Tag Archives: Home Middle

ଦେଶବାସୀଙ୍କୁ ରଜ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ,୧୪ା୬: ଗଣପର୍ବ ‘ରଜ’ର ଶୁଭେଚ୍ଛା ଜଣାଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ସୋସିଆଲ ମିଡିଆ ‘ଏକ୍ସ’ ହ୍ୟାଣ୍ଡେଲରେ ରାଷ୍ଟ୍ରପତି ଲେଖିଛନ୍ତି, ‘ରଜ’ ଉପଲକ୍ଷେ ରାଜ୍ୟ ତଥା ଦେଶବାସୀଙ୍କୁ ଆନ୍ତରିକ ଶୁଭେଚ୍ଛା’। ‘ମାଟି ଓ ମେଘକୁ ସମ୍ମାନ ଜଣାଇ ପିଠା, ମିଠା ପାନ,...

କୁଏଟ୍‌ରୁ ୪୫ ମୃତଦେହ ଧରି ଭାରତ ଫେରିଲା ବାୟୁସେନା ବିମାନ

ନୂଆଦିଲ୍ଲୀ,୧୪ା୬: କୁଏଟ୍‌ରେ ଅଗ୍ନିକାଣ୍ଡରେ ପ୍ରାଣ ହରାଇଥିବା ୪୫ ଭାରତୀୟଙ୍କ ମୃତଦେହକୁ ନେଇ ଶୁକ୍ରବାର ଭାରତୀୟ ବାୟୁସେନାର ଏକ ସ୍ବତନ୍ତ୍ର ବିମାନ କୋଚିରେ ପହଞ୍ଚିଛି। ବିମାନରେ ରାଜ୍ୟ ମନ୍ତ୍ରୀ କୀର୍ତ୍ତି ବର୍ଦ୍ଧନ ସିଂ ମଧ୍ୟ ଉପସ୍ଥିତ ଥିଲେ। ଯିଏ କି ଶୀଘ୍ର...

ମହାପ୍ରଭୁଙ୍କ ନୀତିରେ ବିଳମ୍ବ

ପୁରୀ,୧୪ା୬: ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ନୀତିରେ ଶୁକ୍ରବାର ବିଳମ୍ବ ହୋଇଛି। ରାତ୍ର ପହୁଡ଼ ବିଳମ୍ବ ହେବାରୁ ଦ୍ବାର ଫିଟା ନୀତି ବିଳମ୍ବ ହୋଇଥିବା ଜଣାପଡ଼ିଛି। ତେବେ ଦ୍ବାର ଫିଟା ନୀତି ବିଳମ୍ବ ହେବାରୁ ମଙ୍ଗଳ ଆଳତି ମଧ୍ୟ ବିଳମ୍ବ ହୋଇଛି। ନୀତି...

ଇଟାଲୀରେ ପହଞ୍ଚିଲେ ମୋଦି

ରୋମ୍‌,୧୪ା୬: ୫୦ତମ ଜି-୭ ସମ୍ମିଳନୀରେ ଯୋଗଦେବା ପାଇଁ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଇଟାଲୀରେ ପହଞ୍ଚିଛନ୍ତି। ଇଟାଲୀ ପ୍ରଧାନମନ୍ତ୍ରୀ ଜର୍ଜିଆ ମିଲୋନିଙ୍କ ସହ ସାକ୍ଷାତ କରି ମୋଦି ବିଭିନ୍ନ ଆଲୋଚନା କରିବେ ବୋଲି ଏକ ରିପୋର୍ଟରୁ ପ୍ରକାଶ। ଏଥିସହିତ...

ଓଲଟିଲା ପିକଅପ୍‌: ୨ ମୃତ, ୧୪ ଆହତ

କୋଣାର୍କ, ୧୪।୬: ପହିଲି ରଜରେ ପୁରୀରୁ ଆସିଛି ଭୟଙ୍କର ଦୁର୍ଘଟଣାର ଖବର। କାକଟପୁର-ନୟାହାଟ ରାସ୍ତାର ଜଗନ୍ନାଥପୁର ନିକଟରେ ଏକ ପିକଅପ୍‌ ଓଲଟାଇବାରୁ ୨ ମୃତ୍ୟୁ ବାରଣ କରିଥିବା ବେଳେ, ୧୪ ଆହତ ହୋଇଛନ୍ତି।୧୪ ଆହତଙ୍କ ମଧ୍ୟରୁ ୮ ଗୁରୁତରଙ୍କୁ ଭୁବନେଶ୍ବର...

୨୦ରେ ବାଚସ୍ପତି ନିର୍ବାଚନ

ଭୁବନେଶ୍ୱର,୧୪।୬(ଅନିଲଦାସ): ଆସନ୍ତା ୧୮ ଓ ୧୯ ତାରିଖରେ ନବନିର୍ବାଚିତ ବିଧାୟକମାନେ ଶପଥ ଗ୍ରହଣ କରିବେ। ସେହିପରି ୨୦ ତାରିଖରେ ବାଚସ୍ପତି ନିର୍ବାଚନ କରାଯିବ। ଏ ନେଇ ପ୍ରସ୍ତୁତି ଆରମ୍ଭ ହୋଇଛି। ବିଧାନସଭାର ବରିଷ୍ଠ ସଦସ୍ୟ ତଥା ଆଠଗଡ଼ ବିଧାୟକ ରଣେନ୍ଦ୍ର...

ଲୋକ ସଭା ସ୍ପିକରଙ୍କୁ ନେଇ ସସପେନ୍ସ ଶେଷ

ନୂଆଦିଲ୍ଲୀ,୧୩।୬: ୨୦୨୪ ଲୋକ ସଭା ନିର୍ବାଚନ ଶେଷ ହେବା ପରେ ନରେନ୍ଦ୍ର ମୋଦି କ୍ରମାଗତ ତୃତୀୟ ଥର ପାଇଁ ଦେଶର ପ୍ରଧାନମନ୍ତ୍ରୀ ହୋଇଥିଲେ। ରବିବାର (୯ଜୁନ) ଶପଥ ଗ୍ରହଣ କରିବା ପରେ ସୋମବାର (୧୦ ଜୁନ) ରେ ସମସ୍ତ ମନ୍ତ୍ରୀଙ୍କ...

କାହିଁକି ଡୋଭାଲଙ୍କୁ ତୃତୀୟ ଥର ପାଇଁ ମିଳିଲା ସମାନ ପଦବୀ, ‘ଜେମ୍ସ ବଣ୍ଡ’ଙ୍କ ଉପରେ ମୋଦିଙ୍କ ସମ୍ପୂର୍ଣ୍ଣ ଭରସା

ନୂଆଦିଲ୍ଲୀ,୧୩।୬: ତାଙ୍କର ତୃତୀୟ କାର୍ଯ୍ୟକାଳରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ମନ୍ତ୍ରଣାଳୟ ସମେତ ପଛପଟ ଅମଲାତନ୍ତ୍ରରେ କୌଣସି ବଡ଼ ପରିବର୍ତ୍ତନ କରିନାହାଁନ୍ତି। ବୋଧହୁଏ ପ୍ରଧାନମନ୍ତ୍ରୀଙ୍କ ଦଳ ଉପରେ ଏତେ ଆତ୍ମବିଶ୍ୱାସ ଅଛି ଯେ ସେ ପରିବର୍ତ୍ତନର କୌଣସି ଆବଶ୍ୟକତା...

ଓଡ଼ିଆ ପୁଅ ପି.କେ ମିଶ୍ର ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ପୁନଃନିଯୁକ୍ତି

ନୂଆଦିଲ୍ଲୀ,୧୩ା୬: ଓଡ଼ିଆ ପୁଅ ପ୍ରମୋଦ କୁମାର ମିଶ୍ରଙ୍କୁ ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ଭାବରେ ପୁନଃନିଯୁକ୍ତି କରାଯାଇଛି। ତାଙ୍କର ନିଯୁକ୍ତି ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟକାଳ ସହିତ ଜାରି ରହିବ କିମ୍ବା ଯେପର୍ଯ୍ୟନ୍ତ ପରବର୍ତ୍ତୀ ନିର୍ଦ୍ଦେଶନାମା ଆସିନାହିଁ। ଏହି ସମୟରେ ତାଙ୍କୁ କ୍ୟାବିନେଟରେ ମନ୍ତ୍ରୀ...

ପ୍ରଧାନମନ୍ତ୍ରୀ ଶପଥ ନେବାର ୪ ଦିନରେ ୪ ଆତଙ୍କବାଦୀ ଆକ୍ରମଣ, ସ୍ବରାଷ୍ଟ୍ର ମନ୍ତ୍ରୀଙ୍କ ସହ କଥା ହୋଇ ମୋଦି କହିଲେ…

ନୂଆଦିଲ୍ଲୀ,୧୩ା୬: କିଛି ଦିନ ହେବ ଜମ୍ମୁ-କଶ୍ମୀରରେ ଅନେକ ଆତଙ୍କବାଦୀ ଆକ୍ରମଣ ହୋଇଛି। ଆତଙ୍କବାଦୀମାନେ ଗତ ଚାରି ଦିନ ମଧ୍ୟରେ ରେସି, କାଠୁଆ ଏବଂ ଡୋଡା ଜିଲାର ୪ଟି ସ୍ଥାନ ଉପରେ ଆକ୍ରମଣ କରି ୯ ଜଣ ତୀର୍ଥଯାତ୍ରୀ ଏବଂ ଜଣେ...

ଦକ୍ଷିଣ ଓଡ଼ିଶାରେ କାଳବୈଶାଖୀ ସମ୍ଭାବନା

ଭୁବନେଶ୍ୱର,୧୩ା୬: ଆଗାମୀ ୫ ଦିନ ଯାଏ ଦକ୍ଷିଣ ଓଡ଼ିଶାରେ କାଳବୈଶାଖୀ ସମ୍ଭାବନା ରହିଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ କାର୍ଯ୍ୟାଳୟ ପକ୍ଷରୁ ସୂଚନା ମିଳିଛି। ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା ଓ ସମ୍ବଲପୁରକୁ ହିଟ୍‌ଓ୍ବେଭ୍‌ ଓ୍ବାର୍ନିଂ ଜାରି ହୋଇଛି। ଚଳିତବର୍ଷ...

ବିରୋଧୀ ଦଳ ନେତାକୁ ନେଇ ଆସିଲା ବଡ଼ ଟ୍ବିଷ୍ଟ, ନବୀନ ନା…

ଭୁବନେଶ୍ୱର,୧୩।୬: ଓଡ଼ିଶାରେ ପ୍ରଥମ ଥର ଭାଜପା ମୁଖ୍ୟମନ୍ତ୍ରୀ ଭାବେ ମୋହନ ମାଝି ଦାୟିତ୍ୱ ସମ୍ଭାଳିଛନ୍ତି। ନବୀନ ଲଗାତାର ୨୪ବର୍ଷ ଧରି ଏହି ପଦ ସମ୍ଭାଳିଥିଲେ। ନିଜର ୨୪ବର୍ଷର ରାଜନୈତିକ ଯାତ୍ରା ଶେଷ ପରେ ନବୀନ ବିରୋଧୀ ଦଳ ନେତା ଭାବେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri