Tag Archives: Home Middle

ଇଟାଲୀରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିବେ କାନାଡା ପ୍ରଧାନମନ୍ତ୍ରୀ, ରହିଛି ଏସବୁ ଯୋଜନା

ରୋମ୍‌,୧୩ା୬: ଇଟାଲୀରେ ଅନୁଷ୍ଠିତ ଜି-୭ ଶିଖର ସମ୍ମିଳନୀରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କାନାଡାର ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋ ସାମ୍ନାସାମ୍ନି ହେବେ। ଶୁକ୍ରବାର ଉଭୟ ନେତା ସାକ୍ଷାତ କରିପାରନ୍ତି ବୋଲି ଜାଣିବାକୁ ମିଳିଛି। ଭାରତ ବିରୋଧରେ ହିଂସା ଏବଂ...

ରାଜ୍ୟ ସଭାରେ ବିଗିଡ଼ିବ ଇଣ୍ଡିଆ ମେଣ୍ଟ, ଏତିକି ସିଟ୍‌ ନେଇଯିବ ଏନ୍‌ଡିଏ

ନୂଆଦିଲ୍ଲୀ,୧୩ା୬: ଲୋକ ସଭା ନିର୍ବାଚନ ସମାପ୍ତ ହୋଇଛି। ବର୍ତ୍ତମାନ ହେଉଛି ରାଜ୍ୟ ସଭା ଉପ-ନିର୍ବାଚନର ପର୍ଯ୍ୟାୟ। ୧୦ଟି ଖାଲି ସିଟ୍‌ ପାଇଁ ରାଜ୍ୟ ସଭା ସଚିବାଳୟ ଦ୍ୱାରା ଉପ-ନିର୍ବାଚନ ଘୋଷଣା କରାଯାଇଛି। ଏ ସମ୍ପର୍କରେ ଏକ ବିଜ୍ଞପ୍ତି ଜାରି କରାଯାଇଛି...

ସୁଭଦ୍ରା ଯୋଜନାରେ କେଉଁମାନେ ପାଇବେ ୫୦ ହଜାର ଟଙ୍କା? ଜାଣନ୍ତୁ କିଭଳି କରିବେ ଆବେଦନ ଏବଂ ଯୋଗ୍ୟତା 

ଭୁବନେଶ୍ୱର,୧୩।୬: ଓଡ଼ିଶାରେ ଭାଜପା ସରକାର ଗଢ଼ିବା ପରେ ପ୍ରଥମ କ୍ୟାବିନେଟ୍‌ ବୈଠକରେ ମହିଳାଙ୍କ ପାଇଁ ବଡ଼ ଘୋଷଣା କରାଯାଇଛି। ନିର୍ବାଚନ ପୂର୍ବରୁ ଦଳ ପକ୍ଷରୁ ଦିଆଯାଇଥିବା ପ୍ରତିଶ୍ରୁତି ଅନୁଯାୟୀ ଆଗାମୀ ୧୦୦ ଦିନ ମଧ୍ୟରେ ରାଜ୍ୟରେ ସୁଭଦ୍ରା ଯୋଜନା ଲାଗୁ...

ଡାକ ସେବକ ପରୀକ୍ଷାରେ ସାର୍ଟିଫିକେଟ ଜାଲଆତି: ରାଜ୍ୟରେ ବଡ଼ ଧରଣର ରେଡ୍‌ କଲା ସିବିଆଇ

ଭୁବନେଶ୍ୱର,୧୩।୬: ଗ୍ରାମୀଣ ଡାକ ସେବକ ପରୀକ୍ଷାରେ ସାର୍ଟିଫିକେଟ ଜାଲ ନେଇ ସାରା ରାଜ୍ୟରେ ସିବିଆଇ ପକ୍ଷରୁ ବଡ଼ ଧରଣର ରେଡ ହୋଇଛି। ଏନେଇ କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ ଗୁରୁବାର ତଦନ୍ତ ପ୍ରକ୍ରିୟା ଆରମ୍ଭ କରିଛି। ରାଜ୍ୟର ବିଭିନ୍ନ ଜିଲାରେ ୬୭...

ଖୋର୍ଦ୍ଧା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ମିଳିଲା ଜାମିନ୍‌

ଭୁବନେଶ଼୍ବର, ୧୩।୬: ନିର୍ବାଚନ ବେଳେ ବୁଥ୍‌ ଭଙ୍ଗାରୁଜାକୁ ନେଇ ଗିରଫ ହୋଇଥିବା ଖୋର୍ଦ୍ଧା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ତଳକୋର୍ଟରୁ ଜାମିନ ମିଳିଛି । ପୂର୍ବରୁ ହାଇକୋର୍ଟ ଏହି ମାମଲାରେ ଜାମିନ ମଂଜୁର କରଥିଲେ । ଆଜି ଖୋର୍ଦ୍ଧା JMFCରୁ ତାଙ୍କୁ...

ମୁଖ୍ୟମନ୍ତ୍ରୀଙ୍କ ନାଁରେ ମାଳମାଳ ଫେକ୍‌ ଆଇଡି, ଦ୍ୱନ୍ଦ୍ୱରେ ସିଏମଓ ଅଫିସ

ଭୁବନେଶ୍ୱର,୧୩।୬: ଓଡ଼ିଶାକୁ ମିଳିଛି ପୁଣି ନୂଆ ମୁଖ୍ୟମନ୍ତ୍ରୀ। ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେଇଛନ୍ତି ଭାଜପା ବିଧାୟକ ମୋହନ ଚରଣ ମାଝି। ତେବେ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ପରେ ବିଭିନ୍ନ ଆଡୁ ତାଙ୍କୁ ଶୁଭେଚ୍ଛାର ସୁଅ ଛୁଟିଛି। ସୋସିଆଲ ମିଡିଆ ଏକ୍ସ,...

ବଦଳୁଛି ‘ନବୀନ ନିବାସ’ର ଚିତ୍ର: ପଦ ଯିବା ପରେ ଉଠିଗଲା ଅସ୍ଥାୟୀ ପୋଲିସ କ୍ୟାମ୍ପ, କମିଲେ ସୁରକ୍ଷାକର୍ମୀ…

ଭୁବନେଶ୍ୱର,୧୩।୬: ଗଣତନ୍ତ୍ରରେ ହାରିବା-ଜିତିବା ନିୟମିତ ପ୍ରକ୍ରିୟା। ଜନତା ଜନାର୍ଦ୍ଦନଙ୍କ ଭୋଟ୍‌ ଆଧାରରେ ଗଠନ ହୁଏ ସରକାର। ହେଲେ ସରକାର ବଦଳିଲେ ବଦଳିଯାଏ ଚିତ୍ର। ପୂର୍ବ କ୍ଷମତାରେ ଥିବା ବ୍ୟକ୍ତି ବିଶେଷଙ୍କଠାରୁ କାଢ଼ି ନିଆଯାଇଥାଏ ସୁବିଧା ଏବଂ ସୁରକ୍ଷା। କିଛି ଏଭଳି...

୧୨ ରାଜ୍ୟକୁ ପ୍ରବଳ ବର୍ଷା, ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ

ନୂଆଦିଲ୍ଲୀ,୧୩ା୬: ରାଜଧାନୀ ଦିଲ୍ଲୀ ସମେତ ଦେଶର ଅନେକ ରାଜ୍ୟର ଲୋକମାନେ ପ୍ରବଳ ଗରମ ଗୁଳୁଗୁଳିରେ ଛଟପଟ ହେଉଛନ୍ତି। ଜୁନ୍‌ ୧୬ ପର୍ଯ୍ୟନ୍ତ ଉତ୍ତରପ୍ରଦେଶ, ହରିୟାଣା, ପଞ୍ଜାବ, ଦିଲ୍ଲୀ ଏବଂ ଝାଡ଼ଖଣ୍ଡର କେତେକ ଅଞ୍ଚଳରେ ପ୍ରବଳ ଖରା ହେବା ସହ ଆଉ...

ମୋହନଙ୍କ ମନ୍ତ୍ରୀମଣ୍ଡଳ: ଏମାନଙ୍କୁ ମିଳିପାରେ ବଡ଼ ବିଭାଗ! ଲିଷ୍ଟରେ…

ଭୁବନେଶ୍ୱର,୧୩।୬: ଶପଥ ନେଇଛନ୍ତି ଓଡ଼ିଶାରେ ଭାଜପାର ପ୍ରଥମ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୋହନ ଜଣେ ଆଦିବାସୀ ନେତା ଅଟନ୍ତି। ଏଥିସହ ଓଡ଼ିଶାକୁ ୨୪ବର୍ଷ ପରେ ଦୁଇ ଉପମୁଖ୍ୟମନ୍ତ୍ରୀ ମିଳିଛନ୍ତି। ସେମାନେ ହେଲେ ପ୍ରଥମ ଥର ବିଧାୟକ ହୋଇଥିବା ପ୍ରଭାତି...

ସୁପ୍ରିମ୍‌କୋର୍ଟଙ୍କ ବଡ଼ ନିଷ୍ପତ୍ତି, ଏହି ତାରିଖରେ ପୁନର୍ବାର ପରୀକ୍ଷା !

ନୂଆଦିଲ୍ଲୀ, ୧୩।୬: ନିଟ୍‌ ୟୁଜି ରେଜଲ୍ଟ ମାମଲାକୁ ନେଇ ସୁପ୍ରିମ୍‌କୋର୍ଟରେ ଦାଏର ହୋଇଥିବା ୩ ଯାଚିକାର ଶୁଣାଣି ହୋଇଛି । ସୁପ୍ରିମ୍‌କୋର୍ଟ ଏନେଇ କହିଛନ୍ତି ଯେ, ୨୩ ଜୁନ୍‌ରେ ପୁନର୍ବାର ପରୀକ୍ଷା କରାଯିବ ଏବଂ ୩୦ ଜୁନ୍‌କୁ ଏହାର ଫଳ...

ଶ୍ରୀମନ୍ଦିର ୪ଦ୍ୱାର ଖୋଲିବା ପରେ ମୁଖ୍ୟମନ୍ତ୍ରୀଙ୍କ ପ୍ରତିକ୍ରିୟା, ମହାପ୍ରଭୁଙ୍କ ଆଶୀର୍ବାଦରେ ହୋଇଛି ସମ୍ଭବ

ଭୁବନେଶ୍ୱର,୧୩।୬: ମହାପ୍ରଭୁଙ୍କ ଦର୍ଶନ ପରେ ପ୍ରତିକ୍ରିୟା ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝି । ଶ୍ରୀମନ୍ଦିର ୪ ଦ୍ୱାର ଖୋଲିବା ପରେ ପ୍ରଥମ ପ୍ରତିକ୍ରିୟା ଦେଇଛନ୍ତି । ସେ କହିଛନ୍ତି, ମହାପ୍ରଭୁଙ୍କ ଅପାର କରୁଣାରୁ ରାଜ୍ୟରେ ନୂଆ ସରକାର ଆସିଛି। ମହାପ୍ରଭୁଙ୍କ...

ଭକ୍ତଙ୍କ ପାଇଁ ଖୋଲିଲା ଶ୍ରୀମନ୍ଦିରର ୪ ଦ୍ୱାର

ପୁରୀ,୧୩: ଭକ୍ତଙ୍କ ପାଇଁ ଖୋଲିଛି ଶ୍ରୀମନ୍ଦିର ୪ ଦ୍ୱାର। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ, ପ୍ରଭାତୀ ପରିଡ଼ା ଏବଂ ନୂତନ ମନ୍ତ୍ରିପରିଷଦର ସମସ୍ତ ସଦସ୍ୟଙ୍କ ଉପସ୍ଥିତିରେ ଏହି ଦ୍ୱାରଗୁଡ଼ିକୁ ଖୋଲାଯାଇଛି। ଫଳରେ ଗୁରୁବାର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri