Tag Archives: Home Middle

ମୋହନ ସରକାରରେ କିଏ ହେବେ ମନ୍ତ୍ରୀ; କାହାକୁ ମିଳିବ ସୁଯୋଗ? ରେସ୍‌ରେ ଅଛନ୍ତି ଏସବୁ ହେଭିଓ୍ବେଟ୍‌..

ଭୁବନେଶ୍ୱର,୧୨।୬: ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ ଭାବେ ବୁଧବାର ମୋହନ ମାଝୀ ଶପଥ ନେବେ। ଏହାକୁ ନେଇ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ଥିବା ବେଳେ ମୋହନଙ୍କ ସମ୍ଭାବ୍ୟ ମନ୍ତ୍ରିମଣ୍ଡଳରେ କାହାକୁ ମିଳିବ ସୁଯୋଗ ସେନେଇ ଚର୍ଚ୍ଚା ଜୋର ଧରିଛି। ଆଶାୟୀ ବିଧାୟକମାନେ...

ରାସନ କାର୍ଡଧାରୀଙ୍କ ପାଇଁ ବଡ଼ ସୂଚନା, ଶୀଘ୍ର କରିନିଅନ୍ତୁ ଏହି କାମ

ନୂଆଦିଲ୍ଲୀ, ୧୨।୬: କେନ୍ଦ୍ର ସରକାର ପ୍ରତି ମାସରେ ଦେଶର ପ୍ରାୟ ୮୦ କୋଟି ଲୋକଙ୍କୁ ରାସନ ଯୋଗାଉଛନ୍ତି। ଯଦି ଆପଣ ମଧ୍ୟ ଏହି ସରକାରୀ ଯୋଜନାର ଲାଭ ଉଠାଉଛନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ ଉପଯୋଗୀ । ମାଗଣା...

ମୋହନଙ୍କ ନିମନ୍ତ୍ରଣ ପାଇବା ପରେ ଏମିତି କହିଲେ ନବୀନ

ଭୁବନେଶ୍ୱର,୧୨।୬: ଶପଥ ଗ୍ରହଣ ପୂର୍ବରୁ ଭାବି ମୁଖ୍ୟମନ୍ତ୍ରୀ ମୋହନ ମାଝି ନବୀନ ନିବାସରେ ପହଞ୍ଚି ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରିଛନ୍ତି। ଏଥିସହ ଶପଥ ଗ୍ରହଣ ସମାରୋହକୁ ଆସିବାକୁ ନିମନ୍ତ୍ରଣ କରିଛନ୍ତି। ଏଥିରେ ନବୀନ ସମ୍ମତି ଜଣାଇଥିବା ବେଳେ...

ଶପଥ ନେବା ପୂର୍ବରୁ ନବୀନଙ୍କୁ ଭେଟିଲେ ଭାବି ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୨।୬: ଶପଥ ଗ୍ରହଣ ପୂର୍ବରୁ ନବୀନ ନିବାସରେ ପହଞ୍ଚିଲେ ଭାବି ମୁଖ୍ୟମନ୍ତ୍ରୀ ମୋହନ ମାଝି। ବରପୁତ୍ରଙ୍କୁ ମାଲ୍ୟାର୍ପଣ ପରେ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି ମୋହନ। ଏହା ପରେ ମୋହନ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ...

କାହିଁକି ମୋହନଙ୍କୁ ମୁଖ୍ୟମନ୍ତ୍ରୀ ବାଛିଲା ଭାଜପା, ସାମ୍ନାକୁ ଆସିଲା ଏହି ବଡ଼ କାରଣ

ଭୁବନେଶ୍ୱର,୧୨।୬: ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ ହେବେ ମୋହନ ମାଝି। ସେ ଆଜି ବିଧିବଦ୍ଧ ଭାବେ ଶପଥ ନେବେ। ମଙ୍ଗଳବାର ମୁଖ୍ୟମନ୍ତ୍ରୀ ଭାବେ ମୋହନଙ୍କ ନାଁ ଘୋଷଣା ହେବା ପରେ ଚର୍ଚ୍ଚା ହେଉଛି କି ଭାଜପା କାହିଁକି ମୋହନଙ୍କୁ ମୁଖ୍ୟମନ୍ତ୍ରୀ ଚେହେରା...

ଶପଥଗ୍ରହଣ ଉତ୍ସବ ପାଇଁ ୬୭ ପ୍ଲାଟୁନ୍‌ ଫୋର୍ସ

ଭୁବନେଶ୍ୱର,୧୨ା୬(ସତ୍ୟଜିତ୍‌ ରାଉତ):ଭୁବନେଶ୍ୱର ଜନତା ମଇଦାନରେ ବୁଧବାର ଓଡିଶାର ନୂଆ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହେବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ବହୁ ଭିଭିଆଇପି ଓ ଭିଆଇପି ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଏଥିପାଇଁ କମିଶନରେଟ୍‌ ପୋଲିସ ପକ୍ଷରୁ ବ୍ୟାପକ...

ପଛ ଧାଡିରେ ବସିଥିଲେ ମୋହନ, ମୁଖ୍ୟମନ୍ତ୍ରୀ ଭାବେ ନାଁ ପ୍ରସ୍ତାବ ହେବାରୁ ଆଶ୍ଚର୍ଯ୍ୟ ହୋଇ କରିଥିଲେ ଏମିତି କାମ

ଭୁବନେଶ୍ୱର,୧୨।୬: ଓଡ଼ିଶାର ୧୪୭ ବିଧାନସଭା ଆସନ ମଧ୍ୟରୁ ୭୮ଟିରେ ବିଜୟୀ ହୋଇ ଭାଜପା ପ୍ରଥମ ଥର ପାଇଁ ସରକାର ଗଠନ କରିବାକୁ ସମର୍ଥ ହୋଇଥିବାବେଳେ କିଏ ମୁଖ୍ୟମନ୍ତ୍ରୀ ହେବେ ସେନେଇ ଲାଗି ରହିଥିବା କଳ୍ପନାଜଳ୍ପନାର ମଙ୍ଗଳବାର ସନ୍ଧ୍ୟାରେ ଅବସାନ ଘଟିଛି।...

ମୁଖ୍ୟମନ୍ତ୍ରୀ ଭାବେ ନାଁ ଘୋଷଣା ହେବା ପରେ ମୋହନ ମାଝି ନେଲେ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର,୧୨।୬: କେନ୍ଦୁଝର ବିଧାୟକ ମୋହନ ଚରଣ ମାଝି ହେବେ ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ। ଆଜି ସେ ବିଧିବଦ୍ଧ ଭାବେ ଶପଥ ଗ୍ରହଣ କରିବେ। ଏଥିଲାଗି ଭୁବନେଶ୍ୱର ଜନତା ମଇଦାନରେ ଭବ୍ୟ ଆୟୋଜନ କରାଯାଇଛି। ତେବେ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ଭାବେ ମୋହନ...

ମୋହନ ମାଝି ନୂଆ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୨ା୬(ସୁନିତ୍‌ ମିଶ୍ର): ଓଡ଼ିଶାର ୧୪୭ ବିଧାନସଭା ଆସନ ମଧ୍ୟରୁ ୭୮ଟିରେ ବିଜୟୀ ହୋଇ ଭାଜପା ପ୍ରଥମ ଥର ପାଇଁ ସରକାର ଗଠନ କରିବାକୁ ସମର୍ଥ ହୋଇଥିବାବେଳେ କିଏ ମୁଖ୍ୟମନ୍ତ୍ରୀ ହେବେ ସେନେଇ ଲାଗି ରହିଥିବା କଳ୍ପନାଜଳ୍ପନାର ମଙ୍ଗଳବାର ସନ୍ଧ୍ୟାରେ ଅବସାନ...

କାଲିଠୁ ରାଜ୍ୟରେ ‘ମୋହନ ସରକାର’

ଭୁବନେଶ୍ୱର,୧୧।୬: ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ ବୁଧବାର ଅପରାହ୍ନରେ ଶପଥ ନେବ ମୋହନ ସରକାର। ଏନେଇ ରାଜଭବନ ପକ୍ଷରୁ ବିଧିବଦ୍ଧ ସୂଚନା ଦିଆଯାଇଛି। ଭୁବନେଶ୍ୱର ଜନତା ମଇଦାନରେ ୪.୫୫ରେ ଶପଥଗ୍ରହଣ ସମାରୋହ ଅନୁଷ୍ଠିତ ହେବ। ତେବେ ଏହାପୂର୍ବରୁ ମୋହନ ମାଝୀଙ୍କୁ ମୁଖ୍ୟମନ୍ତ୍ରୀ...

ଓଡ଼ିଶାର ପ୍ରଥମ ମହିଳା ଉପମୁଖ୍ୟମନ୍ତ୍ରୀ ହେବେ ପ୍ରଭାତୀ ପରିଡ଼ା, ଜାଣନ୍ତୁ ତାଙ୍କର ଶିକ୍ଷାଗତ ଯୋଗ୍ୟତା, ରାଜନୈତିକ ଯାତ୍ରା…

ନିମାପଡ଼ା,୧୧।୬ (ବିଚିତ୍ରାନନ୍ଦ ସାହୁ): ନିମାପଡ଼ା ମାଟିର ବୋହୂ ତଥା ନିମାପଡ଼ା ନିର୍ବାଚନମଣ୍ଡଳୀର ପ୍ରଥମ ମହିଳା ବିଧାୟିକା ପ୍ରଭାତୀ ପରିଡ଼ା ରାଜ୍ୟର ନୂତନ ଭାଜପା ସରକାରରେ ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବାକୁ ଯାଉଛନ୍ତି। ଏଥିସହ ସେ ପ୍ରଥମ ମହିଳା ଉପମୁଖ୍ୟମନ୍ତ୍ରୀ ହେବାର...

ରାଜ୍ୟପାଳଙ୍କୁ ଭେଟିଲେ ମୋହନ ମାଝୀ, ସରକାର ଗଠନ ପାଇଁ କଲେ ଦାବି ଉପସ୍ଥାପନ

ଭୁବନେଶ୍ୱର,୧୧।୬: ରାଜ୍ୟରେ ଅନୁଷ୍ଠିତ ବିଧାନସଭା ନିର୍ବାଚନରେ ସଂଖ୍ୟା ଗରିଷ୍ଠତା ହାସଲ କରିବା ପରେ ସରକାର ଗଢ଼ିବାକୁ ଯାଉଛି ଭାଜପା। ମଙ୍ଗଳବାର ବସିଥିବା ଦଳର ବିଧାୟକ ଦଳ ବୈଠକରେ କେନ୍ଦୁଝର ବିଧାୟକ ମୋହନ ଚରଣ ମାଝୀଙ୍କ ଉପରେ ମୋହର ବାଜିଛି। ତେବେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri