Tag Archives: Home Middle

ଶିବସେନା କାହାର, ସେପ୍ଟେମ୍ବର ୨୭ରେ ବିଚାର…

ନୂଆଦିଲ୍ଲୀ, ୭।୯ : ଜୁନ ମାସରେ ମହାରାଷ୍ଟ୍ରରେ କ୍ଷମତା ଦଖଲ ପରେ ଶିବସେନା କାହାର ସେନେଇ ସଂଗ୍ରାମ ଜାରି ରହିଛି। ଏହି ମାମଲା ନିର୍ବାଚନ ଆୟୋଗଙ୍କ ଅଧୀନରେ ରହିଛି। କିନ୍ତୁ ପ୍ରକୃତ ଶିବସେନାର ପ୍ରଶ୍ନ ସୁପ୍ରିମକୋର୍ଟରେ ପହଞ୍ଚିଛି। ସେପ୍ଟେମ୍ବର ୨୭ରେ...

ପାକିସ୍ତାନର ପରାଜୟ ଉପରେ ନିର୍ଭର କରୁଛି ଟିମ୍‌ ଇଣ୍ଡିଆର ଭାଗ୍ୟ…

ଦୁବାଇ/ସାରଜା, ୭।୯ : ଏସିଆ କପ ଟି-୨୦ ଟୁର୍ନାମେଣ୍ଟରେ ମଙ୍ଗଳବାର ଶ୍ରୀଲଙ୍କା ବିପକ୍ଷରେ ଭାରତ ୬ ୱିକେଟରେ ପରାଜୟ ସ୍ବୀକାର କରିଛି। ସୁପର ଫୋର୍‌ ରାଉଣ୍ଡରେ ଏହି ପରାଜୟ ସହ ଭାରତ ଏସିଆ କପରୁ ବାହାର ହେବାକୁ ଯାଉଛି। ଶ୍ରୀଲଙ୍କା...

ରାଜଧାନୀରେ ଏବର୍ଷ ଦୀପାବଳିରେ ମଧ୍ୟ ବାଣଫୁଟା ବନ୍ଦ…

ନୂଆଦିଲ୍ଲୀ, ୭।୯ : ଏଥର ମଧ୍ୟ ରାଜଧାନୀ ଦିଲ୍ଲୀରେ ଦୀପାବଳିରେ ମଧ୍ୟ ବାଣଫୁଟା ବନ୍ଦ ରହିବ। ଦିଲ୍ଲୀର ପରିବେଶ ମନ୍ତ୍ରୀ ଗୋପାଳ ରାୟ ବୁଧବାର କହିଛନ୍ତି ଯେ ୨୦୨୩ ଜାନୁଆରୀ ୧ ତାରିଖ ପର୍ଯ୍ୟନ୍ତ ଜାତୀୟ ରାଜଧାନୀରେ ସମସ୍ତ ପ୍ରକାର...

ପାଟନା ମେଡିକାଲ କଲେଜକୁ ତେଜସ୍ବୀଙ୍କ ରାତିଅଧିଆ ଗସ୍ତ…

ନୂଆଦିଲ୍ଲୀ, ୭।୯ : ମଙ୍ଗଳବାର ବିଳମ୍ବିତ ରାତିରେ ବିହାର ଉପମୁଖ୍ୟମନ୍ତ୍ରୀ ତଥା ସ୍ବାସ୍ଥ୍ୟମନ୍ତ୍ରୀ ତେଜସ୍ବୀ ଯାଦବ ଡାକ୍ତରଖାନା ପରିଦର୍ଶନ କରିଛନ୍ତି। ଏହି ସମୟରେ ୱାର୍ଡରେ ଖରାପ ବ୍ୟବସ୍ଥା ଦେଖିବା ପରେ ସେ ବହୁତ ରାଗି ଯାଇଥିଲେ। ସେ ଡାକ୍ତରମାନଙ୍କୁ ତୀବ୍ର...

ମାନ୍ୟତା ପାଇନଥିବା ରାଜନୈତିକ ଦଳଙ୍କ ବିରୋଧରେ ଆୟକର ଚଢ଼ାଉ…

ନୂଆଦିଲ୍ଲୀ, ୭।୯ : ମାନ୍ୟତା ପାଇନଥିବା ରାଜନୈତିକ ଦଳଙ୍କ ବିରୋଧରେ ଟିକସ ଛାଡ ମାମଲାରେ ଆୟକର ବିଭାଗ ବିଭିନ୍ନ ରାଜ୍ୟରେ ଚଢ଼ାଉ କରାଯାଇଛି। ସରକାରୀ ସୂତ୍ର ଅନୁଯାୟୀ, ବୁଧବାର ପଞ୍ଜୀକୃତ ହୋଇଥିବା ମାତ୍ର ମାନ୍ୟତା ମିଳି ନଥିବା ରାଜନୈତିକ ଦଳ...

ବୋମ୍ମାଇ କ୍ଷମତା ଛାଡନ୍ତୁ, ବନ୍ୟା ସମସ୍ୟାର ସମାଧାନ ଆମେ କରିବୁ: କଂଗ୍ରେସ…

ବେଙ୍ଗାଲୁରୁ, ୭।୯ : ପ୍ରବଳ ବର୍ଷା ପରେ ବେଙ୍ଗାଲୁରୁରେ ଆସିଥିବା ବନ୍ୟାକୁ ନେଇ ଶାସକ ଭାଜପା ଓ କଂଗ୍ରେସ ମୁହାଁମୁହିଁ ହୋଇଛନ୍ତି। ସିଲିକନ ସିଟି ବେଙ୍ଗାଲୁରରେ ବନ୍ୟା ପରିସ୍ଥିତି ପାଇଁ ମୁଖ୍ୟମନ୍ତ୍ରୀ ବାସଭରାଜ ବୋମ୍ମାଇ ପୂର୍ବ କଂଗ୍ରେସ ସରକାରଙ୍କୁ ଦାୟୀ...

କଂଗ୍ରେସ ପାକିସ୍ତାନରୁ ଆରମ୍ଭ କରୁ ଭାରତ ଯୋଡ ଯାତ୍ରା, ଭାଜପାର କଟାକ୍ଷ…

ନୂଆଦିଲ୍ଲୀ,୭।୯ : ରାହୁଲ ଗାନ୍ଧୀଙ୍କ ଭାରତ ଯୋଡ ଯାତ୍ରା ନେଇ ଭାଜପା ଏବଂ କଂଗ୍ରେସ ମଧ୍ୟରେ ଆରୋପ ପ୍ରତ୍ୟାରୋପ ଆରମ୍ଭ ହୋଇଛି। ଆସାମର ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ସରମା କଂଗ୍ରେସର ଭାରତ ଯୋଡ ଯାତ୍ରାକୁ ନେଇ କଡ଼ା ସମାଲୋଚନା କରିଛନ୍ତି।...

ସକ୍ରିୟ ମାମଲା ୫୧ ହଜାରରୁ ଅଧିକ…

ନୂଆଦିଲ୍ଲୀ, ୭।୯: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା କମି ୫୧ ହଜାର ତଳେ ରହିଛି। କେରଳରେ ସତର୍କ...

ଶ୍ରୀଲଙ୍କାର ଲଢୁଆ ବ୍ୟାଟିଂ, ୬ ୱିକେଟରେ ବିଜୟୀ…

ଦୁବାଇ, ୬।୯ : ଏସିଆ କପ୍‌-୨୦୨୨ ଟି-୨୦ ମ୍ୟାଚର ସୁପର ଫୋର୍‌ ଏ-୧ ଏବଂ ବି-୧ ମ୍ୟାଚ୍‌ରେ ମଙ୍ଗଳବାର ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ମୁକାବିଲାରେ ଟିମ ଶ୍ରୀଲଙ୍କା ବିଜୟ ହାସଲ କରିଛି ।  ଧାର୍ଯ୍ୟ ୧୭୪ ରନ୍ ଲକ୍ଷ୍ୟର...

ବୁଧବାରଠାରୁ କଂଗ୍ରେସର ଭାରତ ଯୋଡ ଯାତ୍ରା, ୫ ମାସରେ ୩୫୭୦ କିଲୋମିଟର ଅତିକ୍ରମ କରିବେ କର୍ମୀ…

ନୂଆଦିଲ୍ଲୀ, ୬।୯ : ବୁଧବାର ସେପ୍ଟେମ୍ବର ୭ରେ କନ୍ୟାକୁମାରୀରେ ଏକ ମେଗା ରାଲିରେ କଂଗ୍ରେସ ଏହାର ୩,୫୭୦ କିଲୋମିଟର ଲମ୍ବା ଭାରତ ଯୋଡ ଯାତ୍ରା’ଆରମ୍ଭ କରିବ। ୫ ମାସରେ ଏହି ଯାତ୍ରା ଶେଷ ହେବ। କଂଗ୍ରେସ ଅନୁସାରେ ଆଦର୍ଶ ଏବଂ...

୨୦୧୯ ଲୋକ ସଭା ନିର୍ବାଚନରେ ପରାଜିତ ହୋଇଥିବା ୧୪୪ ଆସନ ନେଇ ରଣନୀତି ପ୍ରସ୍ତୁତ…

ନୂଆଦିଲ୍ଲୀ, ୬।୯ : ଆସନ୍ତା ୨୦୨୪ ଲୋକସଭା ନିର୍ବାଚନ ପାଇଁ ଭାଜପା ପ୍ରସ୍ତୁତି ଆରମ୍ଭ କରିଛି। ଏହି ମର୍ମରେ ମଙ୍ଗଳବାର ଦଳର ରାଷ୍ଟ୍ରୀୟ ସଭାପତି ଜେପି ନଡ୍ହା, କେନ୍ଦ୍ରୀୟ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଏବଂ ଜାତୀୟ ସଂଗଠନର ସାଧାରଣ ସମ୍ପାଦକ...

ଶ୍ରୀଲଙ୍କା ପାଇଁ ବିଜୟ ଲକ୍ଷ୍ୟ ୧୭୪ ରନ୍‌…

ଦୁବାଇ, ୬।୯ : ଏସିଆ କପ୍‌-୨୦୨୨ ଟି-୨୦ ମ୍ୟାଚର ସୁପର ଫୋର୍‌ ଏ-୧ ଏବଂ ବି-୧ ମ୍ୟାଚ୍‌ରେ ମଙ୍ଗଳବାର ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ମୁକାବିଲା ହୋଇଛି। ଦୁବାଇର ଦୁବାଇ ଇଣ୍ଟରନ୍ୟାଶନାଲ କ୍ରିକେଟ ଷ୍ଟାଡିୟମ୍‌ରେ ଖେଳା ଯାଉଥିବା ଏହି ମ୍ୟାଚ୍‌ରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri