Tag Archives: Home Middle

ଇତିହାସ ରଚିଲେ ସୁନା ପୁଅ

ନୂଆଦିଲ୍ଲୀ,୯।୯: ଜୁରିଚରେ ଡାଏମଣ୍ଡ ଲିଗ୍‌ ଫାଇନାଲରେ ପ୍ରଥମ ସ୍ଥାନ ଅଧିକାର କରି ନୀରଜ ଚୋପ୍ରା ଇତିହାସ ସୃଷ୍ଟି କରିଛନ୍ତି। ଡାଏମଣ୍ଡ ଟ୍ରଫି ଜିତିବାରେ ନୀରଜ ଚୋପ୍ରା ପ୍ରଥମ ଭାରତୀୟ ହୋଇଛନ୍ତି। ସେ ୮୮.୪୪ ମିଟର ଜାଭେଲିନ ଥ୍ରୋରେ ଚେକ ରିପବ୍ଲିକର...

ଭିତରକନିକାରେ ଦେଶୀୟ ପକ୍ଷୀଙ୍କ ଗଣନା ଆରମ୍ଭ

ରାଜନଗର,୯ା୯(ଡି.ଏନ.ଏ.): ବିଶ୍ୱପ୍ରସିଦ୍ଧ ଭିତରକନିକା ଏବେ ଦେଶୀୟ ପକ୍ଷୀଙ୍କ କାକଳିରେ ଫାଟି ପଡୁଛି। ଦେଶରେ ମୌସୁମୀ ବାୟୁ ସକ୍ରିୟ ହେବା ପରଠାରୁ ଭିତରକନିକାରେ ଦେଶୀୟ ପକ୍ଷୀଙ୍କ ଭିଡ ଜମିଛି। ଭିତରକନିକାର ମଠଆଡିଆ, ଦୁର୍ଗାପ୍ରସାଦଡିଆ ଓ ଲକ୍ଷ୍ମୀପ୍ରସାଦଡିଆରେ ଦେଶୀୟ ପକ୍ଷୀ ଭିଡ ଜମାଇବା...

ରହସ୍ୟ ଘେରରେ ବ୍ଲାକ୍‌ରୋଜ ଜାହାଜ ବୁଡ଼ି ଘଟଣା

ପାରାଦୀପ,୯ା୯(ସ୍ବ.ପ୍ର.): ପାରାଦୀପ ବନ୍ଦର ପାଇଁ କଳଙ୍କିତ ଦାଗ ଛାଡି ଯାଇଥିବା ବ୍ଲାକ୍‌ରୋଜ ଜାହାଜ ବୁଡିବା ଘଟଣା ଶୁକ୍ରବାର ୧୪ ବର୍ଷରେ ପହଞ୍ଚିଛି। ସମୁଦ୍ରର ଯେଉଁ ସ୍ଥାନରେ ଜାହାଜ ବୁଡିଥିଲା ସେଠାରେ ଆଉ ଉପରିଭାଗ ଦେଖା ଯାଉନାହିଁ। ପାଣିରେ ଅଦୃଶ୍ୟ ହେବାଭଳି...

ମହାରାଣୀଙ୍କ ମହାପ୍ରୟାଣ:୧୦ ଦିନିଆ ରାଷ୍ଟ୍ରୀୟ ଶୋକ

ଲଣ୍ଡନ, ୯ା୯:ବ୍ରିଟେନରେ ସର୍ବାଧିକ କାଳ ଶାସନ କରିଥିବା ମହାରାଣୀ ଏଲିଜାବେଥ୍‌-୨ୟଙ୍କ ଗୁରୁବାର ପରଲୋକ ହୋଇଛି। ତାଙ୍କୁ ୯୬ ବର୍ଷ ହୋଇଥିଲା। ମୃତ୍ୟୁବେଳକୁ ସେ ସ୍କଟଲାଣ୍ଡ୍‌ର ବାଲ୍‌ମୋରାଲ କାସଲେରେ ଥିଲେ। ଦୀର୍ଘଦିନ ହେଲା ସେ ବାର୍ଦ୍ଧକ୍ୟଜନିତ ବ୍ୟାଧିରେ ପୀଡ଼ିତ ଥିଲେ। ଏ...

ରାଣୀ ଏଲିଜାବେଥ ଦ୍ୱିତୀୟଙ୍କ ପରଲୋକ

ଲଣ୍ଡନ/ନୂଆଦିଲ୍ଲୀ,୮ା୯: ବ୍ରିଟେନ୍‌ର ମହାରାଣୀ ଏଲିଜାବେଥ ଦ୍ୱିତୀୟଙ୍କ ୯୬ ବର୍ଷ ବୟସରେ ପରଲୋକ ହୋଇଯାଇଛି। ଏନେଇ ବକିଙ୍ଗହାମ୍‌ ପ୍ୟାଲେସ୍‌ ପକ୍ଷରୁ ଏହି ଦୁଃଖଦ ସୂଚନା ଦିଆଯାଇଛି । ସେ ୭୦ ବର୍ଷ ଧରି ଶାସନ କରିଥିଲେ। ୯୬ ବର୍ଷୀୟା ମହାରାଣୀ ଗତବର୍ଷ...

ବନ୍ଦ ହେଲା ହୀରାକୁଦର ସମସ୍ତ ଗେଟ୍‌

ସମ୍ବଲପୁର,୮ା୯(ବ୍ୟୁରୋ): ସମ୍ବଲପୁର ହୀରାକୁଦ ଡ୍ୟାମ୍‌ରୁ ଗୋଟିଏ ଗେଟ୍‌ ଦେଇ ବନ୍ୟାଜଳ ନିଷ୍କାସନ କରାଯାଉଥିବା ବେଳେ ଏହାକୁ ଗୁରୁବାର ଅପରାହ୍ନ ୩ଟାରେ ବନ୍ଦ କରି ଦିଆଯାଇଛି । ଏବେ ଡ୍ୟାମ୍‌ର ସମସ୍ତ ଗେଟ୍‌ ବନ୍ଦ ହୋଇଯାଇଛି। ଏହି ଜଳଭଣ୍ଡାରରେ ୬୩୦ ଫୁଟ...

କୋହଲିଙ୍କ ଦମ୍‌ଦାର ଶତକ: ଆଫଗାନିସ୍ତାନ ଆଗରେ ୨୧୩ ରନ୍‌ର ଟାର୍ଗେଟ

ଦୁବାଇ,୮।୯: ଏସିଆ କପର ଗୁରୁବାର ଭାରତ-ଆଫଗାନିସ୍ତାନ ଶେଷ ମ୍ୟାଚରେ ବିରାଟ କୋହଲିିଙ୍କ ଦମ୍‌ଦାର ଶତକୀୟ ଇନିଂସ ବଳରେ ଭାରତ ନିର୍ଦ୍ଧାରିତ ୨୦ ଓଭରରେ ୨ ଉଇକେଟ ହରାଇ ୨୧୨ ରନ୍‌ କରିବାରେ ସଫଳ ହୋଇଛି। ଫଳରେ ଭାରତ ଆଫଗାନିସ୍ତାନ ଆଗରେ...

ଉଦ୍‌ଘାଟିତ ହେଲା ‘କର୍ତ୍ତବ୍ୟ ପଥ’, ଦେଶ ପାଇଁ ଏକ ଐତିହାସିକ ଦିନ: ମୋଦି

ନୂଆଦିଲ୍ଲୀ,୮।୯: ରାଜଧାନୀ ଦିଲ୍ଲୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସେଣ୍ଟ୍ରାଲ ଭିଷ୍ଟା ଏଭେନ୍ୟୁର ଉଦ୍‌ଘାଟନ କରିଛନ୍ତି। ଇଣ୍ଡିଆ ଗେଟ୍‌ରୁ ରାଷ୍ଟ୍ରପତି ଭବନ ପର୍ଯ୍ୟନ୍ତ ‘କର୍ତ୍ତବ୍ୟ ପଥ’କୁ ପ୍ରଧାନମନ୍ତ୍ରୀ ମୋଦି ଗୁରୁବାର ସନ୍ଧ୍ୟାରେ ଉଦ୍‌ଘାଟନ କରିଥିଲେ। ଏହା ପୂର୍ବରୁ କର୍ତ୍ତବ୍ୟ ପଥରେ ଥିବା...

ନେତାଜୀଙ୍କ ପ୍ରତିମୂର୍ତ୍ତିର ଉନ୍ମୋଚନ କଲେ ମୋଦି

ନୂଆଦିଲ୍ଲୀ,୮ ।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ସନ୍ଧ୍ୟା ପ୍ରାୟ ୭ଟା ୧୦ ମିନିଟରେ ଇଣ୍ଡିଆ ଗେଟ ନିକଟରେ ସୁଭାଷ ବୋଷଙ୍କ ପ୍ରତିମୂର୍ତ୍ତିର ଉନ୍ମୋଚନ କରିଛନ୍ତି । ଏହାପରେ ସେ ମୂର୍ତ୍ତି ନିକଟରେ ପୁଷ୍ପାଞ୍ଜଳି ଦେଇଛନ୍ତି । ସୁଭାଷ ବୋଷଙ୍କ...

ଘରୋଇ ବିଦ୍ୟୁତ୍‌ ଦର କମାଇବେ ସରକାର

ଲଣ୍ଡନ,୮ା୯: ବ୍ରିଟେନର ନବନିର୍ବାଚିତ ପ୍ରଧାନମନ୍ତ୍ରୀ ଲିଜ ଟ୍ରସ୍‌ ଗୁରୁବାର କହିଛନ୍ତି, ଆଗାମୀ ଦିନରେ ପ୍ରବଳ ଥଣ୍ଡା ପାଗର ସମ୍ମୁଖୀନ ହେବାକୁ ପଡ଼ିବ। ତେଣୁ ତାଙ୍କ ସରକାର ଘରୋଇ ତଥା ବ୍ୟବସାୟିକ ଉଦ୍ଦେଶ୍ୟରେ ବ୍ୟବହୃତ ବିଦ୍ୟୁତ୍‌ ଶକ୍ତି ମୂଲ୍ୟ ହ୍ରାସ କରିବେ।...

ଦରଦାମ୍‌ ବୃଦ୍ଧି ପାଇଁ କେବଳ କେନ୍ଦ୍ର ନୁହେଁ ରାଜ୍ୟ ବି ଦାୟୀ: ଅର୍ଥମନ୍ତ୍ରୀ…

ନୂଆଦିଲ୍ଲୀ, ୮।୯ : ଦରଦାମ୍‌ ବୃଦ୍ଧି ସମ୍ପର୍କରେ ତାଙ୍କ ବିବୃତ୍ତି ନେଇ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସମ୍ପ୍ରତି ଚର୍ଚ୍ଚାରେ ରହିଛନ୍ତି। ଦରଦାମ୍‌ ବଢ଼ିବା ନେଇ ଅର୍ଥମନ୍ତ୍ରୀ ପୁଣି ଏକ ବଡ଼ ବିବୃତ୍ତି ଦେଇଛନ୍ତି। ଅର୍ଥମନ୍ତ୍ରୀ କହିଛନ୍ତି ଅତ୍ୟାବଶ୍ୟକ ସାମଗ୍ରୀର ଦରଦାମ୍‌...

‘ଜାପାନ-ଭାରତ ସମ୍ପର୍କ ଆହୁରି ସୁଦୃଢ଼ ହେବ’

ଟୋକିଓ,୮ା୯: ଗୁରୁବାର ଭାରତ ଏବଂ ଜାପାନ ମଧ୍ୟରେ ଚାଲିଥିବା ଟୁ-ପ୍ଲସ-ଟୁ’ ମନ୍ତ୍ରୀସ୍ତରୀୟ ଆଲୋଚନାରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଏବଂ ଏଏମ୍‌ଏସ୍‌ ଜୟଶଙ୍କର ଯୋଗ ଦେଇଛନ୍ତି। ପ୍ରତିରକ୍ଷା ସହଯୋଗକୁ ଆହୁରି ଦୃଢ଼ କରିବ ବୋଲି ଗୁରୁବାର ଭାରତ ଏବଂ ଜାପାନ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri