Tag Archives: Home Middle

୪ ଦ୍ୱାର ଖୋଲାଯିବା ପରେ କ’ଣ ସବୁ ବ୍ୟବସ୍ଥା ରହିବ ଜାଣନ୍ତୁ…

ପୁରୀ,୧୨ା୬: ବୁଧବାର ପୁରୀ ଶ୍ରୀମନ୍ଦିର ପରିଚାଳନା କମିଟିର ଏକ ଜରୁରୀ ବୈଠକ ଅନୁଷ୍ଠିତ ହୋଇଛି। ଉକ୍ତ ବୈଠକରେ କିଛି ନିଷ୍ପତ୍ତି ନିଆଯାଇଛି। ଏହି ନିଷ୍ପତ୍ତିଗୁଡ଼ିକ ହେଲା ୪ ଦ୍ୱାରରେ ଜୋତା ଏବଂ ମୋବାଇଲ ଷ୍ଟାଣ୍ଡ କରାଯିବା ସହ ପାନୀୟ ଜଳ...

ମୋହନ ମାଝୀଙ୍କ ମନ୍ତ୍ରୀମାନେ କେତେ ପାଠ ପଢିଛନ୍ତି?

ଭୁବନେଶ୍ୱର,୧୨।୬: ରାଜ୍ୟରେ ଆଜିଠୁ ଭାଜପା ସରକାରଙ୍କ ଯୁଗ ଆରମ୍ଭ ହୋଇଛି । ଜନତା ମଇଦାନରେ ଆୟୋଜିତ ଶପଥ ସମାରୋହରେ ଭାଜପା ବିଧାୟକ ଦଳ ନେତା ମୋହନ ଚରଣ ମାଝି ମୁଖ୍ୟମନ୍ତ୍ରୀ ଭାବେ ପଦ ଓ ଗୋପନୀୟତାର ଶପଥ ନେଇଛନ୍ତି ।...

ପ୍ରଥମ କ୍ୟାବିନେଟରେ ମୋହନ ସରକାରଙ୍କ ବଡ଼ ନିଷ୍ପତି, ୪ଟି ପ୍ରସ୍ତାବ ଉପରେ ମୋହର

ପୁରୀ,୧୨ା୬: ପ୍ରଥମ କ୍ୟାବିନେଟ ବୈଠକରେ ଶ୍ରୀମନ୍ଦିର ଚାରି ଦ୍ୱାର ଖୋଲିବାକୁ ନିଷ୍ପତ୍ତି ନେଲେ ରାଜ୍ୟ ସରକାର। କ୍ୟାବିନେଟ୍ ବୈଠକ ପରେ ଏନେଇ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝି। ଗୁରୁବାର ସକାଳେ ମଙ୍ଗଳ ଆଳତି ସମୟରେ ଖୋଲିବ ପୁରୀ ଶ୍ରୀମନ୍ଦିରର...

ଓଡ଼ିଶାରେ ମୋହନ ସରକାର: ମୁଖ୍ୟମନ୍ତ୍ରୀଙ୍କୁ ମିଳିବ କେତେ ଦରମା? ମିଳିବ ଏତେସବୁ ସୁବିଧା

ଓଡ଼ିଶାରେ ଆଜିଠୁ ଆରମ୍ଭ ହୋଇଛି ଭାଜପା ସରକାର । ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ମୋହନ ଚରଣ ମାଝି । ମୁଖ୍ୟମନ୍ତ୍ରୀ ମୋହନ ମାଝିଙ୍କ ସମେତ ଦୁଇ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହ ଦେଓ ଓ ପ୍ରଭାତୀ ପରିଡା...

ମୁଖ୍ୟମନ୍ତ୍ରୀ ମୋହନ ମାଝି ଶପଥ ନେବା ପରେ ଟ୍ବିଟ କଲେ ନବୀନ, କହିଲେ…

ଭୁବନେଶ୍ୱର,୧୨।୬: ଓଡ଼ିଶାରେ ନୂଆ ମୁଖ୍ୟମନ୍ତ୍ରୀ ମୋହନ ମାଝି ଶପଥ ଗ୍ରହଣ କରିଛନ୍ତି। ତାଙ୍କ ସହ ଦୁଇ ଉପ ମୁଖ୍ୟମନ୍ତ୍ରୀ କେଭି ସିଂ ଦେଓ ଓ ପ୍ରଭାତୀ ପରିଡା ମଧ୍ୟ ଶପଥ ନେଇଛନ୍ତି। ଶପଥ ଗ୍ରହଣ ପରେ ଷ୍ଟେଜ ଉପରେ ମୁଖ୍ୟମନ୍ତ୍ରୀଙ୍କୁ...

ଆର୍‌ଏସ୍‌ଏସ୍‌ ସହ ସମ୍ପର୍କ ନା ନିର୍ବାଚନ ପ୍ରଭାବ? ଓଡ଼ିଶାରେ ମାଝୀଙ୍କୁ ମୁଖ୍ୟମନ୍ତ୍ରୀ କରିବାରେ କ’ଣ ରହିଛି ଭାଜପାର ରଣନୀତି….

ଭୁବନେଶ୍ୱର,୧୨।୬: ଭାଜପା ପୁଣିଥରେ ଓଡ଼ିଶାରେ ନୂଆ ଚେହେରା ଦେଇ ସମସ୍ତଙ୍କୁ ଚମକାଇଛି। ନାନାଦି ଚର୍ଚ୍ଚା ଉପରେ ପୂର୍ଣ୍ଣଚ୍ଛେଦ ପକାଇ ଦଳ କେନ୍ଦୁଝର ବିଧାୟକ ମୋହନ ଚରଣ ମାଝୀଙ୍କୁ ମୁଖ୍ୟମନ୍ତ୍ରୀ କରିଛି। ପୂର୍ବରୁ ଅନେକ ଲୋକପ୍ରିୟ ବିଧାୟକଙ୍କ ନାମ ଚର୍ଚ୍ଚାରେ ରହିଥିଲେ...

ବାଚସ୍ପତି ହେବେ ସୁରମା ପାଢ଼ୀ

ଭୁବନେଶ୍ୱର,୧୨ା୬: ରାଜ୍ୟରେ ଭାଜପା ପ୍ରଥମଥର ପାଇଁ ସରକାର ଗଠନ କରିଛି। ବୁଧବାର ନୂଆ ମୁଖ୍ୟମନ୍ତ୍ରୀ ଭାବେ ମୋହନ ଚରଣ ମାଝି ଶପଥ ନେଇଥିବା ବେଳେ ତାଙ୍କ ମନ୍ତ୍ରିମଣ୍ଡଳରେ ସ୍ଥାନ ପାଇଥିବା ଆଉ ୧୫ ମନ୍ତ୍ରୀ ମଧ୍ୟ ଶପଥ ପାଠ କରିଛନ୍ତି।...

ଶପଥ ସମାରୋହରେ ନବୀନଙ୍କ ସହ ହାତ ମିଳାଇଲେ ମୋଦି, ହସି ହସି କହିଲେ…

ଭୁବନେଶ୍ୱର,୧୨।୬: ଓଡ଼ିଶାରେ ନୂଆ ମୁଖ୍ୟମନ୍ତ୍ରୀ ମୋହନ ମାଝି ଶପଥ ଗ୍ରହଣ କରିଛନ୍ତି। ତାଙ୍କ ସହ ଦୁଇ ଉପ ମୁଖ୍ୟମନ୍ତ୍ରୀ କେଭି ସିଂ ଦେଓ ଓ ପ୍ରଭାତୀ ପରିଡା ମଧ୍ୟ ଶପଥ ନେଇଛନ୍ତି। ଶପଥ ସମାରୋହ ଶେଷ ହେବା ପରେ ପ୍ରଧାନମନ୍ତ୍ରୀ...

ମୋହନ ମାଝୀଙ୍କ ଶପଥ ଗ୍ରହଣ LIVE

ଭୁବନେଶ୍ୱର,୧୨।୬: ଆଉ କିଛି ସମୟର ଅପେକ୍ଷା। ଓଡ଼ିଶା ପାଇବାକୁ ଯାଉଛି ନୂଆ ମୁଖ୍ୟମନ୍ତ୍ରୀ। ଭାରତୀୟ ଜନତା ପାର୍ଟିର ପ୍ରଥମ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଶପଥ ଗ୍ରହଣ କରିବାକୁ ଯାଉଛନ୍ତି।

ଭୁବନେଶ୍ୱରରେ ମୋଦି, ନୂଆ ମୁଖ୍ୟମନ୍ତ୍ରୀଙ୍କ ଶପଥ ସମାରୋହରେ ଦେବେ ଯୋଗ

ଭୁବନେଶ୍ୱର,୧୨।୬: ଭୁବନେଶ୍ବରରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଶପଥ ସମାରୋହରେ ଯୋଗଦେବା ପାଇଁ ପହଞ୍ଚଛନ୍ତି ପ୍ରଧାନମନ୍ତ୍ରୀ। ବୁଦବାର ସଂଧ୍ୟାରେ ଜନତା ମଇଦାନରେ ଓଡିଶାର ନୂଆ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହେବାକୁ ଯାଉଛି। ପ୍ରଧାନମନ୍ତ୍ରୀଙ୍କ ସମେତ ବହୁ ଭିଭିଆଇପି...

ନିର୍ଦ୍ଦେଶରେ ହେଲା ସଂଶୋଧନ: କର୍ମଚାରୀ ନେଇପାରିବେ ଛୁଟି, ଜରୁରୀ ହେଲେ…

ଭୁବନେଶ୍ୱର,୧୨।୬: ଜୁନ୍‌ ୩୦ ଯାଏ ସରକାରୀ କର୍ମଚାରୀମାନଙ୍କ ଛୁଟି ବାତିଲ ନିର୍ଦ୍ଦେଶରେ ପ୍ରଶାସନ ବୁଧବାର ସଂଶୋଧନ କରିଛି। ମିଳିଥିବା ସୂଚନାନୁଯାୟୀ, ଆବଶ୍ୟକ ପଡ଼ିଲେ ଅଫିସରମାନେ ଛୁଟି ନେଇପାରିବେ। କିନ୍ତୁ ଜରୁରୀ ହେଲେ ତତ୍କାଳ ଯୋଗଦେବେ। ଏପରିକି ଜରୁରୀ ଯୋଗାଯୋଗ ପାଇଁ...

ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ ମାଝୀଙ୍କ ସମ୍ପତ୍ତି କେତେ? କରିଛନ୍ତି ୯୫ ଲକ୍ଷର ଋଣ, ରହିଛି…

ଭୁବନେଶ୍ୱର,୧୨।୬: ଓଡ଼ିଶାକୁ ମିଳିଛି ନୂଆ ମୁଖ୍ୟମନ୍ତ୍ରୀ। ଦୀର୍ଘ ୨୫ ବର୍ଷ ଧରି ରାଜ୍ୟରେ ବିଜେଡି ସରକାର ଚାଲୁଥିବା ବେଳେ ୨୦୨୪ରେ ବହୁମତ ହାସଲ କରି କ୍ଷମତା ହାତେଇଛି ଭାଜପା। ମଙ୍ଗଳବାର ଅନୁଷ୍ଠିତ ବିଧାୟକ ଦଳ ବୈଠକ ପରେ ଦଳ ପକ୍ଷରୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri