Tag Archives: Home Middle

୮୬ ବର୍ଷ ବୟସରେ ରତନ ଟାଟାଙ୍କ ପରଲୋକ

ମୁମ୍ବାଇ,୯ା୧୦: ଟାଟା ସନ୍ସର ଚେୟାରମ୍ୟାନ୍ ରତନ ଟାଟା ବୁଧବାର ମୁମ୍ବାଇର ଏକ ଡାକ୍ତରଖାନାରେ ପ୍ରାଣ ତ୍ୟାଗ କରିଛନ୍ତି। ଗୁରୁତର ଅବସ୍ଥାରେ ଗତ କିଛି ଦିନ ହେବ ଡାକ୍ତରଖାନାରେ ସେ ଚିକିତ୍ସିତ ହେଉଥିଲେ। ବୁଧବାର ସନ୍ଧ୍ୟାରେ ତାଙ୍କ ସ୍ୱାସ୍ଥ୍ୟ ଖରାପ ହେବାର...

ନୀତୀଶ ରେଡ୍ଡୀଙ୍କ ଅଲ୍‌ରାଉଣ୍ଡ ସଫଳତା: ଭାରତ ଟି୨୦ ସିରିଜ ବିଜୟୀ

ନୂଆଦିଲ୍ଲୀ,୯ା୧୦: ନୀତୀଶ କୁମାର ରେଡ୍ଡୀଙ୍କ ଅଲ୍‌ରାଉଣ୍ଡ ପ୍ରଦର୍ଶନ ବଳରେ ଭାରତ ବୁଧବାର ଅନୁଷ୍ଠିତ ଦ୍ୱିତୀୟ ଟି୨୦ କ୍ରିକେଟ ମ୍ୟାଚରେ ବାଂଲାଦେଶକୁ ୮୬ ରନରେ ପରାସ୍ତ କରିଛି। ଭାରତ ୨୦ ଓଭରରେ ୯ ଉଇକେଟ ହରାଇ ୨୨୧ ରନ କରିଥିବାବେଳେ ବାଂଲାଦେଶ...

ପ୍ରଧାନମନ୍ତ୍ରୀ ମୋଦିଙ୍କ ପ୍ରଶଂସାରେ ଶତମୁଖ ଡୋନାଲ୍ଡ ଟ୍ରମ୍ପ: କହିଲେ-‘ମୋର ବନ୍ଧୁ, ସୁନ୍ଦର ମଣିଷ’

ନୂଆଦିଲ୍ଲୀ,୯ା୧୦: ଯୁକ୍ତରାଷ୍ଟ୍ରର ପୂର୍ବତନ ରାଷ୍ଟ୍ରପତି ତଥା ରିପବ୍ଲିକାନ୍ ରାଷ୍ଟ୍ରପତି ପ୍ରାର୍ଥୀ ଡୋନାଲ୍ଡ ଟ୍ରମ୍ପ ନିକଟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ପ୍ରଶଂସା କରିବା ସହ ତାଙ୍କୁ ତାଙ୍କର ‘ବନ୍ଧୁ’ ଏବଂ ‘ସବୁଠାରୁ ସୁନ୍ଦର ମଣିଷ’ ବୋଲି କହିଛନ୍ତି। ଫ୍ଲାଗାଣ୍ଟ ପୋଡକାଷ୍ଟରେ ବିଶ୍ୱର...

ସରକାରୀ କର୍ମଚାରୀଙ୍କୁ ଦଶହରା ଭେଟି: ଏତିକି ପ୍ରତିଶତ ବଢ଼ିଲା ମହଙ୍ଗା ଭତ୍ତା…

ଭୁବନେଶ୍ୱର,୯ା୧୦: ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର। ରାଜ୍ୟ ସରକାରଙ୍କ ବିଭିନ୍ନ ଉଦ୍ୟୋଗ(ପିଏସୟୁ)ରେ କାର୍ଯ୍ୟରତ କର୍ମଚାରୀଙ୍କ ମହଙ୍ଗା ଭତ୍ତା ବଢ଼ିଛି। ଏହି ଭତ୍ତା ୪ ପ୍ରତିଶତ ବୃଦ୍ଧି ହୋଇଛି। । ଫଳରେ ୪୬%ରୁ ବଢ଼ି ଏହି ମହଙ୍ଗା ଭତ୍ତା ୫୦%ରେ...

ଇଣ୍ଡିଆ ମେଣ୍ଟରେ ଫାଟ: ସବୁଠାରୁ ବଡ଼ ଝଟ୍‌କା ରାହୁଲଙ୍କୁ ଦେଇଦେଲେ ଅଖିଳେଶ

ନୂଆଦିଲ୍ଲୀ,୯।୧୦: ହରିୟାଣାରେ କଂଗ୍ରେସକୁ ବଡ଼ ଝଟ୍‌କା ଲାଗିବା ପରେ ଇଣ୍ଡିଆ ମେଣ୍ଟର ସହଯୋଗୀ ଦଳ ଗୋଟିଏ ପରେ ଗୋଟିଏ ଝଟକା ଦେବାରେ ଲାଗିଛନ୍ତି। କଂଗ୍ରେସ ହରିୟାଣାରେ ୩୯ ଆସନ ଜିତିଥିବା ବେଳେ ଭାଜପା ହ୍ୟାଟ୍ରିକ ବିଜୟ ହାସଲ କରିଛି। ଏପରି...

ଏକ ଦେଶ ଏକ ନିର୍ବାଚନ

ଭାରତରେ ‘ଓ୍ବାନ୍‌ ନେଶନ ଓ୍ବାନ୍‌ ଇଲେକ୍‌ଶନ’ ବା ‘ଏକ ଦେଶ ଏକ ନିର୍ବାଚନ’ ପ୍ରସଙ୍ଗକୁ ନେଇ ଚାରିଆଡ଼େ ଗରମାଗରମ ଆଲୋଚନା ହେଉଛି। ୧୮ ସେପ୍ଟେମ୍ବର ୨୦୨୪ରେ କେନ୍ଦ୍ର କ୍ୟାବିନେଟ ଏହାକୁ ଅନୁମୋଦନ କରିବା ପରେ ଏହାର ସପକ୍ଷବାଦୀ ଓ ବିପକ୍ଷବାଦୀ...

ହରିୟାଣା ଫଳାଫଳ ପରେ କଂଗ୍ରେସକୁ ବଡ଼ ଝଟ୍‌କା, ବଡ଼ ଆକ୍ସନ ନେଲେ କେଜରିଓ୍ବାଲ

ନୂଆଦିଲ୍ଲୀ,୯।୧୦: କଂଗ୍ରେସକୁ ଲାଗିଛି ବଡ଼ ଝଟ୍‌କା। ଦିଲ୍ଲୀ ବିଧାନସଭା ନିର୍ବାଚନ ଏକାକୀ ଲଢିବ ଆମ ଆଦମୀ ପାର୍ଟି। ଅରବିନ୍ଦ କେଜରିୱାଲ ଇଣ୍ଡିଆ ମେଣ୍ଟର ସଦସ୍ୟ ହୋଇଥିଲେ ମଧ୍ୟ ଆଗାମୀ ନିର୍ବାଚନରେ ଏକାକୀ ଲଢିବେ ବୋଲି ଘୋଷଣା କରିଛନ୍ତି। ଏହା ପୂର୍ବରୁ...

ରସାୟନ ବିଜ୍ଞାନରେ ଡେଭିଡ ବେକର, ଡେମିସ ହାସାବିସ୍ ଏବଂ ଜନ୍ ଜମ୍ପର୍ଙ୍କୁ ମିଳିବ ନୋବେଲ୍

ନୂଆଦିଲ୍ଲୀ,୯ା୧୦: ଆମେରିକାର ବୈଜ୍ଞାନିକ ଡେଭିଡ ବେକର ଏବଂ ଜନ୍ ଜମ୍ପର ଏବଂ ବ୍ରିଟେନର ଡେମିସ୍ ହାସାବିସଙ୍କୁ ରସାୟନ ବିଜ୍ଞାନରେ ୨୦୨୪ ନୋବେଲ ପୁରସ୍କାର ମିଳିବ। ପ୍ରୋଟିନର ଗଠନପ୍ରଣାଳୀ ବୁଝିବାକୁ କରିଥିବା କାର୍ଯ୍ୟ ପାଇଁ ସେମାନଙ୍କୁ ଏହି ପୁରସ୍କାର ମିଳିବ। ଏହି...

ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ଖୁବ୍‌ଶୀଘ୍ର ତୃତୀୟ ପର୍ଯ୍ୟାୟ ସୁଭଦ୍ରା ଟଙ୍କା, ଯଦି ତ୍ରୁଟି ଅଛି ତେବେ…

ଭୁବନେଶ୍ୱର,୯ା୧୦: ବୁଧବାର ଅର୍ଥାତ୍‌ ୯ ତାରିଖରେ ସୁଭଦ୍ରା ଯୋଜନାର ଦ୍ୱିତୀୟ ପର୍ଯ୍ୟାୟର ପ୍ରଥମ କିସ୍ତି ୫୦୦୦ ଟଙ୍କା ଯୋଗ୍ୟ ହିତାଧିକାରୀଙ୍କ ଆକାଉଣ୍ଟକୁ ଆସିଛି। ତେବେ ଖୁବ୍‌ଶୀଘ୍ର ତୃତୀୟ ପର୍ଯ୍ୟାୟ ଟଙ୍କା ମିଳିବ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଏକ ପ୍ରେସ୍‌ମିଟ୍‌ରେ...

ଗରିବଙ୍କୁ ଦଶହରା ଭେଟି ଦେଲେ କେନ୍ଦ୍ର ସରକାର, ୨୦୨୮ ଯାଏ…

ନୂଆଦିଲ୍ଲୀ,୯।୧୦: ଦଶହରା ଉପଲକ୍ଷେ ଦେଶର କୋଟି କୋଟି ଗରିବଙ୍କୁ କେନ୍ଦ୍ର ସରକାର ଭେଟି ଦେଇଛନ୍ତି। ୨୦୨୮ ପର୍ଯ୍ୟନ୍ତ ଦେଶବାସୀଙ୍କୁ ମାଗଣା ପୁଷ୍ଟିକର ଚାଉଳ ମିଳିବ। ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନା ଅଧୀନରେ ଏହି ଯୋଜନାର ଲାଭ ୨୦୨୮ ଡିସେମ୍ବର...

ଆଜି ଖାତାକୁ ଆସିନି ସୁଭଦ୍ରା ଟଙ୍କା, ପୁନର୍ବାର କରିପାରିବେ କି ଆବେଦନ, ଉପମୁଖ୍ୟମନ୍ତ୍ରୀ ଦେଲେ ବଡ଼ ସୂଚନା…

ଭୁବନେଶ୍ୱର,୯।୧୦: ଖାତାକୁ ଆସିଛି ସୁଭଦ୍ରା ଟଙ୍କା। ସୁଭଦ୍ରା ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଆସିଛି ପ୍ରଥମ କିସ୍ତିର ଦ୍ୱିତୀୟ ପର୍ଯ୍ୟାୟ ‘ସୁଭଦ୍ରା’ ଟଙ୍କା। ବାରିପଦା ଛଉ ପଡ଼ିଆ ସଭାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏହି ଟଙ୍କା ବଣ୍ଟନ କରିଛନ୍ତି। ଏହି ସମୟରେ...

ଦୁଇ ରାଜ୍ୟର ଭିନ୍ନ ଫଳ

୨୦୨୪ ଲୋକ ସଭା ନିର୍ବାଚନ ପରେ ହରିୟାଣା ଏବଂ ଜମ୍ମୁ-କଶ୍ମୀର ବିଧାନସଭା ଲାଗି ହୋଇଥିବା ମତଦାନରେ ଏନ୍‌ଡିଏ ଏବଂ ଇଣ୍ଡିଆ ମେଣ୍ଟ ୧-୧ ପଏଣ୍ଟ ପାଇଛନ୍ତି। ଅର୍ଥାତ୍‌ ୯୦ ଆସନ ବିଶିଷ୍ଟ ହରିୟାଣା ବିଧାନସଭାରେ ଭାଜପା ୪୯ ଆସନ ପାଇ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri