Tag Archives: Home Middle

ୟୁକ୍ରେନ୍‌ର ବହୁ ଅଞ୍ଚଳରେ ବୋମାମାଡ଼ କଲେ ରୁଷିଆ ସୈନ୍ୟ…

ମସ୍କୋ/କ୍ୱିଭ୍‌, ୧୮।୯ : ଚଳିତ ବର୍ଷ ୨୪ ଫେବୃଆରୀରେ ଆରମ୍ଭ ହୋଇଥିବା ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଏପର୍ଯ୍ୟନ୍ତ ଶେଷ ହୋଇନାହିଁ। ଯୁଦ୍ଧରେ ଉଭୟ ପକ୍ଷର ବହୁ କ୍ଷୟକ୍ଷତି ହେବାରେ ଲାଗିଛି। ନିକଟରେ ୟୁକ୍ରେନ ସୈନ୍ୟବାହିନୀ ଦାବି କରିଛି...

ଧୂମପାନ କରୁ ନଥିବା ବ୍ୟକ୍ତିଙ୍କୁ ମଧ୍ୟ ହେଉଛି ଫୁସଫୁସ କର୍କଟ, ବ୍ରିଟେନ୍‌ରେ ପ୍ରତିବର୍ଷ ୬ ହଜାରରୁ ଅଧିକଙ୍କ ଯାଉଛି ଜୀବନ…

ଲଣ୍ଡନ,୧୮।୯ : ଯେଉଁମାନେ କେବେ ବି ଧୂମପାନ କରିନାହାଁନ୍ତି, ସେମାନେ ମଧ୍ୟ ଫୁସଫୁସ କର୍କଟ ରୋଗରେ ଆକ୍ରାନ୍ତ ହେଉଛନ୍ତି। ଲଣ୍ଡନର ଫ୍ରାନ୍ସିସ କ୍ରିକ ପ୍ରତିଷ୍ଠାନର ଗବେଷକମାନେ ସେମାନଙ୍କ ଅଧ୍ୟୟନରେ ପ୍ରକାଶ କରିଛନ୍ତି ଯେ ବାୟୁ ପ୍ରଦୂଷଣ ମଧ୍ୟ ଫୁସଫୁସ କର୍କଟ...

ଥମୁଛି କରୋନା…

ନୂଆଦିଲ୍ଲୀ, ୧୮।୯: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାରେ ଲାଗିଛି। ତେବେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା ବଢ଼ି ପୁଣି ୪୭ ହଜାର ଉପରେ ରହିଛି।...

୨୭ରେ ରତ୍ନଭଣ୍ଡାର ଖୋଲିବା ନିଷ୍ପତ୍ତି

ପୁରୀ ଅଫିସ,୧୮।୯:  ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲାଯିବାକୁ ଦୀର୍ଘଦିନ ହେଲା ସାଧାରଣରେ ଦାବି ହୋଇଆସୁଛି। କେବେ ରତ୍ନଭଣ୍ଡାର ଖୋଲାଯିବ ଓ ମହାପ୍ରଭୁଙ୍କ ଦୁର୍ମୂଲ୍ୟ ରତ୍ନ ଅଳଙ୍କାର ଗଣତି ସହ ଯାଞ୍ଚ କରାଯିବ ସେ ନେଇ କୋଟି କୋଟି ଜଗନ୍ନାଥପ୍ରେମୀ ଚାହିଁବସିଛନ୍ତି। ଏଭଳି...

ସବୁଜ ମିଶନରେ କେନ୍ଦ୍ର ବାଧକ

ଭୁବନେଶ୍ୱର,୧୮।୯(ବ୍ୟୁରୋ): ତାପମାତ୍ରା ବୃଦ୍ଧି ସାଙ୍ଗକୁ ସ୍ବଳ୍ପ ବୃଷ୍ଟିପାତ ଶସ୍ୟ ଉତ୍ପାଦନ ପାଇଁ ମହାବିପତ୍ତି ହୋଇ ଉଭାହେଲାଣି। ପରିବେଶ ପ୍ରଦୂଷଣ ରୋକିବା ଏବଂ ବନ୍ୟଜନ୍ତୁଙ୍କୁ ବଞ୍ଚାଇ ରଖିବା ପାଇଁ ସବୁଜ ବଳୟ ସୃଷ୍ଟି ଅପରିହାର୍ଯ୍ୟ ହୋଇପଡ଼ିଛି। ବର୍ଦ୍ଧିତ ଜନସଂଖ୍ୟା ଯୋଗୁ ବେଳକୁ...

୧୦୦ରୁ ଅଧିକ ସିନେମା ହଲ, ବଡ ସହରରେ ସ୍କ୍ରିନରେ ପ୍ରଦର୍ଶିତ ହେବ ମହାରାଣୀଙ୍କ ଅନ୍ତିମ ସଂସ୍କାର

ଲଣ୍ଡନ,୧୮ ।୯: ବ୍ରିଟେନ ମହାରାଣୀ ସ୍ୱର୍ଗତ ଏଲିଜାବେଥ ଦ୍ୱିତୀୟଙ୍କ ରାଜକୀୟ ଅନ୍ତିମ ସଂସ୍କାର ୧୯ ସେପ୍ଟେମ୍ବରରେ ଲଣ୍ଡନର ୱେଷ୍ଟମିଂଷ୍ଟର ଏବେରେ କରାଯିବ । ଏହା ପୂର୍ବରୁ ବ୍ରିଟିଶ ସରକାର ଶନିବାର କହିଛନ୍ତି ମହାରାଣୀ ଏଲିଜାବେଥଙ୍କ ରାଜକୀୟ ଅନ୍ତିମ ସଂସ୍କାର ସାରା...

ଗୋତ୍ର ବାହାରେ ବିବାହ କାରଣରୁ କାହାକୁ ବାସନ୍ଦ କରିବା ଅନୁଚ୍ଛେଦ ୨୫ର ଉଲ୍ଲଂଘନ…

ଥିରୁଭାନନ୍ତପୁରମ୍‌, ୧୭।୯ : ବିବାହ ଏକ ବ୍ୟକ୍ତିଗତ ମୌଳିକ ଅଧିକାର। ଜଣେ ବ୍ୟକ୍ତି ନିଜ ପସନ୍ଦର ବିବାହ କରିପାରିବେ। ଏନେଇ କେହି ତାଙ୍କୁ ବାଧା ଦେଇପାରିବେ ନାହିଁ। ଗୋତ୍ର ବାହାରେ ବିବାହ କାରଣରୁ କାହାକୁ ବାସନ୍ଦ କରିବା ଅନୁଚ୍ଛେଦ ୨୫ର...

ଥରିଲା ତାଇଓ୍ବାନ

ତାଇପେଇ,୧୭ା୯: ଶନିବାର ଦକ୍ଷିଣ ପୂର୍ବ ତାଇଓ୍ବାନରେ ପ୍ରବଳ ଭୂକମ୍ପ ଅନୁଭୂତ ହୋଇଥିଲା। ଏକ ରିପୋର୍ଟ ଅନୁଯାୟୀ, ରିକ୍ଟର ସ୍କେଲରେ ଭୂକମ୍ପର ତୀବ୍ରତା ୬.୪ ରେକର୍ଡ କରାଯାଇଛି। ଭୂକମ୍ପ ଯୋଗୁ କୌଣସି କ୍ଷୟକ୍ଷତି ସମ୍ପର୍କରେ ବର୍ତ୍ତମାନ ସୁଦ୍ଧା ରିପୋର୍ଟ ହୋଇନାହିଁ। ତେବେ...

ପୂର୍ବତନ କେନ୍ଦ୍ରମନ୍ତ୍ରୀ ମାଣିକରାଓଙ୍କ ପରଲୋକ, ଶୋକ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ…

ମୁମ୍ବାଇ, ୧୭।୯ : ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା କଂଗ୍ରେସ ନେତା ମାଣିକରାଓ ଗାଭିତଙ୍କର ପରଲୋକ ଘଟିଛି। ମହାରାଷ୍ଟ୍ର ନାସିକର ଏକ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୭ ବର୍ଷ ହୋଇଥିଲା। ୧୯୮୦ରୁ ୨୦୧୪...

ଅମରାବତୀକୁ ରାଜଧାନୀ କରିବା ପ୍ରସଙ୍ଗ: ସୁପ୍ରିମ୍‌କୋର୍ଟରେ ଆନ୍ଧ୍ରପ୍ରଦେଶ ସରକାର…

ନୂଆଦିଲ୍ଲୀ, ୧୭।୯ : ଅମରାବତୀକୁ ରାଜଧାନୀ କରିବା ପ୍ରସଙ୍ଗରେ ଆନ୍ଧ୍ରପ୍ରଦେଶ ସରକାର ସୁପ୍ରିମ୍‌କୋର୍ଟରେ ପହଞ୍ଚିଛନ୍ତି। ଆନ୍ଧ୍ରପ୍ରଦେଶ ହାଇକୋର୍ଟ ଅମରାବତୀକୁ ରାଜ୍ୟର ଏକମାତ୍ର ରାଜଧାନୀ କରିବା ସପକ୍ଷରେ ରାୟ ପ୍ରଦାନ କରିଥିଲେ। ଏହାକୁ ନେଇ ରାଜ୍ୟ ସରକାର ସୁପ୍ରିମ୍‌କୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି।...

ଡିଜିଟାଲୀକରଣ ଦ୍ୱାରା ନ୍ୟାୟିକ ବ୍ୟବସ୍ଥାର ବିକାଶ ସମ୍ଭବ: ଜଷ୍ଟିସ ଚନ୍ଦ୍ରଚୂଡ଼…

ନୂଆଦିଲ୍ଲୀ, ୧୭।୯ : ନ୍ୟାୟିକ ପ୍ରକ୍ରିୟାରେ କାଗଜବିହୀନ କୋର୍ଟ ଆଇନଜୀବୀମାନଙ୍କ ପାଇଁ ସମୟ ବଞ୍ଚାଇବାର ମୂଲ୍ୟବାନ ଉପକରଣ ପାଲଟିବ। ଏହି କୋର୍ଟଗୁଡିକ ପରିବେଶ ଦୃଷ୍ଟିକୋଣରୁ ମଧ୍ୟ ଭଲ। ଡିଜିଟାଲୀକରଣ ଦ୍ୱାରା ନ୍ୟାୟିକ ବ୍ୟବସ୍ଥାର ବିକାଶ ସମ୍ଭବ ବୋଲି ଶନିବାର ଓଡିଶାର...

କରୋନା ଆମକୁ ଆଧୁନିକ କରିଛି: ସିଜେଆଇ…

ନୂଆଦିଲ୍ଲୀ, ୧୭।୯ : ପ୍ରଧାନ ବିଚାରପତି ୟୁ ୟୁ ଲଲିତ ଶନିବାର ଓଡିଶାର ୩୦ ଟି ଜିଲ୍ଲାରେ କାଗଜବିହୀନ କୋର୍ଟର ଉଦଘାଟନ କରିଛନ୍ତି। ଏହି ଅବସରରେ ତାଙ୍କ ସମ୍ବୋଧନରେ ସେ କହିଛନ୍ତି ଯେ କରୋନା ମହାମାରୀ ଆମକୁ ଅନେକ କିଛି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri