Tag Archives: Home Middle

କାର୍‌କେଡକୁ ଅଟକାଇ ଆମ୍ବୁଲାନ୍ସକୁ ରାସ୍ତା ଛାଡ଼ିଲେ ମୋଦି

ଅହମଦାବାଦ,୩୦।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଇ ଦିନିଆ ଗୁଜରାଟ ଗସ୍ତରେ ଅଛନ୍ତି। ଶୁକ୍ରବାର ଗାନ୍ଧୀନଗରରୁ ମୁମ୍ବାଇ ମଧ୍ୟରେ ଚାଲିବାକୁ ଥିବା ବନ୍ଦେ ଭାରତ ଏକ୍ସପ୍ରେସ୍‌ ଟ୍ରେନ୍‌ର ସେ ଉଦ୍‌ଘାଟନ କରିଛନ୍ତି। ଟ୍ରେନ୍‌ରେ ବସି ମୋଦି ଗାନ୍ଧିନଗରରୁ ଅହମଦାବାଦର କାଲୁପୁର ଷ୍ଟେସନ...

କଂଗ୍ରେସ ଅଧ୍ୟକ୍ଷ ପଦ ନିର୍ବାଚନ ପାଇଁ ପ୍ରାର୍ଥିପତ୍ର ଦାଖଲ କଲେ ଶଶି ଥରୁର, ମଲିକାର୍ଜୁନ ଖଡଗେ, କେ.ଏନ୍ ତ୍ରିପାଠୀ

ନୂଆଦିଲ୍ଲୀ,;୩୦ ।୯: କଂଗ୍ରେସ ଅଧ୍ୟକ୍ଷ ପଦ ନିର୍ବାଚନକୁ ନେଇ ଏବେ ସବୁଠି ଚର୍ଚ୍ଚା ଚାଲିଛି । ଏହି ରେସ୍‌ରେ ହଠାତ୍ କେତେଜଣ ନୂଆ ଚେହେରାଙ୍କୁ ଦେଖିବାକୁ ମିଳିଥିବା ବେଳେ ଯେଉଁ ଦୁଇ ଜଣଙ୍କ ନାମକୁ ନେଇ ବେଶୀ ଚର୍ଚ୍ଚା ହେଉଥିଲା...

ଜଷ୍ଟିସ ଯଶୱନ୍ତ ସିଂ ହେବେ ହାଇକୋର୍ଟର ମୁଖ୍ୟ ବିଚାରପତି

କଟକ ଅଫିସ,୩୦।୯: ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ନିଯୁକ୍ତ ହେବେ ଜଷ୍ଟିସ ଯଶୱନ୍ତ ସିଂ। ସୁପ୍ରିମକୋର୍ଟ କଲେଜିୟମ ଏ ନେଇ ନିଷ୍ପତ୍ତି ନେଇଛନ୍ତି। ଜଷ୍ଟିସ ଯଶୱନ୍ତ ବର୍ତ୍ତମାନ ଓଡ଼ିଶା ହାଇକୋର୍ଟର ବରିଷ୍ଠ ବିଚାରପତି ଅଛନ୍ତି। ସୂଚନାଯୋଗ୍ୟ, ୧୯୬୧ ଫେବୃଆରୀ...

ଦାରିଙ୍ଗବାଡ଼ିରେ ପହିଲି ଶୀତ

ଦାରିଙ୍ଗବାଡ଼ି,୩୦ା୯(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ସମେତ ଆଖପାଖ ଅଞ୍ଚଳରେ ଘନ କୁହୁଡ଼ି ସହ ପହିଲି ଶୀତ ଅନୁଭୂତ ହୋଇଛି। ତେବେ ସକାଳୁଆ ଶୀତ ହେବା ସହ ସନ୍ଧ୍ୟା ହେଲେ ବାହାରେ ଥିବା ଗାଡ଼ି, ଟିଣ ଘର ଉପରେ କାକର ବିନ୍ଦୁ...

ସିଡିଏସ୍‌ ଭାବେ ଦାୟିତ୍ୱ ଗ୍ରହଣ ଅନିଲ ଚୌହାନ

ନୂଆଦିଲ୍ଲୀ,୩୦।୯: ଜେନେରାଲ ବିପିନ ରାୱତଙ୍କ ମୃତ୍ୟୁ ପରେ ଲେଫ୍ଟନାଣ୍ଟ ଜେନେରାଲ (ଅବସରପ୍ରାପ୍ତ) ଅନିଲ ଚୌହାନ ନୂତନ ଚିଫ୍‌ ଅଫ୍‌ ଡିଫେନ୍ସ ଷ୍ଟାଫ୍‌ (ସିଡିଏସ୍‌) ଭାବେ ଶୁକ୍ରବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ଦାୟିତ୍ୱ ଗ୍ରହଣ କରିବା ପରେ ସେ କହିଛନ୍ତି, ଭାରତୀୟ...

ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନର ଶୁଭାରମ୍ଭ କଲେ ମୋଦି

ଗାନ୍ଧିନଗର,୩୦।୯: ତୃତୀୟ ସ୍ବଦେଶୀ ନିର୍ମିତ ହାଇ ସ୍ପିଡ ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନର ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଶୁକ୍ରବାର ଗାନ୍ଧିନଗର ଷ୍ଟେଶନରୁ ସବୁଜ ପତାକା ଦେଖାଇ ଏହାର ଶୁଭାରମ୍ଭ କରିଛନ୍ତି। ଏହି ଟ୍ରେନ ଗାନ୍ଧିନଗରରୁ ମୁମ୍ବାଇ ସେଣ୍ଟ୍ରାଲ...

କଂଗ୍ରେସ ଅଧ୍ୟକ୍ଷ ପଦ ନିର୍ବାଚନ: ମଲ୍ଲିକାର୍ଜୁନ ଖଡଗେ କରିପାରନ୍ତି ପ୍ରାର୍ଥିପତ୍ର ଦାଖଲ

ନୂଆଦିଲ୍ଲୀ,୩୦ ।୯: କଂଗ୍ରେସ ଅଧ୍ୟକ୍ଷ ପଦ ରେସରେ ବରିଷ୍ଠ ନେତା ମଲ୍ଲିକାର୍ଜୁନ ଖଡଗେ ବି ସାମିଲ ହୋଇପାରନ୍ତି ବୋଲି ଜଣାପଡିଛି । ଏହା ଜଣାପଡିବା ପରେ ଏବେ କଂଗ୍ରେସ ଅଧ୍ୟକ୍ଷ ପଦ ନିର୍ବାଚନ ଆହୁରି ରୋମାଞ୍ଚକର ପରିସ୍ଥିତିରେ ପହଞ୍ଚିଛି ।...

୩୬ତମ ନ୍ୟାଶନାଲ ଗେମ୍ସକୁ ଉଦ୍‌ଘାଟନ କଲେ ମୋଦି

ଅହମଦାବାଦ,୨୯।୯: ଗୁଜରାଟରେ ୩୬ତମ ନ୍ୟାଶନାଲ ଗେମ୍ସକୁ ଗୁରୁବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଦ୍‌ଘାଟନ କରିଛନ୍ତି। ଏହି ପ୍ରତିଷ୍ଠିତ ଗେମ୍ସକୁ ନରେନ୍ଦ୍ର ମୋଦି ଷ୍ଟାଡିୟମ୍‌ରେ ଆୟୋଜିତ କରାଯାଇଛି। ଷ୍ଟାଡ଼ିୟମ୍‌ରେ ଆୟୋଜିତ ହୋଇଥିବା ଏହି ଭବ୍ୟ କାର୍ଯ୍ୟକ୍ରମକୁ ପ୍ରଧାନମନ୍ତ୍ରୀ ମୋଦି ସମ୍ବୋଧିତ...

କଂଗ୍ରେସ ବିଧାୟକ ମହମ୍ମଦ ମୋକିମଙ୍କୁ ୩ ବର୍ଷ ଜେଲ୍‌

ଭୁବନେଶ୍ୱର,୨୯ା୯(ବ୍ୟୁରୋ): କଂଗ୍ରେସ ବିଧାୟକ ତଥା ମେଟ୍ରୋ ବିଲ୍ଡର୍ସର ଏମ୍‌ଡି ମହମ୍ମଦ ମୋକିମଙ୍କୁ ଗୁରୁବାର ୩ ବର୍ଷ ଜେଲ୍‌ ଦଣ୍ଡାଦେଶ ଶୁଣାଇଛନ୍ତି ଭୁବନେଶ୍ୱର ଭିଜିଲାନ୍ସ କୋର୍ଟ। ଓଡ଼ିଶା ଗ୍ରାମ୍ୟ ଗୃହ ନିର୍ମାଣ ଓ ଉନ୍ନୟନ ନିଗମ  ଦୁର୍ନୀତି ମାମଲାରେ ତାଙ୍କୁ ଏହି...

ଟି-୨୦ ବିଶ୍ୱକପ୍‌ ପୂର୍ବରୁ ଭାରତକୁ ବଡ଼ ଝଟ୍‌କା

ନୂଆଦିଲ୍ଲୀ,୨୯।୯: ଆସନ୍ତା ମାସରେ ଅନୁଷ୍ଠିତ ହେବାକୁ ଥିବା ଟି-୨୦ ବିଶ୍ୱକପ ପୂର୍ବରୁ ଭାରତକୁ ଏକ ବଡ଼ ଝଟ୍‌କା ଲାଗିଛି। ଆହତ କାରଣରୁ ଭାରତର ଦ୍ରୁତ ବୋଲର ଜଶପ୍ରୀତ ବୁମ୍‌ରା ବିଶ୍ୱକପରୁ ବାଦ୍‌ ପଡିଛନ୍ତି। ବୁମରାଙ୍କ ପିଠିରେ ଆଘାତ ଅତ୍ୟନ୍ତ ଗୁରୁତର...

ଚାଇନା-ଆମେରିକା ମଧ୍ୟରେ ଏମିତି ସମ୍ପର୍କ ଚାହୁଁଛି ପାକିସ୍ତାନ

ଇସଲାମାବାଦ,୨୯ା୯: ପାକିସ୍ତାନ ବନ୍ୟା ପୀଡ଼ିତଙ୍କ ପାଇଁ ଆମେରିକାକୁ ସାହାଯ୍ୟ ମାଗିବା ପରେ ବୈଦେଶିକ ମନ୍ତ୍ରୀ ବିଲାଓ୍ବାଲ ଭୁଟ୍ଟୋ ଏକ ବଡ଼ ବିବୃତ୍ତି ଦେଇଛନ୍ତି। ସେ କହିଛନ୍ତି, ଚାଇନା ଏବଂ ଆମେରିକା ମଧ୍ୟରେ ଖରାପ ସମ୍ପର୍କକୁ ସୁଦୃଢ଼ କରିବାରେ ପାକିସ୍ତାନ ଏକ...

କମଳା ହାରିସ୍‌ଙ୍କୁ ଉତ୍ତର କୋରିଆର ଧମକ

ପ୍ୟୋଙ୍ଗୟାଙ୍ଗ୍‌,୨୯ା୯: ଆମେରିକାର ଉପରାଷ୍ଟ୍ରପତି କମଳା ହାରିସ୍‌ ଗୁରୁବାର ଦକ୍ଷିଣ କୋରିଆ ଗସ୍ତ କରିବାର କିଛି ଘଣ୍ଟା ପରେ ଉତ୍ତର କୋରିଆ ଦୁଇଟି ସ୍ବଳ୍ପ ଦୂରଗାମୀ ବାଲାଷ୍ଟିକ୍‌ କ୍ଷେପଣାସ୍ତ୍ର ପରୀକ୍ଷା କରିଛି। କମଳା ହାରିସ୍‌ ଏବଂ ଦକ୍ଷିଣ କୋରିଆ ରାଷ୍ଟ୍ରପତି ୟୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri