Tag Archives: Home Middle

ହାଇ ସ୍ପିଡ ରେଲ ପରିଯୋଜନାକୁ ନେଇ ଜାପାନ ପ୍ରଧାନମନ୍ତ୍ରୀଙ୍କ ସହ କଥା ହେଲେ ମୋଦି

ନୂଆଦିଲ୍ଲୀ/ଆପୁଲିଆ,୧୫।୬: ଇଟାଲୀର ଆପୁଲିଆରେ ଅନୁଷ୍ଠିତ ଜି -୭ ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜାପାନ ପ୍ରଧାନମନ୍ତ୍ରୀ ଫୁମିଓ କିଶିଦାଙ୍କୁ ଭେଟିଥିଲେ। ଏହି ଦୁଇ ନେତା ଭାରତରେ ପାଞ୍ଚ ଟ୍ରିଲିୟନ ୟେନ ବିନିଯୋଗରେ ମୁମ୍ବାଇ-ଅହମ୍ମଦାବାଦ ହାଇ ସ୍ପିଡ ରେଳ ପ୍ରକଳ୍ପ...

ଭାରତ ଶାନ୍ତିପୂର୍ଣ୍ଣ ସମାଧାନ ଚାହେଁ

ବାରି(ଇଟାଲୀ),୧୫ା୬: ଭାରତ ସବୁ ସମସ୍ୟାର ମାନବକୈନ୍ଦ୍ରିକ ସମାଧାନରେ ବିଶ୍ୱାସ କରେ। ଆଲୋଚନା ଓ କୂଟନୀତି ଜରିଆରେ ୟୁକ୍ରେନ୍‌ ସଂଘର୍ଷର ଶାନ୍ତିପୂର୍ଣ୍ଣ ସମାଧାନ ସମ୍ଭବ। ଏଥିପାଇଁ ଭାରତ ନିଜ ସୀମାରେ ରହି ଯାହାକିଛି ପାରିବ, ସବୁ କରିବ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି...

ଆମେରିକା-ସାଉଦି ପେଟ୍ରୋଡଲାର ଚୁକ୍ତିର ଅନ୍ତ

ରିୟାଧ,୧୫ା୬: ଡଲାର ବିନିମୟରେ ଅଶୋଧିତ ତୈଳ ବିକ୍ରି ପାଇଁ ଆମେରିକା ଏବଂ ସାଉଦି ଆରବ ମଧ୍ୟରେ ଦୀର୍ଘ ୮୦ ବର୍ଷ ଧରି ଚାଲିଆସିଥିବା ପେଟ୍ରୋଡଲାର ଚୁକ୍ତିର ଅନ୍ତ ଘଟିଛି। ୧୯୭୪ ଜୁନ୍‌ ୮ରେ ଦୁଇ ଦେଶ ମଧ୍ୟରେ ହୋଇଥିବା ଏହି ଚୁକ୍ତି...

ଆଜି ମନ୍ତ୍ରୀମାନଙ୍କୁ ବଣ୍ଟାଯାଇପାରେ ବିଭାଗ

ଭୁବନେଶ୍ୱର, ୧୫।୬(ସୁନିତ୍‌ ମିଶ୍ର): ଓଡ଼ିଶାରେ ପ୍ରଥମ ଥର ଲାଗି ଭାଜପା ସରକାର ଗଠନ କରିଛି। ଦୀର୍ଘ ୨୪ ବର୍ଷ ଧରି କ୍ଷମତାରେ ରହିଥିବା ବିଜେଡି ସରକାରକୁ ହଟାଇ ରାଜ୍ୟରେ ଭାଜପା ଏକକ ସଂଖ୍ୟାଗରିଷ୍ଠ ଦଳ ହୋଇସାରିବା ପରେ ଗତ ୧୨...

୩ ଥର ବିବାହ, ଆତ୍ମହତ୍ୟା ଯୋଜନା, ଭାଇଙ୍କ ବିରୋଧରେ ଦଳ; ଗୋଟିଏ ମାଷ୍ଟରଷ୍ଟ୍ରୋକ୍‌ ଯୋଗୁ ପଓ୍ବନ କଲ୍ୟାଣ ବଦଳାଇଦେଲେ ଆନ୍ଧ୍ର ରାଜନୀତି…

ନୂଆଦିଲ୍ଲୀ,୧୪।୬: ଏକ ସମୟରେ ଆନ୍ଧ୍ରପ୍ରଦେଶ ରାଜନୀତିରେ ପଓ୍ବନ କଲ୍ୟାଣଙ୍କ ଦବ୍‌ଦବା ପ୍ରାୟ ଶୂନ ଭଳି ରହିଥିଲା। ତାଙ୍କର ଜନ ସେନା ପାର୍ଟିର ପରିଚୟ ବି ସେତେଟା ନ ଥିଲା। ହେଲେ ଏବେ ସମୟ ବଦଳିଛି। ୨୦୨୪ ନିର୍ବାଚନରେ ତାଙ୍କ ‘ଜେଏସ୍‌ପି’...

ନିଆଁ ଲାଗିଯାଇଥିବା ଗୁଜବ ଯୋଗୁ ବଡ଼ ଦୁର୍ଘଟଣା; ଏକ୍ସପ୍ରେସ୍‌ରୁ କୁଦିଲେ ଯାତ୍ରୀ, ପିଟିଲା ମାଲବାହୀ ଟ୍ରେନ୍‌

ରାଞ୍ଚି,୧୪।୬: ଝାଡ଼ଖଣ୍ଡ ଲାଟେହାରର ସାସାରାମ-ରାଞ୍ଚି ଇଣ୍ଟରସିଟି ଏକ୍ସପ୍ରେସ୍‌ରେ ନିଆଁ ଲାଗିବା ଗୁଜବ ୩ଜଣଙ୍କ ଜୀବନ ନେଇଛି। ଏକ୍ସପ୍ରେସ୍‌ଟି କୁମାଣ୍ଡି ଷ୍ଟେଶନରେ ପହଞ୍ଚିଥିବା ବେଳେ କେହି ଜଣେ ଟ୍ରେନ୍‌ ଇଞ୍ଜିନରେ ନିଆଁ ଲାଗିଥିବା ଚିତ୍କାର କରି କହିଥିଲେ। ଏହାକୁ ନେଇ ଯାତ୍ରୀମାନଙ୍କ...

ବିଧାନସଭାରେ କେମିତି ନିର୍ବାଚିତ ହୁଅନ୍ତି ବାଚସ୍ପତି, ଜାଣନ୍ତୁ…

ଭୁବନେଶ୍ୱର,୧୪।୬: ୨୪ବର୍ଷର ବିଜେଡି ଶାସନ ପରେ ରାଜ୍ୟରେ ଭାଜପା କ୍ଷମତାସୀନ ହୋଇଛି। ଇତି ମଧ୍ୟରେ ମୁଖ୍ୟମନ୍ତ୍ରୀ ମୋହନ ମାଝିଙ୍କ ସମେତ ଦୁଇ ଉପ ମୁଖ୍ୟମନ୍ତ୍ରୀ ଓ ୮କ୍ୟାବିନେଟ ମନ୍ତ୍ରୀ, ୨ ରାଜ୍ୟ (ସ୍ବାଧୀନ ଚାର୍ଜ) ଶପଥ ଗହଣ କରିଛନ୍ତି। ମୋହନଙ୍କୁ...

କ୍ୟାବିନେଟ ଓ ରାଜ୍ୟ ମନ୍ତ୍ରୀଙ୍କ ମଧ୍ୟରେ ଫରକ୍‌ କ’ଣ? କାହାକୁ ମିଳେ କେତେ ଦରମା କେଉଁ ସୁବିଧା

ନୂଆଦିଲ୍ଲୀ,୧୪।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ତାଙ୍କ ସରକାରର ସମସ୍ତ ମନ୍ତ୍ରୀ ଚାରିଦିନ ପୂର୍ବରୁ ଶପଥ ଗ୍ରହଣ କରିଛନ୍ତି। ମୋଦି ସରକାରଙ୍କ ୭୧ ସଦସ୍ୟ ବିଶିଷ୍ଟ କ୍ୟାବିନେଟ ନିଜ ନିଜ ମନ୍ତ୍ରଣାଳୟରେ ଦାୟିତ୍ୱ ନେଇଛନ୍ତି। ମୋଦି ସରକାରରେ ୩୦ ଜଣ...

ଆରଏସଏସର ଇନ୍ଦ୍ରେଶ କୁମାର ଭାଜପାକୁ କହିଲେ ଅହଂକାରୀ, କଂଗ୍ରେସ ଦେଲା ପ୍ରତିକ୍ରିୟା

ନୂଆଦିଲ୍ଲୀ,୧୪।୬: ରାଷ୍ଟ୍ରିୟ ସ୍ବୟଂସେବକ ସଂଗଠନ (ଆରଏସଏସ) ନେତା ଇନ୍ଦ୍ରେଶ କୁମାରଙ୍କ ବିବୃତ୍ତି ଉପରେ କଂଗ୍ରେସ କହିଛି ଯେ ବର୍ତ୍ତମାନ ସେମାନେ ଭାଜପାର ଅହଂକାର ଦେଖୁଛନ୍ତି। ଆରଏସଏସ କାରଣରୁ ଭାଜପା ଏସବୁ କରୁଛି। କଂଗ୍ରେସ ତରଫରୁ ଏକ ସାମ୍ବାଦିକ ସମ୍ମିଳନୀକୁ ସମ୍ବୋଧିତ...

ଶପଥ ନେଲେ କାମଚଳା ବାଚସ୍ପତି ରଣେନ୍ଦ୍ର ପ୍ରତାପ

ଭୁବନେଶ୍ୱର,୧୪ା୬: ସପ୍ତଦଶ ବିଧାନସଭାର କାମଚଳା ବାଚସ୍ପତି ଭାବେ ଶୁକ୍ରବାର ଶପଥ ନେଇଛନ୍ତି ରଣେନ୍ଦ୍ର ପ୍ରତାପ ସ୍ବାଇଁ। ରାଜ୍ୟପାଳ ରଘୁବର ଦାସ ରଣେନ୍ଦ୍ରଙ୍କୁ ଶପଥ ପାଠ କରାଇଛନ୍ତି। ତେବେ ୧୮ ଓ ୧୯ରେ ନବ ନିର୍ବାଚିତ ବିଧାୟକଙ୍କୁ ରାଜ୍ୟପାଳ ଶପଥ ପାଠ...

୨୨ ଜୁଲାଇରୁ ଆରମ୍ଭ ହୋଇପାରେ ମୌସୁମୀ ଅଧିବେଶନ, ବଜେଟ ଉପସ୍ଥାପନ କରିବେ ନିର୍ମଳା ସୀତାରାମଣ

ନୂଆଦିଲ୍ଲୀ,୧୪।୬: ସଂସଦର ମୌସୁମୀ ଅଧିବେଶନ ଜୁଲାଇ ୨୨ ରୁ ଅଗଷ୍ଟ ୯ପର୍ଯ୍ୟନ୍ତ ଚାଲିପାରେ। ଯେଉଁଥିରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମଣ ପ୍ରଥମ ଦିନରେ ବଜେଟ ଉପସ୍ଥାପନ କରିପାରନ୍ତି। ୧୮ତମ ଲୋକ ସଭା ଗଠନ ହୋଇଛି, ପ୍ରଧାନମନ୍ତ୍ରୀ ମୋଦି ଏବଂ ଅନ୍ୟ କ୍ୟାବିନେଟ...

ଆର୍‌ଏସ୍‌ଏସ୍‌ ସହ ଭାଜପାର ସମ୍ପର୍କ ହେଲା ଖରାପ

ନୂଆଦିଲ୍ଲୀ,୧୪ା୬: ଲୋକ ସଭା ନିର୍ବାଚନର ଫଳାଫଳ ଆଶା ଅନୁଯାୟୀ ଭାଜପା ପ୍ରଦର୍ଶନ କରିପାରି ନାହିଁ। ନିର୍ବାଚନ ପୂର୍ବରୁ ଭାଜପା ନେତାମାନେ ରାଷ୍ଟ୍ରୀୟ ସ୍ବୟଂ ସେବକ ସଂଗଠନ(ଆର୍‌ଏସ୍‌ଏସ୍‌)ରୁ ନିଜକୁ ଦୂରେଇ ରଖିବା ଆରମ୍ଭ କରିଥିଲେ। ଏହି କାରଣରୁ ଭାଜପା ୨୪୦ ସିଟ୍‌ରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri