Tag Archives: Home Middle

ରୁଷୀୟ ସୈନ୍ୟଙ୍କ ଛତ୍ରଭଙ୍ଗ

କିଭ୍‌/ମସ୍କୋ,୧୨ା୯: ଫେବୃୟାରୀ ୨୪ରେ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ ୟୁକ୍ରେନ୍‌ ଆକ୍ରମଣର ନିର୍ଦ୍ଦେଶ ଦେଇଥିଲେ ନିଜ ସୈନ୍ୟଙ୍କୁ। ସାମରିକ ଅପରେଶନ ବଳରେ ୨ ଦିନ ମଧ୍ୟରେ ୟୁକ୍ରେନ୍‌କୁ ସମ୍ପୂର୍ଣ୍ଣ ଦଖଲ କରିବେ ବୋଲି ସେତେବେଳେ ବାହୁସ୍ଫୋଟ ମାରିଥିଲେ। ହେଲେ ୟୁକ୍ରେନ୍‌ରେ...

ଏସିଆ କପ୍‌ ଟାଇଟଲ ହାତେଇଲା ଶ୍ରୀଲଙ୍କା

ଦୁବାଇ,୧୧।୯: ଫାଇନାଲ ମ୍ୟାଚରେ ଉଭୟ ବ୍ୟାଟିଂ ଏବଂ ବୋଲିଂରେ ପ୍ରଭାବୀ ପ୍ରଦର୍ଶନ କରି ଏସିଆ କପ୍‌ ଟାଇଟଲ ହାତେଇଛି ଶ୍ରୀଲଙ୍କା। ଭାନୁକା ରାଜପାକ୍ସେଙ୍କ ଅପରାଜିତ ଅର୍ଦ୍ଧଶତକ ଏବଂ ପ୍ରମୋଦ ମଦୁଶାନ୍‌ ଓ ୱାନିଣ୍ଡୁ ହସରଙ୍ଗାଙ୍କ ଚମତ୍କାର ବୋଲିଂ ବଳରେ ଶ୍ରୀଲଙ୍କା...

ଏସିଆ କପ ଫାଇନାଲ୍‌: ଟସ୍‌ ଜିତିଲା ପାକିସ୍ତାନ

ଦୁବାଇ,୧୧।୯:ଏସିଆ କପ ଟି-୨୦ ଟୁର୍ନାମେଣ୍ଟର ଫାଇନାଲ୍‌ ମ୍ୟାଚ ଦୁବାଇ ଅନ୍ତର୍ଜାତୀୟ ଷ୍ଟାଡିୟମରେ ଖେଳାଯାଉଛି। ଟାଇଟଲ ମ୍ୟାଚରେ ପାଞ୍ଚ ଥର ଚାମ୍ପିୟନ ଶ୍ରୀଲଙ୍କା ଏବଂ ଦୁଇଥର ଚାମ୍ପିୟନ ପାକିସ୍ତାନ ମୁହାଁମୁହିଁ ହୋଇଛନ୍ତି। ଏହି ମ୍ୟାଚ୍‌ରେ ପାକିସ୍ତାନ ଟସ୍‌ ଜିତି ପ୍ରଥମେ ବୋଲିଂ...

୩୫ ଲକ୍ଷ ପିଲାଙ୍କ ଶିକ୍ଷା ପ୍ରଭାବିତ

ଇସଲାମାବାଦ,୧୧ା୯: ପାକିସ୍ତାନରେ ହୋଇଥିବା ପ୍ରଳୟଙ୍କରୀ ବନ୍ୟା ଯୋଗୁ ସବୁକିଛି ଉଜୁଡ଼ି ଯାଇଛି। ବନ୍ୟା ପ୍ରଭାବିତ ପାକିସ୍ତାନକୁ ବିଶ୍ୱର କିଛି ଦେଶ ସହାୟତାର ହାତ ବଢ଼ାଇଛନ୍ତି। ଏହି ସମୟରେ ମିଳିତ ଜାତିସଂଘର ସେକ୍ରେଟାରୀ ଜେନେରାଲ ଆଣ୍ଟୋନିଓ ଗୁଟେରସ୍‌ ପାକିସ୍ତାନରେ ପହଞ୍ଚିଛନ୍ତି। ଆଣ୍ଟୋନିଓ...

ସୋସିଆଲ ମିଡ଼ିଆ ପୋଷ୍ଟକୁ ନେଇ ଉଦ୍ଧବ-ଶିନ୍ଦେ ସମର୍ଥକ ମୁହାଁମୁହିଁ, ୩୬ ବିଧାୟକଙ୍କ ବିରୋଧରେ ମାମଲା ରୁଜୁ…

ମୁମ୍ବାଇ, ୧୧।୯ : ମହାରାଷ୍ଟ୍ରରେ ଉଦ୍ଧବ ଠାକରେ ଏବଂ ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କ ସମର୍ଥକଙ୍କ ମଧ୍ୟରେ ରାଜନୈତିକ ତିକ୍ତତା କ୍ରମାଗତ ଭାବେ ବୃଦ୍ଧି ପାଉଛି। ବର୍ତ୍ତମାନ ଉଭୟ ଦଳର କର୍ମୀମାନେ ପୁଣି ଥରେ ପରସ୍ପରର ମୁହାଁମୁହିଁ ହୋଇଛନ୍ତି। ଉଭୟ ଗୋଷ୍ଠୀର...

ସି ଭୋଟର ସର୍ଭେ ରିପୋର୍ଟ ନେଇ ମୋଦିଙ୍କ ହୋସ୍‌ ଉଡ଼ିଯାଇଛି, ଏଏପି ବିଧାୟକ ଆତିଶିଙ୍କ ମନ୍ତବ୍ୟ…

ନୂଆଦିଲ୍ଲୀ, ୧୧।୯ : ଏବିପି ନ୍ୟୁଜ-ସି ଭୋଟର ସର୍ଭେରେ ଲୋକସଭା ନିର୍ବାଚନ ୨୦୨୪ ସମ୍ବନ୍ଧରେ ଶନିବାର ଏକ ରିପୋର୍ଟ ପ୍ରକାଶିତ ହୋଇଛି। ଏହି ସର୍ଭେରେ ଏକ ପ୍ରଶ୍ନ ପଚରାଯାଇଥିଲା କି ୨୦୨୪ ମସିହାରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ପ୍ରଧାନମନ୍ତ୍ରୀ...

୧୦ ଦିନ ମଧ୍ୟରେ ହେବ ନୂଆ ରାଜନୈତିକ ଦଳର ଘୋଷଣା, କହିଲେ ଗୁଲାମ ନବୀ…

ଶ୍ରୀନଗର, ୧୧।୯ : କଂଗ୍ରେସର ପୂର୍ବତନ ନେତା ଗୁଲାମ ନବୀ ଆଜାଦ ରବିବାର ଜମ୍ମୁ-କଶ୍ମୀରର ବାରମୁଳାରେ ଏକ ରାଲିରେ ସମ୍ବୋଧିତ କରିଛନ୍ତି। ଏହି ସମୟରେ ସେ କହିଛନ୍ତି ଯେ ଆସନ୍ତା ୧୦ ଦିନ ମଧ୍ୟରେ ସେ ଏକ ନୂଆ ରାଜନୈତିକ...

ଗୋଟିଏ ମଞ୍ଚରେ ସିଜେଆଇ ଲଳିତ-ଶିନ୍ଦେ, ବିରୋଧୀ ଦଳଙ୍କ ଅଭିଯୋଗ ଗଣତନ୍ତ୍ର ସଙ୍କଟରେ…

ମୁମ୍ବାଇ, ୧୧।୯ : ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି(ସିଜେଆଇ) ୟୁୟୁ ଲଲିତ ଏବଂ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ ଏକାଠି ଗୋଟିଏ ମଞ୍ଚରେ ଏକ କାର୍ଯ୍ୟକ୍ରମରେ ଯୋଗଦେବାକୁ ବିରୋଧୀ ଦଳଙ୍କ ପକ୍ଷରୁ ନିନ୍ଦା କରାଯାଇଛି। ଏହାକୁ ନେଇ ମହା ବିକାଶ ଆଘାଡିଙ୍କ...

ଦିଲ୍ଲୀ ସମ୍ମୁଖରେ ମୁଣ୍ଡ ନୁଆଁଇବୁନି, ପାଓ୍ବାରଙ୍କ ଆହ୍ବାନ…

ନୂଆଦିଲ୍ଲୀ, ୧୧।୯ : ସାଧାରଣ ନିର୍ବାଚନ ପୂର୍ବରୁ ବିରୋଧୀଙ୍କୁ ଏକଜୁଟ କରିବାକୁ ଉଦ୍ୟମ ମଧ୍ୟରେ ଏନସିପି ମୁଖ୍ୟ ଶରଦ ପାୱାର ଲୋକଙ୍କୁ କେନ୍ଦ୍ର ସରକାର ବିରୋଧରେ ଏକଜୁଟ ହେବାକୁ ଆହ୍ବାନ ଦେଇଛନ୍ତି। ତାଙ୍କ ଦଳର ଦୁଇ ଦିନିଆ ଜାତୀୟ ସମ୍ମିଳନୀକୁ...

ଭାରତ-ଚାଇନା ସମ୍ପର୍କରେ ଆସିବ ସୁଧାର, ମୋଦି ସେପ୍ଟେମ୍ବର ୧୪ରେ ଯିବେ ସମରକନ୍ଦ…

ନୂଆଦିଲ୍ଲୀ, ୧୧।୯ : ସେପ୍ଟେମ୍ବର ୧୫-୧୬ ରେ ଉଜବେକିସ୍ତାନର ସମରକନ୍ଦରେ ଅନୁଷ୍ଠିତ ହେବାକୁ ଥିବା ସାଂଘାଇ ସହଯୋଗ ସଂଗଠନ ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅଂଶଗ୍ରହଣ କରିବେ। ଏହା ଦ୍ୱାରା ଭାରତ-ଚାଇନା ସମ୍ପର୍କରେ ସୁଧାର ଆସିବ ବୋଲି ଅନ୍ତର୍ଜାତୀୟସ୍ତରରେ ଚର୍ଚ୍ଚା...

ଜଳବାୟୁର ନରସଂହାର ଦେଖି ସ୍ତବ୍ଧ ହେଲେ ଜାତିସଂଘ ମୁଖ୍ୟ…

ଇସଲାମାବାଦ, ୧୧।୯ : ମିଳିତ ଜାତିସଂଘର ସେକ୍ରେଟେରୀ ଜେନେରାଲ ଆଣ୍ଟୋନିଓ ଗୁଟେରସ ପାକିସ୍ତାନରେ ବନ୍ୟା ପରିସ୍ଥିତି ସୃଷ୍ଟି କରିଥିବା ଭୟଙ୍କର ବିନାଶକୁ ଦେଖି ସ୍ତବ୍ଧ ହୋଇଯାଇଛନ୍ତି। ଗୁଟେରସ କହିଛନ୍ତି ଯେ ସେ ଏତେ ବଡ଼ ଜଳବାୟୁ ନରସଂହାର ପୂର୍ବରୁ କେବେ...

ଇମ୍ରାନଙ୍କ ବିମାନ ହରାଇଲା ଭାରସାମ୍ୟ, କଲା ଜରୁରୀ ଅବତରଣ…

ଇସଲାମାବାଦ, ୧୧।୯ : ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ ନେଇ ଯାଉଥିବା ଏକ ବିମାନ ଶନିବାର ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଛି। ଦୈନିକ ପାକିସ୍ତାନର ରିପୋର୍ଟ ଅନୁଯାୟୀ, ଇମ୍ରାନ ଖାନ ଶନିବାର ଏକ ରାଲିରେ ସମ୍ବୋଧିତ କରିବାକୁ ଗୁଞ୍ଜରାୱାଲା ଯାଉଥିଲେ।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri