଉଛି। ଏହି କ୍ରମରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଦଳର ଜାତୀୟ ସମ୍ମିଳନୀକାରୀ ଅରବିନ୍ଦ କେଜରିୱାଲ କ୍ରମାଗତ ଭାବରେ ରାଜ୍ୟର ବିଭିନ୍ନ ସ୍ଥାନ...

୩ କଂଗ୍ରେସ ନେତା ମୁଖପାତ୍ର ପଦରୁ ଦେଲେ ଇସ୍ତଫା, ଖାର୍ଗେଙ୍କ ପାଇଁ କରିବେ ପ୍ରଚାର…

ନୂଆଦିଲ୍ଲୀ,୨।୧୦ : କଂଗ୍ରେସ ନେତା ଗୌରବ ବଲ୍ଲଭ, ଡିପେନ୍ଦର ଏସ ହୁଡା ଏବଂ ସୟଦ ନାସିର ହୁସେନ ଦଳର ମୁଖପାତ୍ର ପଦରୁ ଇସ୍ତଫା ଦେଇଛନ୍ତି। ସେମାନେ କହିଛନ୍ତି ଯେ ତାଙ୍କ ଇସ୍ତଫା ଦେବାର କାରଣ ହେଉଛି ମଲ୍ଲକାର୍ଜୁନ ଖାର୍ଗେଙ୍କ ପାଇଁ...

କାନାଡ଼ାର ଭଗବଦ୍‌ ଗୀତା ପାର୍କରେ ଭଙ୍ଗାରୁଜା…

ଅଟଓ୍ବା,୨।୧୦ : କାନାଡାରେ ଭାରତୀୟଙ୍କ ପ୍ରତି ହିଂସା ଜାରି ରହିଛି। ବର୍ତ୍ତମାନ ଏଠାରେ ଭଗବଦ୍‌ ଗୀତା ପାର୍କର ପ୍ରତୀକ ଚିହ୍ନକୁ ଭଙ୍ଗାରୁଜା କରାଯାଇଛି। ମେୟର ପାଟ୍ରିକ ବ୍ରାଉନ ଏ ସମ୍ପର୍କରେ ସୂଚନା ପ୍ରଦାନ କରିଛନ୍ତି। ସେ କହିଛନ୍ତି,କିଛି ଦିନ ତଳେ...

ଖେଳ ପଡ଼ିଆ ପାଲଟିଲା ମୃତ୍ୟୁର ମଇଦାନ, ୧୭୪ ମୃତ, ୧୮୦ରୁ ଅଧିକ ଆହତ

ଜାକର୍ତ୍ତା,୨ ।୧୦: ଇଣ୍ଡୋନେସିଆରେ ଚାଲିଥିବା ଏକ ଫୁଟବଲ ମ୍ୟାଚ ସମୟରେ ଭୟଙ୍କର ଦୃଶ୍ୟ ଦେଖିବାକୁ ମିଳିଛି । ଏଠାରେ ଦୁଇ ଦଳର ସମର୍ଥକଙ୍କ ମଧ୍ୟରେ ହୋଇଥିବା ସଂଘର୍ଷ ଶେଷରେ ହିଂସାର ରୂପ ନେଇଥିଲା । ଏହା ଏତେ ତୀବ୍ର ହେଲା...

ଶୋପିଆନ ଏନକାଉଣ୍ଟରରେ ୨ ଆତଙ୍କବାଦୀ ନିହତ…

ଶ୍ରୀନଗର,୨।୧୦ : ଜମ୍ମୁ-କଶ୍ମୀରର ବାରମୁଳା ଏବଂ ଶୋପିଆନ ଜିଲାରେ ମିଳିତ ସୁରକ୍ଷାବାହିନୀଙ୍କୁ ସଫଳତା ମିଳିଛି। ଏନକାଉଣ୍ଟରରେ ୨ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ବାରମୁଳାର ପଟ୍ଟନର ୟେଦୁପୋରା ଅଞ୍ଚଳରେ ଏକ ଏନକାଉଣ୍ଟର ହୋଇଛି ବୋଲି କଶ୍ମୀର ଜୋନ ପୋଲିସ କହିଛି। ଏହାପୂର୍ବରୁ...

ନୀତୀଶଙ୍କୁ ଝଟ୍‌କା, କୃଷିମନ୍ତ୍ରୀ ସୁଧାକର ସିଂ ଦେଲେ ଇସ୍ତଫା…

ପାଟନା,୨।୧୦ : ବିହାରରେ ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କୁ ବଡ଼ ଝଟ୍‌କା ଲାଗିଛି। ନୀତୀଶ ସରକାରଙ୍କ କୃଷି ମନ୍ତ୍ରୀ ସୁଧାକର ସିଂ ମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ସେ ତାଙ୍କ ଇସ୍ତଫା ପତ୍ର ଉପମୁଖ୍ୟମନ୍ତ୍ରୀ ତେଜସ୍ବୀ ଯାଦବଙ୍କୁ ପ୍ରଦାନ କରିଛନ୍ତି। ଏସମ୍ପର୍କରେ...

ପାଇଲଟଙ୍କୁ ଭାଜପାର ଅଫର, ଘରକୁ ଆସୁଥିବା ଲକ୍ଷ୍ମୀଙ୍କୁ ପ୍ରତ୍ୟାଖ୍ୟାନ କରିବା ଠିକ ନୁହେଁ, କଂଗ୍ରେସ ଏକ ବୁଡ଼ିବାକୁ ଯାଉଥିବା ଜାହାଜ…

ଜୟପୁର,୨।୧୦ : ରାଜସ୍ଥାନରେ ଜାରି ରହିଥିବା ରାଜନୈତିକ ସଙ୍କଟ ମଧ୍ୟରେ ଭାଜପା ବିଧାୟକ କାଳିଚରଣ ସରାଫ ଏକ ବଡ଼ ବିବୃତ୍ତି ଦେଇଛନ୍ତି। ପାଇଲଟ ଭାଜପାକୁ ଆସିବା ପ୍ରଶ୍ନରେ ବିଧାୟକ ସରାଫ କହିଛନ୍ତି ଯେ ଯଦି କଂଗ୍ରେସ ସରକାରଙ୍କ ପତନ ଘଟେ...

ମାନସଲୁ ବେସ୍‌ କ୍ୟାମ୍ପ୍‌ ନିକଟରେ ପୁଣି ହିମ ସ୍ଖଳନ…

କାଠମାଣ୍ଡୁ,୨।୧୦ : ନେପାଳର ମାନସଲୁ ପର୍ବତ ବେସ କ୍ୟାମ୍ପ ନିକଟରେ ପୁଣି ଥରେ ଭୟଙ୍କର ହିମ ସ୍ଖଳନ ଘଟିଛି। ବର୍ତ୍ତମାନ ସୁଦ୍ଧା କ୍ଷୟକ୍ଷତିର କୌଣସି ସୂଚନା ମିଳିନାହିଁ। ଗତ ସପ୍ତାହରେ ହୋଇଥିବା ହିମ ସ୍ଖଳନରେ ୨ ଜଣଙକ୍କ ମୃତ୍ୟୁ ଘଟିଥିଲା।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri